ଜାତୀୟ

ଜନ୍ମମାଟିକୁ ଟ୍ରେନରେ ଆସିବେ ରାଷ୍ଟ୍ରପତି କୋବିନ୍ଦ

ଲକ୍ଷ୍ନୌ,୨୪।୬: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶୁକବ୍ରାର ଉତ୍ତରପ୍ରଦେଶର କାନପୁର ସ୍ଥିତ ନିଜ ଜନ୍ମସ୍ଥାନକୁ ଗସ୍ତ କରିବେ। ଆଉ ଏହି ଗସ୍ତ ସେ ରେଳଯାତ୍ରାରେ କରିବେ ବୋଲି ଜଣାପଡ଼ିଛି। ସବୁଠାରୁ ବଡ଼ କଥା ହେଉଛି ୧୫ବର୍ଷ ପରେ ଏହା ପ୍ରଥମ ଥର...

ଜୁଲାଇ ୩୧ ସୁଦ୍ଧା ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶ କରିବାକୁ ନିର୍ଦ୍ଦେଶ…

ନୂଆଦିଲ୍ଲୀ,୨୪।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶର ୨୧ ରାଜ୍ୟରେ ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ରଦ୍ଦ କରାଯାଇଛି। ତେବେ ୬ ରାଜ୍ୟରେ ଦ୍ୱାଦଶ ବୋର୍ଡ ପରୀକ୍ଷା କରାଯାଇଛି। ପରୀକ୍ଷାକୁ ବାତିଲ କରିଥିବା ସମସ୍ତ ରାଜ୍ୟର ଦ୍ୱାଦଶ ବୋର୍ଡ ୧୦ ଦିନ...

ସମସ୍ତ ରାଜ୍ୟ ବୋର୍ଡରେ ସମାନ ମୂଲ୍ୟାଙ୍କନ ପଦ୍ଧତି ନୁହେଁ ସମ୍ଭବ, କହିଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୨୪।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶର ୨୧ ରାଜ୍ୟରେ ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ରଦ୍ଦ କରି ଦିଆଯାଇଛି। ଏନେଇ ସିବିଏସ୍‌ଇ ବୋର୍ଡ ପକ୍ଷରୁ ଆଗତ କରାଯାଇଥିବା ମୂଲ୍ୟାଙ୍କନ ସୂତ୍ରକୁ ସୁପ୍ରିମ୍‌କୋର୍ଟ ସ୍ବୀକୃତି ଦେଇ ସାରିଛନ୍ତି। ତେବେ ସମସ୍ତ ରାଜ୍ୟର...

‘ସବୁ ମୋଦି ଚୋର’ ଆପତ୍ତିଜନକ ମନ୍ତବ୍ୟ ମାମଲାର ଶୁଣାଣି, କୋର୍ଟରେ ରାହୁଲ ଗାନ୍ଧୀ…

ସୁରଟ,୨୪।୬: ଗତ ୨୦୧୯ ଲୋକସଭା ନିର୍ବାଚନ ପ୍ରଚାର ସମୟରେ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ‘ସବୁ ମୋଦି ଚୋର’ ବୋଲି ମନ୍ତବ୍ୟ ଦେଇଥିଲେ। ଗୁଜରାଟ ସୁରଟ କୋର୍ଟରେ ମୋଦି ସରନେମ୍‌କୁ ନେଇ ରାହୁଲଙ୍କ ଆପତ୍ତିଜନକ ମନ୍ତବ୍ୟ ବିରୋଧରେ ଏକ ମାମଲା...

ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ନେଲା ପ୍ରଥମ ଜୀବନ…

ନୂଆଦିଲ୍ଲୀ,୨୪।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଶେଷ ନ ହେଉଣୁ ପୁଣି ନୂଆ ବିପଦ ସମ୍ପର୍କରେ ବିଶେଷଜ୍ଞ ସୂଚନା ଦେଇଛନ୍ତି। ଡେଲ୍ଟା ଭାରିଆଣ୍ଟ୍‌ର ନୂଆ ରୂପ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ଦେଶରେ ବଢ଼ିବାରେ ଲାଗିଛି।...

ଭାକ୍ସିନ୍‌ ନ ନେଇଥିବା ବିଧାୟକଙ୍କୁ ବିଧାନସଭାରେ ପ୍ରବେଶ ମନା…

ପାଟନା,୨୪।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ବିହାରରେ ଭାକ୍ସିନ୍‌ ନ ନେଇଥିବା ବିଧାୟକଙ୍କୁ ବିଧାନସଭାରେ ପ୍ରବେଶ ମନା କରାଯାଇଛି। ଏନେଇ...

ଟିକା ଦିଅ, ଇଲିଶି ନିଅ

ନୂଆଦିଲ୍ଲୀ, ୨୪।୬: ଭାରତର ଇଲିଶି ଚାହିଦା ମେଣ୍ଟାଇବା ପାଇଁ ବାଂଲାଦେଶରୁ ଏହି ମାଛକୁ ଆମଦାନୀ କରାଯାଇଥାଏ। ତେବେ ଭାରତ ପଡ଼ୋଶୀ ଦେଶକୁ କୋଭିଡ୍‌ ଟିକା ଯୋଗାଇବାରେ ବିଳମ୍ବ କରୁଥିବାରୁ ନୂଆଦିଲ୍ଲୀକୁ ଢାକା ଇଲିଶି ରପ୍ତାନି ବନ୍ଦ ରଖିଥିବା ସୂତ୍ରରୁ ଜଣାପଡ଼ିଛି।...

ନୁସ୍‌ରତଙ୍କ ସମସ୍ୟା ବଢ଼ିଲା

ବ୍ୟବସାୟୀ ନିଖିଲ ଜୈନଙ୍କ ସହ ବିବାହ ଭାରତୀୟ ଆଇନ ଅନୁସାରେ ବୈଧ ନୁହେଁ ବୋଲି ଟିଏମ୍‌ସି ଏମ୍‌ପି ନୁସ୍‌ରତ ଜହାଁ କହିବା ପରଠାରୁ ବିବାଦ ଘନେଇବାରେ ଲାଗିଛି। ଶଙ୍ଖା ସିନ୍ଦୂର ପିନ୍ଧି ଜଣେ ବ୍ୟକ୍ତିଙ୍କୁ ସ୍ବାମୀ ମାନିବା ପରେ ନିଜକୁ...

ଟିକା ପାଇଁ କମ୍ପାନୀ ରିହାତି

ବେଙ୍ଗାଲୁରୁ, ୨୪।୬: କୋଭିଡ୍‌ ଟିକାକୁ ନେଇ କେତେକଙ୍କ ମଧ୍ୟରେ ରହିଥିବା କୁଣ୍ଠାବୋଧ ଦୂର କରିବା ଓ ଟିକାକରଣ ଅଭିଯାନରେ ବହୁସଂଖ୍ୟାରେ ସାମିଲ ହେବାକୁ ପ୍ରୋତ୍ସାହିତ କରିବା ଲାଗି ବିଭିନ୍ନ କମ୍ପାନୀ ପକ୍ଷରୁ ରିହାତି ଘୋଷଣା କରାଯାଇଛି। ଯେଉଁମାନେ କୋଭିଡ୍‌ ଟିକାର...

ଦୈନିକ ସଂକ୍ରମଣ ପୁଣି ଟପିଲା ୫୦ ହଜାର…

ନୂଆଦିଲ୍ଲୀ,୨୪।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୫୪...

ଭାଜପାକୁ ମିଳିଛି ୨୭୬.୪୫ କୋଟି ଚାନ୍ଦା

ନୂଆଦିଲ୍ଲୀ, ୨୪।୬(ପି.ଟି.): ୨୦୧୯-୨୦ ଆର୍ଥତ୍କ ବର୍ଷରେ ଭାଜପାକୁ ଇଲେକ୍ଟୋରାଲ ଟ୍ରଷ୍ଟରୁ ସର୍ବାଧିକ ୨୭୬.୪୫ କୋଟି ଟଙ୍କା ଚାନ୍ଦା ମିଳିଛି। ସବୁ ରାଜନୈତିକ ଦଳଙ୍କୁ ମିଳିଥିବା ମୋଟ ଚାନ୍ଦାର ଏହା ୭୬.୧୭% ବୋଲି ବୁଧବାର ଆସୋସିଏଶନ ଫର୍‌ ଡେମୋକ୍ରାଟିକ୍‌ ରିଫର୍ମସ୍‌ (ଏଡିଆର୍‌)...

୧୦୦ ସ୍ବର୍ଣ୍ଣ ମୁଦ୍ରା, ଜାଗା, କାର୍‌ ନେଲା ପରେ ମଧ୍ୟ ଝିଅକୁ ମାରିଦେଲେ

ଥିରୁଭାନ୍ଥପୁରମ,୨୩।୬: ଯୌତୁକ ନିର୍ଯାତନା ଦିଆଯାଉଥିବା ଫଟୋ ପରିବାର ଲୋକଙ୍କୁ ହ୍ବାଟ୍ସଆପ କରିଥିବା ୨୪ ବର୍ଷୀୟା ମହିଳାଙ୍କ ମୃତଦେହ ସ୍ବାମୀଙ୍କ ଘରୁ ମିଳିଛି। ଆୟୁର୍ବେଦିକ ମେଡିସିନ ଛାତ୍ରୀ ବିସମାୟା ନାୟର ହ୍ବାଟ୍ସଆପ୍‌ ମେସେଜ ଜରିଆରେ ସ୍ବାମୀଙ୍କ ବିରୋଧରେ ଯୌତୁକ ନିର୍ଯାତନା ଅଭିଯୋଗ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri