ଜାତୀୟ

କ୍ୟାବିନେଟ ବୈଠକ ବାତିଲ

ନୂଆଦିଲ୍ଲୀ,୬।୭: କେନ୍ଦ୍ର କ୍ୟାବିନେଟ ସମ୍ପ୍ରସାରଣ ଚର୍ଚ୍ଚା ଭିତରେ ମଙ୍ଗଳବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ତାଙ୍କ ବାସଭବନରେ ଏକ ବୈଠକ ହେବାର ଥିଲା। ହେଲେ ଏହି ବୈଠକକୁ ଏବେ ବାତିଲ କରାଯାଇଥିବା ସୂଚନା ରହିଛି। ଏହି ବୈଠକରେ ସ୍ବରାଷ୍ଟ୍ର...

ମୋଦିଙ୍କ କ୍ୟାବିନେଟ୍‌ ସମ୍ପ୍ରସାରଣ, ଏସବୁ ନେତାଙ୍କୁ ଫୋନ୍‌…

ନୂଆଦିଲ୍ଲୀ,୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ ସମ୍ପ୍ରସାରଣ ନେଇ ନାନା ଚର୍ଚ୍ଚା ଜାରି ରହିଛି। କ୍ୟାବିନେଟ୍‌ରେ କେଉଁମାନଙ୍କୁ ସ୍ଥାନ ମିଳିବାର ସମ୍ଭାବନା ରହିଛି ସେ ନେଇ କଳ୍ପନା ଜଳ୍ପନା ଜାରି ରହିଛି। ତେବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ...

ମାଗଣାରେ ମିଳିବ ସ୍ପୁଟନିକ-ଭି!

ନୂଆଦିଲ୍ଲୀ,୬ ।୭: କରୋନା ମହାମାରୀକୁ ଦୂରେଇ ଦେବାକୁ ଏବେ ବିଶ୍ୱର ପ୍ରାୟ ସମସ୍ତ ଦେଶରେ ଟିକକରଣ ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି । ଏବେସୁଦ୍ଧା ଦେଶରେ କେବଳ କୋଭିସିଲ୍ଡ ଓ କୋଭାକ୍ସିନ ଟିକା ଉପଲବ୍ଧ ହେଉଥିବା ବେଳେ ଆଗାମୀ ଦିନରେ...

୧୨ ମଦ ବୋତଲ ଖାଲି କରିଦେଲା ମୂଷା!

ଚେନ୍ନାଇ,୬।୭: ତାମିଲନାଡୁର ନୀଳଗିରିରେ ଏକ ମଦ ଦୋକାନରେ ମୂଷା ଆତଙ୍କ ଦେଖାଯାଇଛି। ୧୨ଟି ମଦ ବୋତଲ ମୂଷା କାଟି ଦେଖିଥିବା ମାମଲା ସାମ୍ନାକୁ ଆସିଛି। ସରକାରୀ ମଦ ଦୋକାନରେ ମୂଷାମାନେ ୧୨ ବୋତଲ ମଦ ଖାଲି ଦେଇଛନ୍ତି। ଏହି ମାମଲା...

ସାବଧାନ ! ଭାକ୍ସିନ୍‌ କେନ୍ଦ୍ରରୁ ନ ହେଉ ସଂକ୍ରମଣ…

ନୂଆଦିଲ୍ଲୀ,୬।୭: ଦେଶରେ କରୋନା ମହାମାରୀ ସଙ୍କଟ ଜାରି ରହିଥିବାବେଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଭାକ୍ସିନ୍‌ ନେବା ପାଇଁ ବିଭିନ୍ନ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ୍‌ ଲାଗି ରହୁଛି।...

ଅଗଷ୍ଟରେ ତୃତୀୟ ଲହର,ସେପ୍ଟେମ୍ବର ଶୀର୍ଷ, ଏସ୍‌ବିଆଇ ରିପୋର୍ଟ…

ନୂଆଦିଲ୍ଲୀ,୭।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଧୀରେଧୀରେ ଥମିବାରେ ଲାଗିଛି। ଏପରିସ୍ଥଳେ ତୃତୀୟ ଲହର ନେଇ ଷ୍ଟେଟ୍‌ ବ୍ୟଙ୍କ ଅପ୍‌ ଇଣ୍ଡିଆ(ଏସ୍‌ବିଆଇ) ପକ୍ଷରୁ ଚେତାବନୀ ଦିଆଯାଇଛି। ଅଗଷ୍ଟରେ ତୃତୀୟ ଲହର ଆସିବ। ସେହିପରି ସେପ୍ଟେମ୍ବର ଏହା ଶୀର୍ଷରେ...

୧୧୧ ଦିନ ପରେ ସର୍ବନିମ୍ନ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୬।୭: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟାରେ ଲଗାମ୍‌ ଲାଗିଛି। ଦୈନିକ ସଂକ୍ରମଣ ଲଗାତାର ୨ଦିନ ଧରି ୪୦ ହଜାର ତଳେ ରହିଛି। ୧୧୧ ଦିନ ପରେ...

କଶ୍ମୀରକୁ ରାଜ୍ୟ ମାନ୍ୟତା ପରେ ନିର୍ବାଚନ: ଗୁପ୍‌କାର ମେଣ୍ଟ

ନୂଆଦିଲ୍ଲୀ, ୬।୭: ଜମ୍ମୁ-କଶ୍ମୀରକୁ କେନ୍ଦ୍ର ସରକାର ରାଜ୍ୟ ମାନ୍ୟତା ଫେରାଇବା ପରେ ସେଠାରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ ବୋଲି ପିପୁଲ୍ସ ଆଲିଆନ୍ସ ଫର୍‌ ଗୁପ୍‌କାର ଡିକ୍ଲାରେଶନ (ଗୁପ୍‌କାର ମେଣ୍ଟ) ପକ୍ଷରୁ ସୋମବାର କୁହାଯାଇଛି। ଗତ ମାସ ୨୪ରେ ପ୍ରଧାନମନ୍ତ୍ରୀ...

ଗୃହରେ ବିଶୃଙ୍ଖଳିତ ଆଚରଣ ଅକ୍ଷମଣୀୟ

ନୂଆଦିଲ୍ଲୀ, ୬।୭ (ଆଇଏଏନ୍‌ଏସ୍‌): ପାର୍ଲାମେଣ୍ଟ ଏବଂ ବିଧାନସଭା ଭିତରେ ଆଇନ ପ୍ରଣେତାଙ୍କ ବିଶୃଙ୍ଖଳିତ ଆଚରଣକୁ କ୍ଷମା କରାଯାଇପାରିବ ନାହିଁ ବୋଲି ସୋମବାର ସୁପ୍ରିମକୋର୍ଟ କହିଛନ୍ତି। ଗୃହ ମଧ୍ୟରେ ସର୍ବସାଧାରଣ ସମ୍ପତ୍ତି ନଷ୍ଟ କରିବା ଅଭିଯୋଗରେ ସେମାନଙ୍କୁ ବିଚାରର ସମ୍ମୁଖୀନ ହେବାକୁ...

ଜାମିନ ଶୁଣାଣିର ୧ ଘଣ୍ଟା ପୂର୍ବରୁ ଆଖି ବୁଜିଲେ ଷ୍ଟାନ୍‌ ସ୍ବାମୀ

ମୁମ୍ବାଇ, ୫।୭: ଭୀମା କୋରେଗାଁଓ-ଏଲ୍‌ଗାର ପରିଷଦ ମାମଲାରେ ବିଚାରାଧୀନ କଏଦୀ ଥିବା ୮୪ ବର୍ଷୀୟ ଆଦିବାସୀ ଅଧିକାର କର୍ମୀ ଫାଦର ଷ୍ଟାନ୍‌ ସ୍ବାମୀଙ୍କ ସୋମବାର ପରଲୋକ ହୋଇଯାଇଛି। ଗୁରୁତର ଅସୁସ୍ଥ ଥିବା ସ୍ବାମୀଙ୍କୁ ଅଦାଲତଙ୍କ ନିର୍ଦ୍ଦେଶକ୍ରମେ ମୁମ୍ବାଇର ହୋଲି ଫାମିଲି...

ପେଟ୍ରୋଲ ଡିଜେଲ ଦର ବୃଦ୍ଧିକୁ ନେଇ ମୋଦିଙ୍କୁ ଚିଠି ଲେଖିଲେ ଦିଦି

କୋଲକାତା,୫ ।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି । ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧିକୁ ନେଇ ସେ ଏହି ଚିଠି ଲେଖିଛନ୍ତି । ଏଥିରେ ସେ ଉଲ୍ଲେଖ କରିଛନ୍ତି ଯେ ପେଟ୍ରୋଲ,...

କରୋନା, ବ୍ଲାକ୍‌ ଫଙ୍ଗସ୍‌ ପରେ ଏବେ ଚିନ୍ତା ବଢ଼ାଉଛି ‘ବୋନ୍‌ ଡେଥ୍‌’

ମୁମ୍ବାଇ,୫।୭: କରୋନା ଭାଇରସ୍‌ର ଦ୍ୱିତୀୟ ଲହର ଆତଙ୍କ ଖେଳାଇବା ପରେ ଦେଶରେ ବ୍ଲାକ୍‌ ଫଙ୍ଗସ୍‌ ସଂକ୍ରମଣ ମାମଲା ସାମ୍ନାକୁ ଆସିଛି। ବିଭିନ୍ନ ରାଜ୍ୟରେ ହଜାର ହଜାର ସଂଖ୍ୟାରେ ବ୍ଲାକ୍‌ ଫଙ୍ଗସ୍‌ ରୋଗୀ ଚିହ୍ନଟ ହୋଇଥିବା ବେଳେ ଏବେ ସ୍ଥିତି ନିୟନ୍ତ୍ରଣକୁ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri