ଜାତୀୟ

ବର୍ଷାରେ ଦିଲ୍ଲୀ ଉବୁଟୁବୁ

ନୂଆଦିଲ୍ଲୀ, ୨୦।୭(ପି.ଟି.): ଦିଲ୍ଲୀରେ ସୋମବାର ସକାଳୁ ପ୍ରବଳ ବର୍ଷା ଲାଗି ରହିବା ଫଳରେ ଅଧିକାଂଶ ଅଞ୍ଚଳ ଜଳାର୍ଣ୍ଣବ ହେବା ସହ ଟ୍ରାଫିକ୍‌ ଜାମ୍‌ ସମସ୍ୟା ସୃଷ୍ଟି ହୋଇଥିଲା। ଆଇଟିଓ, ରିଙ୍ଗ୍‌ ରୋଡ୍‌, ପ୍ରଗତି ମଇଦାନ, ପାଲାମ, କିରାରି ଏବଂ ରୋହତକ୍‌...

ବୃହତ୍‌ ଶିଳ୍ପରେ ପରିଣତ ହେଲାଣି ହସ୍ପିଟାଲ

ନୂଆଦିଲ୍ଲୀ, ୨୦।୭(ଆଇଏଏନ୍‌ଏସ୍‌): ହସ୍ପିଟାଲଗୁଡ଼ିକ ବୃହତ ଶିଳ୍ପରେ ପରିଣତ ହୋଇଛନ୍ତି। ଜନସାଧାରଣଙ୍କ ବିପତ୍ତିରୁ ଫାଇଦା ଉଠାଇ ସେମାନେ ବଡ଼ ହୋଇଛନ୍ତି। ଜୀବନ ବଦଳରେ ସେଗୁଡ଼ିକୁ ସମୃଦ୍ଧ ହେବାକୁ ଦିଆଯାଇପାରିବ ନାହିଁ। ଏଭଳି ହସ୍ପିଟାଲଗୁଡ଼ିକୁ ବନ୍ଦ କରିଦେବା ଭଲ ବୋଲି ସର୍ବୋଚ୍ଚ ଅଦାଲତ...

ତାଲିକାରେ ଅଶ୍ୱିନୀ, ରାହୁଲ

ନୂଆଦିଲ୍ଲୀ, ୨୦ା୭: ଇସ୍ରାଏଲର ସାଇବର ସୁରକ୍ଷା କମ୍ପାନୀ ଏନ୍‌ଏସ୍‌ଓ ଗ୍ରୁପ୍‌ ଦ୍ୱାରା ପ୍ରସ୍ତୁତ ପେଗାସସ୍‌ ସ୍ପାଏଓ୍ବେର ଜାଲରେ ଛନ୍ଦି ହୋଇଛନ୍ତି ଭାରତର ବହୁ ଚର୍ଚ୍ଚିତ ବ୍ୟକ୍ତିତ୍ୱ। ଦେଶର ବରିଷ୍ଠ ବିଚାର ବିଭାଗୀୟ ଅଧିକାରୀ, ମନ୍ତ୍ରୀ, ବିରୋଧୀ ଦଳର ବରିଷ୍ଠ ନେତା,...

ପର୍ନ ଫିଲ୍ମ ମାମଲା: ରାଜ କୁନ୍ଦ୍ରା ଗିରଫ

ମୁମ୍ବାଇ,୧୯।୭: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ତଥା ବିଶିଷ୍ଟ ବ୍ୟବସାୟୀ ରାଜ କୁନ୍ଦ୍ରାଙ୍କୁ ମୁମ୍ବାଇ ପୋଲିସ ସୋମବାର ରାତିରେ ଗିରଫ କରିଛି। ସେ ଅଶ୍ଳୀଳ ଫିଲ୍ମ (ପର୍ନ) ପ୍ରସ୍ତୁତ କରି ଏହାକୁ ବିଭିନ୍ନ ମୋବାଇଲ ଆପ୍‌ରେ ଛାଡୁଥିବା ଅଭିଯୋଗ...

ଲଦାଖରେ ଚାଇନାର ନୂଆ ଏୟାରବେସ୍‌

ନୂଆଦିଲ୍ଲୀ, ୧୯।୭: ପୂର୍ବ ଲଦାଖରେ ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ଗତବର୍ଷଠାରୁ ମୁହାଁମୁହିଁ ସ୍ଥିତି ଲାଗି ରହିଛି। ବେଜିଂ ଏବେ ସୀମାରେ ଭିତ୍ତିଭୂମି ବଢ଼ାଇବା ସହ ସୈନ୍ୟମାନଙ୍କ ପାଇଁ ସ୍ଥାୟୀ କଂକ୍ରିଟ ଶିବିର ନିର୍ମାଣ କରୁଛି। ଏଥିସହିତ ଲଦାଖ...

ମୁକ୍ତାର ଆବାସ ନକଭୀଙ୍କୁ ନୂଆ ଦାୟିତ୍ୱ

ନୂଆଦିଲ୍ଲୀ,୧୯।୭: ଭାଜପା ବରିଷ୍ଠ ନେତା ମୁକ୍ତାର ଆବାସ ନକଭୀଙ୍କୁ ଦଳ ପକ୍ଷରୁ ନୂଆ ଦାୟିତ୍ୱ ଦିଆଯାଇଛି। ମୁକ୍ତାର ରାଜ୍ୟସଭାରେ ଭାଜପା ସଂସଦୀୟ ଦଳର ଉପନେତା ଭାବେ କାର୍ଯ୍ୟ କରିବେ। ପୂର୍ବରୁ ଭାଜପା ପୀୟୂଷ ଗୋୟଲଙ୍କୁ ରାଜ୍ୟସଭାରେ ସଂସଦୀୟ ଦଳ ନେତା...

ତୁଟୁନି ପଞ୍ଜାବ କଂଗ୍ରେସ କଳି, ଲଞ୍ଚ ପାଇଁ ସିଦ୍ଧୁଙ୍କୁ ନିମନ୍ତ୍ରଣ କଲେନି ମୁଖ୍ୟମନ୍ତ୍ରୀ!

ଚଣ୍ଡିଗଡ,୧୯ ।୭: ପଞ୍ଜାବ କଂଗ୍ରେସରେ ଅର୍ଥାତ୍ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ଓ ନବ ନିର୍ବାଚିତ ଅଧ୍ୟକ୍ଷ ନବଜୋତ ସିଂ ସିଦ୍ଧୁଙ୍କ ମଧ୍ୟରେ ଥିବା କଳହ ତୁଟୁ ନ ଥିବା ମନେ ହେଉଛି । ଯଦିଓ ସିଦ୍ଧୁଙ୍କୁ ଦଳ ହାଇକମାଣ୍ଡ...

ନା ଥିଲେ ବ୍ରାହ୍ମଣ ନା ଥିଲା ହୋମ ନିଆଁ, ଏମିତି ଶପଥ ନେଇ ବିବାହ କଲେ ବରକନ୍ୟା; ଜାଣିଲେ କରିବେ ପ୍ରଶଂସା

ଭୋପାଳ,୧୯ା୭: ମଧ୍ୟପ୍ରଦେଶର ସିହୋରରେ ଏକ ନିଆରା ବିବାହ ସମ୍ପନ୍ନ ହୋଇଛି। ନା ଅଗ୍ନିକୁ ସାକ୍ଷୀ ରଖି, ନା ମନ୍ତ୍ରପାଠ, ନା ହୋମ, ବ୍ରାହ୍ମଣ କିଛି ବି ଦରକାର ପଡ଼ି ନ ଥିଲା ଏହି ବିବାହରେ। କେବଳ ବାବା ସାହେବ ଆମ୍ବେଦକରଙ୍କ...

ତିରୁପତିଙ୍କ ଉପରେ ୬.୫ କିଲୋ ଓଜନର ସୁନା ଖଣ୍ଡା ଚଢ଼ାଇଲେ ଭକ୍ତ

ହାଇଦ୍ରାବାଦ,୧୯ା୭: ଆନ୍ଧପ୍ରଦେଶସ୍ଥିତ ତିରୁମାଲା ତିରୁପତି ବାଲାଜୀଙ୍କ ନାମ ଦେଶର କୋଣ ଅନୁକୋଣରେ ଜଣା। ଏଠାକୁ ସବୁଠାରୁ ପ୍ରତିଷ୍ଠିତ ଏବଂ ଧନୀ ଭକ୍ତମାନେ ଆସିଥାନ୍ତି। ଭଗବାନ ଭେଙ୍କେଟଶ୍ୱର ସ୍ବାମୀଙ୍କ ଉପରେ କୋଟି କୋଟି ଟଙ୍କା ଦାନ କରାଯାଇଥାଏ। ସୋମବାର ହାଇଦ୍ରାବାଦର ଶ୍ରୀନିବାସ...

ନେହେରୁଙ୍କ ସହ ନିଜ ପିତାଙ୍କ ଫଟୋ ଶେୟାର କଲେ ସିଦ୍ଧୁ

ଚଣ୍ଡିଗଡ଼,୧୯ ।୭: ପଞ୍ଜାବ କଂଗ୍ରେସର ନବ ନିଯୁକ୍ତ ମୁଖ୍ୟ ନବଜୋତ ସିଂ ସିଦ୍ଧୁ ସୋମବାର ଦଳ ହାଇକମାଣ୍ଡଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଆଉ କହିଛନ୍ତି ମୁଁ ବିଜୟ ପଞ୍ଜାବ ମିଶନକୁ ସମ୍ପୂର୍ଣ୍ଣ କରିବାକୁ କାମ କରିବି । ସେ କଂଗ୍ରେସର...

ସମାଜବାଦୀ ପାର୍ଟି ଏମ୍‌ପି ଆଜମ ଖାଁ ଅସୁସ୍ଥ, ଜେଲରୁ ହସ୍ପିଟାଲ ସ୍ଥାନାନ୍ତର

ଲକ୍ଷ୍ନୌ,୧୯ ।୭: ସମାଜବାଦୀ ପାର୍ଟି ଏମ୍‌ପି ଆଜମ ଖାଁ ପୁଣି ଅସୁସ୍ଥ ହୋଇପଡିଛନ୍ତି । ତାଙ୍କୁ ସୀତାପୁର ଜେଲରୁ ଲକ୍ଷ୍ନୌର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପ୍ରାୟ ୧ ସପ୍ତାହ ପୂର୍ବେ ସେ ହସ୍ପିଟାଲରୁ ଡିସଚାର୍ଜ ହୋଇଥିବା ବେଳେ...

ଉଦ୍ଧବ ଦେଶର ପ୍ରଧାନମନ୍ତ୍ରୀ ହେବା ଆବଶ୍ୟକ, କହିଲେ କଂଗ୍ରେସର ପୂର୍ବତନ ମୁଖ୍ୟମନ୍ତ୍ରୀ…

ମୁମ୍ବାଇ,୧୯।୭: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ଲୋକପ୍ରିୟତା ବୃଦ୍ଧି ପାଉଥିବାକୁ ନେଇ କଂଗ୍ରେସ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ପୃଥ୍ବୀରାଜ ଚୌହ୍ବାନଙ୍କ ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ପୃଥ୍ବୀରାଜ କହିଛନ୍ତି ଯେ, ଉଦ୍ଧବ ଦେଶର ପ୍ରଧାନମନ୍ତ୍ରୀ ହେବା...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri