ଜାତୀୟ

ହୃଦ୍‌ଘାତରେ ରାଜ୍‌ କୌଶଲଙ୍କ ପରଲୋକ …

ମୁମ୍ବାଇ,୩୦।୬:ବଲିଉଡ୍‌ ଅଭିନେତ୍ରୀ ମନ୍ଦିରା ବେଦୀଙ୍କ ସ୍ବାମୀ ରାଜ୍‌ କୌଶଲଙ୍କର ହୃଦ୍‌ଘାତରେ ପରଲୋକ ଘଟିିଛି। ବୁଧବାର ଭୋର୍‌ ୪ଟା ୩୦ରେ ଘରେ ରାଜ୍‌ଙ୍କୁ ହୃଦ୍‌ଘାତ ହୋଇଥିଲା। କୌଣସି ମେଡ଼ିକାଲ ସହାୟତା ନେବା ପୂର୍ବରୁ ସେ ଆଖି ବୁଜିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ...

ସେଣ୍ଟ୍ରାଲ ଭିଷ୍ଟା: ଏତେ ବିବାଦ କାହିଁକି

ନୂଆଦିଲ୍ଲୀ,୩୦ା୬: ନୂଆଦିଲ୍ଲୀର ସର୍ବାଧିକ ସୁରକ୍ଷା ବଳୟରେ ଥିବା ରାଇସିନା ହିଲ୍‌ରେ ନିର୍ମାଣାଧୀନ ସେଣ୍ଟ୍ରାଲ ଭିଷ୍ଟା ରିଡେଭେଲପ୍‌ମେଣ୍ଟ ପ୍ରୋଜେକ୍ଟ କିଛିଦିନ ହେଲା ବେଶ୍‌ ଚର୍ଚ୍ଚା ସାଉଣ୍ଟୁଛି। ବ୍ରିଟିଶ ଶାସନ ଅମଳରେ ସାର୍‌ ଏଡ୍‌ୱିନ୍‌ ଲୁଟିଏନ୍ସ ଏବଂ ସାର୍‌ ହର୍ବର୍ଟ ବର୍କର ଡିଜାଇନ...

ପୁଣି ଏୟାରଫୋର୍ସ ଷ୍ଟେଶନ ନିକଟରେ ୨ ଡ୍ରୋନ୍‌…

ଶ୍ରୀନଗର,୩୦।୬: ଜମ୍ମୁ-କଶ୍ମୀରର କାଲୁଚକ ଏବଂ କୁଞ୍ଜଓ୍ବାନି ଅଞ୍ଚଳରେ ଏୟାରଫୋର୍ସ ଷ୍ଟେଶନର ୧୦ କିିଲୋମିଟର ପରିଧି ମଧ୍ୟରେ ବୁଧବାର ଭୋର୍‌ ସମୟରେ ପୁଣି ୨ଟି ଡ୍ରୋନ୍‌ ଉଡ଼ିବୁଲୁଥିବାର ଦେଖିବାକୁ ମିଳିଛି। କାଲୁଚକଠାରେ ଭୋର୍‌ ୪ଟା ୪୦ରେ ପ୍ରଥମ ଡ୍ରୋନ୍‌ ଦେଖାଯାଇଥିଲା। ସେହିପରି...

‘ଓକେ ଗୁଗଲ’ କଥା ଶୁଣୁଛନ୍ତି କମ୍ପାନୀ କର୍ମଚାରୀ…

ନୂଆଦିଲ୍ଲୀ,୩୦।୬: ତଥ୍ୟ ଗୋପନୀୟତା ଏବଂ ସୁରକ୍ଷା ବୈଠକରେ ଗୁଗଲ ପକ୍ଷରୁ ଏକ ବଡ଼ ସୂଚନା ପ୍ରଦାନ କରାଯାଇଛି। ଓକେ ଗୁଗଲ କହି ପଚରା ଯାଉଥିବା ପ୍ରଶ୍ନର ରେକର୍ଡିଂକୁ କମ୍ପାନୀର କର୍ମଚାରୀ ଶୁଣି ପାରିବେ ବୋଲି ଗୁଗଲ କହିଛି। ଗୁଗଲ ଆସିଷ୍ଟାଣ୍ଟ୍‌କୁ...

ଦୈନିକ ମୃତ୍ୟୁ ସଂଖ୍ୟା କମିଲା, ପୁଣି ବଢ଼ିଲେ ନୂଆ ଆକ୍ରାନ୍ତ …

ନୂଆଦିଲ୍ଲୀ,୩୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ମୃତ୍ୟୁ ସଂଖ୍ୟା ୯ ଶହରୁ କମ୍‌ ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢ଼ି ୪୫ ହଜାର ୯୫୧...

ଟୁଇଟରକୁ ପ୍ରଶ୍ନ: କାହିଁକି ବନ୍ଦ କରିଥିଲ କେନ୍ଦ୍ରମନ୍ତ୍ରୀଙ୍କ ଆକାଉଣ୍ଟ

ନୂଆଦିଲ୍ଲୀ,୨୯।୬: କେନ୍ଦ୍ର ସୂଚନା ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ରବି ଶଙ୍କର ପ୍ରସାଦ ଓ ବିରୋଧୀ ଏମ୍‌ପି ଶଶି ଥରୁରଙ୍କ ଆକାଉଣ୍ଟକୁ କାହିଁକି ଲକ୍‌ କରାଯାଇଥିଲା? ମାଇକ୍ରୋବ୍ଲଗିଂ ପ୍ଲାଟଫର୍ମ ଟୁଇଟରକୁ ଉପରୋକ୍ତ ପ୍ରଶ୍ନ କରିଛି କଂଗ୍ରେସ ନେତା ଥରୁରଙ୍କ ନେତୃତ୍ୱାଧୀନ ସୂଚନା...

ପହିଲାରୁ ଏଟିଏମ୍‌ରୁ ଟଙ୍କା ଉଠାଇଲେ ଲାଗିବ ଚାର୍ଜ

ନୂଆଦିଲ୍ଲୀ,୨୯।୬: ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଏସ୍‌ବିଆଇ)ର ଏଟିଏମ୍‌ କାର୍ଡରେ ମାସକୁ ୪ ଥରରୁ ଅଧିକ ଥର ଟଙ୍କା ଉଠାଇଲେ ଆକାଉଣ୍ଟରୁ ଗଣିବାକୁ ପଡ଼ିବ ଟଙ୍କା। ଏହି ନିୟମ ଜୁଲାଇ ପହିଲାରୁ ପୂରା ଦେଶରେ ଆରମ୍ଭ ହେବ। ବେସିକ ସେଭିଂ...

ଟୁଇଟର ବିରୋଧରେ ଚାଇଲ୍ଡ ପର୍ନୋଗ୍ରାଫି ମାମଲା

ନୂଆଦିଲ୍ଲୀ,୨୯।୬: ଟୁଇଟର ପିଛା ଛାଡ଼ିବାକୁ ନା ଧରୁନି ବିବାଦ। ଏହି ସୋସିଆଲ ମିଡିଆ ପ୍ଲାଟଫର୍ମ ବିରୋଧରେ ଦିଲ୍ଲୀରେ ଚାଇଲ୍ଡ ପର୍ନୋଗ୍ରାଫି ମାମଲା ଦାୟର ହୋଇଛି। ୟୁଜର୍ସଙ୍କ ପୋଷ୍ଟ ସମ୍ପର୍କୀତ ଅଧିକାର ହରାଇବା ପରେ ଟୁଇଟର ବିରୋଧରେ ଏହା ଚତୁର୍ଥ ମାମଲା।...

ଶାଶୁ ଅପମାନ ଦେବାରୁ ୨ ପୁତୁରାଙ୍କୁ ପିଟି ପିଟି ହତ୍ୟା

ହାଇଦ୍ରାବାଦ,୨୯।୬: ଦୁଇ ନାବାଳକ ପୁତୁରା(ଜଣେ ୭ ବର୍ଷର ଓ ଜଣେ ୧୦ ବର୍ଷ)ଙ୍କୁ ପିଟି ପିଟି ହତ୍ୟା କରିଛନ୍ତି ସେମାନଙ୍କ ମଉସା। ଆନ୍ଧ୍ର ପ୍ରଦେଶର ଗୁଣ୍ଟୁର ଜିଲାରେ ସୋମବାର ଏଭଳି ଘଟିଛି ଜଘନ୍ନ୍ୟ ହତ୍ୟାକାଣ୍ଡ। ପାର୍ଥିବ ସାହାସାଓ୍ବତ ଓ ରୋହନ...

୫୦ପ୍ରତିଶତରେ ଖୋଲିବ ବାର, ପବ୍‌

ଚଣ୍ଡିଗଡ଼,୨୯।୬: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହରର ଏବେ ଧୀରେ ଧିରେ ନିୟନ୍ତ୍ରଣକୁ ଆସୁଛି। ବର୍ତ୍ତମାନ ଦୈନିକ ସଂକ୍ରମଣ ହାର ହ୍ରାସ ପାଇଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ କମିଛି। ହେଲେ ଏବେ ବି ସଙ୍କଟ ଜାରି ରହିଛି। ସମ୍ଭାବ୍ୟ ତୃତୀୟ...

ଭାରତରେ ମର୍ଡେନା ଭାକ୍ସିନକୁ ମିଳିଲା ମଞ୍ଜୁରୀ

ନୂଆଦିଲ୍ଲୀ,୨୯।୬: ଖୁବ୍‌ଶୀଘ୍ର ଭାରତକୁ ଆସିବ ଆଉ ଏକ ବିଦେଶୀ ଟିକା। ଏଥିପାଇଁ ବାଟ ଫିଟିଥିବା ବେଳେ ଆମେରିକୀୟ କମ୍ପାନୀ ମର୍ଡେନା ଟିକା ଖୁବଶୀଘ୍ର ଭାରତ ଆସିବ ବୋଲି ଜଣାପଡ଼ିଛି। ଏନେଇ ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ୍‌ ଇଣ୍ଡିଆ(ଡିସିଜିଆଇ) ମର୍ଡେନାକୁ ଅନୁୁମତି...

ଜୁଲାଇ ୧୯ରୁ ଆରମ୍ଭ ହୋଇପାରେ ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ,୨୯।୬: ଦେଶରେ କରୋନା ଭାଇରସ୍‌ର ଦ୍ୱିତୀୟ ଲହର ଏବେ ବହୁ ପରିମାଣରେ ନିୟନ୍ତ୍ରଣକୁ ଆସିଛି। ତେଣୁ ସଂସଦର କାର୍ଯ୍ୟକୁ ପୁଣି ଥରେ ଆରମ୍ଭ କରିବାକୁ ବିଚାର କରାଯାଉଛି। ମଙ୍ଗଳବାର ସଂସଦୀୟ ବ୍ୟାପାର କମିଟି (ସିସିପିଏ) ଜୁଲାଇ ୧୯ରୁ ଅଗଷ୍ଟ ୧୩ପର୍ଯ୍ୟନ୍ତ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri