ଜାତୀୟ

ଏମ୍ସରେ ୬-୧୨ବର୍ଷ ପିଲାଙ୍କ ଉପରେ ହେବ କୋଭାକ୍ସିନ ଟ୍ରାଏଲ

ନୂଆଦିଲ୍ଲୀ,୧୪।୬: ଦେଶରେ କରୋନା ଭାଇରସ୍‌ ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଲଗାତର ଭାବେ ଦୈନିକ ସଂକ୍ରମଣ ହ୍ରାସ ହେବାରେ ଲାଗିଛି। ବିଭିନ୍ନ ରାଜ୍ୟରେ କରୋନାର ଦ୍ୱିତୀୟ ଲହରର ସଂକ୍ରମଣ ନିୟନ୍ତ୍ରଣକୁ ଆସିବା ପରେ ଧୀରେ ଧୀରରେ ଅନ୍‌ଲକ ପ୍ରକ୍ରିୟା...

ଭାକ୍ସିନ ନେବା ପରେ ୪୮୮ବ୍ୟକ୍ତିଙ୍କ ମୃତ୍ୟୁ, ୨୬ହଜାର ଲୋକଙ୍କ ମଧ୍ୟରେ ଦେଖାଦେଇଛି ଗମ୍ଭୀର ପାର୍ଶ୍ୱପ୍ରତିକ୍ରିୟା: ତଥ୍ୟ

ନୂଆଦିଲ୍ଲୀ,୧୪।୬: ସାରା ଦେଶରେ କରୋନା ଭାଇରସ୍‌ ଆତଙ୍କ ଜାରି ରହିଛି। କରୋନାକୁ ରୋକିବା ପାଇଁ ଦେଶରେ ଟିକାକରଣ ଉପରେ ଗୁରୁତ୍ୱ ଦିଆଯାଇଛି। ହେଲେ ମିଳିଥିବା ସରକାରୀ ତଥ୍ୟ ଅନୁସାରେ ଭାକ୍ସିନ ନେବା ପରେ ଦେଶରେ ଏପର୍ଯ୍ୟନ୍ତ ୪୮୮ଜଣ ଲୋକଙ୍କ ମୃତ୍ୟୁ...

ଅପରେଶନ୍‌ ଏଲ୍‌ଜେପି: ପୁତୁରା ବିରୋଧରେ ବିଦ୍ରୋହ କରି ସଂସଦୀୟ ଦଳର ନେତା ହେଲେ ପଶୁପତି

ପାଟନା/ନୂଆଦିଲ୍ଲୀ,୧୪।୬: ଏକଦା ବିହାର ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରୁଥିବା ଲୋକ ଜନଶକ୍ତି ପାର୍ଟି(ଏଲ୍‌ଜେପି)ରେ ଏବେ ଫାଟ ସୃଷ୍ଟି ହୋଇଛି। ଦଳର ନେତା ରାମ ବିଳାସ ପାସଓ୍ବାନଙ୍କ ନିଧନ ପରେ ଏଲ୍‌ଜେପିରେ ଲଗାତର ବିବାଦ ଘନେଇବାରେ ଲାଗିଛି। ତାଙ୍କ...

ଗୁଜରାଟରେ ବିଧାନସଭା ନିର୍ବାଚନ ଲଢ଼ିବ ଏଏପି

ଅହମଦାବାଦ,୧୪।୬: ଆସନ୍ତା ବର୍ଷ ଗୁଜରାଟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନକୁ ନେଇ ଏବେଠାରୁ ରାଜନୈତିକ ଉଷ୍ମତା ଦେଖାଦେଇଛି। ଏହିକ୍ରମରେ ଆମ ଆଦମୀ ପାର୍ଟି(ଏଏପି) ମଧ୍ୟ ସାମିଲ ହୋଇଯାଇଛି। ଆସନ୍ତା ବର୍ଷ ବିଧାନସଭାର ସମସ୍ତ ଆସନ ପାଇଁ ଏଏପି ନିର୍ବାଚନ...

ବିବାହ ସମୟରେ ଆରବୀ ଶବ୍ଦ କହିଲା ବେଳେ ଝୁଣ୍ଟିଲେ ବର: ମୌଲବୀଙ୍କୁ ସନ୍ଦେହ ହେବାରୁ ଜଣାପଡ଼ିଲା ସତ

ଲକ୍ଷ୍ନୌ,୧୪।୬: ଉତ୍ତରପ୍ରଦେଶର ମହାରାଜଗଞ୍ଜ ଜିଲାରୁ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ବିବାହ ସମୟରେ ଜଣେ ବରଙ୍କ ମିଥ୍ୟା ପଦାକୁ ଆସିଛି। ବିବାହ ସମୟରେ ଆରବୀ ଶବ୍ଦ ଉଚ୍ଚାରଣ କରି ନ ପାରିବାରୁ ମୌଲବିଙ୍କୁ ସନ୍ଦେହ ଉପୁଜିଥିଲା। ଏହାପରେ ବରଙ୍କ...

ତୃତୀୟ ଲହରର ମୁକାବିଲା ପ୍ରସ୍ତୁତି: ଦେଶରେ ନିର୍ମାଣ ହେବ ୫୦ମଡ୍ୟୁଲାର ହସ୍ପିଟାଲ

ନୂଆଦିଲ୍ଲୀ,୧୪।୬: ସାରା ଦେଶରେ କରୋନା ଭାଇରସ୍‌ ଆତଙ୍କ ଜାରି ରହିଛି। ବର୍ତ୍ତମାନ ଦେଶରେ ଦୈନିକ ସଂକ୍ରମଣ ପୂର୍ବାପେକ୍ଷା ହ୍ରାସ ପାଇଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ଥମିବାର ନା ନେଉନି। ଦ୍ୱିତୀୟ ଲହର ସମୟରେ ସାରାଦେଶରେ ସ୍ବାସ୍ଥ୍ୟ ସୁବିଧାର ଘୋର ଅଭାବ...

୧୦ଲକ୍ଷରୁ ତଳକୁ ଖସିଲା ସକ୍ରିୟ ମାମଲା: ଗତ ୨୪ଘଣ୍ଟାରେ ୭୦ହଜାରରୁ ଉର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୪।୬: ଦେଶରେ କରୋନା ଭାଇରସ୍‌ ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ବିଭିନ୍ନ ରାଜ୍ୟରେ ଲକ୍‌ଡାଉନ ହୋଇଥିବାରୁ ଦୈନିକ ସଂକ୍ରମଣରେ ହ୍ରାସ ଘଟିବା ସହ ସୁସ୍ଥହାର ମଧ୍ୟ ବଢ଼ିବାରେ ଲାଗିଛି। ହେଲେ ମୃତ୍ୟୁ ସଂଖ୍ୟା ଏବେ ବି ଚିନ୍ତାର କାରଣ...

ତଥ୍ୟ ଦେଲେ ୮୦୦ ଓଟିଟି ପ୍ଲାଟଫର୍ମ

ନୂଆଦିଲ୍ଲୀ, ୧୪।୬: ଭିଡିଓ ଷ୍ଟ୍ରିମିଂ ସେବା ପ୍ରଦାନକାରୀ ନେଟ୍‌ଫ୍ଲିକ୍ସ, ହଟ୍‌ଷ୍ଟାର ଭଳି ୮୦୦ରୁ ଊର୍ଦ୍ଧ୍ୱ ଓଭର ଦି ଟପ୍‌ (ଓଟିଟି) ପ୍ଲାଟଫର୍ମ ଏବଂ ଡିଜିଟାଲ ନ୍ୟୁଜ୍‌ ମିଡିଆ ଆଉଟ୍‌ଫିଟ୍‌ସ ନୂଆ ଆଇଟି ନିୟମ ଅଧୀନରେ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟକୁ...

ରାଜସ୍ଥାନ କଂଗ୍ରେସରେ ଅନ୍ତର୍ଦ୍ୱନ୍ଦ୍ବ ତୀବ୍ର

ଜୟପୁର/ନୂଆଦିଲ୍ଲୀ, ୧୪।୬: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ବିରୋଧରେ କଂଗ୍ରେସ ନେତା ସଚିନ ପାଇଲଟଙ୍କ ବିଦ୍ରୋହର ପ୍ରାୟ ବର୍ଷେ ପରେ ପୁଣିଥରେ ଦଳରେ ଅନ୍ତର୍ଦ୍ୱନ୍ଦ୍ୱ ତୀବ୍ର ହୋଇଛି। ସଚିନ ଇତିମଧ୍ୟରେ ଦିଲ୍ଲୀରେ ପହଞ୍ଚତ୍ଥିବାବେଳେ ରାଜନୈତିକ ସଙ୍କଟ ଦୂର କରିବା ଲାଗି...

ରାମମନ୍ଦିର ଟ୍ରଷ୍ଟରେ ଜମି ଦୁର୍ନୀତି ଅଭିଯୋଗ

ଲକ୍ଷ୍ନୌ, ୧୪।୬: ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ କାର୍ଯ୍ୟର ଦେଖାଶୁଣା କରିବା ଲାଗି କେନ୍ଦ୍ର ସରକାରଙ୍କ ଦ୍ୱାରା ଗଠିତ ଟ୍ରଷ୍ଟ ବେଆଇନ ଜମି କାରବାରରେ ସମ୍ପୃକ୍ତ ଥିବାନେେଇ ରବିବାର ଉତ୍ତରପ୍ରଦେଶର ଦୁଇଟି ବିରୋଧୀ ଦଳ ପକ୍ଷରୁ ଅଭିଯୋଗ ହୋଇଛି। ଗତ ମାର୍ଚ୍ଚରେ...

ଆଗକୁ ବିପଦ କୋଭିଡ୍‌ ଆବର୍ଜନା

ନୂଆଦିଲ୍ଲୀ/ଭୁବନେଶ୍ୱର(ବ୍ୟୁରୋ),୧୪ା୬: ମହାମାରୀ କରୋନାର ଦ୍ୱିତୀୟ ଲହର କ୍ରମଶଃ ଦୁର୍ବଳ ହେବାରେ ଲାଗିଥିବାବେଳେ କୋଭିଡ୍‌ ରୋଗୀଙ୍କ ଚିକିତ୍ସାରୁ ବାହାରୁଥିବା ବ୍ୟବହୃତ ଡାକ୍ତରୀ ଉପକରଣର ଗଦା ଗଦା ଆବର୍ଜନା ସାରା ଦେଶ ପାଇଁ ଆଉ ଏକ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ଗତ ଏପ୍ରିଲରୁ...

ଦିଲ୍ଲୀରେ ଖୋଲିବ ମଲ୍‌, ମାର୍କେଟ

ନୂଆଦିଲ୍ଲୀ, ୧୩।୬: ଦିଲ୍ଳୀରେ କରୋନା ସଂକ୍ରମଣ ହ୍ରାସ ପାଇଥିବାରୁ ସରକାର ଅନ୍‌ଲକ ପ୍ରକ୍ରିୟାକୁ ଆହୁରି କୋହଳ କରିଛନ୍ତି। ସୋମବାରଠାରୁ ମଲ୍‌ ଓ ମାର୍କେଟଗୁଡ଼ିକ ପ୍ରତିଦିନ ଖୋଲିବାକୁ ଥିବା ବେଳେ ରେଷ୍ଟୁରାଣ୍ଟଗୁଡ଼ିକକୁ ୫୦ ପ୍ରତିଶତ କ୍ଷମତା ସହ ଖୋଲିବାକୁ ଅନୁମତି ଦିଆଯାଇଛି।...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri