ଜାତୀୟ

ପିଲାଦିନର ପ୍ରେମକୁ ପାଇବା ପାଇଁ ୪ ଥର ଘର ଛାଡ଼ିଥିଲେ ପ୍ରେମିକା, ଶେଷରେ ଥାନାରେ ହେଲା ବିବାହ

ପାଟଣା,୨୪ା୭: ବିହାରର ରୋହତାସ ଜିଲା ଡେହରିସ୍ଥିତ ମହିଳା ଥାନାରେ ଏକ ପ୍ରେମୀଯୁଗଳଙ୍କ ବିବାହ ସମ୍ପନ୍ନ ହୋଇଛି। ଏହି ବିବାହ ଥାନାଧିକାରୀଙ୍କ ଉପସ୍ଥିତିରେ ହୋଇଛି। ପଣ୍ଡିତ ମନ୍ତ୍ର ଉଚ୍ଚାରଣ କରିଥିଲେ ଏବଂ ଦୁହେଁ ଦୁହିଁଙ୍କୁ ବରଣମାଳା ପିନ୍ଧାଇଥିଲେ। ଶେଷରେ ପ୍ରେମିକ ପ୍ରେମିକାଙ୍କ...

ପ୍ରେମ ବିବାହର ବର୍ଷକ ପରେ ସ୍ତ୍ରୀଙ୍କ ଦ୍ୱିତୀୟ ବିବାହ, ସୋସିଆଲ ମିଡିଆରୁ ଜାଣି ସ୍ବାମୀ ବେହୋସ

ଲକ୍ଷ୍ନୌ,୨୪ା୭: ଉତ୍ତରପ୍ରଦେଶର କାନପୁରର ଜଣେ ଯୁବକଙ୍କୁ ପ୍ରେମରେ ଧୋକା ମିଳିଛି। ପୋଲିସ ନିକଟରେ ପହଞ୍ଚି ଯୁବକ ଜଣକ କହିଛନ୍ତି ଯେ, ସେ ପ୍ରେମ ବିବାହ କରିବାର ୧୦ ମାସ ପରେ ସ୍ତ୍ରୀ ତାଙ୍କ ସହିତ ରହିବା ପାଇଁ ପ୍ରସ୍ତୁତ ନ...

ଅକ୍ସିଜେନ୍ କମ୍ ପାଇଁ ନୁହେଁ ବରଂ ଯାନ୍ତ୍ରୀକ ତ୍ରୁଟି ଯୋଗୁଁ ହୋଇଛି କରୋନା ରୋଗୀଙ୍କ ମୃତ୍ୟୁ!

ନୂଆଦିଲ୍ଲୀ,୨୪ ।୭: ସଂସଦର ମୌସୁମୀ ଅଧିବେଶନର ପ୍ରଥମ ଦିନରେ ଉଭୟ ଗୃହରେ କରୋନା ମହାମାରୀକୁ ନେଇ ପରିବେଶ ରହିଥିଲା ସରଗରମ । ବିରୋଧୀ କରୋନାର ଦ୍ୱିତୀୟ ଲହର ସମୟରେ ଅକ୍ସିଜେନ କମ୍ ଯୋଗୁ ରୋଗୀଙ୍କ ମୃତୁୃ ହୋଇଥିବା ପ୍ରସଙ୍ଗକୁ ନେଇ...

ସରକାରୀ ଚାକିରି ଦେବାରେ ଏସ୍‌ପି-ବିଏସ୍‌ପିର ରେକର୍ଡକୁ ପଛରେ ପକାଇଛି ଭାଜପା: ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୨୪ ।୭: ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର ଶନିବାର ଦାବି କରିଛନ୍ତି ଯେ ତାଙ୍କ ମୁଖ୍ୟମନ୍ତ୍ରୀ କାଳରେ ଭାରତୀୟ ଜନତା ପାର୍ଟି(ଭାଜପା) ୬.୬୫ ଲକ୍ଷରୁ ଅଧିକ ସରକାରୀ ଚାକିରି ଦେଇଛନ୍ତି । କେବଳ ସେତିକି ନୁହେଁ ଭାଜପା ଆହୁରି...

ଦିଲ୍ଲୀ କମିଶନରଙ୍କ କ୍ଷମତା ବଢ଼ିଲା, ଯେ କୌଣସି ବ୍ୟକ୍ତିଙ୍କୁ କରିପାରିବେ ଗିରଫ…

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀ ପୋଲିସ କମିଶନରଙ୍କର କ୍ଷମତାରେ ବୃଦ୍ଧି ହୋଇଛି। ଉପରାଜ୍ୟପାଳ ଅନୀଲ ବୈଜଲ ଦିଲ୍ଲୀ ପୋଲିସ କମିଶନରଙ୍କ କ୍ଷମତାକୁ ଅକ୍ଟୋବର ୧୮ ପର୍ଯ୍ୟନ୍ତ ଜାତୀୟ ସୁରକ୍ଷା ଆଇନ(ଏନ୍‌ଏସ୍‌ଏ) ଅନ୍ତର୍ଗତ ବୃ୍‌ଦ୍ଧି କରିଛନ୍ତି। ଫଳରେ ଏହି ସମୟ ମଧ୍ୟରେ ଦିଲ୍ଲୀ ପୋଲିସ...

ସ୍କୁଲ ଖୋଲିବାକୁ ଭୟ କରୁଛନ୍ତି ରାଜ୍ୟ ସରକାର, ତାରିଖ ଘୋଷଣା ପରେ ପୁଣି ପଛଉଛନ୍ତି…

ନୂଆଦିଲ୍ଲୀ,୨୪।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଅପରପକ୍ଷରେ ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଲକ୍‌ଡାଉନ୍‌ ଯୋଗୁ ସ୍କୁଲ କଲେଜ ବନ୍ଦ ରହିଥିଲା। କେତେକ ରାଜ୍ୟ ସରକାର ସ୍କୁଲ ଖୋଲିବା ପାଇଁ...

ଖୁସି ଖବର, ସେପ୍ଟେମ୍ବରରେ ପିଲାଙ୍କ ପାଇଁ କରୋନା ଭାକ୍ସିନ୍‌…

ନୂଆଦିଲ୍ଲୀ,୨୪।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଦେଶରେ ସାର୍ବଜନୀନ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ୧୮ ବର୍ଷରୁ କମ୍‌ ବୟସ୍କ ପିଲାଙ୍କ ପାଇଁ କରୋନା ଭାକ୍ସିନ୍‌ ସେପ୍ଟେମ୍ବରରେ...

ବୁଦ୍ଧପୂର୍ଣ୍ଣିମା ଅବସରରେ ଅଭିନନ୍ଦନ ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୨୪।୭: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଦ୍ଧପୂର୍ଣ୍ଣିମା ଅବସରରେ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ରାଷ୍ଟ୍ରପତି କହିଛନ୍ତି ଯେ, ବୁଦ୍ଧଦେବଙ୍କ ଧର୍ମଚକ୍ର ପରିବର୍ତ୍ତନକୁ ଇତିମଧ୍ୟରେ ୨୬୦୦ ବର୍ଷ ବିତିଛି। ବୁଦ୍ଧଦେବଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ବାଣୀ ପୃଥିବୀରେ...

ଭୂସ୍ଖଳନରେ ୭୧ ମୃତ

ମୁମ୍ବାଇ, ୨୪।୭: ଦୁଇଦିନ ଧରି ଲଗାଣ ବର୍ଷା ଫଳରେ ମହାରାଷ୍ଟ୍ରର ରାଇଗଡ଼, ରତ୍ନଗିରି ଏବଂ ସତାରା ଜିଲାରେ ଭୂସ୍ଖଳନ ଘଟି ୭୧ ଜଣଙ୍କ ମୃତ୍ୟୁ ହୋଇଛି। ରାଇଗଡ଼ ଜିଲାର ତାଲିୟା ଗ୍ରାମ ନିକଟରେ ଭୂସ୍ଖଳନ ଯୋଗୁ ୩୮ ଜୀବନ ଯାଇଥିବାବେଳେ...

ବାନ୍ଦିପୋରା ଜଙ୍ଗଲରେ ଏନ୍‌କାଉଣ୍ଟର, ୨ ଆତଙ୍କବାଦୀ ନିହତ…

ଶ୍ରୀନଗର,୨୪।୭: ଜମ୍ମୁ-କଶ୍ମୀରରେ ଅତଙ୍କବାଦ ବିରୋଧୀ ଅପରେଶନ୍‌ରେ ମିଳିତ ସୁରକ୍ଷା କର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଉତ୍ତର କଶ୍ମୀରର ବାନ୍ଦିପୋରାରେ ହୋଇଥିବା ଏନ୍‌କାଉଣ୍ଟରରେ ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସୁମ୍ବଲର ଅଞ୍ଚଳର ଶୋକବାବା ଜଙ୍ଗଲରେ କିଛି ଆତଙ୍କବାଦୀ ଲୁଚିଥିବା ଖବର...

ଦୈନିକ ସଂକ୍ରମଣ ୪୦ ହଜାର ତଳେ…

ନୂଆଦିଲ୍ଲୀ,୨୪।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ...

ପର୍ନଫିଲ୍ମ ମାମଲାରେ ଶିଳ୍ପାଙ୍କୁ ପଚରାଉଚୁରା

ମୁମ୍ବାଇ,୨୩।୭: ଅଶ୍ଳୀଳ ଫିଲ୍ମ ନିର୍ମାଣ ଓ ବିକ୍ରି ମାମଲାରେ ସ୍ବାମୀ ରାଜ କୁନ୍ଦ୍ରାଙ୍କ ସମ୍ପୃକ୍ତି ସମ୍ପର୍କରେ ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟିଙ୍କ ବୟାନ ରେକର୍ଡ କରିଛି ମୁମ୍ବାଇ ପୋଲିସ କ୍ରାଇମ୍‌ ବ୍ରାଞ୍ଚ୍‌। ପୋଲିସ ଟିମ୍‌ ଶୁକ୍ରବାର ସନ୍ଧ୍ୟାରେ କୁନ୍ଦ୍ରାଙ୍କ ବାସଭବନରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri