ଜାତୀୟ

ଯୋଗୀଙ୍କୁ ଚାଷୀଙ୍କ ଚ୍ୟାଲେଞ୍ଜ

ଲକ୍ଷ୍ନୌ,୨୭।୭: ଚାଷୀ ଆନ୍ଦୋଳନର ପରବର୍ତ୍ତୀ ମୁଖ୍ୟ ଲକ୍ଷ୍ୟସ୍ଥଳ ଉତ୍ତରପ୍ରଦେଶ ହେବ ବୋଲି ଭାରତୀୟ କିଷାନ ୟୁନିୟନର ଜାତୀୟ ମୁଖପାତ୍ର ରାକେଶ ଟିକାଏତ୍‌ କହିଛନ୍ତି। ୩ କୃଷି ଆଇନ ପ୍ରତ୍ୟାହାର ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ। ସେପ୍ଟେମ୍ବର ୫ରେ...

ସୀମା ବିବାଦରେ ବଳିପଡ଼ିଲେ ୬ ପୋଲିସ

ନୂଆଦିଲ୍ଲୀ, ୨୬।୭: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶିଲଂଠାରେ ଉତ୍ତରପୂର୍ବାଞ୍ଚଳ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିବାର ୨ଦିନ ପରେ ବିବାଦୀୟ ଆସାମ-ମିଜୋରାମ ସୀମାରେ ସୋମବାର ହିଂସାକାଣ୍ଡ ତୀବ୍ର ହୋଇଛି। ମିଜୋରାମ ପଟୁ ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଆସାମର ୬ ପୋଲିସ...

ତ୍ରିପୁରା ହୋଟେଲରେ ଅଟକ ପ୍ରଶାନ୍ତ କିଶୋରଙ୍କ ଟିମ୍‌

କୋଲକାତା, ୨୬।୭: ନିର୍ବାଚନ ରଣନୀତି ବିଶାରଦ ପ୍ରଶାନ୍ତ କିଶୋରଙ୍କ ଆଇପିଏସି (ଇଣ୍ଡିଆନ ପଲିଟିକାଲ ଆକ୍ସନ କମିଟି)ର ଏକ ଟିମ୍‌କୁ ତ୍ରିପୁରାର ଏକ ହୋଟେଲରେ ଅଟକ ରଖାଯାଇଥିବା ସୋମବାର ଅଭିଯୋଗ ହୋଇଛି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପାଇଁ କୌଣସି କାମରେ...

ମହାରାଷ୍ଟ୍ରରେ ବନ୍ୟା, ଭୂସ୍ଖଳନରେ ଏପର୍ଯ୍ୟନ୍ତ ୧୬୪ ଲୋକଙ୍କ ମୃତ୍ୟୁ: ଶହେରୁ ଅଧିକ ନିଖୋଜ

ମୁମ୍ବାଇ,୨୬।୭: ମହାରାଷ୍ଟ୍ରରେ ପ୍ରବଳ ବର୍ଷା ଯୋଗୁ ରାଜ୍ୟରେ ଆସିଥିବା ବନ୍ୟା ଓ ଭୂସ୍ଖଳନ ଘଟଣାରେ ଏପର୍ଯ୍ୟନ୍ତ ୧୬୪ଜଣ ଲୋକଙ୍କ ମୃତ୍ୟୁ ହୋଇସାରିଛି। ଆଉ ୧୦୦ରୁ ଅଧିକ ଲୋକ ଏବେ ବି ନିଖୋଜ ଅଛନ୍ତି। ଅନ୍ୟପଟେ ୫୬ ଆହତ ବ୍ୟକ୍ତିଙ୍କୁ ଉଦ୍ଧାରକାରୀ...

ମୋଦିଙ୍କ ଶିକାର ହେଲେ ୟେଦୁରପ୍ପା: କଂଗ୍ରେସ

ନୂଆଦିଲ୍ଲୀ,୨୬ ।୭: କର୍ନାଟକ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ବିଏସ୍ ୟେଦୁରପ୍ପା । ଏବେ ଏହାକୁ ନେଇ ବିରୋଧି କଂଗ୍ରେସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛି । କଂଗ୍ରେସ କହିଛି ୟେଦୁରପ୍ପା ମୋଦିଙ୍କ ଶିକାର ହେଲେ । ତାଙ୍କୁ...

ଦିଲ୍ଲୀରେ ପହଞ୍ଚିଲେ ଅଲିମ୍ପିକ୍ସ ରୌପ୍ୟ ବିଜୟିନୀ

ନୂଆଦିଲ୍ଲୀ,୨୬।୭: ଟୋକିଓ ଅଲିମ୍ପିକ୍ସରେ ରୌପ୍ୟ ବିଜୟିନୀ ମୀରାବାଈ ଚାନୁ ତାଙ୍କ କୋଚଙ୍କ ସହ ସୋମବାର ଦିଲ୍ଲୀ ବିମାନବନ୍ଦରରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ଏହି ଅବସରରେ ଭାରତ ମାତା କୀ ଜୟ ଧ୍ୱନିରେ କମ୍ପି ଉଠିଥିଲା ବିମାନବନ୍ଦର।...

ରାହୁଲ ସଂସଦ ନେଇ ଆସିଥିବା ଟ୍ରାକ୍ଟର ଜବତ

ନୂଆଦିଲ୍ଲୀ,୨୬।୭: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି କଂଗ୍ରେସ ନେତା ରାହୁଲ ଗାନ୍ଧୀ ସୋମବାର ଟ୍ରାକ୍ଟର ଚଳାଇ ସଂସଦରେ ପହଞ୍ଚିଥିଲେ। ଯାହାକୁ ନେଇ ଦିନତମାମ ରାହୁଲ ଚର୍ଚ୍ଚାରେ ରହିଥିଲେ। ତେବେ ରାହୁଲଙ୍କ ପରେ ଏବେ ଉକ୍ତ ଟ୍ରାକ୍ଟର ଚର୍ଚ୍ଚାର...

କେନ୍ଦ୍ର ସରକାରଙ୍କୁ କୃଷକ ନେତାଙ୍କ ଧମକ

ନୂଆଦିଲ୍ଲୀ,୨୬ ।୭: ଭାରତୀୟ କୃଷକ ୟୁନିୟନର ରାଷ୍ଟ୍ରୀୟ ପ୍ରବକ୍ତା ରାକେଶ ଏକାଏତ କେନ୍ଦ୍ର ସରକାରଙ୍କୁ ଚେତାବନୀ ଦେଇଛନ୍ତି । ସେ କହିଛନ୍ତି ସରକାର ଯଦି ଆମର ଦାବି ମାନି ନ ନିଅନ୍ତି ତେବେ ଆମେ ଲକ୍ଷ୍ନୌକୁ ଦିଲ୍ଲୀ କରିଦେବୁ ।...

ମୁଣ୍ଡରେ ହେଲ୍‌ମେଟ, ହାତରେ ଗିନି: ବିଧାନସଭାରେ ପହଞ୍ଚିଲେ ଆରଜେଡି ବିଧାୟକ

ପଟନା,୨୬।୭: ବିହାର ବିଧାନସଭାର ପାଞ୍ଚ ଦିନିଆ ମୌସୁମୀ ଅଧିବେଶନ ସୋମବାରଠାରୁ ଆରମ୍ଭ ହୋଇଛି। ଗତ ବିଧାନସଭା ଅଧିବେଶନରେ ବିଧାୟକଙ୍କ ସହ ହୋଇଥିବା ମାରପିଟ ବିରୋଧରେ ବିରୋଧ ପ୍ରଦର୍ଶନ କରି ମଖଦମ୍ପୁରର ଆରଜେଡି ବିଧାୟକ ସତୀଶ ଦାସ ନିଆରା ପଦକ୍ଷେପ ଆପଣାଇଛନ୍ତି।...

ଇସ୍ତଫା ଘୋଷଣା ସମୟରେ ଭାବୁକ ହୋଇଗଲେ ୟେଦୁରପ୍ପା

ବେଙ୍ଗାଲୁରୁ,୨୬ ।୭: ବହୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ  ଇସ୍ତଫା ଦେଲେ କର୍ନାଟକର ମୁଖ୍ୟମନ୍ତ୍ରୀ ବିଏସ୍ ୟେଦୁରପ୍ପା । ସୋମବାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ବିଷୟ ଘୋଷଣା କରିବା ସମୟରେ ଭାରତୀୟ ଜନତା ପାର୍ଟି(ଭାଜପା)ର ଏହି ବରିଷ୍ଠ...

ୟେଦୁରପ୍ପାଙ୍କ ଇସ୍ତଫା ପରେ କାହା ମୁଣ୍ଡରେ ସୁନା କଳସ

ବେଙ୍ଗାଲୁରୁ,୨୬।୭: କର୍ନାଟକ ରାଜନୀତିରେ ସୋମବାର ନୂଆ ମୋଡ ଆସିଛି। ଭାଜପା ନେତା ତଥା ସୁବେର ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପା ମୁଖ୍ୟମନ୍ତ୍ରୀଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ୟେଦୁରପ୍ପାଙ୍କ ଇସ୍ତଫା ପରେ ଏବେ କିଏ ଶାସନ କ୍ଷମତା ହାତେଇବ ତା’ ଉପରେ ସମସ୍ତଙ୍କ...

ପେଗାସସ ମାମଲା: ପ୍ରଥମ ରାଜ୍ୟ ଭାବେ ଘଟଣାର ଯାଞ୍ଚ କରିବେ ମମତା ସରକାର

କୋଲକାତା,୨୬ ।୭: ପେଗାସସ ସ୍ପାୟୱେର ମାମଲା ଏବେ ସବୁଠି ଚର୍ଚ୍ଚାରେ । ଏହାକୁ ନେଇ କେନ୍ଦ୍ର ସରକାର ଚୁପ ଥିବା ଦର୍ଶାଇ ଏବେ ପଶ୍ଚିମବଙ୍ଗ ସରକାର ଏହାର ଯାଞ୍ଚ କରିବାକୁ ବାହାରିଛନ୍ତି । ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଅଧ୍ୟକ୍ଷତାରେ ଏଥିପାଇଁ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri