ଜାତୀୟ

ସୁସ୍ଥ ଅଛନ୍ତି କଲ୍ୟାଣ ସିଂ

ଲକ୍ଷ୍ନୌ,୯ ।୭: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ରାଜସ୍ଥାନର ପୂର୍ବତନ ରାଜ୍ୟପାଳ କଲ୍ୟାଣ ସିଂଙ୍କ ସ୍ୱାସ୍ଥ୍ୟରେ ବେଳକୁ ବେଳ ଉନ୍ନତି ପରିଲକ୍ଷିତ ହୋଇଛି । ସ୍ୱାସ୍ଥ୍ୟଗତ ସମସ୍ୟା ଯୋଗୁ ତାଙ୍କୁ ଲକ୍ଷ୍ନୌର ସଞଜୟ ଗାନ୍ଧୀ ଅର‌୍ୟୁବିଜ୍ଞାନ ସଂସ୍ଥାନ(ଏସ୍‌ଜିପିଜିଆଇ)ରେ ଭର୍ତ୍ତି କରାଯାଇଥିଲା...

କମୁଛି ସଂକ୍ରମଣ

ନୂଆଦିଲ୍ଲୀ,୨।୭: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଥମିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୪୩,୩୯୩ଟି ମାମଲା ସାମ୍ନାକୁ ଆସିଥିବାବେଳେ ୯୧୧ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ମାମଲା ଆସିବା...

କେବଳ ଫୁସ୍‌ଫୁସ୍‌ ନୁହେଁ, ଶରୀରର ଏସବୁ ଅଙ୍ଗ ଉପରେ ଖରାପ ପ୍ରଭାବ ପକାଉଛି କରୋନା ଭୂତାଣୁ

ନୂଆଦିଲ୍ଲୀ,୯।୭: କରୋନା ସଂକ୍ରମଣ କେବଳ ଫୁସଫୁସକୁ ସଂକ୍ରମିତ କରେ ନାହିଁ, ବରଂ ଶରୀରର ଅନେକ ଗୁରୁତ୍ୱପୂର୍ଣ୍ଣ ଅଙ୍ଗକୁ ବହୁତ କ୍ଷତି ପହଞ୍ଚାଏ। ଏହାର ଖରାପ ପ୍ରଭାବ କିଡନୀ, ଯକୃତ, ଅଗ୍ନାଶୟ, ମସ୍ତିଷ୍କ ଏବଂ ହୃଦୟରେ ମଧ୍ୟ ଦେଖାଯାଇଛି। ଭୋପାଳ ଏମ୍ସ...

‘କୋଭାକ୍ସିନ୍‌’ ଟିକାକୁ ନେଇ ଆସିଲା ଖୁସିଖବର

ନୂଆଦିଲ୍ଲୀ,୯।୭: ଭାରତ ବାୟୋଟେକ ଦ୍ୱାରା ପ୍ରସ୍ତୁତ କରୋନା ଟିକା ‘କୋଭାକ୍ସିନ’ ପାଇଁ ଏକ ଖୁସିଖବର ରହିଛି। ଖୁବ୍‌ଶୀଘ୍ର କୋଭାକ୍ସିନ୍‌କୁ ମିଳିପାରେ ଡବ୍ଲୁଏଚ୍‌ଓ ମଞ୍ଜୁରୀ ମିଳିବାର ସମ୍ଭାବନା ରହିଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲୁଏଚ୍‌ଓ ) ମୁଖ୍ୟ ବୈଜ୍ଞାନିକ ଡା. ସୌମ୍ୟା...

ବଢ଼ିବ ସୋସିଆଲ ମିଡିଆ ଅଡ଼ୁଆ

ନୂଆଦିଲ୍ଲୀ, ୯ା୭:କେନ୍ଦ୍ର ସରକାରଙ୍କ ନୂଆ ଆଇଟି ନିୟମକୁ ନେଇ ଟୁଇଟର ଭଳି ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡିକ ପାଇଁ ଅଡ଼ୁଆ ବଢ଼ିବାରେ ଲାଗିଛି। ପୂର୍ବରୁ ଆଇଟି ମନ୍ତ୍ରୀ ଥିବା ରବିଶଙ୍କର ପ୍ରସାଦ ଟୁଇଟର ବିରୋଧରେ ମୁଖର ଥିବାବେଳେ ତାଙ୍କ ଯୋଗୁ ଟେକ୍‌...

ସମାଜକୁ ପ୍ରଭାବିତ କରିପାରେ ଫେସ୍‌ବୁକ୍‌

ନୂଆଦିଲ୍ଲୀ, ୯ା୭:ଫେସ୍‌ବୁକ୍‌ ଭଳି ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକ ଦେଶ ଓ ବାହାର ଲୋକଙ୍କୁ ପ୍ରଭାବିତ କରିବାର କ୍ଷମତା ରଖିଛନ୍ତି। ୟୁଜର୍ସଙ୍କ ପୋଷ୍ଟ ସମାଜରେ ଧ୍ରୁବୀକରଣ ଆଣିପାରେ ବୋଲି ସୁପ୍ରିମକୋର୍ଟ ଗୁରୁବାର ଆଶଙ୍କା ବ୍ୟକ୍ତ କରିଛନ୍ତି। ୨୦୨୦ ଫେବୃୟାରୀରେ ସିଏଏ ବିରୋଧୀ...

ଅସ୍ବାଭାବିକ ତାପମାତ୍ରା ନେଉଛି ଜୀବନ

ନୂଆଦିଲ୍ଲୀ, ୯।୭(ପି.ଟି.):ଜଳବାୟୁ ପରିବର୍ତ୍ତନ ଜନିତ ଅସ୍ବାଭାବିକ ଗ୍ରୀଷ୍ମ ଓ ଶୀତ ଯୋଗୁ ଭାରତରେ ପ୍ରତିବର୍ଷ ପ୍ରାୟ ୭,୪୦,୦୦୦ ଲୋକଙ୍କ ଜୀବନ ଯାଉଛି। ଏ ସମ୍ପର୍କିତ ଏକ ଅଧ୍ୟୟନ ଲାନ୍‌ସେଟ୍‌ ପ୍ଲାନେଟାରି ହେଲ୍‌ଥ ପତ୍ରିକାରେ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆର ମୋନାଶ ୟୁନିଭର୍ସିଟି...

କୋଭିଡ୍‌ ପାଣ୍ଠି ଲାଗି ୨୩,୧୨୩ କୋଟି

ନୂଆଦିଲ୍ଲୀ, ୯।୭(ପି.ଟି.):କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ପରେ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା ପ୍ରଥମ ବୈଠକରେ କୋଭିଡ୍‌ ପ୍ୟାକେଜ୍‌ ସମେତ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ମହାମାରୀ ମୁକାବିଲା ନିମନ୍ତେ ସ୍ବାସ୍ଥ୍ୟ ଭିତ୍ତିଭୂମିର ବିକାଶ ଲାଗି ୨୩,୧୧୨୩ କୋଟି...

ଏଲ୍‌ଓସି ସୀମାରେ ଆତଙ୍କବାଦୀ ଆକ୍ରମଣ; ୨ ଯବାନ ଶହୀଦ

ଶ୍ରୀନଗର,୮ା୭- ଜମ୍ମୁ-କଶ୍ମୀର ଏଲ୍‌ଓସି ସୀମାରେ ଗୁରୁବାର ଭାରତୀୟ ସେନାର ଗୁଳିରେ ଦୁଇ ପାକିସ୍ତାନୀ ଆତଙ୍କବାଦୀ ନିହତ ହୋଇଛନ୍ତି। ଏହି ଏନ୍‌କାଉଣ୍ଟରରେ ଦୁଇ ଯବାନ ଶହୀଦ ହୋଇଥିବା ସୂଚନା ଦେଇଛନ୍ତି ଜମ୍ମୁ-କଶ୍ମୀରର ପ୍ରତିରକ୍ଷା ମୁଖପାତ୍ର। ଗତ ଦୁଇ ଦିନ ମଧ୍ୟରେ ଏଲ୍‌ଓସିରେ...

ନୂଆ ମନ୍ତ୍ରିମଣ୍ଡଳର ପ୍ରଥମ ବୈଠକରେ କୋଭିଡ୍‌ ପ୍ୟାକେଜ୍‌ ଘୋଷଣା

ନୂଆଦିଲ୍ଲୀ, ୮।୭: କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ପରେ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିଲା ପ୍ରଥମ ବୈଠକ। ଏଥିରେ କୋଭିଡ୍‌ ପ୍ୟାକେଜ୍‌ ଘୋଷଣା କରାଯିବା ସମେତ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ମହାମାରୀ ମୁକାବିଲା ନିମନ୍ତେ ସ୍ବାସ୍ଥ୍ୟ ଭିତ୍ତିଭୂମିର...

ପ୍ରତ୍ୟାହାର ହେବ ନାହିଁ କୃଷି ଆଇନ

ନୂଆଦିଲ୍ଲୀ,୮।୭: କେନ୍ଦ୍ର ସରକାର ନୂଆ କୃଷି ଆଇନକୁ ପ୍ରତ୍ୟାହାର କରିବେ ନାହିଁ। ଏହାର ଅନ୍ୟ ବିକଳ୍ପ ସମ୍ପର୍କରେ ଚାଷୀଙ୍କ ସହ ଆଲୋଚନା ପାଇଁ ସରକାର ପ୍ରସ୍ତୁତ। ଗୁରୁବାର କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ଏହା କହିଛନ୍ତି। ଚାଷୀମାନେ ଆନ୍ଦୋଳନରୁ...

ୟୁପି ପଞ୍ଚାୟତ ନିର୍ବାଚନରେ ପ୍ରପୋଜରଙ୍କ ଶାଢ଼ୀ ଟାଣିଲେ

ନୂଆଦିଲ୍ଲୀ,୮।୭: ଉତ୍ତର ପ୍ରଦେଶରେ ହେବାକୁ ଯାଉଥିବା ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନ ଦାଖଲ ପ୍ରକ୍ରିୟା ଚାଲିଥିବାବେଳେ ସାମ୍ନାକୁ ଆସିଛି ଏକ ଲଜ୍ଜାଜନକ ଦୃଶ୍ୟ। ଅଖିଳେଶ ଯାଦବଙ୍କ ସମାଜବାଦୀ ପାର୍ଟି (ସପା)ର ପ୍ରାର୍ଥୀଙ୍କ ମହିଳା ପ୍ରସ୍ତାବକଙ୍କୁ ସର୍ବସମ୍ମୁଖରେ ମାଡ଼ ମରାଯିବା ସହ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri