ଜାତୀୟ

ଷ୍ଟେଶନରେ ଭୁଲି ଯାଇଥିଲି ଟଙ୍କା ଭର୍ତ୍ତି ବ୍ୟାଗ, ଫେରିପାଇବାର ଆଶା ନ ଥିଲା

ନୂଆଦିଲ୍ଲୀ,୪।୭: ପୂର୍ବ ଦିଲ୍ଲୀରେ ରହୁଥିବା ବିଜୟ କୁମାର ନାମକ ଜଣେ ଶ୍ରମିକ ଜୀବନର ସମସ୍ତ ଜମାପୁଞ୍ଜି ଧରି ନିଜ ଗାଁ ଉତ୍ତର ପ୍ରଦେଶର ଖୁରଜାକୁ ଯାଉଥିଲେ। ଛୁଆଙ୍କ ପାଇଁ ଗାଁରେ ଘର ନିର୍ମାଣ କରିବା ଲାଗି ବ୍ୟାଙ୍କରୁ ଉଠାଇଥିଲେ ୧...

‘୬ ମାସ ନୁହେଁ, ୬ ବର୍ଷ ପାଇଁ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ପୁଷ୍କର’

ଡେରାଡୁନ,୪।୭: ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି। ରାଜ୍ୟ ରାଜଧାନୀ ଡେରାଡୁନ ସ୍ଥିତ ରାଜ ଭବନରେ ଧାମି ରାଜ୍ୟର ୧୧ତମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ବେବିରାଣୀ ମୌର୍ଯ୍ୟ...

୫୦ ବର୍ଷ ମଧ୍ୟରେ ଅଂଶୁଘାତ ନେଲାଣି ୧୭ ହଜାରରୁ ଅଧିକ ଲୋକଙ୍କ ଜୀବନ

ନୂଆଦିଲ୍ଲୀ,୪।୭: ଆଜିକାଲି ପୃଥିବୀର ଅନେକ ଦେଶରେ ପ୍ରଚଣ୍ଡ ଖରା ଅନୁଭୂତ ହେଉଛି। ରିପୋର୍ଟ ଅନୁଯାୟୀ, ଚଳିତ ବର୍ଷ କାନାଡାରେ ପ୍ରବଳ ଉତ୍ତାପ ଯୋଗୁ ଶହ ଶହ ଲୋକଙ୍କର ମୃତ୍ୟୁ ଘଟିଛି। ଏଥି ସହିତ, ପାଣିପାଗ ବିଜ୍ଞାନୀମାନେ ଏକ ଅଧ୍ୟୟନରେ କହିଛନ୍ତି...

ଇଣ୍ଟରଭ୍ୟୁରେ ବିଳମ୍ବ ହେବାରୁ ଆଶାୟୀଙ୍କ ଆତ୍ମହତ୍ୟା

ପୁଣେ,୪।୭: ଏମ୍‌ପିଏସ୍‌ସି ଫାଇନାଲ ଇଣ୍ଟରଭ୍ୟୁରେ ବିଳମ୍ବ ହେବାରୁ ଡିପ୍ରେଶନର ଶିକାର ହୋଇଥିବା ଜଣେ ୨୪ ବର୍ଷୀୟ ପ୍ରଶାସନିକ ସେବା ଆଶାୟୀ ଶେଷରେ ଆତ୍ମହତ୍ୟା କରିଛନ୍ତି। ପୁଣେର ହାଦାପସାର ଅଞ୍ଚଳରେ ଘଟିଛି ଏଭଳି ଘଟଣା। କୋଭିଡ୍‌-୧୯ ମହାମାରୀ କାରଣରୁ ମହାରାଷ୍ଟ୍ର ପ୍ରଶାସନିକ...

ତିହାର ଜେଲ୍‌ରେ ଥାଇ ଟିଭି ଦାବି କରୁଛନ୍ତି ସୁଶୀଲ

ନୂଆଦିଲ୍ଲୀ,୪।୭: ଯୁବ ରେସଲର ସାଗର ଧାଙ୍କରଙ୍କ ଅପହରଣ ଓ ହତ୍ୟା ମାମଲରେ ବିଚାର ବିଭାଗୀୟ ହାଜତରେ ଥିବା ଅଲିମ୍ପିକ୍ସ ପଦକ ଧାରୀ ସୁଶୀଲ କୁମାର ପୁଣି ଥରେ ଚର୍ଚ୍ଚାରେ। ସେ ତାଙ୍କ ସେଲ୍‌ରେ ଟିଭି ଦାବି କରୁଛନ୍ତି। ଏ ନେଇ...

ସର୍ବକନିଷ୍ଠ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ପୁଷ୍କର ସିଂ ଧାମି

ଡେରାଡୁନ,୪।୭: ଉତ୍ତରାଖଣ୍ଡର ସର୍ବକନିଷ୍ଠ ମୁଖ୍ୟମନ୍ତ୍ରୀ ଭାବେ ରବିବାର ଶପଥ ନେଇଛନ୍ତି ପୁଷ୍କର ସିଂ ଧାମି। ଚାରିମାସ ମଧ୍ୟରେ ଉତ୍ତରଖଣ୍ଡର ସେ ତୃତୀୟ ମୁଖ୍ୟମନ୍ତ୍ରୀ ଭାବେ ସେ ଶପଥ ନେଇଛନ୍ତି। ଖଟିମା ବିଧାନସଭା ଆସନର ଯୁବ ବିଧାୟକ ପୁଷ୍କର ସିଂ ଧାମି...

ଓୱାଇସିଙ୍କ ଚ୍ୟାଲେଞ୍ଜକୁ ଗ୍ରହଣ କଲେ ଯୋଗୀ

ଲକ୍ଷ୍ନୌ,୪ ।୭: ଉତ୍ତର ପ୍ରଦେଶରେ ଜିଲା ପଞ୍ଚାୟତ ଅଧ୍ୟକ୍ଷ ନିର୍ବାଚନରେ ଭାରତୀୟ ଜନତା ପାର୍ଟି(ଭାଜପା) ବହୁ ସଂଖ୍ୟାରେ ବିଜୟ ଲାଭ କରି ଏବେ ଉତ୍ସାହିତ ଅଛି । ଆସନ୍ତା ବିଧାନସଭା ନିର୍ବାଚନ ପାଇଁ ଏହାପରେ ଭାଜପାକୁ ଶକ୍ତି ମିଳି ଯାଇଛି...

ଆର୍‌ଜେଡିର ରୌପ୍ୟ ଜୟନ୍ତି ସମାରୋହରେ ଉଦ୍‌ବୋଧନ ଦେବେ ଲାଲୁ

ନୂଆଦିଲ୍ଲୀ,୪ ।୭: ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି) ତା’ର ରୌପ୍ୟ ଜୟନ୍ତି ପାଳନ କରୁଛି । କିଛି ବର୍ଷ ପରେ ଦଳର ଅଧ୍ୟକ୍ଷ ଲାଲୁ ପ୍ରସାଦ ଯାଦବ ଏଥିରେ ଉଦ୍‌ବୋଧନ ଦେବେ ବୋଲି ଜଣାପଡିଛି । ରବିବାର ଅପରାହ୍ନ ୨ଟାରୁ ଦଳର...

ବାନ୍ତି ନେଉଥିବାବେଳେ ଧରାପଡିଲେ: ୨ ଗିରଫ

ମୁମ୍ବାଇ,୪।୭: ମୁମ୍ବାଇ କ୍ରାଇମବ୍ରାଞ୍ଚ ଏକ ଚୋରା ଗ୍ୟାଙ୍ଗକୁ ଧରିବାରରେ ସଫଳ ହୋଇଛି। ଏହି ଗ୍ୟାଙ୍ଗ୍‌ ବେଆଇନ ଭାବେ ତିମି ବାନ୍ତିରେ ଆମ୍ବରଗ୍ରିସ କ୍ରୟ ବିକ୍ରି କରୁଥିଲେ। ଏହି ମାମଲାରେ କ୍ରାଇମ ବ୍ରାଞ୍ଚ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି ଏବଂ ସେମାନଙ୍କଠାରୁ...

ଡ୍ରୋନ୍ ଥିଲେ ଥାନାରେ ଦେବାକୁ ପଡିବ ସୂଚନା

ଶ୍ରୀନଗର,୪ ।୭: ଜମ୍ମୁ ବିମାନ ବନ୍ଦରର ଟେକ୍ନିକାଲ ଏରିଆରେ ଡ୍ରୋନରେ ଆକ୍ରମଣ କରାଯିବା ପରେ ଏବେ ପ୍ରଶାସନ ଏହାର ବ୍ୟବହାରକୁ ନେଇ କଡା ନିର୍ଦ୍ଦେଶ ଜାରି କରିଛି । ଶ୍ରୀନଗର ଜିଲା ଅଧିକାରୀ ମହମ୍ମଦ ଏଜାଜ ଏହାକୁ ନେଇ ଏକ...

ପୁଷ୍କର ସିଂ ଧାମି ମୁଖ୍ୟମନ୍ତ୍ରୀ ହେବା ପୂର୍ବରୁ ଭାଜପାରେ ଫାଟ!

ଡେରାଡୁନ,୪।୭: ଉତ୍ତରାଖଣ୍ଡରେ ରାଜନୈତିକ ଅସ୍ଥିରତା ମଧ୍ୟରେ ପୁଷ୍କର ସିଂ ଧାମି ବିଧାୟକ ଦଳର ନେତା ଭାବରେ ନିର୍ବାଚିତ ହୋଇଛନ୍ତି। ସେ ଆଜି ସାରେ ତିରଥ ସିଂ ରାୱତଙ୍କ ସ୍ଥାନରେ ରାଜ୍ୟର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଧାମି...

ସ୍ତ୍ରୀ ଭିଣୋଇ ଘରକୁ ଚାଲିଯିବାରୁ ରାଗିଗଲେ ସ୍ବାମୀ, ଶାଶୁ-ଶ୍ୱଶୁରଙ୍କୁ କଲେ ଆକ୍ରମଣ

ଲକ୍ଷ୍ନୌ,୪ା୭: ଉତ୍ତରପ୍ରଦେଶର ଇଟାଓ୍ବା ଜିଲାରୁ ଚକିତ କରିଦେବା ପରି ଏକ ଘଟଣା ସାମ୍ନାକୁ ଆସିଛି। ଶ୍ୱଶୁର ଘରକୁ ଆସି ସ୍ତ୍ରୀଙ୍କୁ ଘରେ ନ ଦେଖିବାରୁ ଶାଶୁ-ଶ୍ୱଶୁରଙ୍କ ଉପରେ ଶୁଝାଇଲେ ରାଗ। ଶାଶୁ ଏବଂ ଶ୍ୱଶୁରଙ୍କୁ କଟୁରିରେ ଆକ୍ରମଣ କରିଛନ୍ତି ଜ୍ୱାଇଁ।...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri