ଜାତୀୟ

ଚାରିଧାମ ଯାତ୍ରା: ରାଜ୍ୟ ସରକାରଙ୍କ ୟୁ-ଟର୍ନ

ଡେରାଡୁନ,୨୯।୬: ଉତ୍ତରାଖଣ୍ଡରେ ଚାରିଧାମ ଯାତ୍ରାକୁ ନେଇ ରାଜ୍ୟ ସରକାର ଏବେ ୟୁ-ଟର୍ନ ନେଇଛନ୍ତି। ଆଗାମୀ ଆଦେଶ ଆସିବା ପର୍ଯ୍ୟନ୍ତ ଚାରିଧାମ ଯାତ୍ରାକୁ ଉତ୍ତରାଖଣ୍ଡ ସରକାର ସ୍ଥଗିତ ରଖିଛନ୍ତି। ସୋମବାର ଉତ୍ତରାଖଣ୍ଡ ହାଇକୋର୍ଟ ଯାତ୍ରା ଉପରେ ରୋକୋ ଲଗାଇବାକୁ ନିର୍ଦ୍ଦେଶ ଦେବା...

କେଜରିଓ୍ବାଲଙ୍କ ମିଶନ ପଞ୍ଜାବ

ଚଣ୍ଡିଗଡ଼,୨୯।୬: ଆସନ୍ତା ବର୍ଷ ପଞ୍ଜାବରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଏବେଠାରୁ ନିର୍ବାଚନୀ ବିଗୁଲ ବାଜିସାରିଲାଣି। ନିଜ ଦଳକୁ ମଜଭୁତ କରିବା ପାଇଁ ବିଭିନ୍ନ ରାଜନୈତିକ ଦଳ ଏବେଠାରୁ କସ୍‌ରତ ଆରମ୍ଭ କଲେଣି। ଇତିମଧ୍ୟରେ ବିଧାନସଭା ନିର୍ବାଚନ ପୂର୍ବରୁ...

ଗର୍ଭବତୀଙ୍କ ପାଇଁ ସୁରକ୍ଷିତ ଭାକ୍ସିନ୍‌, ମାର୍ଗଦର୍ଶିକା ଜାରି କଲା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ…

ନୂଆଦିଲ୍ଲୀ,୨୯।୬: ଭାରତରେ କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତୃତୀୟ ଲହରକୁ ଦୃଷ୍ଟିରେ ରଖି କେନ୍ଦ୍ରୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଗର୍ଭବତୀମାନେ ଭାକ୍ସିନ୍‌ ନେବାକୁ ନେଇ ମାର୍ଗଦର୍ଶିକା ଜାରି କରାଯାଇଛି। ଭାକ୍ସିନ୍‌...

୩୧ ଜୁଲାଇ ପର୍ଯ୍ୟନ୍ତ ଓ୍ବାନ୍‌ ନେଶନ୍‌-ଓ୍ବାନ୍‌ ରାଶନ କାର୍ଡ ସୁବିଧା ପାଇଁ ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ…

ନୂଆଦିଲ୍ଲୀ,୨୯।୬: ଭାରତରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲକ୍‌ଡାଉନ୍‌ ଜାରି ରହିଛି। ଏପରିସ୍ଥଳେ ପ୍ରବାସୀ ଶ୍ରମିକଙ୍କ ସୁବିଧା ପାଇଁ ଦେଶରେ ଓ୍ବାନ୍‌ ନେଶନ୍‌-ଓ୍ବାନ୍‌ ରାଶନ କାର୍ଡ ସୁବିଧା ୩୧ ଜୁଲାଇ ପର୍ଯ୍ୟନ୍ତ ଉପଲବ୍ଧ କରାଇବା ଲାଗି ସୁପ୍ରିମ୍‌କୋର୍ଟଙ୍କ ମଙ୍ଗଳବାର ନିର୍ଦ୍ଦେଶ...

ବେତନର ଅର୍ଦ୍ଧାଧିକ ଟିକସ ଦିଏ: ରାଷ୍ଟ୍ରପତି

ନୂଆଦିଲ୍ଲୀ, ୨୯ା୬: ଦେଶର ବିକାଶ ଲାଗି ନିୟମିତ ଟିକସ ଦେବା ପାଇଁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦେଶବାସୀଙ୍କୁ ଆହ୍ବାନ ଦେଇଛନ୍ତି। ଉତ୍ତରପ୍ରଦେଶ ଗସ୍ତରେ ଥିବା ରାଷ୍ଟ୍ରପତି ଏକ କାର୍ଯ୍ୟକ୍ରମରେ କହିଛନ୍ତି, ସେ ମାସିକ ୫ ଲକ୍ଷ ଟଙ୍କା ବେତନ ପାଉଥିବାବେଳେ...

ସୀମାରେ ଆଉ ୫୦ ହଜାର ସେନା ମୁତୟନ

ନୂଆଦିଲ୍ଲୀ, ୨୯ା୬: ଦୀର୍ଘ ୭୦ ବର୍ଷ ପରେ ଚାଇନା ପ୍ରତି ପୂର୍ବରୁ ଥିବା ପ୍ରତିରକ୍ଷା ଆଭିମୁଖ୍ୟ ବଦଳାଇଛି ଭାରତ। ଆକ୍ରୋଶ ଓ ବିସ୍ତାରବାଦୀ ଚିନ୍ତାଧାରା ରଖିଥିବା ଏହି ପଡ଼ୋଶୀ ଦେଶ ସହ ଆକ୍ରମଣାତ୍ମକ ବ୍ୟବହାର ପାଇଁ ଭାରତ ସେନାକୁ ବିକଳ୍ପ...

କନ୍ୟାଙ୍କୁ କାନ୍ଧରେ ବୋହି ନଦୀ ପାର ହେଲେ ବର, ଭିଡ଼ିଓ ଭାଇରାଲ…

ପାଟନା,୨୯।୬: ସମ୍ପ୍ରତି ସୋସିଆଲ ମିଡ଼ିଆରେ ଏକ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓରେ ବର କନ୍ୟାଙ୍କୁ କାନ୍ଧରେ ବୋହି ନଦୀ ପାର ହେଉଛନ୍ତି। ଏଭଳି ଘଟଣା ବିହାରରେ ଘଟିଛି। ବନ୍ୟା ଯୋଗୁ ବିହାରରେ ଅଭାବନୀୟ ସ୍ଥିତି ସୃଷ୍ଟି ହୋଇଛି। କିଶନଗଞ୍ଜ...

ପୁଣି ମିଲିଟାରୀ ଷ୍ଟେଶନ ଉପରେ ଡ୍ରୋନ୍‌, ଆଲର୍ଟରେ ସେନା…

ଶ୍ରୀନଗର,୨୯।୬: ଜମ୍ମୁ-କଶ୍ମୀର ସୁଞ୍ଜଓ୍ବାନଠାରେ ଥିବା ମିଲିଟାରୀ ଷ୍ଟେଶନ ଉପରେ ମଙ୍ଗଳବାର ପୁଣି ଡ୍ରୋନ୍‌ ଉଡୁଥିବାର ଦେଖାଯାଇଛି। ଏହାକୁ ନେଇ ସତର୍କ ସୂଚନା ଜାରି କରାଯାଇଛି। ଶନିବାର-ରବିବାର ବିଳମ୍ବିତ ରାତ୍ରରେ ଏୟାର ଫୋର୍ସ ଷ୍ଟେଶନରେ ଡ୍ରୋନ୍‌ ଦ୍ୱାରା ଆକ୍ରମଣ କରାଯିବା ପରେ...

ଲଶ୍କରର ଟପ୍‌ କମାଣ୍ଡର ନିହତ…

ଶ୍ରୀନଗର,୨୯।୬: ଜମ୍ମୁ-କଶ୍ମୀର ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ ମିଳତ ସୁରକ୍ଷାକର୍ମୀଙ୍କ ବଡ଼ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଆତଙ୍କବାଦୀ ସଂଗଠନ ଲଶ୍କର-ଇ-ତୋଏବାର ଟପ୍‌ କମାଣ୍ଡରଙ୍କ ସମେତ ୨ ଜଣଙ୍କ ମୃତ୍ୟୁ ଘଟିଛି। ଶ୍ରୀନଗରର ପରିମପୋରା ଅଞ୍ଚଳର ମଲହୁରାରେ କିଛି ଆତଙ୍କବାଦୀ ଲୁଚିଥିବା...

୧୦୨ ଦିନ ପରେ ଦୈନିକ ସଂକ୍ରମଣ ୪୦ ହଜାର ତଳେ…

ନୂଆଦିଲ୍ଲୀ,୨୯।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତଙ୍କ ୧୦୨ ଦିନ ପରେ ଦୈନିକ ସଂକ୍ରମଣ ୪୦ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି...

କଶ୍ମୀରରେ ପୋଲିସ ଅଫିସର ତାଙ୍କ ପରିବାର ସଦସ୍ୟଙ୍କୁ ହତ୍ୟା

ଶ୍ରୀନଗର, ୨୮।୬: ଜମ୍ମୁ-କଶ୍ମୀରର ସ୍ବତନ୍ତ୍ର ପୋଲିସ ଅଫିସର (ଏସ୍‌ପିଓ) ଏବଂ ତାଙ୍କ ସ୍ତ୍ରୀ ଓ ଝିଅଙ୍କୁ ଆତଙ୍କବାଦୀମାନେ ନିର୍ମମ ଭାବେ ଗୁଳିକରି ହତ୍ୟା କରିଛନ୍ତି। ଜୈଶ-ଇ-ମହମ୍ମଦ(ଜେଇଏମ୍‌)ର ଏଭଳି ଆକ୍ରମଣକୁ ରାଜନୈତିକ ଦଳଗୁଡ଼ିକ ନିନ୍ଦା କରିଛନ୍ତି। ପୋଲିସ ସୂଚନା ଅନୁଯାୟୀ, ଆତଙ୍କବାଦୀମାନେ...

ଆମେରିକାକୁ ଟପିଲା ଭାରତ

ନୂଆଦିଲ୍ଲୀ,୨୮ା୬: କୋଭିଡ୍‌ ଟିକାକରଣରେ ଭାରତ ଆମେରିକାକୁ ଟପିଛି। ଭାରତରେ ମୋଟ ୩୨ କୋଟି ୩୬ ଲକ୍ଷ ୬୩ ହଜାର ୨୯୭ ଡୋଜ୍‌ ଦିଆ ଯାଇଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୋମବାର ସୂଚନା ଦିଆଯାଇଛି। ଆମେରିକାରେ ବର୍ତ୍ତମାନ ସୁଦ୍ଧା ମୋଟ ୩୨...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri