ଜାତୀୟ

ଚିନ୍ତା ବଢାଇଲାଣି କରୋନାର ତୃତୀୟ ଲହର: ପୁଡୁଚେରୀରେ ୨୦ ଶିଶୁ ହସ୍ପିଟାଲରେ ଭର୍ତ୍ତି

ପୁଡୁଚେରୀ,୧୬ ।୭: ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ନେଉ ନାହିଁ । ଗୋଟିଏ ପଟେ ଦ୍ୱିତୀୟ ଲହର ଏବେବି ରହିଥିବା ବେଳେ ଅନ୍ୟପଟେ ତୃତୀୟ ଲହର ପାଦ ଥାପି ସାରିଲାଣି । ବିଶେଷଜ୍ଞଙ୍କ କହିବା ଅନୁଯାୟୀ ତୃତୀୟ ଲହର...

ପଞ୍ଜାବକୁ ନେଇ ନିଆଯାଇନାହିଁ କୌଣସି ଅନ୍ତିମ ନିଷ୍ପତ୍ତି: ହରିଶ

ନୂଆଦିଲ୍ଲୀ,୧୬।୭: ପଞ୍ଜାବରେ ଥମୁନି ରାଜନୈତିକ ଝଡ଼। ଆସନ୍ତା ବର୍ଷ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ରାଜନୈତିକ ହଇଚଇ ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂହ ଓ ନଭଜୋତ ସିଂହ ସିଦ୍ଧୁଙ୍କ ମଧ୍ୟରେ ଥିବା ବିବାଦ ଥମିବାର...

କରୋନାର ତୃତୀୟ ଲହର: ଛଅ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ମୋଦି

ନୂଆଦିଲ୍ଲୀ,୧୬ ।୭: କରୋନା ମହାମାରୀର ତୃତୀୟ ଲହର ଆଶଙ୍କା ଓ ଦ୍ୱିତୀୟ ଲହରରେ ସଂକ୍ରମଣକୁ ନିୟନ୍ତ୍ରଣ କରିବାକୁ ନେଇ କରାଯାଉଥିବା ଟିକାକରଣକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲଗାତାର ଭାବେ ସମିକ୍ଷା ବୈଠକ କରି ଆସୁଛନ୍ତି । ଶୁକ୍ରବାର ଏହାକୁ...

ଗର୍ଲଫ୍ରେଣ୍ଡଙ୍କ ସହ ରହିବାକୁ ଏମିତି କାଣ୍ଡ ରଚିଲେ ବୟଫ୍ରେଣ୍ଡ: ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୬।୭: ଦିଲ୍ଲୀର ମୈଦାନଗର୍‌ହି ଅଞ୍ଚଳରେ ଏକ ରୋଚକ ଘଟଣା ଘଟିଛି। କ୍ରାଇମବ୍ରାଞ୍ଚ ସିରିଏଲ ଦେଖିବା ପରେ ଡକାୟତି କରିଥିବା ତିନିଜଣ ଅଭିଯୁକ୍ତଙ୍କୁ ମଇଦାନଗରହୀ ପୋଲିସ ଷ୍ଟେଶନ ଗିରଫ କରିଛି। ମୁଖ୍ୟ ଅଭିଯୁକ୍ତ ତାଙ୍କ ପରିବାର ବ୍ୟତୀତ ଗର୍ଲଫ୍ରେଣ୍ଡଙ୍କ ସହ ରହୁଥିଲେ।...

୧୪ ବର୍ଷର ପିଲାକୁ ବଞ୍ଚାଇବାକୁ ଯାଇ କୂଅକୁ ଗଳିପଡିଲେ ୩୦ ଲୋକ: ଆଉ ତା’ପରେ

ଭୋପାଳ, ୧୬।୭: ମଧ୍ୟପ୍ରଦେଶର ବିଦିଶା ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ୧୪ ବର୍ଷର ପିଲାକୁ ବଞ୍ଚାଇବାକୁ ଯାଇ କୂଅକୁ ୩୦ ଲୋକ ଗଳିପଡିଛନ୍ତି। ମାଟି ଧସି ହେବା ଯୋଗୁ ଏଭଳି ଘଟଣା ଘଟିଛି। ଏପର୍ଯ୍ୟନ୍ତ ୧୯ ଲୋକଙ୍କୁ କୂଅରୁ...

କମୁଛି ସଂକ୍ରମଣ

ନୂଆଦିଲ୍ଲୀ,୧୬।୭: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଥମିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୩୮,୯୪୯ଟି ମାମଲା ସାମ୍ନାକୁ ଆସିଥିବାବେଳେ ୫୪୨ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ମାମଲା ଆସିବା ପରେ...

ଟଳିପଡିଲେ ୨ ଆତଙ୍କବାଦୀ

ଶ୍ରୀନଗର,୧୬।୭: ଜମ୍ମୁ-କଶ୍ମୀରରେ ସୁରକ୍ଷା ବାହିନୀକୁ ଏକ ବଡ଼ ସଫଳତା ମିଳିଛି ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଚାଲିଥିବା ଏନକାଉଣ୍ଟରରେ ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି। ନିହତ ହୋଇଥିବା ଉଭୟ ଆତଙ୍କବାଦୀ ଲଶ୍କର-ଏ-ତୋଇବାର ଥିଲେ। ଏବେ ବି ସେଠାରେ ସର୍ଚ୍ଚ...

ଆଇସିଏମଆର୍‌ର ଚେତାବନୀ: ଅଗଷ୍ଟ ଶେଷ ସୁଦ୍ଧା ଆସିପାରେ ତୃତୀୟ ଲହର

ନୂଆଦିଲ୍ଲୀ,୧୬।୭: ଭାରତରେ କରୋନାର ତୃତୀୟ ଲହର ଭୟ ଲୋକଙ୍କୁ ଘାରିଛି। ଅଗଷ୍ଟ ଶେଷ ସୁଦ୍ଧା ଦେଶରେ କରୋନାର ତୃତୀୟ ଲହର ଆସିପାରେ। ତଥାପି, ଏହାର ପ୍ରଭାବ ଦ୍ୱିତୀୟ ଲହର ତୁଳନାରେ ସାମାନ୍ୟ କମ ହେବ ବୋଲି ଆକଳନ କରାଯାଇଛି। ଇଣ୍ଡିଆନ...

କାଠଗଡ଼ାରେ ‘ଦେଶଦ୍ରୋହ’

ନୂଆଦିଲ୍ଲୀ,୧୬ା୭:ଦେଶଦ୍ରୋହ ଆଇନ ବିରୋଧରେ ସୁପ୍ରିମକୋର୍ଟଙ୍କ ଟିପ୍ପଣୀକୁ ଦେଶର ବୁଦ୍ଧିଜୀବୀ ମହଲରେ ସ୍ବାଗତ କରାଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ଅନ୍ୟ ବିରୋଧୀ ଦଳଗୁଡ଼ିକ ସର୍ବୋଚ୍ଚ ଅଦାଲତଙ୍କ ନିଷ୍ପତ୍ତିକୁ ପ୍ରଶଂସା କରିଛନ୍ତି। ରାହୁଲଙ୍କ ଟୁଇଟ୍‌କୁ ନେଇ ଭାଜପା ସାଧାରଣ ସମ୍ପାଦକ...

ଦେଶଦ୍ରୋହ ଆଇନ ହଟାଉନ କାହିଁକି

ନୂଆଦିଲ୍ଲୀ,୧୬ା୭:ଭାରତରେ ଉପନିବେଶବାଦ ଅମଳର କଠୋର ଦେଶଦ୍ରୋହ ଆଇନର ବ୍ୟାପକ ଦୁରୁପଯୋଗକୁ ନେଇ ଗୁରୁବାର ସୁପ୍ରିମକୋର୍ଟ ଚିନ୍ତାବ୍ୟକ୍ତ କରିଛନ୍ତି। ମହାମତ୍ା ଗାନ୍ଧୀଙ୍କ ଭଳି ସ୍ବାଧୀନତା ସଂଗ୍ରାମୀଙ୍କ ବିରୋଧରେ ବ୍ରିଟିଶ୍‌ ସରକାର ଏହି ପୁରୁଣାକାଳିଆ ଆଇନକୁ ଅସ୍ତ୍ର ରୂପେ ବ୍ୟବହାର କରୁଥିଲେ। ବର୍ତ୍ତମାନର...

ଅନଲାଇନ୍‌ କ୍ଲାସ୍‌ କରୁ କରୁ ବାପାଙ୍କ ଆକାଉଣ୍ଟରୁ ପୁଅ ସାରିଦେଲା ୨ ଲକ୍ଷ ଟଙ୍କା

ଝାନ୍‌ସୀ,୧୫।୭: କରୋନା ସମୟରେ ଅନଲାଇନ କ୍ଲାସ ହେତୁ ଅଭିଭାବକମାନେ ନିଜ ପିଲାମାନଙ୍କୁ ମୋବାଇଲ ଦେବାକୁ ବାଧ୍ୟ ହୋଇଛନ୍ତି। କିନ୍ତୁ ଟିକିଏ ଅସାବଧାନତା ମଧ୍ୟ ସେମାନଙ୍କ ପାଇଁ ବିପଦ ପାଲଟିଛି। ହାତରେ ମୋବାଇଲ ଫୋନ ଥିବାରୁ ପିଲାମାନେ ପବଜୀ ଏବଂ ଫ୍ରି...

ପୂର୍ବ ଲଦାଖରେ କଂକ୍ରିଟ ଶିବିର ନିର୍ମାଣ କରୁଛି ଚାଇନା

ନୂଆଦିଲ୍ଲୀ,୧୫।୭: ପ୍ରକୃତ ନିୟନ୍ତ୍ରଣ ରେଖା(ଏଲ୍‌ଏସି)ରେ ଚାଇନା ଏହାର ସୈନ୍ୟବାହିନୀ ପାଇଁ ପକ୍କା ଘର ନିର୍ମାଣ କରୁଛି। ବେଜିଂ ପୂର୍ବ ଲଦାଖର ନାକୁ ଲା ନିକଟରେ ଏହି ଶିବିର ନିର୍ମାଣ କାର୍ଯ୍ୟ ଚାଲିଥିବା ଜଣାପଡିଛି। କେବଳ ନାକୁ ଲା ନୁହେଁ ପୂର୍ବ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri