ନୂଆଦିଲ୍ଲୀ,୩୧ ।୮: ରାଜଧାନୀ ଦିଲ୍ଲୀର ଏକ ହସ୍ପିଟାଲରେ ସମ୍ପୂର୍ଣ୍ଣ ଭାବେ ଟିକା ନେଇଥିବା ୨୫ ପ୍ରତିଶତ ଲୋକ କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇଛନ୍ତି । ହେଲେ କେହି ହସ୍ପିଟାଲରେ ଭର୍ତ୍ତି ହୋଇ ନାହାଁନ୍ତି । କାରଣ କେହି ଗୁରୁତର...
ନୋଏଡା,୩୧।୮: ଏକ ୪୦ ମହଲା କୋଠା ଭଙ୍ଗାଯିବା ଲାଗି ସୁପ୍ରିମ୍କୋର୍ଟ ନିର୍ଦ୍ଦେଶ ଜାରି କରିଛନ୍ତି। ରିୟଲ ଇଷ୍ଟେଟ୍ କମ୍ପାନୀ ସୁପରଟେକ୍ ଦ୍ୱାରା ନିର୍ମାଣ କରାଯାଇଥିବା ଏହି କୋଠାକୁ ଶୀଘ୍ର ମାଟିରେ ମିଶାଇବାକୁ କୋର୍ଟ କହିଛନ୍ତି। ସମ୍ପୃକ୍ତ କମ୍ପାନୀ ଏବଂ ଉତ୍ତରପ୍ରଦେଶର...
ହାଇଦ୍ରାବାଦ୍,୩୧।୮: ସେପ୍ଟେମ୍ବର ୧ରୁ ସ୍କୁଲ ଖୋଲିବା ନେଇ ସରକାରଙ୍କ ନିଷ୍ପତ୍ତି ଉପରେ ତେଲେଙ୍ଗାନା ହାଇକୋର୍ଟ ରୋକ ଲଗାଇଛନ୍ତି। ମୁଖ୍ୟମନ୍ତ୍ରୀ ଚନ୍ଦ୍ରଶେଖର ରାଓଙ୍କ ସରକାର ସ୍କୁଲ କଲେଜ ସହିତ ଶିକ୍ଷାନୁଷ୍ଠାନ ଖୋଲିବା ନେଇ ଘୋଷଣା କରିଥିଲେ। ତେବେ ରାଜ୍ୟରେ ମହାମାରୀର ସାମ୍ପ୍ରତିକ...
Page 2,999 of 4,846« First«...102030...2,9972,9982,9993,0003,001...3,0103,0203,030...»Last »
Archives
Model This Week
ପିଲାଙ୍କ ଧରିତ୍ରୀ