ଜାତୀୟ

କୋଭିଶିଲ୍ଡ୍‌ ଡୋଜ୍‌ ଯୋଗୁ ଶରୀରରେ ଅଧିକ ଆଣ୍ଟିବଡ଼ି ସୃଷ୍ଟି ହେଉଛି…

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଜାରି ରହିଛି। ଦେଶରେ ଭାରତ ବାୟୋଟେକ୍‌ ଦ୍ୱାରା ପ୍ରସ୍ତୁତ ହୋଇଥିବା କୋଭାକ୍ସିନ୍‌...

ଆନ୍ଧ୍ର ଛୁଇଁଲା ମୌସୁମୀ

ନୂଆଦିଲ୍ଲୀ,୭।୬(ପି.ଟି.): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ରବିବାର ସମଗ୍ର ଉତ୍ତରପୂର୍ବାଞ୍ଚଳରେ ପହଞ୍ଚତ୍ଥିବା ଭାରତର ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ କୁହାଯାଇଛି। ଏହା ସ୍ବାଭାବିକ ତାରିଖର ୪ ଦିନ ବିଳମ୍ବରେ ପହଞ୍ଚତ୍ଛି। ସୂଚନାଯୋଗ୍ୟ ଏବର୍ଷ ଦୁଇଦିନ ବିଳମ୍ବ ଅର୍ଥାତ ଜୁନ୍‌ ୩ରେ ମୌସୁମୀ...

ଭାରତ ୨ ପାଦ ତଳକୁ ଖସିଲା

ନୂଆଦିଲ୍ଲୀ,୭।୬: ୧୭ ନିରନ୍ତର ବିକାଶ ଲକ୍ଷ୍ୟ (ଏସ୍‌ଡିଜି)ରେ ଭାରତ ୨ ସ୍ଥାନ ତଳକୁ ଖସି ୧୧୭ତମ ସ୍ଥାନରେ ରହିଛି। ୨୦୧୫ରେ ଜାତିସଂଘର ୧୯୩ ସଦସ୍ୟ ରାଷ୍ଟ୍ର ୨୦୩୦ କାର୍ଯ୍ୟସୂଚୀର ଅଂଶବିଶେଷ ଭାବେ ନିରନ୍ତର ବିକାଶ ଲକ୍ଷ୍ୟ ଧାର୍ଯ୍ୟ କରିଥିଲେ। ଷ୍ଟେଟ୍‌...

ଥମୁଛି କରୋନା: ୨୪ ଘଣ୍ଟାରେ ଲକ୍ଷେ ୬୩୬ ନୂଆ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା କମିବାରେ ଲାଗିଛି। ୬୧ ଦିନ ପରେ...

ବୋହୂଙ୍କୁ ଜାଣିଶୁଣି ମାଡ଼ି ବସିଲେ କରୋନା ଆକ୍ରାନ୍ତ ଶାଶୁ

ହାଇଦ୍ରାବାଦ,୬।୬ : କୋଭିଡ୍‌-୧୯ରେ ଆକ୍ରାନ୍ତ ହେବା ପରେ ଜଣେ ବୃଦ୍ଧା ଘରେ ଆଇସୋଲେଶନରେ ରହି ରହି ବିରକ୍ତ ହୋଇଯାଇଥିଲେ। ନିୟମ ଅନୁସାରେ ସମାଜିକ ଦୂରତା ପାଳନ କରି ଦୂରରୁ ଖାଇବାକୁ ଦେଉଥିଲା ବୋହୂ। ଏପରି କି ମହିଳାଙ୍କ ପାଖକୁ ଛାଡ଼ୁ...

ବେଙ୍ଗ ସହ ହିନ୍ଦୁଙ୍କୁ ତୁଳନା କଲେ ଆରଏସ୍‌ଏସ୍‌ ନେତା

କୋଲକାତା,୬।୬ : ହିନ୍ଦୁ ସମ୍ପ୍ରଦାୟ ବେଙ୍ଗ ଭଳି ଆଚରଣ କରୁଛନ୍ତି। ଓଜନ ମପା ଯାଉଥିବା ଯନ୍ତ୍ରରେ ଦୁହିଁଙ୍କୁ ମାପିବା କଷ୍ଟକର। ଏଭଳି ମନ୍ତବ୍ୟ ଦେଇଛନ୍ତି ପଶ୍ଚିମବଙ୍ଗର ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ (ଆରଏସ୍‌ଏସ୍‌)ର ଇଣ୍ଟେଲେକଚୁଆଲ ବିଭାଗର ସଭାପତି ରାଜେଶ ଶ୍ରୀବାସ୍ତବ।...

ଟିକାକରଣ ପ୍ରମାଣପତ୍ରରେ ରହିବ ମମତାଙ୍କ ଫଟୋ

କୋଲକାତା,୬ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମଧ୍ୟରେ ଚାଲିଥିବା ଟଣାଓଟରା ଏତେ ଶୀଘ୍ର ଥମିବାର ଆଶା ଦିଶୁନାହିଁ। କାରଣ କୋଭିଡ୍‌-୧୯ ଭାକ୍ସିନ ପ୍ରମାଣପତ୍ରରେ ପୂର୍ବରୁ ଥିବା ମୋଦିଙ୍କ ଫଟୋକୁ ହଟାଇ ମମତା ନିଜ ଫଟୋ...

ରାଜ୍ୟପାଳଙ୍କୁ ‘ଅଙ୍କଲ ଜୀ’ କହିଲେ ଟିଏମ୍‌ସି ଏମ୍‌ପି

ନୂଆଦିଲ୍ଲୀ,୬।୬ : ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହୋଇଥିବା ଟୁଇଟ୍‌ କରି ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ସରକାରଙ୍କୁ ସମାଲୋଚନା କରିଥିଲେ ରାଜ୍ୟପାଳ ଜଗଦୀପ ଧାଙ୍କର। ଆଉ ନିର୍ବାଚନ ପରବର୍ତ୍ତୀ ହିଂସାକୁ ରୋକିବା ପାଇଁ ରାଜ୍ୟରେ କେଉଁ କେଉଁ ପଦକ୍ଷେପ...

ମୁଁ ଆଇନକୁ ମାନୁଥିବା ନାଗରିକ- ଚୋକ୍‌ସି

ନୂଆଦିଲ୍ଲୀ,୬।୬ : ମୁଁ ଜଣେ ଆଇନ ମାନୁଥିବା ନାଗରିକ। କେବଳ ଚିକିତ୍ସା ପାଇଁ ଭାରତ ଛାଡ଼ି ଆଣ୍ଟିଗୁଆ ଆସିଥିଲି ବୋଲି ଦାବି କରିଛନ୍ତି ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍‌ସି। ଆଉ ଭାରତୀୟ ଅଧିକାରୀଙ୍କୁ ଖୋଲାଖୋଲି ସାକ୍ଷାତ୍‌କାର ପାଇଁ ଆମନ୍ତ୍ରଣ...

ପୁଲଓ୍ବାମାରେ ପୁଣି ଥରେ ପଡ଼ିଲା ରକ୍ତ ଛିଟା

ଶ୍ରୀନଗର,୬।୬ : ପୁଣି ଥରେ ପୁଲଓ୍ବାମାରେ ପଡ଼ିଛି ରକ୍ତ ଛିଟା। ଜମ୍ମୁ-କଶ୍ମୀରର ପୁଲଓ୍ବାମା ଜିଲାରେ ଗ୍ରେନେଡ୍‌ ବିସ୍ଫୋରଣ ଘଟିଛି। ଘଟଣାରେ ଅତିକମ୍‌ରେ ୮ ଜଣ ଆହତ ହୋଇଥିବା ପୋଲିସ କଣ୍ଟ୍ରୋଲ ରୁମ୍‌ରୁ ଅଧିକାରୀ ରବିବାର କହିଛନ୍ତି। ଦକ୍ଷିଣ କଶ୍ମୀରର ଅଓ୍ବନ୍ତିପୁରାର...

ୟୁପି କ୍ୟାବିନେଟରେ ହେବନାହିଁ ପରିବର୍ତ୍ତନ

ନୂଆଦିଲ୍ଲୀ,୬।୬: ଉତ୍ତରପ୍ରଦେଶ ଭାଜପା ପ୍ରଭାରୀ ରାଧାମୋହନ ସିଂ ରବିବାର ରାଜ୍ୟପାଳ ଆନନ୍ଦୀ ବେନ୍‌ ପଟେଲଙ୍କୁ ଭେଟିବା ପରେ ଯୋଗୀ ଆଦିତ୍ୟନାଥଙ୍କ କ୍ୟାବିନେଟରେ ଅଦଳବଦଳ ହେବା କଳ୍ପନାଜଳ୍ପନାକୁ ଖଣ୍ଡନ କରିଛନ୍ତି। ମନ୍ତ୍ରିମଣ୍ଡଳର କେତେକ ପଦବୀ ଉପଯୁକ୍ତ ସମୟରେ ପୂରଣ କରିବାକୁ ମୁଖ୍ୟମନ୍ତ୍ରୀ...

କରୋନା ଚିକିତ୍ସା ପାଇଁ ଆଉ ଏକ ଔଷଧ ପରୀକ୍ଷଣ ଆରମ୍ଭ

ନୂଆଦିଲ୍ଲୀ,୬।୬: କରୋନା ଚିକିତ୍ସା ପାଇଁ ଆଉ ଏକ ଔଷଧ ପରୀକ୍ଷଣ ଆରମ୍ଭ ହୋଇଛି। ସିଏସଆଇଆର ଇଣ୍ଡିଆ ଏବଂ ଲକ୍ସାଇ ଲାଇଫ ସାଇନ୍ସ ଏହି କ୍ଲିନିକାଲ ଟ୍ରାଏଲ ଆରମ୍ଭ କରିଛନ୍ତି। ଏହାର ପ୍ରଭାବ, ନିରାପତ୍ତା ଏବଂ ସହନଶୀଳତାକୁ ଆକଳନ କରିବା ପାଇଁ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri