ଜାତୀୟ

ଲଲନ ସିଂ ଜେଡିୟୁ ଅଧ୍ୟକ୍ଷ

ପାଟନା,୩୧ ।୭: ରାଜଧାନୀ ଦିଲ୍ଲୀରେ ଜନତା ଦଳ ୟୁନାଇଟେଡ(ଜେଡିୟୁ)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ ଲାଗି ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକ ଶେଷ ହୋଇଛି । ବୈଠକରେ ସର୍ବସମ୍ମତି କ୍ରମେ ଲଲନ ସିଂଙ୍କୁ ଜେଡିୟୁର ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ନିର୍ବାଚିତ...

ଅଗଷ୍ଟ ୨ରୁ ଖୋଲିବ ସମସ୍ତ ସ୍କୁଲ

ଚଣ୍ଡିଗଡ଼,୩୧ ।୭: କରୋନା ମହାମାରୀର ଦ୍ୱିତୀୟ ଲହର କମି କମି ଆସୁଥିବା ବେଳେ ତୃତୀୟ ଲହରର ଚିନ୍ତା କିନ୍ତୁ ଘାରୁଛି । ହେଲେ ଏହି ପରିସ୍ଥିତିରେ ପଞ୍ଜାବ ସରକାର ସମସ୍ତ ସ୍କୁଲ କଲେଜ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି । ଅଗଷ୍ଟ...

ରାଜନୀତି ଛାଡ଼ିଲେ ଭାଜପାର ବାବୁଲ ସୁପ୍ରିଓ

ନୂଆଦିଲ୍ଲୀ,୩୧।୭: ଲୋକପ୍ରିୟ ଗାୟକ ତଥା ଭାଜପା ସରକାରରେ କେନ୍ଦ୍ରୀୟ ମନ୍ତ୍ରୀ ଥିବା ବାବୁଲ ସୁପ୍ରିଓ ରାଜନୀତିରୁ ସନ୍ୟାସ ନେଉଥିବା ଶନିବାର ଘୋଷଣା କରିଛନ୍ତି। ଫେସବୁକ୍‌ ପୃଷ୍ଠାରେ ଏକ ପୋଷ୍ଟ ଶେୟାର କରି ଏବେ ସମାଜସେବା ଦିଗରେ ସେ ମନୋନିବେଶ କରିବାକୁ...

ଘୋଷଣା ହେଲା ଉତ୍ତର ପ୍ରଦେଶ ଦଶମ-ଦ୍ୱାଦଶ ପରୀକ୍ଷା ଫଳାଫଳ

ଲକ୍ଷ୍ନୌ,୩୧ ।୭: ଉତ୍ତର ପ୍ରଦେଶ ମାଧ୍ୟମିକ ଶିକ୍ଷା ପରିଷଦ ଶନିବାର ଦଶମ ଓ ଦ୍ୱାଦଶ ପରୀକ୍ଷାର ଫଳାଫଳ ଘୋଷଣା କରିଛି । ଚଳିତ ବର୍ଷ ଦଶମରେ ୯୯.୫୫ ପ୍ରତିଶତ ଓ ଦ୍ୱାଦଶରେ ୯୭.୮୮ ପ୍ରତିଶତ ଛାତ୍ରୀଛାତ୍ର ଉତ୍ତିର୍ଣ୍ଣ ହୋଇଛନ୍ତି ।...

ବେଦୀରେ ଅପେକ୍ଷା କରିଥିଲେ କନ୍ୟା, ବରଗାଡ଼ିକୁ ଅଧା ରାସ୍ତାରେ ଅଟକାଇଲା ପୋଲିସ; କାରଣ ଜାଣିଲେ…

ଲକ୍ଷ୍ନୌ,୩୧ା୭: ଉତ୍ତରପ୍ରଦେଶର ପିଲଭିତ ଜିଲାର ଜଣେ ବର କନ୍ୟା ଆଣିବା ପାଇଁ ଉତ୍ତରାଖଣ୍ଡ ଯାଉଥିବା ବେଳେ ପୋଲିସ ସୀମାରେ ଅଟକାଇଥିଲା। ଯାଞ୍ଚ କରିବା ପରେ ବରଯାତ୍ରୀ ସହ ବରଙ୍କୁ ଫେରିଯିବାକୁ କହିଥିଲା ପୋଲିସ। ଏହି ଖବର କନ୍ୟାଘର ଲୋକଙ୍କ ନିକଟରେ...

ଏନ୍‌କାଉଣ୍ଟରରେ ଜୈଶ୍‌ ଆତଙ୍କବାଦୀ ଲମ୍ବୁ ନିହତ…

ଶ୍ରୀନଗର,୩୧।୭: ଜୈଶ-ଇ-ମହମ୍ମଦର ଜଣେ ବରିଷ୍ଠ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର କରି ମିଳିତ ସୁରକ୍ଷାକର୍ମୀ ପୁଲୱାମା ଆକ୍ରମଣର ପ୍ରତିଶୋଧ ନେଇଛନ୍ତି। ପୁଲୱାମା ଆକ୍ରମଣରେ ସାମିଲ୍‌ ଥିବା ପାକିସ୍ତାନୀ ଆତଙ୍କବାଦୀଙ୍କର ଜମ୍ମୁ-କଶ୍ମୀରର ପୁଲୱାମା ଜିଲାରେ ଏକ ଏନ୍‌କାଉଣ୍ଟରରେ ମୃତ୍ୟୁ ଘଟିଛି। ଏନେଇ ଶନିବାର କଶ୍ମୀର...

କରୋନାରେ ମୃତ୍ୟୁ ଘଟିଥିବା ଗଣମାଧ୍ୟମ ପ୍ରତିନିଧିଙ୍କ ପରିବାରକୁ ମିଳିବ ୧୦ ଲକ୍ଷ, ମୁଖ୍ୟମନ୍ତ୍ରୀଙ୍କ ଘୋଷଣା…

ଲକ୍ଷ୍ନୌ,୩୧।୭: କରୋନାରେ ମୃତ୍ୟୁ ଘଟିଥିବା ଗଣମାଧ୍ୟମ ପ୍ରତିନିଧିଙ୍କ ପରିବାରକୁ ଏଣିକି ମିଳିବ ୧୦ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ମିଳିବ। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାରଙ୍କ ପକ୍ଷରୁ ଏସମ୍ପର୍କରେ ଘୋଷଣା କରାଯାଇଛି। କରୋନା ମହାମାରୀ ଯୋଗୁ ୨୦୨୦ରେ ରାଜ୍ୟରେ...

ଭୂସ୍ଖଳନ ଯୋଗୁ ଚଣ୍ଡିଗଡ଼-ମନାଲି ଜାତୀୟ ରାଜପଥ ବନ୍ଦ

ଶିମଲା,୩୧।୭: ହିମାଚଳ ପ୍ରଦେଶରେ ପ୍ରବଳ ବର୍ଷା ଓ ଭୂସ୍ଖଳନ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏଥିଯୋଗୁ ରାଜ୍ୟରେ ଅନେକ ରାସ୍ତା ବନ୍ଦ ହୋଇପଡ଼ିଥିବାରୁ ଯାତାୟତରେ ବାଧା ଉପୁଜିଛି। ଇତିମଧ୍ୟରେ ମଣ୍ଡି ଜିଲାର ପାଣ୍ଡୋହ ଅଞ୍ଚଳରେ ଭୂସ୍ଖଳନ ଯୋଗୁ ଚଣ୍ଡିଗଡ଼ ଓ...

ନୂଆ ଆଇପିଏସ୍‌ଙ୍କୁ ମୋଦିଙ୍କ ମନ୍ତ୍ର

ନୂଆଦିଲ୍ଲୀ,୩୧।୭ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ ସର୍ଦ୍ଦାର ବଲଭଭାଇ ପଟେଲ ନ୍ୟାସନାଲ ପୋଲିସ ଏକାଡେମୀରେ ତାଲିମପ୍ରାପ୍ତ ଆଇପିଏସ୍‌ ଅଧିକାରୀଙ୍କୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦି ତାଲିମପ୍ରାପ୍ତ ଅଧିକାରୀଙ୍କୁ କିଛି ମନ୍ତ୍ର ଦେଇଛନ୍ତି। ପ୍ରଶିକ୍ଷକ...

ପ୍ରେମିକାଙ୍କଠୁ ଧୋକା ଖାଇବା ପରେ ନିଜ ଚା’ ଦୋକାନର ଏମିତି ନାଁ ରଖିଲେ ପ୍ରେମିକ, ଲୋକେ କରୁଛନ୍ତି ପ୍ରଶଂସା

ଭୋପାଳ,୩୧ା୭: ମଧ୍ୟପ୍ରଦେଶର ବୈତୁଲରେ ଆଜିକାଲି ଏକ ଚା’ ଦୋକାନ ବେଶ୍‌ ଚର୍ଚ୍ଚାରେ ରହିଛି। କାରଣ ଏହି ଚା’ ଦୋକାନର ଅଦ୍ଭୁତ ନାମକରଣକୁ ନେଇ ଚାରିଆଡ଼େ ଚର୍ଚ୍ଚା ହେଉଛି। ଏହି ଦୋକାନର ନାଁ ‘ବଓ୍ବେଫା ଚାୟ ଓ୍ବାଲା’। ଏମିତି ନାମକରଣ ପଛରେ...

ସମୟ ପୂର୍ବରୁ ମୌସୁମୀ ଅଧିବେଶନ ଶେଷ ହେବା ଆଶଙ୍କା, ହେଲାଣି ୨୬.୯୨୫ କୋଟି କ୍ଷତି…

ନୂଆଦିଲ୍ଲୀ,୩୧।୭: ସଂସଦର ମୌସୁମୀ ଅଧିବେଶନ ଅଚଳ ହୋଇପଡ଼ିଛି। ଜୁଲାଇ ୧୯ରୁ ଆରମ୍ଭ ହୋଇଥିବା ସଂସଦର ମୌସୁମୀ ଅଧିବେଶନ ଅଗଷ୍ଟ ୧୩ ପର୍ଯ୍ୟନ୍ତ ଚାଲିବାର କାର୍ଯ୍ୟକ୍ରମ ରହିଛି। ଅଧିବେଶନରେ ୧୯ଟି ସାଧାରଣ କାର୍ଯ୍ୟ ଦିବସକୁ ସାମିଲ୍‌ କରାଯାଇଛି । ବିରୋଧୀଙ୍କ ପ୍ରବଳ...

୨.୨୭ ଲକ୍ଷରୁ ଅଧିକ ଗର୍ଭବତୀଙ୍କୁ ଦିଆଯାଇଛି ଟିକା…

ନୂଆଦିଲ୍ଲୀ,୩୧।୭: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ଦେଶରେ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଇତିମଧ୍ୟରେ ୪୬ କୋଟି ୧୫ ଲକ୍ଷ ୧୮ ହଜାର ୪୭୯ ଜଣ ଲୋକଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ଶୁକ୍ରବାର...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri