ଜାତୀୟ

ଭାରତକୁ ଚେତାବନୀ ଦେଲା ଡବ୍ଲ୍ୟୁଏଚ୍‌ଓ: ଶୀଘ୍ର ହଟାଅନି କରୋନା କଟକଣା…

ଜେନେଭା/ନୂଆଦିଲ୍ଲୀ,୮।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ଘୋଷଣା କରାଯାଇଥିବା ଲକ୍‌ଡାଉନ୍‌କୁ ଧୀରେଧୀରେ କୋହଳ କରାଯାଉଛି। ତେବେ ଭାରତକୁ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଚେତାବନୀ ଦିଆଯାଇଛି। ଦେଶରେ ଜାରି ରହିଥିବା କରୋନା କଟକଣା ଶୀଘ୍ର ନ ହଟାଇଇବାକୁ...

ଡେଲ୍ଟା ଭାରିଆଣ୍ଟ୍‌ ଅଧିକ ଭୟଙ୍କର: ଏହା ଯୋଗୁ କମୁଛି ଶ୍ରବଣ ଶକ୍ତି, ବଢୁଛି ଅବସାଦ…

ଚେନ୍ନାଇ,୮।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଭାରତରେ ଦେଖାଦେଇଥିବା ଡେଲ୍ଟା ଭାରିଆଣ୍ଟ୍‌ ଇତିମଧ୍ୟରେ ପୃଥିବୀର ୬୦ ଦେଶକୁ ବ୍ୟାପିଛି। ଡେଲ୍ଟା(ବି-୧-୬୧୭-୨) ଭାରିଆଣ୍ଟ୍‌ ଯୋଗୁ ଆକ୍ରାନ୍ତଙ୍କ ଶ୍ରବଣ ଶକ୍ତି କମିବା ସହିତ ଅବସାଦ...

ପାଣି ତଳେ ଧାରଣା ଦେଇ ପ୍ରଶାସକଙ୍କୁ ହଟାଇବା ପାଇଁ ଦାବି…

କାଭର୍ତ୍ତିି,୮।୬: ପ୍ରଶାସକଙ୍କୁ ହଟାଇବା ପାଇଁ ଲୋକେ ପାଣିତଳେ ଧାରଣା ଦେଇଛନ୍ତି। ଏଭଳି ନିଆରା ଘଟଣା ଲାକ୍ଷାଦ୍ୱୀପରେ ଘଟିଛି। ପ୍ରଶାସକ ପ୍ରଫୁଲ୍ଲ ପଟେଲଙ୍କୁ ଦାୟିତ୍ୱରୁ ହଟାଇବା ଲାଗି ସୋମବାର ଲୋକେ ପାଣି ତଳେ ପ୍ରଦର୍ଶନ କରିଛନ୍ତି। ଅନ୍ୟ ଲୋକେ ନିଜ ନିଜ...

ଭାକ୍ସିନ୍‌ର ୨ ଡୋଜ୍‌ ନେଲା ପରେ ବି ସୃଷ୍ଟି ହେଉନି ଆଣ୍ଟିବଡ଼ି, ବିଶେଷଜ୍ଞଙ୍କ ଚିନ୍ତା ବଢ଼ିଲା…

ଲକ୍ଷ୍ନୌ,୮।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଜାରି ରହିଛି। ତେବେ ଭାକ୍ସିନ୍‌ର ୨ଟି ଡୋଜ୍‌ ନେବା ପରେ ବି...

କରୋନାରେ ୩୦ ହଜାର ପିଲା ଅନାଥ

ନୂଆଦିଲ୍ଲୀ, ୮ା୬: କରୋନାରେ ଦେଶର ୩୦,୦୭୧ ପିଲା ଅନାଥ ହୋଇଛନ୍ତି। ଜୁନ୍‌ ୫ ସୁଦ୍ଧା ରାଜ୍ୟଗୁଡ଼ିକ ପକ୍ଷରୁ ଏ ନେଇ ତଥ୍ୟ ଦାଖଲ ହୋଇଥିବା ଜାତୀୟ ଶିଶୁ ଅଧିକାର ସୁରକ୍ଷା କମିଶନ (ଏନ୍‌ସିପିସିଆର୍‌) ସୋମବାର ସୁପ୍ରିମକୋର୍ଟଙ୍କୁ ଜଣାଇଛନ୍ତି। ମୋଟ ୨୬,୧୭୬...

ସାନିଟାଇଜର ଫାର୍ମରେ ନିଅଁ।: ୧୮ ମୃତ

ପୁଣେ,୮ା୬: ମହାରାଷ୍ଟ୍ରର ପୁଣେସ୍ଥିତ ଏକ ରାସାୟନିକ କାରଖାନାରେ ସୋମବାର ଅଗ୍ନିକାଣ୍ଡ ଘଟି ୧୮ କର୍ମଚାରୀଙ୍କ ମୃତ୍ୟୁ ହେବା ସହ ଅନ୍ୟ କେତେଜଣ ନିଖୋଜ ଅଛନ୍ତି। ମୃତକଙ୍କ ମଧ୍ୟରେ ୧୫ ଜଣ ମହିଳା ଥିବା ଜଣାପଡ଼ିଛି। ଉକ୍ତ କାରଖାନାରେ ସାନିଟାଇଜର ତିଆରି...

କରୋନା ଗ୍ରାଫ୍‌ ତଳମୁହାଁ: ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେରୁ କମିଲା…

ନୂଆଦିଲ୍ଲୀ,୮।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା କମିବାରେ ଲାଗିଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା କମୁଛି। ୬୬ ଦିନ ପରେ ଦେଶରେ ନୂଆ କରୋନା...

ଚାପରେ ଯାଚିଲେ ଟିକା

ନୂଆଦିଲ୍ଲୀ, ୮ା୬: କୋଭିଡ୍‌-୧୯କୁ ପ୍ରତିହତ କରିବା ଲାଗି ପ୍ରତିଷେଧକ ଭାବେ ଟିକାକୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି। ହେଲେ ଜନସଂଖ୍ୟା ବହୁଳ ରାଷ୍ଟ୍ର ଭାରତରେ ଅଦ୍ୟାବଧି ମାତ୍ର ୨୩କୋଟିରୁ ସାମାନ୍ୟ ଊର୍ଦ୍ଧ୍ୱ ଲୋକଙ୍କୁ ଟିକା ଦିଆଯାଇଛି। ଚାହିଦା ମେଣ୍ଟାଇବା ପାଇଁ ଉତ୍ପାଦନ...

ବିପଜ୍ଜନକ ହୋଇପାରେ ମୌସୁମୀ

ନୂଆଦିଲ୍ଲୀ, ୮ା୬: ଜୁନ୍‌ରୁ ସେପ୍ଟେମ୍ବର ମଧ୍ୟରେ ଦକ୍ଷିଣ ଏସିଆ ଅଞ୍ଚଳକୁ ଆସେ ମୌସୁମୀ। ଏଥିଜନିତ ୪ ମାସର ବର୍ଷା ଉପରେ ଏହି ଅଞ୍ଚଳର କୃଷି ଅର୍ଥନୀତି ନିର୍ଭରଶୀଳ। କିନ୍ତୁ ଚଳିତ ଥର ଦକ୍ଷିଣ-ପଶ୍ଚିମ ମୌସୁମୀକୁ ପ୍ରଭାବିତ କରିପାରେ ବ୍ୟାପକ ଜଳବାୟୁ...

ଅଧିକ ଆଣ୍ଟିବଡି ସୃଷ୍ଟି କରୁଛି କୋଭିଶିଲ୍ଡ

ନୂଆଦିଲ୍ଲୀ,୭।୬: କୋଭାକ୍ସିନ ଅପେକ୍ଷା କୋଭିଶିଲ୍ଡ ଟିକା ଅଧିକ ଆଣ୍ଟିବଡି ସୃଷ୍ଟି କରୁଥିବା ଏକ ଅଧ୍ୟୟନରୁ ଜଣାପଡ଼ିଛି। ଉପରୋକ୍ତ ଟିକାର ଦୁଇଟି ଡୋଜ୍‌ ନେଇଥିବା ସ୍ବାସ୍ଥ୍ୟ କର୍ମଚାରୀଙ୍କ ଉପରେ କରୋନା ଭାଇରସ୍‌ ଭାକ୍ସିନ୍‌ ଇଣ୍ଡ୍ୟୁସ୍‌ଡ ଆଣ୍ଟିବଡି ଟିଟ୍ରେ (କୋଭାଟ) ପକ୍ଷରୁ ଏହି...

କ୍ଷମା ମାଗିଲେ ହରଭଜନ

ନୂଆଦିଲ୍ଲୀ, ୭ା୬: ହରଭଜନ ସିଂ ସୋମବାର କ୍ଷମା ପ୍ରାର୍ଥନା କରିଛନ୍ତି। ଏହି ଭେଟେରାନ ଭାରତୀୟ ଅଫ୍‌ ସ୍ପିନର ଖଲିସ୍ଥାନୀ ସନ୍ତ୍ରାସବାଦୀ ଜର୍ନେଲ ସିଂ ଭିନ୍ଦ୍ରନଓ୍ବାଲେଙ୍କ ପ୍ରତି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରି ସୋସିଆଲ ମିଡିଆରେ ଏକ ଫଟୋ ଶେୟାର କରିଥିଲେ। ଭିନ୍ଦ୍ରନଓ୍ବାଲେ...

ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ ଉଦ୍ଧବ

ମୁମ୍ବାଇ,୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମଙ୍ଗଳବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏନେଇ ରାଜ୍ୟ ଗୃହମନ୍ତ୍ରୀ ଦଲୀପ ପାଟିଲ ସୋମବାର ଏହି ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ନେତୃତ୍ୱରେ ଗୋଟିଏ ପ୍ରତିନିଧି...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri