ଜାତୀୟ

ଜନସଂଖ୍ୟା ଆଇନ ନେଇ ଏନ୍‌ଡିଏରେ ଫାଟ…

ପାଟନା,୧୩।୭: ଉତ୍ତରପ୍ରଦେଶରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ପକ୍ଷରୁ ଜାରି କରାଯାଇଥିବା ଜନସଂଖ୍ୟା ଆଇନକୁ ନେଇ ଏନ୍‌ଡିଏରେ ଫାଟ ସୃଷ୍ଟି ହୋଇଛି। ବିହାରରେ ମୁଖ୍ୟମନ୍ତ୍ରୀ ଜେଡ଼ିୟୁ ପ୍ରମୁଖ ନୀତୀଶ କୁମାର ଏବଂ ଉପ ମୁଖ୍ୟମନ୍ତ୍ରୀ ରେଣୁ ଦେବୀ ମୁହାଁମୁହିଁ ହୋଇଛନ୍ତି। ନୀତୀଶ...

ପରଲୋକରେ ପୂର୍ବତନ କ୍ରିକେଟର ୟଶପାଲ

ନୂଆଦିଲ୍ଲୀ,୧୩।୭: ପୂର୍ବତନ ଭାରତୀୟ କ୍ରିକେଟର ତଥା ୧୯୮୩ର ବିଶ୍ୱ ବିଜେତା ଟିମ୍‌ର ସଦସ୍ୟ ରହିଥିବା ୟଶପାଲ ଶର୍ମାଙ୍କ ପରଲୋକ ଘଟିଛି। ମଙ୍ଗଳବାର ସକାଳେ ୭ଟା ୪୦ରେ ହୃଦ୍‌ଘାତ ଯୋଗୁ ତାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୬ବର୍ଷ ହୋଇଥିଲା।...

ରାଣ ପକାଇ ସତ କୁହ କାହାକୁ ଦେଇଛ ଭୋଟ

ଲକ୍ଷ୍ନୌ,୧୩।୭: ଉତ୍ତରପ୍ରଦେଶ ଶାହଜହାଁପୁରର ଭାଜପା ବିଧାୟକ ଏବେ ଚର୍ଚ୍ଚାରେ ଅଛନ୍ତି। ତାଙ୍କର ଏକ ବିବାଦୀୟ ବୟାନର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓଟିରେ ସେ କହିଛନ୍ତି, ପୁଅର ରାଣ ପକାଇ କୁହ ଭାଜପାକୁ ଭୋଟ...

ଦୈନିକ କରୋନା ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଲା…

ନୂଆଦିଲ୍ଲୀ,୧୩।୭: ଦେଶରେ କରୋନା ମହାମାରୀ ସଂକ୍ରମଣରେ ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦ୍ୱିତୀୟ ଲହର ପ୍ରକୋପ ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟାରେ ଲଗାମ୍‌ ଲାଗିଛି। ଦୈନିକ ସଂକ୍ରମଣ ସଂଖ୍ୟା ଲଗାତାର...

ଆସିଲା ହୋମ୍‌ କିଟ୍‌, ଏବେ ଘରେ କରିହେବ କରୋନା ଟେଷ୍ଟ୍‌…

ନୂଆଦିଲ୍ଲୀ,୧୩।୭: ଏବେ ଘରେ ବସି ସହଜରେ କରୋନା ଟେଷ୍ଟ୍‌ କରିହେବ। ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ କାର୍ଯ୍ୟ କରୁଥିବା ପ୍ରମୁଖ କମ୍ପାନୀ ଏବୋଟ୍‌ ପକ୍ଷରୁ ହୋମ୍‌ କିଟ୍‌ ପ୍ରସ୍ତୁତ କରାଯାଇଛି। ଏହି ରାପିଡ୍‌ ଆଣ୍ଟିଜେନ୍‌ କିଟ୍‌ର ଦାମ ୩୨୫ ଟଙ୍କା ରହିଛି।...

ମୁକ୍ତ, ଅବାଧ ଇଣ୍ଟରନେଟ ଆକ୍ରମଣର ସମ୍ମୁଖୀନ: ପିଚାଇ

ନୂଆଦିଲ୍ଲୀ, ୧୩।୭: ମୁକ୍ତ ଓ ଅବାଧ ଇଣ୍ଟରନେଟ ବିଭିନ୍ନ ଦେଶରେ ଆକ୍ରମଣର ସମ୍ମୁଖୀନ ହୋଇଥିବା ଗୁଗଲ୍‌ ସିଇଓ ସୁନ୍ଦର ପିଚାଇ କହିଛନ୍ତି। ଅଧିକାଂଶ ଦେଶ ତଥ୍ୟ ପ୍ରବାହ ଧାରା ଉପରେ କଟକଣା ଲଗାଇଛନ୍ତି ବା ଲଗାଇବାକୁ ଉଦ୍ୟମ କରୁଛନ୍ତି। ସୋସିଆଲ...

ବଢ଼ୁଛି ବଜ୍ରପାତ ବିପଦ

ନୂଆଦିଲ୍ଲୀ, ୧୩ା୭: ବୈଷୟିକ ଜ୍ଞାନକୌଶଳର ଅଗ୍ରଗତି ସତ୍ତ୍ୱେ ପ୍ରାକୃତିକ ବିପର୍ଯ୍ୟୟ ଯୋଗୁ ଭାରତରେ ଅନେକ ଲୋକଙ୍କ ଜୀବନ ଯାଉଛି। ସେଥିମଧ୍ୟରୁ ବଜ୍ରପାତ ପ୍ରମୁଖ କାରଣ ପାଲଟିଛି। ରବିବାର ଉତ୍ତର ପ୍ରଦେଶ, ମଧ୍ୟପ୍ରଦେଶ, ରାଜସ୍ଥାନ ଆଦି ରାଜ୍ୟରେ ବଜ୍ରପାତରେ ଅତି କମ୍‌ରେ...

ଡେମ୍‌ଚୁକ୍‌ରେ ଚାଇନା ସୈନ୍ୟ

ଶ୍ରୀନଗର, ୧୩।୭: ଲଦାଖର ଡେମଚୁକ୍‌ ଅଞ୍ଚଳ ଅନ୍ତର୍ଗତ ସିନ୍ଧୁନଦୀ ଅପରପାର୍ଶ୍ୱରେ ଅବସ୍ଥିତ କେତେକ ଭାରତୀୟ ଗ୍ରାମରେ ତିବ୍ବତୀୟ ଧର୍ମଗୁରୁ ଦଲାଇଲାମାଙ୍କ ଜନ୍ମଦିନ ପାଳନ କରାଯାଉଥିବାବେଳେ ଚାଇନା ସୈନ୍ୟ ଓ ନାଗରିକମାନେ ୫ଟି ଗାଡ଼ିରେ ଆସି ଏହାକୁ ବିରୋଧ କରିଥିଲେ। ଉକ୍ତ...

ଭାରତରେ ତୃତୀୟ ଲହର

ହାଇଦ୍ରାବାଦ, ୧୩।୭ : ଜୁଲାଇ ୪ରୁ ଭାରତରେ କୋଭିଡ୍‌-୧୯ର ତୃତୀୟ ଲହର ଆରମ୍ଭ ହୋଇଥିବା ଭଳି ମନେ ହେଉଥିବା ହାଇଦ୍ରାବାଦର ଜଣେ ଗବେଷକ ସୂଚନା ଦେଇଛନ୍ତି। ୟୁନିଭର୍ସିଟି ଅଫ୍‌ ହାଇଦ୍ରାବାଦର ପୂର୍ବତନ ପ୍ରୋ-ଭାଇସ୍‌ଚାନ୍‌ସେଲର ତଥା ଖ୍ୟାତନାମା ପଦାର୍ଥ ବିଜ୍ଞାନୀ ଡ....

ମହାରାଷ୍ଟ୍ର, କେରଳରେ ବଢ଼ୁଛି ସଂକ୍ରମଣ

ମୁମ୍ବାଇ/ନୂଆଦିଲ୍ଲୀ, ୧୩।୭: ମହାରାଷ୍ଟ୍ର ଏବଂ କେରଳରେ କରୋନା ଭୂତାଣୁର ‘ଆର୍‌’ ଫ୍ୟାକ୍ଟର (ସଂକ୍ରମଣ ହାର) ବଢ଼ୁଥିବାରୁ ଏହାର ଚିନ୍ତାର କାରଣ ହୋଇଛି। ଏହା ଉକ୍ତ ରାଜ୍ୟରେ ସଂକ୍ରମଣର ଆଉ ଏକ ଲହର ଆଣିବା ଆଶଙ୍କା କରାଯାଉଛି। ଆର୍‌ ଫ୍ୟାକ୍ଟର ହେଉଛି...

ହିମାଚଳପ୍ରଦେଶରେ ବର୍ଷା ବିତ୍ପାତ

ଧର୍ମଶାଳା(ହିମାଚଳ ପ୍ରଦେଶ), ୧୩ା୭: ଦକ୍ଷିଣ-ପଶ୍ଚିମ ମୌସୁମୀଜନିତ ବର୍ଷା ହିମାଚଳପ୍ରଦେଶରେ ବିପର୍ଯ୍ୟୟ ସୃଷ୍ଟି କରିଛି। ରାଜ୍ୟର ଅନେକ ସ୍ଥାନରେ ରବିବାର ରାତିରେ ବାଦଲଫଟା ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ଉପୁଜିଛି। କାଙ୍ଗ୍ରା ଜିଲାରେ ଭୂସ୍ଖଳନ ଯୋଗୁ ବହୁ ଲୋକ ନିଖୋଜ ଥିବା...

୨୪ ଘଣ୍ଟାରେ ମାଡ଼ ହେବ ସୌରଝଡ଼: ପ୍ରଭାବିତ ହେବ ମୋବାଇଲରୁ ବିମାନ ସେବା

ନୂଆଦିଲ୍ଲୀ,୧୨।୭: ଏକ ଶକ୍ତିଶାଳୀ ସୌର ଝଡ଼ ଦ୍ରୁତ ବେଗରେ ପୃଥିବୀ ଆଡେ ମାଡ଼ିଆସୁଛି। ଏହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଯେକୌଣସି ସମୟରେ ପୃଥିବୀକୁ ମାଡ଼ କରିବା ଆକଳନ କରାଯାଉଛି। ଏହାର ପ୍ରଭାବରେ ସାଟେଲାଇଟ୍‌, ଜିପିଏସ୍‌ ନାଭିଗେଶନ, ମୋବାଇଲ୍‌ ଫୋନ୍‌...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri