ଜାତୀୟ

କୃଷକ ଆନ୍ଦୋଳନ: ସଂସଦ ଭବନର ସଡ଼କରୁ ଆକାଶପଥ ସବୁଠି କଡା ସୁରକ୍ଷା ବ୍ୟବସ୍ଥା

ନୂଆଦିଲ୍ଲୀ,୨୦ ।୭:କୃଷକ ଆନ୍ଦୋଳନ ଓ ଆତଙ୍କବାଦୀ ଆକ୍ରମଣକୁ ଦୃଷ୍ଟିରେ ରଖି ସଂସଦ ଭବନର ସଡକ ପଥରୁ ଆକାଣ ମାର୍ଗ ପର୍ଯ୍ୟନ୍ତ ସବୁଠି କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଏହାସହ ନୂଆଦିଲ୍ଲୀ ପୋଲିସକୁ ନିର୍ଦ୍ଦେଶ ରହିଛି ଯେ କୌଣସି ପରିସ୍ଥିତିରେ...

ପେଗାସସ୍‌ ତାତି, ୪ ମିନିଟ୍‌ରେ ଲୋକ ସଭା ମୁଲତବୀ…

ନୂଆଦିଲ୍ଲୀ,୨୦।୭: ମୌସୁମୀ ଅଧିବେଶନର ଦ୍ୱିତୀୟ ଦିନରେ ଉଭୟ ରାଜ୍ୟ ସଭା ଏବଂ ଲୋକ ସଭାରେ ବିରୋଧୀ ଦଳ ସଦସ୍ୟଙ୍କ ପକ୍ଷରୁ ପ୍ରବଳ ହଟ୍ଟଗୋଳ ହୋଇଛି। ପୂର୍ବାହ୍ନ ୧୧ଟାରେ ଉଭୟ ଗୃହର କାର୍ଯ୍ୟ ଆରମ୍ଭ ହୋଇଥିଲା। ଲୋକ ସଭାର ସାଧାରଣ କାର୍ଯ୍ୟ...

ଯୋଗୀଙ୍କ ଶାସନରେ ଏନ୍‌କାଉଣ୍ଟର, ୧୩୯ ଅପରାଧୀଙ୍କ ମୁଣ୍ଡ ଗଡ଼ିଛି…

ଲକ୍ଷ୍ନୌ,୨୦।୭: ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଶାସନରେ ଏନ୍‌କାଉଣ୍ଟରରେ ୧୩୯ ଅପରାଧୀଙ୍କ ମୁଣ୍ଡ ଗଡ଼ିଛି। ସେହିପରି ୧୫୭୪ କୋଟିରୁ ଅଧିକ ବେଆଇନ ସମ୍ପତ୍ତି ଜବତ ହୋଇଛି। ଏସମ୍ପର୍କରେ ରାଜ୍ୟ ଗୃହ ବିଭାଗର ମୁଖ୍ୟ ସଚିବ ଅବନୀଶ କୁମାର ଅଓ୍ବସ୍ଥି ସୂଚନା...

ଠେଲାରେ ପାନ, ଚାଟ, ସିଙ୍ଗଡା ବିକ୍ରି କରୁଥିବା ୨୫୬ ଜଣ କୋଟିପତି!

କାନପୁର,୨୦ ।୭: ଉତ୍ତର ପ୍ରଦେଶର କାନପୁରରେ ବିଗ ଡାଟା ସପ୍ଟୱେୟାର, ଆୟକର ବିଭାଗ ଓ ଜିଏସ୍‌ଟି ରେଜିଷ୍ଟ୍ରେଶନର ଯାଞ୍ଚରୁ କାନପୁର ରାସ୍ତା କଡରେ ଠେଲାରେ ପାନ, ଚାଟ, ସିଙ୍ଗଡା ବିକ୍ରି କରୁଥିବା ୨୫୬ ଜଣ ଲୋକ କୋଟିପତି ବୋଲି ଜଣାପଡିଛି...

କଂଗ୍ରେସର ନିଦ ଭାଙ୍ଗୁନାହିଁ: ମୋଦି

ନୂଆଦିଲ୍ଲୀ,୨୦।୭: ସଂସଦର ମୌସୁମୀ ଅଧିବେଶନରେ ବିରୋଧୀଙ୍କ ହଙ୍ଗାମା ଜାରି ରହିଛି। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଭାଜପା ସଂସଦୀୟ ଦଳର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ସମୟରେ ପ୍ରଧାନମନ୍ତ୍ରୀ କଂଗ୍ରେସ ଉପରେ ବର୍ଷିଥିଲେ। ଆସାମ,...

ପଞ୍ଜାବ ପରେ ଏବେ କର୍ନାଟକ କଂଗ୍ରେସରେ ଫାଟ!

ବେଙ୍ଗାଲୁରୁ,୨୦।୭: ୨୦୧୩ କର୍ନାଟକ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସରେ ଫାଟ ସୃଷ୍ଟି ହୋଇଛି। ଏଭଳି ପରିସ୍ଥିତିରେ ମଙ୍ଗଳବାର ଦଳର ହାଇକମାଣ୍ଡ ଦ୍ୱାରା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କୁ ଦିଲ୍ଲୀ ଡକାଯାଇଛି। ଆଜି ସେ କଂଗ୍ରେସ ସଭାପତି...

୭ ମାସରେ ୬୩ ଥର ବଢ଼ିଛି ପେଟ୍ରୋଲ-ଡିଜେଲ ଦାମ, ୩.୩୪ ଲକ୍ଷ କୋଟି ରାଜସ୍ବ ସଂଗ୍ରହ କରିଛନ୍ତି ସରକାର…

ନୂଆଦିଲ୍ଲୀ,୨୦।୭: ଦେଶରେ ୨୦୨୧ ଜାନୁୟାରୀ ୧ଠାରୁ ଜୁଲାଇ ୯ ମଧ୍ୟରେ ଗତ ୭ ମାସରେ ପେଟ୍ରୋଲ-ଡିଜେଲ ଦାମ୍‌ ୬୩ ଥର ବଢ଼ିଛି। ଏହା ଦ୍ୱାରା ଏକ୍ସସାଇଜ୍‌ ଟ୍ୟାକ୍ସ୍‌ ବାବଦରେ ସରକାର ୩.୩୪ ଲକ୍ଷ କୋଟି ଟଙ୍କାର ରାଜସ୍ବ ସଂଗ୍ରହ କରିଛନ୍ତି।...

ଓଟିରେ ବିୟର ବୋତଲ, ଚଢ଼ାଉ ସମୟରେ ୨୯ ହସ୍ପିଟାଲର ପର୍ଦ୍ଦାଫାଶ୍‌…

ଲକ୍ଷ୍ନୌ,୨୦।୭: ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ସ୍ବାସ୍ଥ୍ୟ ସେବା ଭୁଶୁଡ଼ି ପଡ଼ିଛି। ଏଠାରେ ଥିବା ହସ୍ପିଟାଲ ଗୁଡ଼ିକ ନିଜ ଇଛା ଅନୁସାରେ କାର୍ଯ୍ୟ କରୁଛନ୍ତି। ପ୍ରଶାସନିକ ବ୍ୟବସ୍ଥା ମଧ୍ୟ ଭୟ ନାହିଁ। ରୋଗୀଙ୍କ ଜୀବନ ସହିତ ଖେଳ ହେଉଛି। ଜିଲା ପ୍ରଶାସନ...

ପ୍ରିୟଙ୍କାଙ୍କୁୁ ସାକ୍ଷାତ୍‌ କରିବାକୁ ଜିଦ୍‌ ଧରିଲେ କଂଗ୍ରେସକର୍ମୀ, ଫିଲ୍ମ ଷ୍ଟାଇଲ୍‌ରେ ପାଣି ଟାଙ୍କିରେ ଚଢ଼ିଲେ…

ଲକ୍ଷ୍ନୌି,୨୦।୭: କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀଙ୍କୁ ସାକ୍ଷାତ୍‌ କରିବା ପାଇଁ ଜଣେ କର୍ମୀ ଜିଦ୍‌ ଧରି ତୁମୁଳ କାଣ୍ଡ ଭିଆଇଛନ୍ତି। ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌରେ କଂଗ୍ରେସକର୍ମୀ କେ.ଡ଼ି. ଦିକ୍ଷୀତ ହାତରେ ପୋଷ୍ଟର ଧରି ପାଣିଟାଙ୍କିରେ ଚଢ଼ି ଫିଲ୍ମ ଷ୍ଟାଇଲ୍‌ରେ...

ଭାରତରେ ପ୍ରଥମ ଘଟଣା, ମହିଳା ଡାକ୍ତର ଆଲ୍ଫା-ଡେଲ୍ଟା ଭାରିଆଣ୍ଟରେ ଆକ୍ରାନ୍ତ…

ଗୁଆହାଟି,୨୦।୭: ଆସାମର ଜଣେ ମହିଳା ଡାକ୍ତରଙ୍କଠାରେ କରୋନା ମହାମାରୀ ଭୂତାଣୁର ଆଲ୍ଫା ଏବଂ ଡେଲ୍ଟା ଭାରିଆଣ୍ଟ ଚିହ୍ନଟ ହୋଇଛି। ଜଣଙ୍କଠାରେ ୨ଟି ଭାରିଆଣ୍ଟ ରହିଥିବା ଭାରତରେ ପ୍ରଥମ ଘଟଣା। ପୂର୍ବ ଆସାମର ଦିବ୍ରୁଗଡ଼ ଜିଲାରେ ବାସ କରୁଥିବା ମହିଳା ଡାକ୍ତରଙ୍କ...

୧୨୫ ଦିନ ପରେ ଦୈନିକ ସଂକ୍ରମଣ ସର୍ବନିମ୍ନ…

ନୂଆଦିଲ୍ଲୀ,୨୦।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲଗାତାର ୨ ଦିନ...

ରାଜ କୁନ୍ଦ୍ରା ଗିରଫ, ଅଶ୍ଳୀଳ ଭିଡ଼ିଓ ପ୍ରସ୍ତୁତ କରିଥିବା ଅଭିଯୋଗ…

ମୁମ୍ବାଇ,୨୦।୭: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ୍‌ କୁନ୍ଦ୍ରାଙ୍କ ବିରୋଧରେ ଅଶ୍ଳୀଳ ଭିଡ଼ିଓ ପ୍ରସ୍ତୁତ କରୁଥିବା ଏବଂ ଆପତ୍ତିଜନକ କଣ୍ଟେ୍‌ଟ ଅପଲୋଡ୍‌ କରୁଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗ ଆଧାରରେ ରାଜ୍‌ଙ୍କୁ ଗିରଫ କରିଛି। ୨୦୨୧ ଫେବୃୟାରୀରେ ଏନେଇ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri