ଜାତୀୟ

ସୋମବାର ପର୍ଯ୍ୟନ୍ତ ଲୋକ ସଭା-ରାଜ୍ୟ ସଭା ମୁଲତବୀ

ନୂଆଦିଲ୍ଲୀ,୨୩।୭: ଶୁକ୍ରବାର ସଂସଦର ମୌସୁମୀ ଅଧିବେଶନର ୪ର୍ଥ ଦିନ। ପୋଗାସସ୍‌ ମାମଲାକୁ ନେଇ ଗତ ୩ଦିନରୁ ଗୃହରେ ତାତି ଦେଖାଦେଇଛି। ଗୁରୁବାର ସଂସଦର ଦୁଇ ଗୃହ ଆରମ୍ଭ ହେବା କ୍ଷଣି ବିରୋଧୀ ଦଳ ହଟ୍ଟଗୋଳ କରିଥିଲେ। ଏହାପରେ ରାଜ୍ୟ ସଭା...

ରାୟଗଢ଼ ଭୂସ୍ଖଳନରେ ମୃତକଙ୍କ ପରିବାର ପାଇଁ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ମୁମ୍ବାଇ,୨୩।୭: ପଶ୍ଚିମ ଓ ଉପକୂଳ ମହାରାଷ୍ଟ୍ରରେ ଗତ ୨୪ଘଣ୍ଟାରୁ ହୋଇଥିବା ଲଗାଣ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଅଲଗା ଅଲଗା ସ୍ଥାନରେ ଫଶିରହିଥିବା ଲୋକଙ୍କୁ ଉଦ୍ଧାର କାର୍ଯ୍ୟ ପାଇଁ ଏନ୍‌ଡିଆରଏଫ୍‌ ଟିମ୍‌ ମୁତୟନ ହୋଇଛନ୍ତି। ସେହିପରି ଲଗାଣ ବର୍ଷା...

ରାଜ କୁନ୍ଦ୍ରାଙ୍କୁ ନେଇ ଶିଳ୍ପାଙ୍କ ଘରେ ପହଞ୍ଚିଲା କ୍ରାଇମ୍‌ ବ୍ରାଞ୍ଚ ଟିମ୍‌

ମୁମ୍ବାଇ,୨୩।୭: ପର୍ନ ଭିଡିଓ ମାମଲାରେ ଫଶିଥିବା ବ୍ୟବସାୟୀ ରାଜ କୁନ୍ଦ୍ରାଙ୍କୁ ନେଇ ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ଶେଟ୍ଟୀଙ୍କ ଘରେ ପହଞ୍ଚିଲା କ୍ରାଇମ୍‌ ବ୍ରାଞ୍ଚ। ଅଧିକ ଖୋଳତାଡ ପାଇଁ ଶୁକ୍ରବାର କ୍ରାଇମ୍‌ ବ୍ରାଞ୍ଚ ଟିମ୍‌ କୁନ୍ଦ୍ରାଙ୍କୁ ନେଇ ଜୁହୁ ସ୍ଥିତ ଶିଳ୍ପାଙ୍କ...

ଟିକାକରଣ କେନ୍ଦ୍ରରେ ମହିଳାଙ୍କ ସଂଘର୍ଷ: ମାର୍‌ପିଟ୍‌ ପରେ ପରସ୍ପରର ଚୁଟି ଟାଣିଲେ; ଭିଡିଓ ଦେଖିଲେ..

ଖାର୍ଗୋନ,୨୩।୭: ମଧ୍ୟପ୍ରଦେଶର ଖାର୍ଗୋନ ଜିଲାରେ କୋଭିଡ ଟୀକାକରଣକୁ ନେଇ ଲୋକଙ୍କ ମଧ୍ୟରେ ପ୍ରବଳ ସଂଘର୍ଷ ହୋଇଛି। ଟୀକାକରଣ ଅଭିଯାନକୁ ନେଇ ଲୋକଙ୍କ ମଧ୍ୟରେ ବହୁତ ଉତ୍ସାହ ରହିଛି। ଫଳସ୍ବରୂପ ଟୀକାଦାନ କେନ୍ଦ୍ରଗୁଡ଼ିକରେ ବହୁ ସଂଖ୍ୟାରେ ଲୋକ ଭିଡ ଜମାଉଛନ୍ତି। ଏହା...

ବଢିଲା ରାଜ କୁନ୍ଦ୍ରାଙ୍କ ଅଡୁଆ: ୨୭ ଜୁଲାଇ ପର୍ଯ୍ୟନ୍ତ ରହିବେ ପୋଲିସ ହେପାଜତରେ

ମୁମ୍ବାଇ,୨୩ ।୭: ପର୍ନ ଭିଡିଓ ମାମଲାରେ ଫଶି ଥିବା ବଲିଉଡ୍ ଅଭିନେତ୍ରୀ ଶିଳ୍ପା ସେଟ୍ଟିଙ୍କ ସ୍ୱାମୀ ତଥା ବିଜନେସମ୍ୟାନ ରାଜ କୁନ୍ଦ୍ରାଙ୍କ ଅଡୁଆ ବେଳକୁ ବେଳ ବଢିବାରେ ଲାଗିଛି । ସେ ଏବେ ୨୭ ଜୁଲାଇ ପର୍ଯ୍ୟନ୍ତ ପୋଲିସ ହେପାଜତରେ...

ନିୟମ ଉଲ୍ଲଂଘନ ଅଭିଯୋଗରେ ତିଲକ ନଗରର ୫ମାର୍କେଟ ସିଲ୍‌

ନୂଆଦିଲ୍ଲୀ,୨୩।୭: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ମାମଲା କମିଯାଇଛି। ଏଥିପାଇଁ ରାଜ୍ୟକୁ ସରକାର ଅନ୍‌ଲକ୍‌ କରିଛନ୍ତି। ହେଲେ ଦିଲ୍ଲୀ ମାର୍କେଟରେ ଲୋକମାନେ କୋଭିଡ-୧୯ର ସମସ୍ତ ନିୟମ କଟକଣାକୁ ଫୁ କରିଦେଇଛନ୍ତି। କୌଣସି ବ୍ୟକ୍ତି କରୋନା ଗାଇଡ୍‌ଲାଇନ୍ସକୁ ମାନୁ ନ ଥିବା...

୧୦୫ବର୍ଷ ବୟସରେ ଚତୁର୍ଥ ପାସ୍‌ କରି ରେକର୍ଡ ସୃଷ୍ଟି କରିଥିବା ଭାଗିରଥୀ ଅମ୍ମାଙ୍କ ପରଲୋକ

କୋଲ୍ଲାମ,୨୩।୭: କେରଳ କୋଲ୍ଲାମ ଜିଲାର ପ୍ରକ୍କୁଲମ ବାସିନ୍ଦା ତଥା ଭାରତୀୟ ନାରୀ ଶକ୍ତି ପୁରସ୍କାର ବିଜେତା ଭାଗିରଥୀ ଅମ୍ମାଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୧୦୭ବର୍ଷ ହୋଇଥିଲା। ଦୀର୍ଘ ଦିନରୁ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିବାରୁ ତାଙ୍କର ମୃତ୍ୟୁ...

ମହାରାଷ୍ଟ୍ରରେ ଭୟଙ୍କର ବନ୍ୟା: ଭୂସ୍ଖଳନରେ ୩୬ରୁ ଊର୍ଦ୍ଧ୍ୱ ମୃତ

ମୁମ୍ବାଇ,୨୩।୭: ମହାରାଷ୍ଟ୍ରରେ ଲଗାଣ ବର୍ଷା ଯୋଗୁ ପରିସ୍ଥିତି ଅସମ୍ଭାଳ ହୋଇପଡ଼ିଛି। ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ସ୍ଥାନ ଜଳାର୍ଣ୍ଣବ ହେବା ସହ ନଦୀଗୁଡ଼ିକରେ ପାଣି ଫୁଲିଯାଇଛି। ଫଳରେ ଅନେକ ଲୋକ ପାଣି ଘେରରେ ରହିଛନ୍ତି। ଅନ୍ୟପଟେ ରାୟଗଡ଼ ଜିଲା ମହାଡ...

ପଞ୍ଜାବ କଂଗ୍ରେସର ଅଧ୍ୟକ୍ଷ ହେଲେ ସିଦ୍ଧୁ

ଚଣ୍ଡିଗଡ଼,୨୩।୭: ପଞ୍ଜାବରେ ଆସନ୍ତା ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଜାରି ହୋଇଥିବା କନ୍ଦଳ ଏବେ କିଛି ମାତ୍ରାରେ ଦୂର ହୋଇଛି। ଶୁକ୍ରବାର ନବଜୋତ ସିଂହ ସିଦ୍ଧୁ ପଞ୍ଜାବ କଂଗ୍ରେସର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି।...

ଶାହାଙ୍କ ଇସ୍ତଫା ଦାବି କଲେ ରାହୁଲ

ନୂଆଦିଲ୍ଲୀ,୨୩ ।୭: ପେଗାସସ ମାମଲାକୁ ନେଇ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଦାବି କରିଛନ୍ତି ଯେ ତାଙ୍କ ଫୋନ୍ ଟ୍ୟାପ୍ କରାଯାଇଛି । ସେ କହିଛନ୍ତି ଏହା କେବଳ ମୋ ମାମଲା ନୁହେଁ ବରଂ ଜନତାଙ୍କ ସ୍ୱର ଉପରେ...

ମହିଳାଙ୍କୁ ନିର୍ଯାତନା ଅଭିଯୋଗରେ ପ୍ରାଯୋଜକଙ୍କ ବିରୋଧରେ ମାମଲା ରୁଜୁ

ଗାଜିଆବାଦ,୨୩।୭: ବଲିଉଡ୍‌ ଫିଲ୍ମ ପ୍ରଯୋଜକ ତଥା ଅର୍ଥଦାତା ସତ୍ୟେନ୍ଦ୍ର ତ୍ୟାଗିଙ୍କ ବିରୋଧରେ ଜଣେ ମହିଳାଙ୍କୁ ନିର୍ଯାତନା ଓ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ଉତ୍ତରପ୍ରଦେଶ ଗାଜିଆବାଦ ସ୍ଥିତ ନନ୍ଦଗ୍ରାମ ଥାନାରେ ଏନେଇ ଏକ ମାମଲା ରୁଜୁ କରାଯାଇଛି। କିନ୍ତୁ ପ୍ରଯୋଜକ...

ପାର୍ଲାମେଣ୍ଟରେ ରିପୋର୍ଟ ଚିରିବା ଘଟଣା: ଟିଏମ୍‌ସି ଏମ୍‌ପି ରାଜ୍ୟ ସଭାରୁ ନିଲମ୍ବିତ

ନୂଆଦିଲ୍ଲୀ,୨୩।୭: ପେଗାସସ ମାମଲାକୁ ନେଇ ଉଠିଥିବା ଝଡ ପାର୍ଲାମେଣ୍ଟକୁ ଏକପ୍ରକାର ଅଚଳ କରିଦେଇଛି। ଏସବୁ ଭିତରେ ପାର୍ଲାମେଣ୍ଟରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଥିଲା। ରାଜ୍ୟ ସଭାରେ ସୂଚନା ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପେଗାସସ ସ୍ପାଏଓ୍ବେର୍‌ ସମ୍ପର୍କରେ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri