ଜାତୀୟ

ଟିକା ନେଇଥିବା ଯାତ୍ରୀଙ୍କୁ ବିମାନ ଭଡ଼ାରେ ମିଳିବ ରିହାତି

ନୂଆଦିଲ୍ଲୀ,୨୩।୬: ଦେଶରେ ଦୃତ ଗତିରେ ଟିକାକରଣ ପ୍ରକିୟା ଚାଲିଛି। ଏଭଳି ସ୍ଥିତିରେ ଟିକାକରଣକୁ ଆହୁରି ପ୍ରୋତ୍ସାହିତ କରିବା ଲାଗି ଇଣ୍ଡିଗୋ ବିମାନ କମ୍ପାନୀ ପକ୍ଷରୁ ବଡ ଘୋଷଣା କରାଯାଇଛି। ଟିକା ନେଇଥିବା ଯାତ୍ରୀଙ୍କୁ ଭଡାରେ ରିହାତି ମିଳିବ। ବୁଧବାର ଇଣ୍ଡିଗୋ...

ଅଣ୍ଡରୱାର୍ଲଡ ଡନ୍‌ ଦାଉଦ୍‌ ଇବ୍ରାହିମ୍‌ଙ୍କ ଭାଇ ଗିରଫ

ମୁମ୍ବାଇ,୨୩।୬: ଅଣ୍ଡରୱାର୍ଲଡ ଡନ୍‌ ଦାଉଦ ଇବ୍ରାହିମଙ୍କ ଭାଇ ଇକ୍‌ବାଲ କାସକରକୁ ମୁମ୍ବାଇ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍‌ସିବି) ଗିରଫ କରିଛି । ବୁଧବାର ଡ୍ରଗ୍ସ ମାମଲାରେ କାସକରଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି। ନିକଟରେ ଏନ୍‌ସିବିର ବଡ଼ କାର୍ଯ୍ୟାନୁଷ୍ଠାନ ବେଳେ ପ୍ରାୟ ୨୫...

ଡାବର ଟୁଥ୍‌ପେଷ୍ଟ ପ୍ୟାକିଂରେ ବ୍ୟବହୃତ ହେବନି କାଗଜ

ନୂଆଦିଲ୍ଲୀ,୨୩।୬: ଦେଶର ଅଗ୍ରଣୀ କମ୍ପାନୀ ଏଫ୍‌ଏମ୍‌ସିଜି କମ୍ପାନୀ ଡାବର ପରିବେଶ ସୁରକ୍ଷା ପାଇଁ ଏକ ବଡ଼ ପରିବର୍ତ୍ତନ କରିବାକୁ ନିଷ୍ପତ୍ତି ନେଇଛି। ଏଣିକି କାଗଜ କାର୍ଟୁନରେ ପ୍ୟାକିଂ ହୋଇଥିବା ଡାବର ଟୁଥ୍‌ପେଷ୍ଟ ଆଉ ଉପଲବ୍ଧ ହେବ ନାହିଁ। ଅର୍ଥାତ୍‌ ଏବେଠାରୁ...

ଏପ୍ରିଲ୍‌ରୁ ଆରମ୍ଭ ହେଲାଣି ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌…

ମୁମ୍ବାଇ,୨୩।୬: ଦେଶରେ କରୋନା ମହାମାରୀ ଭୂତାଣୁର ନୂଆ ଭାରିଆଣ୍ଟ୍‌ ଡେଲ୍ଟା ପ୍ଲସ୍‌ ମହାରାଷ୍ଟ୍ରରେ ଅଢ଼େଇ ମାସ ତଳୁ ଆରମ୍ଭ ହୋଇ ସାରିଛି। ଏପ୍ରିଲ୍‌ ୫ରେ ଜଣେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଦ୍ୱାରା ଆକ୍ରାନ୍ତ ହୋଇଥିଲେ। ଏହାପରେ ଏପ୍ରିଲ୍‌ ୧୫ରେ ଅନ୍ୟ...

ବିଧାନସଭା କାର୍ଯ୍ୟରେ ହସ୍ତକ୍ଷେପ କରୁଛନ୍ତି ରାଜ୍ୟପାଳ, ଅଭିଯୋଗ ଆଣିଲେ ବାଚସ୍ପତି…

କୋଲକାତା,୨୩।୬: ବିଧାନସଭା କାର୍ଯ୍ୟ ବାଧା ସୃଷ୍ଟି କରିବା ସହିତ ରାଜ୍ୟପାଳ ଜଗଦୀପ୍‌ ଧାନଖର ହସ୍ତକ୍ଷେପ କରୁଥିବା ଅଭିଯୋଗ ହୋଇଛି। ପଶ୍ଚିମବଙ୍ଗ ବିଧାନସଭା ବାଚସ୍ପତି ବିମାନ ବାନାର୍ଜୀ ଏଭଳି କହିଛନ୍ତି। ଲୋକସଭା ବାଚସ୍ପତି ଓମ୍‌ ବିରଳାଙ୍କ ସହିତ ଏକ ଭର୍ଚୁଆଲ୍‌ ବୈଠକରେ...

୩ ହେଲିକପ୍ଟର ନେଇ ସହରରେ ପହଞ୍ଚିଲେ ରଦ୍ଦିଓ୍ବାଲା: ଆଉ ତା’ପରେ…

ଚଣ୍ଡିଗଡ଼,୨୩।୬: ପଞ୍ଜାବ ମନସାର ଜଣେ ରଦ୍ଦିଓ୍ବାଲା ଭାରତୀୟ ସେନାଠାରୁ ୬ ଗ୍ରାଉଣ୍ଡେଡ୍‌ ହେଲିକପ୍ଟର କ୍ରୟ କରିଛନ୍ତି। ଯାହାକୁ ଦେଖିବା ପାଇଁ ସହରରେ ପ୍ରବଳ ଭିଡ଼ ଜମିଥିବା ବେଳେ ହେଲିକପ୍ଟରର ବାହାରେ ଓ ଭିତରେ ଲୋକମାନେ ଫଟୋ ଉଠାଇଥିବା ଦେଖିବାକୁ ମିଳିଛି।...

ପୁରୁଣା ଏକ ଟଙ୍କିଆ ନୋଟ୍‌ କରିବ ଲକ୍ଷପତି, ଅନ୍‌ଲାଇନ୍‌ ବିକ୍ରି ସୁଯୋଗ …

ନୂଆଦିଲ୍ଲୀ,୨୩।୬: ପୁରୁଣା ଏକ ଟଙ୍କିଆ ନୋଟ୍‌ ଜଣଙ୍କୁ ଲକ୍ଷପତି ମଧ୍ୟ କରି ପାରିବ। ବିଭିନ୍ନ ସଂସ୍ଥା ପକ୍ଷରୁ ଅନ୍‌ଲାଇନ୍‌ରେ ଏଭଳି ପୁରୁଣା ନୋଟ୍‌ ଏବଂ କଏନ୍‌ କିଣା ବିକା ଲାଗି ଖବର ପ୍ରକାଶ ପାଇଥାଏ। ଏକ ଟଙ୍କିଆ ନୋଟ୍‌କୁ ଛାଡ଼ି...

ମାଲ୍ୟା-ନୀରବ-ଚୋକ୍‌ସି ମାମଲାରେ ୧୮,୧୭୦ କୋଟି ସମ୍ପତ୍ତି ଜବତ…

ନୂଆଦିଲ୍ଲୀ,୨୩।୬: ବିଜୟ ମାଲ୍ୟା, ନୀରବ ମୋଦି ଏବଂ ମେହୁଲ ଚୋକ୍‌ସି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡ଼ି) ପକ୍ଷରୁ ୮୦.୪୫ ପ୍ରତିଶତ ସମ୍ପତ୍ତି ଜବତ କରାଯାଇଛି। ଏହାର ମୂଲ୍ୟ ୧୮,୧୭୦.୦୨ କୋଟି ବୋଲି ଇଡ଼ି ପକ୍ଷରୁ କୁହାଯାଇଛି। ଇଡ଼ିପକ୍ଷରୁ କେନ୍ଦ୍ର ସରକାର...

ସିନ୍ଥିରେ ସିନ୍ଦୁର ଦେଇ କହିଲେ ଏବେ ତୁମେ ମୋ’ ସ୍ତ୍ରୀ, ପରେ ନେଲେ ଏମିତି ପ୍ରତିଶୋଧ

ଭୋପାଳ,୨୩ା୬: ଜଣେ ଯୁବତୀ ଜଣେ ଯୁବକଙ୍କୁ ପୂରା ବିଶ୍ୱାସ କରିନେଇଥିଲେ। ଯୁବତୀ ଭାବିଲେ ୟାଙ୍କୁ ହିଁ ବିବାହ କରିବି। ୩ ବର୍ଷ ପର୍ଯ୍ୟନ୍ତ ଶାରୀରିକ ସମ୍ପର୍କ ବି ରଖିଲେ ଯୁବକ ଜଣକ। ମାତ୍ର ଯେତେବେଳେ ବିବାହ କଥା ଆସିଲା ସେତେବେଳେ...

ଦିଲ୍ଲୀରୁ ଆସିଲା ଖୁସି ଖବର, ମୃତ୍ୟୁ ରୋକିବାରେ ଭାକ୍ସିନ୍‌ର ଦ୍ୱିତୀୟ ଡୋଜ୍‌ ୯୫ ପ୍ରତିଶତ ପ୍ରଭାବଶାଳୀ…

ନୂଆଦିଲ୍ଲୀ,୨୩।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି...

ଝାଡ଼ଖଣ୍ଡ କଂଗ୍ରେସରେ ସଙ୍କଟ, ୪ ବିଧାୟକ ଦିଲ୍ଲୀରେ…

ରାଞ୍ଚି,୨୩।୬: ପଞ୍ଜାବ ଏବଂ ରାଜସ୍ଥାନ କଂଗ୍ରେସର ଘର କଳି ପଦାକୁ ଆସିବା ପରେ ଏବେ ଝାଡ଼ଖଣ୍ଡରେ ବିବାଦ ସୃଷ୍ଟି ହୋଇଛି। ରାଜ୍ୟର ୪ କଂଗ୍ରେସ ବିଧାୟକ ହାଇକମାଣ୍ଡଙ୍କୁ ଅଭିଯୋଗ କରିବା ପାଇଁ ଦିଲ୍ଲୀରେ ପହଞ୍ଚିଛନ୍ତି। ରାଜ୍ୟ କଂଗ୍ରେସ ନେତୃତ୍ୱ ପ୍ରତି...

ପୁଣି ଘନେଇଲା ବିପଦ, ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୦ ଟପିଲା…

ନୂଆଦିଲ୍ଲୀ,୨୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଶେଷ ନ ହେଉଣୁ ପୁଣି ନୂଆ ବିପଦ ଘନେଇବାରେ ଲାଗିଛି। ଡେଲ୍ଟା ଭାରିଆଣ୍ଟ୍‌ ପରେ ଏବେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ନୂଆ ଡେଲ୍ଡା ପ୍ଲସ୍‌...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri