ଜାତୀୟ

୧୯ରୁ ଆରମ୍ଭ ହେବ ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ,୨।୭: ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ଜୁଲାଇ ୧୯ରୁ ଆରମ୍ଭ ହୋଇ ଅଗଷ୍ଟ ୧୩ ପର୍ଯ୍ୟନ୍ତ ଚାଲିବ। ଦେଶରେ ଗତ କିଛି ସପ୍ତାହ ହେଲା କୋଭିଡ୍‌ ସଂକ୍ରମଣ ହ୍ରାସ ପାଇଥିବାରୁ ଏମ୍‌ପିମାନଙ୍କ ସୁରକ୍ଷାକୁ ନେଇ ୨୦ ଦିନ ଅଧିବେଶନ ଚଳାଇବାକୁ ସଂସଦୀୟ...

ଟ୍ରୋଲ ହେବାରୁ ଥାନାରେ ପହଞ୍ଚିଲେ ଅଭିନେତ୍ରୀ

କୋଲକାତା,୨।୭: ଶ୍ୟାମଳ ବର୍ଣ୍ଣ କାରଣରୁ ସୋସିଆଲ ମିଡିଆରେ ଟ୍ରୋଲ ହେବାରୁ ଥାନାରେ ପହଞ୍ଚିଛନ୍ତି ବଙ୍ଗାଳି ଅଭିନେତ୍ରୀ। ଟିଭି ସିରିଏଲ ‘ତ୍ରିନୟନି’ ଜରିଆରେ କ୍ୟାରିୟର ଆରମ୍ଭ କରିଥିବା ଶ୍ରୁତି ଦାସ ଗତ ଦୁଇ ବର୍ଷ ହେଲା ଟ୍ରୋଲିଂର ସମ୍ମୁଖୀନ ହୋଇ ଆସୁଥିଲେ।...

ଗର୍ଭବତୀମାନେ ନେଇ ପାରିବେ କରୋନା ଟିକା: ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨ ।୭: କରୋନା ସଂକ୍ରମଣକୁ ରୋକିବା ପାଇଁ ଏବେ ଟିକାକରଣ ଉପରେ ଗୁରୁତ୍ୱ ଦିଆଯାଉଛି । ପୂର୍ବରୁ ଗର୍ଭବତୀଙ୍କୁ ଏହି ଟିକା ନେବାକୁ ବାରଣ କରାଯାଉଥିବା ବେଳେ ଏବେ କିନ୍ତୁ ଏମାନେ କରୋନା ଟିକା ନେଇପାରିବେ ବୋଲି କହିଛି ସ୍ୱାସ୍ଥ୍ୟ...

ବଞ୍ଚିଥିବା ଶିକ୍ଷକଙ୍କୁ ଡକାଗଲା ତାଙ୍କ ମୃତ୍ୟୁ ସାର୍ଟିଫିକେଟ ପାଇଁ

ଠାଣେ,୨।୭: ମୃତ୍ୟୁ ପ୍ରମାଣପତ୍ର ପ୍ରସ୍ତୁତ ଥିବା ଜଣାଇବା ପାଇଁ ଠାଣେର ମ୍ୟୁନିସିପାଲ କର୍ପୋରେଶନ ଅଫିସରୁ ଜଣେ ୫୫ ବର୍ଷୀୟ ଶିକ୍ଷକଙ୍କୁ ଆସିଥିଲା ଫୋନ କଲ୍‌। ଶିକ୍ଷକ ଜଣଙ୍କ ଯୁକ୍ତିରେ ଦର୍ଶାଇଥିଲେ ସେ ବଞ୍ଚିଛନ୍ତି। କିନ୍ତୁ କିଛି ଲାଭ ମିଳି ନ...

ବଢୁଛି ଡେଲ୍ଟା ପ୍ଲସ ଭାରିଏଣ୍ଟ ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୨ ।୭: କରୋନା ମହାମାରୀ ଏବେ ସାରା ବିଶ୍ୱକୁ ଥରହର କରୁଥିବା ବେଳେ ଦିନକୁ ଦିନ ଏହାର ନୂଆ ଭାରିଏଣ୍ଟ ବିଶ୍ୱବାସୀଙ୍କ ନିଦ ହଜାଇ ସାରିଲାଣି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର ହୋଇଥିବା ଖବରଦାତା ସମ୍ମିଳନୀରେ ନିତି...

ପଶ୍ଚିମବଙ୍ଗ ରାଜନୀତି ସରଗରମ: ମୋଦିଙ୍କୁ ଚିଠି ଲେଖିଲେ ଟିଏମ୍‌ସି ଏମ୍‌ପି

କୋଲକାତା,୨ ।୭: ପଶ୍ଚିମବଙ୍ଗ ବିଧାନସଭାର ବିରୋଧିଦଳ ନେତା ଶୁଭେନ୍ଦୁ ଅଧିକାରୀ ସଲିସିଟର ଜେନରାଲ ତୁଷାର ମେହେଟ୍ଟାଙ୍କୁ ସାକ୍ଷାତ୍ କରିବା ପରେ ଏବେ ସେଠାରେ ରାଜନୀତି ହୋଇଛି ସରଗରମ । ଏହାକୁ ନେଇ ତ୍ରୁଣମୂଳ କଂଗ୍ରେସ (ଟିଏମ୍‌ସି)ଏମ୍‌ପି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ...

ସୁସ୍ଥ ହେଉଛନ୍ତି ଟ୍ରାଜେଡି କିଙ୍ଗ

ମୁମ୍ବାଇ,୨ ।୭: ବଲିଉଡ୍ ଟ୍ରାଜେଡି କିଙ୍ଗ ଦିଲିପ କୁମାର ବୟସାଧିକ୍ୟ ରୋଗ ଯୋଗୁ କିଛି ଦିନ ତଳେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ହେଲେ ଏବେ ସେ ପୂର୍ବାପେକ୍ଷା ସୁସ୍ଥ ଥିବା ଜଣାପଡିଛି । ଦିଲିପଙ୍କ ନିକଟତର ବନ୍ଧୁ ଫୈଜଲ...

ବଜେଟ ଅଧିବେଶନ ଆରମ୍ଭରୁ ବିଧାୟକଙ୍କ ହଟ୍ଟଗୋଳ, ରାଜ୍ୟପାଳ ପଢିପାରିଲେନି ଅଭିଭାଷଣ

କୋଲକାତା,୨ ।୭: ପଶ୍ଚିମବଙ୍ଗ ନିର୍ବାଚନ ପରେ ଶୁକ୍ରବାର ପ୍ରଥମ କରି ବିଧାନସଭା ଅଧିବେଶନ ଆରମ୍ଭ ହୋଇଥିଲା । ହେଲେ ଆରମ୍ଭରୁ ବିଧାୟକଙ୍କ ବିରୋଧ ଫଳରେ ଗୃହକୁ ୱାର୍କ ଆଉଟ୍ କରି ଦିଆଯାଇଥିଲା । ରାଜ୍ୟପାଳ ଜଗଦୀପ ଧନଖଡ ତାଙ୍କର ଅଭିଭାଷଣ...

ବଢ଼ୁଛି ସୁସ୍ଥ ସଂଖ୍ୟା, ହ୍ରାସ ପାଉଛି ସକ୍ରିୟ ମାମଲା: ସ୍ବାସ୍ଥ୍ୟମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨।୭: ଦେଶରେ କରୋନା ଭାଇରସ୍‌ର ଦ୍ୱିତୀୟ ଲହରରେ ଦୈନିକ ସଂକ୍ରମଣ ମାମଲା ହ୍ରାସ ପାଇବାରେ ଲାଗିଛି। ଏପ୍ରିଲ ଓ ମେ’ରେ ଦେଶରେ କରୋନା ଆତଙ୍କ ଖେଳାଇବା ପରେ ଏବେ ସ୍ଥିତି ନିୟନ୍ତ୍ରଣକୁ ଆସୁଛି। କରୋନା ପିକ୍‌ରେ ରହିବା ପରେ ଏବେ...

ପୁଲଓ୍ବାମା ଏନ୍‌କାଉଣ୍ଟର: ଜଣେ ଯବାନ ଶହୀଦ, ୪ ଆତଙ୍କବାଦୀ ନିହତ

ଶ୍ରୀନଗର,୨।୭: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୪ ଆତଙ୍କବାଦୀ ଟଳିପଡ଼ିଥିବା ବେଳେ ଜଣେ ଯବାନ ଶହୀଦ ହୋଇଛନ୍ତି। ସୂଚନାଯୋଗ୍ୟ, ପୁଲଓ୍ବାମା ଜିଲା ରାଜପୁରାର ହାଜିନ ଗାଁରେ ଜୈଶ-ଇ-ମହମ୍ମଦର ଜଣେ କମାଣ୍ଡର ଓ...

ଖୋଲିବ ମଲ୍ଟିପ୍ଲେକ୍ସ୍‌, ଜିମ୍‌

ଲକ୍ଷ୍ନୌ,୨।୭: ଉତ୍ତରପ୍ରଦେଶରେ କରୋନା ଭାଇରସ୍‌ର ଦ୍ୱିତୀୟ ଲହର ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ରାଜ୍ୟରେ ଲଗାତର ଦୈନିକ ସଂକ୍ରମଣ ହ୍ରାସ ଘଟୁଛି। ଏଥିପାଇଁ ରାଜ୍ୟ ସରକାର ଉତ୍ତରପ୍ରଦେଶରେ ଜାରି ରହିଥିବା କଟକଣାକୁ ଏବେ କୋହଳ କରିବାକୁ ବିଚାର କରିଛନ୍ତି।...

ଦିଲ୍ଲୀରେ କମୁଛି କରୋନା ଦୈନିକ ସଂକ୍ରମଣ: ହେଲେ ଦେଶର ଏହି ଅଞ୍ଚଳ ବଢ଼ାଉଛି ଚିନ୍ତା

ନୂଆଦିଲ୍ଲୀ,୨।୭: ରାଜଧାନୀ ଦିଲ୍ଲୀରୁ ଏବେ ଆଶ୍ୱସ୍ତିକର ଖବର ମିଳୁଛି। ବର୍ତ୍ତମାନ ରାଜ୍ୟରେ କରୋନା ଦୈନିକ ସଂକ୍ରମଣ ହାର ହ୍ରାସ ପାଇଥିବା ବେଳେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ରୁ ବି କମ୍‌ ରହୁଛି। ଫଳରେ ଦିଲ୍ଲୀବାସୀଙ୍କୁ ଏବେ ଆଶ୍ୱସ୍ତି ମିଳିଛି। ଶୁକ୍ରବାର...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri