ଜାତୀୟ

୫ ଆଞ୍ଚଳିକ ଭାଷାରେ ଉଚ୍ଚଶିକ୍ଷା

ନୂଆଦିଲ୍ଲୀ, ୩୦।୭(ପି.ଟି.):ରାଷ୍ଟ୍ର ନିର୍ମାଣ ମହାଯଜ୍ଞରେ ନୂତନ ଜାତୀୟ ଶିକ୍ଷାନୀତି (ଏନ୍‌ଇପି) ଏକ ବଡ଼ ଫ୍ୟାକ୍ଟର। ଭାରତର ସ୍ବର୍ଣ୍ଣିମ ଭବିଷ୍ୟତ ଗଠନରେ ଏହାର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିବ ବୋଲି ଏନ୍‌ଇପିର ପ୍ରଥମ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର...

୧୬ କୋଟିର କଳାକୃତି ଫେରାଇବ ଅଷ୍ଟ୍ରେଲିଆ

ନୂଆଦିଲ୍ଲୀ, ୩୦ା୭: ଅଷ୍ଟ୍ରେଲିଆର ନ୍ୟାଶନାଲ ଗ୍ୟାଲେରି ଚୋରି ହୋଇଥିବା ତଥା ବେଆଇନ ଭାବେ ଚାଲାଣ ହୋଇଥିବା କଳାକୃତି ଭାରତକୁ ଫେରାଇବ। ସେଥିମଧ୍ୟରେ ଅନେକ ଚିତ୍ର ଓ ମୂର୍ତ୍ତି ରହିଥିବାବେଳେ କେତେକ ଦ୍ୱାଦଶ ଶତାବ୍ଦୀର ଏବଂ ଏହାର ମୂଲ୍ୟ ପ୍ରାୟ ୧୬.୩୪...

ନୀତି ଆୟୋଗ ଏସ୍‌ଡିଜି ରିପୋର୍ଟ: ବିହାର ସବୁଠୁ ପଛୁଆ

ନୂଆଦିଲ୍ଲୀ, ୩୦।୭:କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶିତ ରିପୋର୍ଟ ଅନୁଯାୟୀ ବିହାର ଦେଶର ସବୁଠୁ ପଛୁଆ ରାଜ୍ୟ। ନୀତୀଶ କୁମାର ସରକାରରେ ଭାଜପା ସହଯୋଗୀ ଦଳ ରହିଥିବାବେଳେ ପାର୍ଲାମେଣ୍ଟରେ ସରକାରଙ୍କ ଏଭଳି ରିପୋର୍ଟକୁ ନେଇ ନୂଆ ରାଜନୈତିକ ବିବାଦ ସୃଷ୍ଟି ହୋଇଛି।...

ବିହାର ସବୁଠୁ ପଛୁଆ

ନୂଆଦିଲ୍ଲୀ,୨୯।୭: କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶିତ ରିପୋର୍ଟ ଅନୁଯାୟୀ ବିହାର ଦେଶର ସବୁଠୁ ପଛୁଆ ରାଜ୍ୟ। ନୀତୀଶ କୁମାର ସରକାରରେ ଭାଜପା ସହଯୋଗୀ ଦଳ ରହିଥିବା ବେଳେ ପାର୍ଲାମେଣ୍ଟରେ ସରକାରଙ୍କ ଏଭଳି ରିପୋର୍ଟକୁ ନେଇ ନୂଆ ରାଜନୈତିକ ବିବାଦ ସୃଷ୍ଟି...

ସୁନ୍ଦରଲାଲ ବହୁଗୁଣାଙ୍କୁ ଭାରତରତ୍ନ ସମ୍ପର୍କିତ ପ୍ରସ୍ତାବ ଦିଲ୍ଲୀ ବିଧାନସଭାରେ ପାସ୍‌

ନୂଆଦିଲ୍ଲୀ,୨୯ ।୭: ପରିବେଶବିତ୍ ସୁନ୍ଦରଲାଲ ବହୁଗୁଣାଙ୍କୁ ଭାରତ ରତ୍ନ ଦାବି କରିଥିଲେ ଦିଲ୍ଲୀ ସରକାର । ଏବେ ଏହାକୁ ନେଇ ଗୁରୁବାର ଏକ ପ୍ରସ୍ତାବ ଦିଲ୍ଲୀ ବିଧାନସଭାରେ ସର୍ବସମ୍ମତିକ୍ରମେ ପାସ କରାଯାଇଛି । ଦିଲ୍ଲୀ ବିଧାନସଭାର ମୌସୁମୀ ଅଧିବେଶନ ସମୟରେ...

ଏନ୍‌ଇପିକୁ ଏକ ବର୍ଷ, ନିର୍ମାଣ ହେବ ନୂଆ ଭବିଷ୍ୟତ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୯ ।୭: ନ୍ୟାଶନାଲ ଏଜୁକେଶନ ପଲିସି ବା ରାଷ୍ଟ୍ରୀୟ ଶିକ୍ଷା ନୀତି(ଏନ୍‌ଇପି) କୁ ଏକ ବର୍ଷ ପୂରଣ ହୋଇଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ କହିଛନ୍ତି ଗତ ଏକ ବର୍ଷ ମଧ୍ୟରେ...

କେନ୍ଦ୍ରମନ୍ତ୍ରୀ ଗଡକରୀଙ୍କୁ ଭେଟିଲେ ମମତା

ନୂଆଦିଲ୍ଲୀ,୨୯।୭: ୪ ଦିନିଆ ଦିଲ୍ଲୀ ଗସ୍ତରେ ଥିବା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର କେନ୍ଦ୍ର ପରିବହନ ମନ୍ତ୍ରୀ ନିତିନ ଗଡକରୀଙ୍କୁ ଭେଟିଛନ୍ତି। ପଞ୍ଚିମବଙ୍ଗରେ କାର୍ଯ୍ୟକାରୀ ହେବାକୁ ଥିବା ବିଭିନ୍ନ ପ୍ରକଳ୍ପ ସମ୍ପର୍କରେ କେନ୍ଦ୍ରମନ୍ତ୍ରୀଙ୍କ ସହ ଆଲୋଚନା ହୋଇଥିବା ମମତା...

କେନ୍ଦ୍ର ସରକାରଙ୍କ ଐତିହାସିକ ନିଷ୍ପତି

ନୂଆଦିଲ୍ଲୀ,୨୯।୭: ମେଡିକାଲ ପାଠ ପଢା ପାଇଁ ଆଗ୍ରହୀ ଛାତ୍ରୀଛାତ୍ରଙ୍କୁ ବଡ ଉପହାର ଦେଇଛନ୍ତି ମୋଦି ସରକାର। ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ କରି କହିଛନ୍ତି ଯେ ଚଳିତ ଶିକ୍ଷାବର୍ଷରୁ ସ୍ନାତକୋତ୍ତର ଏବଂ ସ୍ନାତକୋତ୍ତର ମେଡିକାଲ / ଡେଣ୍ଟାଲ ପାଠ୍ୟକ୍ରମ...

ବିଚାରପତିଙ୍କୁ ହତ୍ୟା, ସିଜେଆଇ ଦେଲେ ଆଶ୍ୱାସନା…

ଧାନବାଦ,୨୯।୭: : ଝାଡ଼ଖଣ୍ଡରେ ଅଟୋ ଧକ୍କା କରି ଅତିରିକ୍ତ ଜିଲା ବିଚାରପତି ଉତ୍ତମ ଆନନ୍ଦଙ୍କ ହତ୍ୟା ଘଟଣାରେ ସୁପ୍ରିମ୍‌କୋର୍ଟରେ ଉଦ୍‌ବେଗ ପ୍ରକାଶ ପାଇଛି। ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତି(ସିଜେଆଇ) ଏନ.ଭି. ରାମନା କହିଛନ୍ତି ଯେ ସେ ଏ ସମ୍ପର୍କରେ ଝାଡ଼ଖଣ୍ଡ ହାଇକୋର୍ଟଙ୍କ...

ପଶ୍ଚିମବଙ୍ଗରେ ୧୫ ଅଗଷ୍ଟ ପର୍ଯ୍ୟନ୍ତ ବଢିଲା କରୋନା କଟକଣା

କୋଲକାତା,୨୯ ।୭: କରୋନା ମହାମାରୀର ଦ୍ୱିତୀୟ ଲହର କମି ଆସିଥିବା ବେଳେ ଏବେ ତୃତୀୟ ଲହରର ଚିନ୍ତା ସମସ୍ତଙ୍କୁ ଘାରିଛି । କାରଣ ବିଷେଶଜ୍ଞଙ୍କ ମତରେ ଏଥର ଆମକୁ ଆଗ ଅପେକ୍ଷା ଅଧିକ ସତର୍କ ରହିବାକୁ ପଡିବ । ଏହି...

କାନ୍ଦିଲେ ମୁଖ୍ୟମନ୍ତ୍ରୀ…

ବେଙ୍ଗାଲୁରୁ,୨୯।୭: କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ବାସବରାଜ ବୋମାଇ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏବେ ସୋସିଆଲ୍‌ ମିଡ଼ିଆରେ ମୁଖ୍ୟମନ୍ତ୍ରୀଙ୍କ ପୋଷା କୁକୁର ସନି ବେଶ୍‌ ଭାଇରାଲ ହେବାରେ ଲାଗିଛି। କିଛି ଦିନ ତଳେ ସନିର ମୃତ୍ୟୁ ଘଟିଥିଲା। କୁକୁରର ମୃତଦେହକୁ...

ସଂସଦ ଅଚଳ…

ନୂଆଦିଲ୍ଲୀ,୨୯।୭: ସଂସଦର ମୌସୁମୀ ଅଧିବେଶନ ଏପର୍ଯ୍ୟନ୍ତ ଅଶାନ୍ତ ହୋଇପଡିଛି। ଉଭୟ ଲୋକ ସଭା ଓ ରାଜ୍ୟ ସଭାରେ ଗୋଟିଏ ଦିନ ପାଇଁ ସ୍ବାଭାବିକ ଭାବରେ କାର୍ଯ୍ୟ ହୋଇ ପାରିନାହିଁ। ପେଗାସସ୍‌, କୃଷି ଆଇନ ଏବଂ ଦରଦାମ୍‌ ବୃଦ୍ଧିକୁ ନେଇ ବିରୋଧୀ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri