ଜାତୀୟ

ମୁକେଶ ଅମ୍ବାନୀଙ୍କ ସହ ଏହି ମହିଳାଙ୍କ ସେଲ୍‌ଫି ଭାଇରାଲ, ଜାଣନ୍ତୁ ଫଟୋକୁ ନେଇ କାହିଁକି ପାକିସ୍ତାନରେ ହେଉଛି ଚର୍ଚ୍ଚା

ମୁମ୍ବାଇ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଚେୟାରମ୍ୟାନ ମୁକେଶ ଅମ୍ବାନୀ ଏବଂ ତାଙ୍କ ପରିବାର ସହ ଏକ ଫଟୋ ଭାଇରାଲ ହେବାରେ ଲାଗିଛି। ତାଙ୍କ ସହ ଫଟୋରେ ଦେଖାଯାଇଥିବା ମହିଳାଙ୍କ ପାକିସ୍ତାନ ସହ ସମ୍ପର୍କ ରହିଛି, ଏହି କାରଣରୁ ପାକିସ୍ତାନରେ ଏହି ଫଟୋ...

ଇଣ୍ଡିଆ ମେଣ୍ଟରେ ଫାଟ! ମମତା ବାନାର୍ଜୀ ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୬।୭: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନୀତି ଆୟୋଗ ବୈଠକରେ ଯୋଗଦେବେ। ସେ ମଧ୍ୟ ଏହି ବୈଠକରେ ଯୋଗଦେବା ପାଇଁ ଦିଲ୍ଲୀ ଯାଇଛନ୍ତି। ତାଙ୍କ ସହ ଦିଲ୍ଲୀର ତୃଣମୂଳ କଂଗ୍ରେସର ଜାତୀୟ ସାଧାରଣ ସମ୍ପାଦକ ଅଭିଷେକ ବାନାର୍ଜୀ ମଧ୍ୟ ଆସୁଛନ୍ତି।...

ମନୋଜ ପାଣ୍ଡେ ହେବେ ଉତ୍ତରପ୍ରଦେଶର ଉପମୁଖ୍ୟମନ୍ତ୍ରୀ! ଏହି ନେତାଙ୍କୁ ହଟାଇ…

ଲକ୍ଷ୍ନୌ,୨୬।୭: ରାଏବରେଲି ସ୍ଥିତ ଉଞ୍ଚାହାରରୁ ସମାଜବାଦି ପାର୍ଟି ଟିକେଟରେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରି ବିଧାନସଭାରେ ପହଞ୍ଚିଥିବା ମନୋଜ ପାଣ୍ଡେ ଭାରତୀୟ ଜନତା ପାର୍ଟି ସରକାରରେ ଉପମୁଖ୍ୟମନ୍ତ୍ରୀ ହୋଇପାରନ୍ତି। ଏନେଇ ସମାଜବାଦୀ ପାର୍ଟି ଦାବି କରିଛି। ୟୁପିରେ ରାଜ୍ୟ ସଭା ନିର୍ବାଚନ...

ଭାରତ ଉପରେ ରାଗିଗଲା ଆମେରିକା: ପରେ ଭାରତ ଦେଲା କଡ଼ା ଜବାବ

ଓ୍ବାଶିଂଟନ,୨୬।୭: ନିକଟରେ ଭାରତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆ ଗସ୍ତରେ ଯାଇଥିଲେ। ସେଠାରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ମଧ୍ୟ ଭେଟିଥିଲେ। ତେବେ ଅନ୍ୟପକ୍ଷରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ରୁଷିଆ ଗସ୍ତକୁ ନେଇ ଆମେରିକା ଅସନ୍ତୋଷ ବ୍ୟକ୍ତ କରିଛି। ରୁଷିଆ-ୟୁକ୍ରେନ ଯୁଦ୍ଧ ମଧ୍ୟରେ...

କାର୍‌ଗିଲ୍‌ରୁ ପାକିସ୍ତାନକୁ ଚେତାବନୀ ଦେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲଦାଖର ୟୁନିଅନ ଟେରିଟୋରୀରେ ପହଞ୍ଚିଥିଲେ। କାର୍‌ଗିଲ ବିଜୟ ଦିବସ ଅବସରରେ ସେ ଓ୍ବାର୍‌ ମେମୋରିଆଲରେ ପହଞ୍ଚି ପାକିସ୍ତାନ ବିରୋଧରେ ଯୁଦ୍ଧରେ ଶହୀଦ ହୋଇଥିବା ସୈନିକମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କାର୍ଗିଲରୁ ପାକିସ୍ତାନକୁ...

ମୋ ମୁହଁରେ ଭର୍ତ୍ତି କରି ଦେଇଥିଲେ AK-47, ସେଦିନର ଲୋମଟାଙ୍କୁରା ଘଟଣା ବଖାଣିଲେ ପାଇଲଟ୍‌

ନୂଆଦିଲ୍ଲୀ,୨୬ା୭: ଆଜି ଅର୍ଥାତ୍‌ ୨୬ ଶୁକ୍ରବାର କାର୍‌ଗିଲ ବିଜୟ ଦିବସର ୨୫ବର୍ଷ ପୂରଣ ହୋଇଛି। ଏହି ଦିନ କାର୍‌ଗିଲ ଯୁଦ୍ଧରେ ଭାରତୀୟ ସେନା ପାକିସ୍ତାନକୁ ପରାସ୍ତ କରିଥିଲା। ଏହି ଅବସରରେ କାର୍‌ଗିଲ ଯୁଦ୍ଧ ସହ ଜଡ଼ିତ ଅନେକ କାହାଣୀ ସାମ୍ନାକୁ...

କାର୍‌ଗିଲ ଯୋଦ୍ଧାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ,୨୬ା୭: ଶୁକ୍ରବାର ଅର୍ଥାତ୍‌ ଜୁଲାଇ ୨୬ରେ ସମଗ୍ର ଦେଶ ପାଳୁଛି କାର୍‌ଗିଲ ବିଜୟ ଦିବସ। ୧୯୯୯ର କାର୍‌ଗିଲ ଯୁଦ୍ଧରେ ପାକିସ୍ତାନକୁ ପରାସ୍ତ କରି ଶହୀଦ ହୋଇଥିବା ସେହି ବୀରମାନଙ୍କୁ ସ୍ମରଣ କରିବା ପାଇଁ ଏହି ଦିନ ପାଳନ କରାଯାଉଛି। ଏହି...

ଜୀବନ୍ତ ଗିଳି ଦେବାକୁ ଚେଷ୍ଟା କରୁଥିଲା ଅଜଗର, ବ୍ୟକ୍ତି ଜଣଙ୍କ କଲେ ଏଭଳି, ଭିଡିଓ ଦେଖିଲେ…

ଭୋପାଳ,୨୬।୭: ମଧ୍ୟପ୍ରଦେଶର ଜବଲପୁରର କଲ୍ୟାଣପୁର ଗ୍ରାମରେ ୧୫ ଫୁଟ ଲମ୍ବର ଅଜଗର ସାପ ଆକ୍ରମଣ କରିବା ପରେ ଜଣେ ବ୍ୟକ୍ତି ମୃତ୍ୟୁ ମୁଖରୁ ରକ୍ଷା ପାଇଯାଇଛନ୍ତି। ଯାହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ମିଳିଥିବା ସୂଚନାନୁସାରେ, ବ୍ୟକ୍ତି...

ରୋହିତ ଶର୍ମା ବେହୋସ ହୋଇଯିବେ: ଜାଣନ୍ତୁ କାହିଁକି ଏମିତି କହିଲେ ପ୍ରସିଦ୍ଧ କ୍ରିକେଟର୍‌

ନୂଆଦିଲ୍ଲୀ,୨୬।୭: ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଟିମ ଇଣ୍ଡିଆ ୨୦୨୪ ଟି-୨୦ ବିଶ୍ୱକପ ଟାଇଟଲ ଜିତିଥିଲା। ଏହାପୂର୍ବରୁ ଟିମ ଇଣ୍ଡିଆ ମଧ୍ୟ ୨୦୨୩ ଦିନିକିଆ ବିଶ୍ୱକପ ଫାଇନାଲରେ ହାରି ଯାଇଥିଲା। ଏବେ ସମସ୍ତଙ୍କ ଲକ୍ଷ୍ୟ ୨୦୨୭ ଦିନିକିଆ ବିଶ୍ୱକପ ଉପରେ ରହିଛି।...

ଆଖିବୁଜିଲେ ବରିଷ୍ଠ ଭାଜପା ନେତା

ନୂଆଦିଲ୍ଲୀ,୨୬।୭: ବରିଷ୍ଠ ଭାଜପା ନେତା ତଥା ରାଜ୍ୟ ସଭା ଏମ୍‌ପି ପ୍ରଭାସ ଝାଙ୍କର ଦେହାନ୍ତ ହୋଇଛି। ସେ ଦୀର୍ଘ ସମୟ ଧରି ଅସୁସ୍ଥ ଥିଲେ। ସେ ମେଦାଣ୍ଟା ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ସେ ମୂଳତଃ ବିହାରର ଥିଲେ। ରାଜ୍ୟ ସଭାର...

ଚାଇନାକୁ କଡ଼ା କଥା ଶୁଣାଇଦେଲେ ଜୟଶଙ୍କର

ନୂଆଦିଲ୍ଲୀ,୨୬।୭: ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ଚାଇନାର ପ୍ରତିପକ୍ଷ ୱାଙ୍ଗ ୟିଙ୍କୁ ଭେଟିଥିଲେ। ଏହି ସାକ୍ଷାତ ସମୟରେ ସେ ଦ୍ୱିପାକ୍ଷିକ ସମ୍ପର୍କକୁ ସ୍ଥିର କରିବା ପାଇଁ ଲାଇନ ଅଫ ଆକ୍ଟୁଆଲ କଣ୍ଟ୍ରୋଲ (ଏଲଏସି) ଏବଂ ପୂର୍ବ ଚୁକ୍ତିନାମାକୁ ପୂର୍ଣ୍ଣ ସମ୍ମାନ...

ଗୋଟିଏ ଗୁଳିରେ ୩ ଶିକାର

ଲକ୍ଷ୍ନୌ,୨୬ା୭: ଲୋକ ସଭା ନିର୍ବାଚନ ପରଠାରୁ ଉତ୍ତରପ୍ରଦେଶର ଭାରତୀୟ ଜନତା ପାର୍ଟି ମଧ୍ୟରେ ଅସନ୍ତୋଷ କୁହୁଳିବାରେ ଲାଗିଛି। ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ କ୍ରମାଗତ ଭାବରେ କହି ଆସୁଛନ୍ତି ଯେ, ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ଏବଂ ଅନ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri