ଜାତୀୟ

ହିମାଚଳ ପ୍ରଦେଶରେ ଲାଗିଛି ଲମ୍ବା ଟ୍ରାଫିକ୍‌

ଶିମଲା,୧୩।୬: ହିମାଚଳ ପ୍ରଦେଶରେ ପ୍ରବେଶ କରିବା ପାଇଁ ଆରଟି-ପିସିଆର ରିପୋର୍ଟ ଦରକାର ନାହିଁ। ଏହି ଘୋଷଣା ହେବା ପରେ ରାଜ୍ୟର ପ୍ରବେଶ ପଥରେ ସୃଷ୍ଟି ହୋଇଛି ଲମ୍ବା ଟ୍ରାଫିକ୍‌। ପାହାଡ଼ ଉପରେ ହଜାର ହଜାର ସଂଖ୍ୟାରେ କାର ଛିଡ଼ା ହୋଇଥିବା...

ତମାଖୁ ବିକ୍ରି ପାଇଁ ଦରକାର ଲାଇସେନ୍ସ

ଲକ୍ଷ୍ନୌ,୧୩।୬: ମଦ ଭଳି ତମାଖୁ ବିକ୍ରି ପାଇଁ ମଧ୍ୟ ଲାଇସେନ୍ସ ଦରକାର। ତେବେ ଏଭଳି ନିୟମ ଉତ୍ତରପ୍ରଦେଶ(ୟୁପି)ରେ କାର୍ଯ୍ୟକାରୀ ହେବାକୁ ଯାଉଛି। ଯୋଗୀ ଆଦିତ୍ୟ ନାଥଙ୍କ ସରକାର ତମାଖୁ ବିକ୍ରି ପାଇଁ ଲାଇସେନ୍ସ ବାଧ୍ୟତାମୂଳକ କରିଛନ୍ତି। ରାଜ୍ୟରେ ତମାଖୁଜନିତ ସମସ୍ୟା...

ପେଣ୍ଡାଲ ଭାଙ୍ଗିଲା ବରଯାତ୍ରୀରେ ଆସିଥିବା ହାତୀ

ପ୍ରୟାଗରାଜ,୧୩।୬: ସୁସଜ୍ଜିତ ହାତୀକୁ ସାଥିରେ ନେଇ ବିବାହ ପାଇଁ ଯାଇଥିଲେ ବର। କିନ୍ତୁ ବାଣ ଓ ଡିଜେ ସାଉଣ୍ଡରୁ ହାତୀ ଉତ୍ତେଜିତ ହୋଇଉଠିଥିଲା। ତା’ ପରେ ଚାରି ଚକିଆ ଗାଡ଼ିଠୁ ଆରମ୍ଭ କରି ବିବାହ ପେଣ୍ଡାଲ ସବୁ ଛାରଖାର କରିଦେଇଥିଲା...

ଗଞ୍ଜେଇରେ ପ୍ରସ୍ତୁତ ହେଉଥିଲା କେକ୍‌

ମୁମ୍ବାଇ,୧୩।୬: ମୁମ୍ବାଇର ଏକ କେକ୍‌ ବେକିଂ ବେକେରୀରେ ପ୍ରସ୍ତୁତ ହେଉଥିଲା ଗଞ୍ଜେଇ ମିଶ୍ରିତ କେକ୍‌। ଖବର ପାଇ ଶନିବାର ରାତିରେ ଚଢ଼ାଉ କରିଥିଲା ନାର୍କୋଟିକ କଣ୍ଟ୍ରୋଲ ବ୍ୟୁରୋ (ଏନ୍‌ସିବି)। ଘଟଣାରେ ସମ୍ପୃକ୍ତ ଜଣେ ମହିଳାଙ୍କ ସମେତ ୩ ଜଣଙ୍କୁ ଗିରଫ...

ବିଶ୍ୱର ସବୁଠୁ ବଡ ପରିବାରର ମୁଖିଆ ଚାଲିଗଲେ

ଅଜୈଓ୍ବାଲ୍‌,୧୩।୬: ଦୁନିଆର ସବୁଠୁ ବଡ ପରିବାରର ମୁଖ୍ୟ ଜିଓନା ଚାନାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା। ଚାନାଙ୍କର ୩୮ ସ୍ତ୍ରୀ ଏବଂ ୮୯ ସନ୍ତାନ ଅଛନ୍ତି। ଏତେ ବଡ ପରିବାର ଯୋଗୁ ସେ ମିଜୋରାମରେ...

କଂଗ୍ରେସ ନେତୃତ୍ୱ ଉପରେ ପ୍ରଶ୍ନ ଉଠାଇଲେ ସିବଲ

ନୂଆଦିଲ୍ଲୀ,୧୩।୬: କଂଗ୍ରେସ ଦଳର ବରିଷ୍ଠ ନେତା କପିଲ ସିବଲ ପୁଣି ଥରେ ତାଙ୍କ ଦଳର ବିବାଦ ଏବଂ ଦେଶର ରାଜନୈତିକ ପରିସ୍ଥିତି ସମ୍ପର୍କରେ ଏକ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ, ଏହି ସମୟରେ ଦେଶକୁ ଏକ ମଜଭୁତ ବିପକ୍ଷ...

ସୋସିଆଲିଜିମ ହାତ ଧରିଲେ ମମତା ବାନାର୍ଜୀ

ଚେନ୍ନାଇ,୧୩।୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓ ବାମ ପନ୍ଥୀ ରାଜନୀତିରେ ଚିରପ୍ରତିଦ୍ୱନ୍ଦ୍ୱୀ ଅଟନ୍ତି। କିନ୍ତୁ ମମତାଙ୍କ ନାମଧାରୀ କନ୍ୟା ତାମିଲନାଡୁ ସାଲେମଠାରେ ସୋସିଆଲିଜିମ ନାମକ ଯୁବକଙ୍କୁ ବିବାହ କରିଛନ୍ତି। ଇଂରାଜୀ ସାହିତ୍ୟରେ ବ୍ୟାଚଲର ଡିଗ୍ରୀ ହାସଲ କରିଥିବା ପି....

କଂଗ୍ରେସର ବରିଷ୍ଠ ନେତ୍ରୀ ଇନ୍ଦିରାଙ୍କ ପରଲୋକ

ଡେରାଡୁନ୍‌,୧୩।୬: ଉତ୍ତରାଖଣ୍ଡ କଂଗ୍ରେସର ବରିଷ୍ଠ ନେତା ଇନ୍ଦିରା ହ୍ରିଦୟେଶଙ୍କ ହୃଦଘାତରେ ପରଲୋକ ଘଟିଛି। ରବିବାର ସକାଳେ ତାଙ୍କୁ ଗୁରୁତର ଅବସ୍ଥାରେ ଦିଲ୍ଲୀର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। କଂଗ୍ରେସର ଜଣେ ଶକ୍ତିଶାଳୀ ନେତାଙ୍କ ମୃତ୍ୟୁ ଦଳ ପାଇଁ ଏକ ବଡ...

ଡ୍ରେନ ସଫା ନ ହେବାରୁ କଣ୍ଟ୍ରାକ୍ଟର ଉପରେ ଅଳିଆ ପକାଇଲେ ବିଧାୟକ

ମୁମ୍ବାଇ,୧୩।୬: ଜଣେ କଣ୍ଟ୍ରାକ୍ଟରକୁ ରାସ୍ତାରେ ଜମା ହୋଇଥିବା ବର୍ଷା ପାଣିରେ ବସାଇ ଅଳିଆ ପକାଇଛନ୍ତି ସିବ ସେନାର ଜଣେ ବିଧାୟକ। ଠିକ୍‌ ସମୟରେ ଡ୍ରେନ ସଫା ନ କରିବାରୁ ତାଙ୍କୁ ଏଭଳି ଦଣ୍ଡ ଦିଆଯାଇଥିବା ବିଧାୟକ କହିଛନ୍ତି। ଘଟଣା ଭିଡିଓ...

ଶେଷରେ ଭୁଲ୍‌ ବୁଝିପାରିଲେ କାନ୍ତା ପ୍ରସାଦ; ଗୌରବଙ୍କୁ ମାଗିଲେ କ୍ଷମା

ନୂଆଦିଲ୍ଲୀ,୧୩।୬: ବାବା କା ଢାବାର ମାଲିକ କାନ୍ତ ପ୍ରସାଦଙ୍କ ଭିଡିଓ ସୋସିଆଲ ମିଡିଆରେ ପୁଣି ଥରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ କାନ୍ତ ପ୍ରସାଦ ଗତ ବର୍ଷ ଘଟିଥିବା ବିବାଦକୁ ସ୍ପଷ୍ଟ କରୁଥିବା ଦେଖାଯାଇଛି। ଏହି ଭିଡିଓରେ ବ୍ଲଗର୍‌...

ପ୍ରେମିକ ଅନ୍ୟ ଜଣେ ଯୁବତୀଙ୍କୁ ବିବାହ କରିବାରୁ ପ୍ରେମିକା କଲେ ଏମିତି ହୃଦୟଥରା କାମ

ଜବଲପୁର,୧୩।୬: ମଧ୍ୟପ୍ରଦେଶର ଜବଲପୁରରେ ଏକ ଅଭାବାନୀୟ ଘଟଣା ଘଟିଛି। ପ୍ରେମିକ ଅନ୍ୟ ଜଣେ ଯୁବତୀଙ୍କୁ ବିବାହ କରିବାରୁ ପ୍ରେମିକା ଏକ ହୃଦୟଥରା କାଣ୍ଡ କରିଛନ୍ତି। ନିଜ ଭଉଣୀଙ୍କ ସହ ମିଶି ପ୍ରେମିକଙ୍କୁ ହତ୍ୟା କରିଛନ୍ତି। ପ୍ରେମିକଙ୍କ ବିବାହର ଚାରି ଦିନ...

କେକ୍‌-ପେଷ୍ଟ୍ରିରେ ଡ୍ରଗ୍ସ୍‌ ମିଶାଇ ବିକ୍ରି: ଏନ୍‌ସିବିର ତନାଘନା…

ମୁମ୍ବାଇ,୧୩।୬: ଡ୍ରଗ୍ସ୍‌ ଚୋରା କାରବାରର ପର୍ଦ୍ଦାଫାଶ୍‌ ମୁମ୍ବାଇରେ ହୋଇଛି। ଏନ୍‌ସିବି ପକ୍ଷରୁ ଏନେଇ ତନାଘନା ଆରମ୍ଭ ହୋଇଛି। ଅଭିଯୁକ୍ତମାନେ କେକ୍‌ ଏବଂ ପେଷ୍ଟ୍ରିରେ ଡ୍ରଗ୍ସ୍‌ ମିଶାଇ ବିକ୍ରି କରୁଥିବା ଅଭିଯୋଗ ହୋଇଛି। ମୁମ୍ବାଇର ମଲାଦ୍‌ଠାରେ ଥିବା ଏକ ବେକରିରେ ଚଢ଼ାଉ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri