ଜାତୀୟ

ରବିଶଙ୍କରଙ୍କ ଟୁଇଟର ଆକାଉଣ୍ଟ ବନ୍ଦ

ନୂଆଦିଲ୍ଲୀ,୨୬ା୬: କେନ୍ଦ୍ର ସରକାର ଓ ସୋସିଆଲ ମିଡିଆ ପ୍ଳାଟ୍‌ଫର୍ମ ମଧ୍ୟରେ ଚାଲିଥିବା ଶୀତଳଯୁଦ୍ଧର ଏକ ବିଚିତ୍ର ପରିଣାମ ଶୁକ୍ରବାର ଦେଖିବାକୁ ମିଳିଛି। ସୂଚନା ଓ ପ୍ରଯୁକ୍ତିବିଦ୍ୟା (ଆଇଟି) ମନ୍ତ୍ରୀ ରବିଶଙ୍କରଙ୍କ ଟୁଇଟର ହ୍ୟାଣ୍ଡେଲକୁ ଏହି ମାଇକ୍ରୋବ୍ଲଗିଂ ସାଇଟ୍‌ ପକ୍ଷରୁ ପ୍ରାୟ...

ଦିଲ୍ଲୀ ଲୋକଙ୍କ ଜୀବନ ପାଇଁ ଲଢ଼ିବା ମୋ ଅପରାଧ

ନୂଆଦିଲ୍ଲୀ,୨୫।୬: ଦିଲ୍ଲୀର ୨ କୋଟି ଲୋକଙ୍କ ଜୀବନ ପାଇଁ ସଂଗ୍ରାମ କରିବା ମୋ ଅପରାଧ। ତୁମେ ଯେତେବେଳେ ନିର୍ବାଚନ ରାଲିରେ ମାତିଥିଲ, ମୁଁ ସେତେବେଳେ ଅକ୍ସିଜେନ ଯୋଗାଡ଼ ପାଇଁ ରାତି ରାତି ଶୋଇନାହିଁ। ଅକ୍ସିଜେନ ପାଇଁ ମୁଁ ନେହୁରା ହୋଇଛି।...

ଟିକା ବଦଳରେ ଦିଆଯାଇଛି ଲୁଣ ପାଣି

ମୁମ୍ବାଇ, ୨୫।୬: ମହାରାଷ୍ଟ୍ରର ମୁମ୍ବାଇ ମହାନଗରୀରେ ପ୍ରାୟ ୨,୦୦୦ ଲୋକଙ୍କୁ କୋଭିଡ୍‌-୧୯ର ନକଲି ଟିକା ଦିଆଯାଇଛି। ସେହିପରି ପଶ୍ଚିମବଙ୍ଗର କୋଲକାତାରେ ମଧ୍ୟ ୫୦୦ ଲୋକ ଏଭଳି ଟିକା ନେଇଥିବା ଜଣାପଡ଼ିଛି। ସେମାନଙ୍କୁ ଟିକା ବଦଳରେ ଲୁଣ ପାଣି ଦିଆଯାଇଥିବା ଅଭିଯୋଗ...

ଅନର କିଲିଂ: ସ୍ବାମୀଙ୍କୁ ହତ୍ୟା, ସ୍ତ୍ରୀଙ୍କୁ ଗୁଳି

ନୂଆଦିଲ୍ଲୀ,୨୫।୬: ଦ୍ୱାରକାର ଅମ୍ବରହାଇ ଗାଁରେ ଗୁରୁବାର ୨୩ ବର୍ଷୀୟ ବ୍ୟକ୍ତିଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ବେଳେ ତାଙ୍କର ସ୍ତ୍ରୀ ଗୁରୁତର ହୋଇ ହସ୍ପିଟାଲରେ ଜୀବନ ସହ ସଂଘର୍ଷ କରୁଛନ୍ତି। ଘଟଣା ସମ୍ପର୍କରେ ସକାଳ ୯ଟା ରେ ଖବର ପାଇଥିଲା...

ମାସ୍କ ନ ପିନ୍ଧିବାରୁ ବ୍ୟାଙ୍କ୍‌ରେ ଗ୍ରାହକଙ୍କୁ ଗୁଳି

ବରେଲି,୨୫।୬: ମାସ୍କ ପିନ୍ଧି ନ ଥିବାରୁ ଜଣେ ଗ୍ରାହକଙ୍କୁ ଗୁଳି କରିଛନ୍ତି ଏକ ବ୍ୟାଙ୍କର ସିକ୍ୟୁରିଟି ଗାର୍ଡ। ଉତ୍ତର ପ୍ରଦେଶର ବରେଲି ଜିଲାରେ ଘଟିଛି ଏଭଳି ଘଟଣା। ତେବେ ଉକ୍ତ ଗ୍ରାହକଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ଥିବା ଜଣାପଡ଼ିଛି। ବରେଲି ଜିଲାର...

ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟରେ ଦେଶର ଦ୍ୱିତୀୟ ମୃତ୍ୟୁ

ମୁମ୍ବାଇ,୨୫।୬: ଭାରତରେ କରୋନାର ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ଏବେ ସମସ୍ତଙ୍କ ପାଇଁ ଚିନ୍ତା ବଢ଼ାଇଦେଇଛି। ମହାରାଷ୍ଟ୍ରରେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପୁଥିବା ବେଳେ ଏଥିଯୋଗୁ ଜଣେ ୮୦ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ଏନେଇ ଶୁକ୍ରବାର ମହାରାଷ୍ଟ୍ର...

ଶୋପିଆନରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୨୫।୬: ଜମ୍ମୁ-କଶ୍ମୀର ଶୋପିଆନର ହାଜିପୁରା ଅଞ୍ଚଳରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଶୁକ୍ରବାର ହୋଇଥିବା ଏହି ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି। ଉକ୍ତ ଅଞ୍ଚଳରେ ଏବେ ବି ଆଉ ୨ଜଣ ଆତଙ୍କବାଦୀ ଲୁଚି ରହିଥିବା କୁହାଯାଉଛି।...

ବିହାରର ଏସ୍‌ଟିଇଟି ପରୀକ୍ଷାରେ ପାସ୍‌ ହେଲେ ଲୋକପ୍ରିୟ ଅଭିନେତ୍ରୀ ଅନୁପମା? ଭାଇରାଲ ହେଉଛି ରେଜଲ୍ଟ

ସୋସିଆଲ ମିଡିଆରେ ବିହାର ଏସ୍‌ଟିଇଟିର ଏକ ପରୀକ୍ଷାଫଳ ଭାଇରାଲ ହେଉଛି। ଏଥିରେ ଦକ୍ଷିଣ ଭାରତୀୟ ସିନେ ଅଭିନେତ୍ରୀ ଅନୁପମା ପରମେଶ୍ୱରନ ପରୀକ୍ଷା ପାସ କରିଥିବା ଦେଖିବାକୁ ମିଳୁଛି। ଏବେ ଏହାକୁ ନେଇ ନୂଆ ବିବାଦ ଉପୁଜିଛି। ଏସ୍‌ଟିଇଟି ୨୦୧୯ ପରୀକ୍ଷାର...

ସ୍ବତନ୍ତ୍ର ଟେନ୍‌ରେ କାନପୁର ଗସ୍ତରେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୫।୬: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦିଲ୍ଲୀ ସଫଦରଗଞ୍ଜ ଷ୍ଟେସନରୁ ଏକ ସ୍ବତନ୍ତ୍ର ଟ୍ରେନ୍‌ରେ କାନପୁରରେ ଥିବା ନିଜ ଜନ୍ମସ୍ଥାନକୁ ଗସ୍ତ କରିଛନ୍ତି। ଏହି ଯାତ୍ରାରେ ରାମନାଥ କୋବିନ୍ଦ ସସ୍ତ୍ରୀକ ସବିତା କୋବିନ୍ଦ ସାମିଲ ହୋଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ ମହାରାଜା ଏକ୍ସପ୍ରେସ୍‌...

ପୂର୍ବତନ ଗୃହମନ୍ତ୍ରୀଙ୍କ ଘରେ ଇଡିର ଚଢ଼ାଉ

ମୁମ୍ବାଇ,୨୫।୬: ପଦ ଛାଡ଼ିବା ପରେ ବି ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନୀଲ ଦେଶମୁଖଙ୍କ ବିବାଦ ଥମିବାର ନା ନେଉନି। ଶୁକ୍ରବାର ଅନୀଲ ଦେଶମୁଖଙ୍କ ବାସଭବନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡ଼ି) ପକ୍ଷରୁ ଚଢ଼ାଉ କରାଯାଇଛି। ମନି ଲଣ୍ଡରିଂ ମାମଲାରେ ସକାଳୁ ଅନୀଲ ଦେଶମୁଖଙ୍କ...

ଅଭିନେତ୍ରୀ ପାୟଲ ଗିରଫ

ଅହମଦାବାଦ,୨୫।୬: ଅଭିନେତ୍ରୀ ପାୟଲ ରୋହତଗୀଙ୍କୁ ଶୁକ୍ରବାର ଅହମଦାବାଦ ସେଟେଲାଇଟ ପୋଲିସ ଗିରଫ କରିଛି। ପାୟଲ ସୋସାଇଟିର ଲୋକଙ୍କ ସହ ବାରମ୍ବାର ଝଗଡ଼ା କରିବା ଓ ଚେୟାରମ୍ୟାନଙ୍କୁ ଜୀବନରେ ମାରିଦେବାକୁ ଧମକ ଅଭିଯୋଗରେ ପୋଲିସ ତାଙ୍କୁ ଗିରଫ କରିଛି। ସୋସିଆଲ ମିଡିଆରେ...

ପୁରା ବିମାନରେ ଏକମାତ୍ର ଯାତ୍ରୀ; ଅମୃତସରରୁ ଦୁବାଇ ଯିବା ବେଳେ ‘ମହାରାଜା’ଙ୍କ ଭଳି ଲାଗୁଥିଲା ବୋଲି କହିଲେ…

ଅମୃତସର: ଅମୃତସରରୁ ୟୁଏଇକୁ ଏକାକୀ ଯାତ୍ରା। ଏହାକୁ ନେଇ ଚର୍ଚ୍ଚାରେ ସଂଯୁକ୍ତ ଆରବ ଏମିରେଟ୍ସରେ ରହୁଥିବା ଭାରତୀୟ ବ୍ୟବସାୟୀ ଏସ୍‌ପି ସିଂହ ଓବରୟ। ଏହି ଯାତ୍ରା ତାଙ୍କ ପାଇଁ ସ୍ମରଣୀୟ ପାଲଟିଥିବା ବେଳେ ସେ ନିଜେ ‘ମହାରାଜା’ ଭଳି ଅନୁଭବ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri