ଜାତୀୟ

ମନୀଷ ସିସୋଦିଆଙ୍କୁ ପୁଣି କୋର୍ଟ ଝଟ୍‌କା, ବଢ଼ିଲା ନ୍ୟାୟିକ ହେପାଜତ ଅବଧି

ନୂଆଦିଲ୍ଲୀ, ୨୬।୦୭: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ସିବିଆଇ ମାମଲାରେ ଆଜି ପୁଣିଥରେ କୋର୍ଟ ଶୁଣାଣି କରିଛନ୍ତି । ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଏବଂ ବିଆର୍‌ଏସ୍‌ ନେତ୍ରୀ କେ କବିତାଙ୍କ ସମେତ...

‘ଦିଲ୍ଲୀରୁ ଗୋଟିଚାଳନା ସରିଛି, ଉତ୍ତରପ୍ରଦେଶରେ କିଛି ବଡ଼ ହେବାକୁ ଯାଉଛି’

ନୂଆଦିଲ୍ଲୀ,୨୬।୭: ଆମ ଆଦମୀ ପାର୍ଟି(ଏଏପି)ର ଏମ୍‌ପି ସଞ୍ଜୟ ସିଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସଞ୍ଜୟ ଶୁକ୍ରବାର କହିଛନ୍ତି ଯେ ଖୁବ ଶୀଘ୍ର ୟୁପି ରାଜନୀତିରେ କିଛି ବଡ ଘଟଣା ଘଟିବାକୁ ଯାଉଛି।...

ରାହୁଲ ଗାନ୍ଧୀଙ୍କ ନୂଆ ଠିକଣା: ବଙ୍ଗଳା ନମ୍ବର-୫, ସୁନ୍‌ହେରୀ ବାଗ୍‌ ରୋଡ…

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତା ଏବଂ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଠିକଣା ବଦଳିବାକୁ ଯାଉଛି। ସୁନ୍‌ହରୀ ବାଗ୍‌ ରୋଡ୍‌, ବଙ୍ଗଳା ନମ୍ବର-୫ ତାଙ୍କର ନୂଆ ଠିକଣା ହେବ। ଏନେଇ କେନ୍ଦ୍ର ଆବାସ ସମିତି ପକ୍ଷରୁ ରାହୁଲଙ୍କୁ...

ଗୁଗୁଲ ସିଇଓ ସୁନ୍ଦର ପିଚାଇଙ୍କୁ ଭାରତରୁ ମିଳିଲା ବଡ଼ ଉପାଧି, କହିଲେ…

ନୂଆଦିଲ୍ଲୀ, ୨୬।୦୭: ଲୋକପ୍ରିୟ ସର୍ଚ୍ଚ ଇଞ୍ଜିନ୍‌ ଗୁଗୁଲର ସିଇଓ ସୁନ୍ଦର ପିଚାଇଙ୍କୁ ନିଜେ ପଢ଼ୁଥିବା ଅନୁଷ୍ଠାନରୁ ବଡ଼ ଉପାଧି ମିଳିଛି । ଆଇଆଇଟି ଖଡ଼ଗପୁରରୁ ସେ ଡକ୍ଟରେଟ୍‌ ଉପାଧି ଲାଭ କରିଛନ୍ତି । ସାନ୍‌ ଫ୍ରାନ୍ସିକୋରେ ଆୟୋଜିତ କାର୍ଯ୍ୟକ୍ରମରେ ତାଙ୍କୁ...

ଫିଟିଗଲା ଗୁମର, କଂଗ୍ରେସ ସହ ହୋଇଛି ଭିତିରି ମେଣ୍ଟ!

ନୂଆଦିଲ୍ଲୀ,୨୬।୭:ନିର୍ବାଚନରେ ହାରିବା ଏବଂ ମୁଖ୍ୟମନ୍ତ୍ରୀ ପଦ ହରାଇବା ପରେ ଜଗନମୋହନ ରେଡ୍ଡୀଙ୍କ ଅଡୁଆ ବଢିବାରେ ଲାଗିଛି। ଚନ୍ଦ୍ରବାବୁ ନାଇଡୁ ଆନ୍ଧ୍ରପ୍ରଦେଶର ସିଏମ ହୋଇଛନ୍ତି ଏବଂ ଦାୟିତ୍ୱ ଗ୍ରହଣ କରିବା ମାତ୍ରେ ରେଡ୍ଡୀ ଲଗାତାର ତାଙ୍କୁ ବିରୋଧ କରିବାରେ ଲାଗିଛନ୍ତି। ଚନ୍ଦ୍ରବାବୁ...

କଂଗ୍ରେସର ନିକଟତର ହେଉଛନ୍ତି ନବୀନ-ରେଡ୍ଡୀ, ଏପଟେ ମୋଦିଙ୍କୁ ଭେଟିବେ ମମତା, ଜାତୀୟ ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୬।୭: ଇଣ୍ଡିଆ ମେଣ୍ଟର ଅନ୍ୟତମ ପ୍ରମୁଖ ସଦସ୍ୟ ଟିଏମସି ସୁପ୍ରିମୋ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ଆଭିମୁଖ୍ୟକୁ ନେଇ ଏବେ ଜୋରଦାର ଚର୍ଚ୍ଚା। ଯାହା ମେଣ୍ଟରେ ଫାଟ ହେବାନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି। ନୀତି ଆୟୋଗକୁ ବିରୋଧୀ ଦଳରେ ଥିବା ମୁଖ୍ୟମନ୍ତ୍ରୀ...

ଅଗ୍ନିପଥ ଯୋଜନାକୁ ନେଇ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୬।୦୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୫ ତମ କାର୍ଗିଲ ବିଜୟ ଦିବସ ଅବସରରେ କାର୍ଗିଲ ଯୁଦ୍ଧ ସ୍ମାରକରେ ଶହୀଦ ବୀରଙ୍କୁ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଛନ୍ତି । ୨୬ ଜୁଲାଇ ୧୯୯୯ରେ ଭାରତ କାର୍ଗିଲ ଯୁଦ୍ଧରେ ବିଜୟ ହାସଲ କରିଥିଲା ।...

ଅଗଷ୍ଟ ୧ରୁ ବଢିବ ବିଜୁଳି ଦର

ଚଣ୍ଡିଗଡ,୨୬।୭: ଜଳ ପରେ ଚଣ୍ଡିଗଡ଼ରେ ଏବେ ବିଦ୍ୟୁତ ଦର ବୃଦ୍ଧି ପାଇବାକୁ ଯାଉଛି। ଅଗଷ୍ଟ ୧ରୁ ବିଦ୍ୟୁତ ମୂଲ୍ୟ ବୃଦ୍ଧି ହେବାକୁ ଯାଉଛି। ପ୍ରଶାସନର ଇଞ୍ଜିନିୟରିଂ ବିଭାଗର ପିଟିଶନ ଶୁଣିବା ପରେ ଯୁଗ୍ମ ବିଦ୍ୟୁତ ନିୟାମକ ଆୟୋଗ ଦୁଇଟି ସ୍ଲାବରେ...

ମୁକେଶ ଅମ୍ବାନୀଙ୍କ ସହ ଏହି ମହିଳାଙ୍କ ସେଲ୍‌ଫି ଭାଇରାଲ, ଜାଣନ୍ତୁ ଫଟୋକୁ ନେଇ କାହିଁକି ପାକିସ୍ତାନରେ ହେଉଛି ଚର୍ଚ୍ଚା

ମୁମ୍ବାଇ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଚେୟାରମ୍ୟାନ ମୁକେଶ ଅମ୍ବାନୀ ଏବଂ ତାଙ୍କ ପରିବାର ସହ ଏକ ଫଟୋ ଭାଇରାଲ ହେବାରେ ଲାଗିଛି। ତାଙ୍କ ସହ ଫଟୋରେ ଦେଖାଯାଇଥିବା ମହିଳାଙ୍କ ପାକିସ୍ତାନ ସହ ସମ୍ପର୍କ ରହିଛି, ଏହି କାରଣରୁ ପାକିସ୍ତାନରେ ଏହି ଫଟୋ...

ଇଣ୍ଡିଆ ମେଣ୍ଟରେ ଫାଟ! ମମତା ବାନାର୍ଜୀ ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୬।୭: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନୀତି ଆୟୋଗ ବୈଠକରେ ଯୋଗଦେବେ। ସେ ମଧ୍ୟ ଏହି ବୈଠକରେ ଯୋଗଦେବା ପାଇଁ ଦିଲ୍ଲୀ ଯାଇଛନ୍ତି। ତାଙ୍କ ସହ ଦିଲ୍ଲୀର ତୃଣମୂଳ କଂଗ୍ରେସର ଜାତୀୟ ସାଧାରଣ ସମ୍ପାଦକ ଅଭିଷେକ ବାନାର୍ଜୀ ମଧ୍ୟ ଆସୁଛନ୍ତି।...

ମନୋଜ ପାଣ୍ଡେ ହେବେ ଉତ୍ତରପ୍ରଦେଶର ଉପମୁଖ୍ୟମନ୍ତ୍ରୀ! ଏହି ନେତାଙ୍କୁ ହଟାଇ…

ଲକ୍ଷ୍ନୌ,୨୬।୭: ରାଏବରେଲି ସ୍ଥିତ ଉଞ୍ଚାହାରରୁ ସମାଜବାଦି ପାର୍ଟି ଟିକେଟରେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରି ବିଧାନସଭାରେ ପହଞ୍ଚିଥିବା ମନୋଜ ପାଣ୍ଡେ ଭାରତୀୟ ଜନତା ପାର୍ଟି ସରକାରରେ ଉପମୁଖ୍ୟମନ୍ତ୍ରୀ ହୋଇପାରନ୍ତି। ଏନେଇ ସମାଜବାଦୀ ପାର୍ଟି ଦାବି କରିଛି। ୟୁପିରେ ରାଜ୍ୟ ସଭା ନିର୍ବାଚନ...

ଭାରତ ଉପରେ ରାଗିଗଲା ଆମେରିକା: ପରେ ଭାରତ ଦେଲା କଡ଼ା ଜବାବ

ଓ୍ବାଶିଂଟନ,୨୬।୭: ନିକଟରେ ଭାରତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆ ଗସ୍ତରେ ଯାଇଥିଲେ। ସେଠାରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ମଧ୍ୟ ଭେଟିଥିଲେ। ତେବେ ଅନ୍ୟପକ୍ଷରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ରୁଷିଆ ଗସ୍ତକୁ ନେଇ ଆମେରିକା ଅସନ୍ତୋଷ ବ୍ୟକ୍ତ କରିଛି। ରୁଷିଆ-ୟୁକ୍ରେନ ଯୁଦ୍ଧ ମଧ୍ୟରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri