ଜାତୀୟ

ଭାକ୍ସିନ୍‌ ନେବାକୁ ଦିଅନି ପଛଘୁଞ୍ଚା, ସଭିଏଁ ନେବା ଅପରିହାର୍ଯ୍ୟ, କହିଲେ ମୋଦି…

ନୂଆଦିଲ୍ଲୀ,୨୭।୬: କରୋନା ମହାମାରୀ ଲଢ଼େଇରେ ଭାକ୍ସିନ୍‌ ଏକ ମାତ୍ର ବିକଳ୍ପ। ତେଣୁ ସଂକ୍ରମଣରୁ ଦୂରେଇ ରହିବା ପାଇଁ ଭାକ୍ସିନ୍‌ ନେବାକୁ ପଛଘୁଞ୍ଚା ଦିଅନି ଅବା ମନରେ ଦ୍ୱିଧା ଆଣନ୍ତୁ ନାହିଁ। ସଭିଏଁ ଭାକ୍ସିନ୍‌ ଡୋଜ୍‌ ନେବା ଅପରିହାର୍ଯ୍ୟ ବୋଲି ପ୍ରଧାନମନ୍ତ୍ରୀ...

ଖୁସି ଖବର, ଜୁଲାଇରେ ସିଙ୍ଗଲ୍‌ ଡୋଜ୍‌ ଭାକ୍ସିନ୍‌ …

ନୂଆଦିଲ୍ଲୀ,୨୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ସର୍ବାଜନୀକ ଟିକାକରଣ ଅନ୍ତର୍ଗତ କୋଭାକ୍ସିନ୍‌ ଏବଂ କୋଭିଶିଲ୍ଡ୍‌ର ୨ ଡୋଜ୍‌ ନିର୍ଦ୍ଦିଷ୍ଟ ସମୟ ବ୍ୟବଧାନରେ ପ୍ରଦାନ କରାଯାଉଛି। ସେହିପରି ରୁଷିଆ...

ଏୟାରଫୋର୍ସ ଷ୍ଟେଶନରେ ଡ୍ରୋନ୍‌ ଦ୍ୱାରା ବିସ୍ଫୋରଣ…

ଶ୍ରୀନଗର,୨୭।୬: ଜମ୍ମୁ-କଶ୍ମୀରର ଏୟାରଫୋର୍ସ ଷ୍ଟେଶନରେ ଶନିବାର-ରବିବାର ବିଳମ୍ବିତ ରାତ୍ରରେ ବିସ୍ଫୋରଣ ଘଟିଛି। ରାତ୍ର ୧ଟା ୩୭ରେ ଏବଂ ୧ଟା ୪୨ରେ ୫ ମିନିଟ୍‌ ମଧ୍ୟରେ ୨ ଥର ବିସ୍ଫୋରଣ ଘଟିଥିବା ଏୟାରଫୋର୍ସ ଷ୍ଟେଶନ ପକ୍ଷରୁ ସୂଚନା ଦିଆଯାଇଛି। ୨ ଡ୍ରୋନ୍‌କୁ...

ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ,୨୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ୫୦ ହଜାର ଟପିଛି। ଜୁନ୍‌ ୨୫ରେ ନୂଆ...

‘ଓକିଲଙ୍କୁ ହାଇସ୍ପିଡ୍‌ ଇଣ୍ଟରନେଟ୍‌ ଯୋଗାଉ କେନ୍ଦ୍ର’

ନୂଆଦିଲ୍ଲୀ, ୨୭ା୬: ଗ୍ରାମାଞ୍ଚଳ, ଆଦିବାସୀ, ଦୁର୍ଗମ ଅଞ୍ଚଳରେ ଯୋଗାଯୋଗର ଦୁର୍ବଳ ମାଧ୍ୟମ ନ୍ୟାୟ ପ୍ରଦାନ ଉପରେ ପ୍ରତିକୂଳ ପ୍ରଭାବ ପକାଉଥିବା ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏନ୍‌. ଭି. ରମନା। ସାରା ଦେଶରେ ହଜାର...

ସ୍ଥାନ ପାଇପାରନ୍ତି ୨୭ ନୂଆ ମନ୍ତ୍ରୀ

ନୂଆଦିଲ୍ଲୀ, ୨୭।୬(ଆଇଏଏନ୍‌ଏସ୍‌): ଜମ୍ମୁ-କଶ୍ମୀର ନେତାମାନଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୈଠକ ଶେଷ ହେବା ପରେ କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା ପୁଣିଥରେ ଜୋର୍‌ ଧରିଛି। ଖୁବ୍‌ଶୀଘ୍ର ସମ୍ପ୍ରସାରଣ ହେବାକୁ ଥିବା କ୍ୟାବିନେଟରେ ହେଭିଓ୍ବେଟ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ, ସୁଶୀଲ...

ଟେଷ୍ଟିଂ ବଢ଼ାଅ:ମୋଦି

ନୂଆଦିଲ୍ଲୀ, ୨୭।୬ : ଚଳିତ ସପ୍ତାହରେ ଦେଶରେ ଟିକାକରଣର ଅଗ୍ରଗତିକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସନ୍ତୋଷ ବ୍ୟକ୍ତ କରିଛନ୍ତି। ଏଥିସହିତ କୋଭିଡ୍‌ ପରୀକ୍ଷା ବଢ଼ାଇବା ଉପରେ ସେ ଗୁରୁତ୍ୱ ଦେଇଛନ୍ତି। ଶନିବାର ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ କୋଭିଡ୍‌ ଟିକାକରଣ ଉପରେ...

‘ଅନୁମତି ଦିଅ ନ ହେଲେ ଚାଷୀଙ୍କୁ ଜେଲ୍‌ ପଠାଅ’

ନୂଆଦିଲ୍ଲୀ,୨୬।୬: କୃଷି ଆଇନ ବିରୋଧରେ ଚାଷୀଙ୍କ ଆନ୍ଦୋଳନ ଶନିବାର ୭ ମାସ ପୂରଣ ହୋଇଛି। ଏହି ପରିପ୍ରେକ୍ଷୀରେ ଆନ୍ଦୋଳନରତ ଚାଷୀ ବିଭିନ୍ନ ରାଜ୍ୟର ରାଜଭବନ ଘେରାଉ କରିବା ସହ ରାଜ୍ୟପାଳଙ୍କୁ ସ୍ମାରକପତ୍ର ଦେବାକୁ ଉଦ୍ୟମ କରିଥିଲେ। ଦିଲ୍ଲୀରେ ୟୁଧବୀର ସିଂଙ୍କ...

ରାଷ୍ଟ୍ରପତିଙ୍କ ଗସ୍ତ ଲାଗି ଚାଲିଗଲା ମହିଳାଙ୍କ ଜୀବନ

ଲକ୍ଷ୍ନୌ, ୨୬ା୬: ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାନପୁର ଗସ୍ତବେଳେ ଗାଡ଼ି ଚଳାଚଳ ଉପରେ ରୋକ ଲଗାଇ ଦେଇଥିଲା ପୋଲିସ। ଏଥି ଯୋଗୁ ସୃଷ୍ଟି ହୋଇଥିବା ଟ୍ରାଫିକରେ ଫସି ଜଣେ ଅସୁସ୍ଥ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ହେଉଛନ୍ତି ଇଣ୍ଡିଆନ...

ଦିଲ୍ଲୀ-କେନ୍ଦ୍ର ମୁହାଁମୁହିଁ: ମୁହଁ ଖୋଲିଲେ ଅଡିଟ୍‌ କମିଟି ମୁଖ୍ୟ

ନୂଆଦିଲ୍ଲୀ,୨୬।୬: କୋଭିଡ୍‌ର ଦ୍ୱିତୀୟ ଲହର ଶୀର୍ଷରେ ଥିବାବେଳେ ଦିଲ୍ଲୀ ଅକ୍ସିଜେନ ଅଭାବକୁ ବଢ଼େଇ ଚଢ଼େଇ ପ୍ରକାଶ କରିଥିବା କହିବା ଉଚତ୍‌ ହେବ ନାହିଁ। ଏଭଳି ମନ୍ତବ୍ୟ ଦେଇଛନ୍ତି ଏମ୍ସ ମୁଖ୍ୟ ଡ. ରଣଦୀପ ଗୁଲେରିଆ, ଯିଏକି ଅକ୍ସିଜେନ ଅଡିଟ୍‌ କମିଟିର...

ବରଣମାଳା ପିନ୍ଧାଇବା ପୂର୍ବରୁ କନ୍ୟାଙ୍କୁ ଦେଖି ବିବାହ ପାଇଁ ମନା କଲେ ବର, କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ଲକ୍ଷ୍ନୌ,୨୬ା୬: ଝିଅଟିକୁ ବିବାହ କରାଇବା ଯେ, କେତେ କଷ୍ଟକର ତାହା ଜଣେ ପିତା ହିଁ ବେଶ୍‌ ଭଲ ଭାବେ ଜାଣିଥାନ୍ତି। ଝିଅ ବିବାହ କିପରି ଭଲରେ ଭଲରେ ହୋଇ ଶାଶୁଘରକୁ ଯାଉ ସେନେଇ ପରିବାର ଲୋକେ ଚିନ୍ତାରେ ଥାନ୍ତି। କିଛି...

ନକଲି ଭାକ୍ସିନ୍‌ ନେଇ ଟିଏମ୍‌ସି ଏମ୍‌ପି ଅସୁସ୍ଥ…

କୋଲକାତା,୨୬।୬: ନକଲି ଭାକ୍ସିନ୍‌ ନେଇ ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ(ଟିଏମ୍‌ସି) ଏମ୍‌ପି ତଥା ଅଭିନେତ୍ରୀ ମିମି ଚକ୍ରବର୍ତ୍ତୀ ଅସୁସ୍ଥ ହୋଇପଡ଼ିଛନ୍ତି। ଶନିବାର ସକାଳେ ସେ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କ ଘରକୁ ଡାକ୍ତରଙ୍କୁ ଡକାଯାଇଥିଲା। ୪ ଦିନ ତଳେ ସେ ଏକ ନକଲି...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri