ଜାତୀୟ

ଭାଇର ଜନ୍ମ ଦିନରେ ଚିତାବାଘ ଆକ୍ରମଣରେ ଗଲା କୁନି ଭଉଣୀର ଜୀବନ

ଶ୍ରୀନଗର,୬।୬ : ଭାଇର ଜନ୍ମଦିନରେ ୫ ବର୍ଷୀୟା ମିର ଆଦା ପିନ୍ଧିଥିଲେ ବାର୍ବି ଡ୍ରେସ। ତା’ ସାଙ୍ଗକୁ ମୁକୁଟ। ଘର ବାହାରେ ଲନ ଛିଡ଼ା ହୋଇଥିବାବେଳେ ଉଠାଇ ନେଇଥିଲା ଚିତାବାଘ। ଏଭଳି ଘଟଣା ଘଟିଛି ଜମ୍ମୁ-କଶ୍ମୀରର ବୁଦଗମ ଜିଲାରେ ଓମ...

ଦଳକୁ ଫେରିବାକୁ ଚାହୁଁଛନ୍ତି ଆଉ ଜଣେ ଟିଏମ୍‌ସି ନେତା

କୋଲକାତା,୬।୬: ପଶ୍ଚିମବଙ୍ଗରେ କିଛି ପୂର୍ବତନ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ବିଧାୟକ ନିର୍ବାଚନ ପୂର୍ବରୁ ଭାଜପାରେ ଯୋଗ ଦେଇଥିଲେ। କିନ୍ତୁ ବର୍ତ୍ତମାନ ସେମାନେ ମତ ବଦଳାଇ ପୂର୍ବ ଦଳକୁ ଫେରିବା ଲାଗି ଇଚ୍ଛା ପ୍ରକାଶ କରିଛନ୍ତି। ଏହି ଘଟଣାରେ ପ୍ରଦୀପ ବିଶ୍ୱାସ...

ଭୁଲ୍‌ ସ୍ବୀକାର କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ

ମୁମ୍ବାଇ,୬।୬: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ନିଜର ଏକ ଭୁଲ୍‌କୁ ସ୍ବୀକାର କରିଛନ୍ତି। ୨୦୧୯ରେ ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ନେତା ଅଜିତ ପାୱାରଙ୍କ ସହ ମିଶି ସରକାର ଗଠନ ପାଇଁ ନିଷ୍ପତ୍ତି ନେବା ଭୁଲ୍‌ ଥିଲା ବୋଲି...

ସରକାରୀ କର୍ମଚାରୀଙ୍କୁ ମିଳିବ ବୈଦ୍ୟୁତିକ ଯାନ

ପାଣାଜୀ,୬।୬: ବୈଦ୍ୟୁତିକ ଯାନକୁ ପ୍ରୋତ୍ସାହିତ କରିବା ପାଇଁ ସରକାର ଅନେକ ପଦକ୍ଷେପ ନେଉଛନ୍ତି। ଏହି ପରିପ୍ରେକ୍ଷୀରେ ଗୋଆ ଏବଂ କେରଳ ସରକାର ସେମାନଙ୍କ ରାଜ୍ୟରେ ସରକାରୀ ଏଜେନ୍ସି ଏବଂ କର୍ମଚାରୀଙ୍କ ପାଇଁ ବୈଦ୍ୟୁତିକ ଯାନ କିଣିବା ପାଇଁ ପଦକ୍ଷେପ ନେଇଛନ୍ତି।...

ଟିକା ନୁହେଁ, ସରକାର ବ୍ଲୁ-ଟିକ୍‌ ପାଇଁ ଲଢୁଛନ୍ତି: ରାହୁଲ

ନୂଆଦିଲ୍ଲୀ,୬।୬: ଆଜିକାଲି ମାଇକ୍ରୋ ବ୍ଲଗିଂ ସାଇଟ ଟୁଇଟର ଏବଂ କେନ୍ଦ୍ର ସରକାର ମୁହାଁମୁହିଁ ହୋଇଛନ୍ତି। ପ୍ରଥମେ ଆଇଟିର ନୂତନ ନିୟମକୁ ନେଇ ଟୁଇଟର ଏବଂ ସରକାରଙ୍କ ମଧ୍ୟରେ ବିବାଦ ଦେଖାଦେଇଥିଲା ଏବଂ ଏହା ପରେ ଉପରାଷ୍ଟ୍ରପତିଙ୍କ ସମେତ ବହୁ ଆରଏସଏସ...

ଦଳ କହିଲେ ମୁଁ ମୁଖ୍ୟମନ୍ତ୍ରୀ ପଦ ଛାଡିଦେବି: ୟେଦ୍ୟୁରପ୍ପା

ବେଙ୍ଗାଲୁରୁ,୬।୬: କର୍ନାଟକରେ ପୁଣି ରାଜନୈତିକ ଅସ୍ଥିରତା ଦେଖା ଦେଇଛି। କର୍ନାଟକର ମୁଖ୍ୟମନ୍ତ୍ରୀ ବି.ଏସ ୟେଦ୍ୟୁରପ୍ପାଙ୍କ ଭାଜପାର କିଛି ବିଧାୟକଙ୍କ ସହ ମନୋମାଳିନ୍ୟ ରହିଛି। ଏହି କାରଣରୁ ୟେଦ୍ୟୁରପ୍ପା ଖୁବ୍‌ଶୀଘ୍ର ନିଜ ପଦ ଛାଡିବେ ବୋଲି ଚର୍ଚ୍ଚା ହେଉଛି। ରବିବାର ୟେଦ୍ୟୁରପ୍ପା...

ରାଷ୍ଟ୍ରୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ବାଧା ଦେଉଛନ୍ତି କେଜରିଓ୍ବାଲ: କେନ୍ଦ୍ର ସରକାର…

ନୂଆଦିଲ୍ଲୀ,୬।୬: ଘରେ ରାଶନ ପହଞ୍ଚାଇବା ପାଇଁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ପକ୍ଷରୁ କରାଯାଇଥିବା ଯୋଜନା ନେଇ କେନ୍ଦ୍ରର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁହଁ ଖୋଲିଛନ୍ତି। କେଜରିଓ୍ବାଲ କେନ୍ଦ୍ର ସରକାରଙ୍କ ରାଷ୍ଟ୍ରୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ବାଧା ସୃଷ୍ଟି...

ଘରେ ରାଶନ ପହଞ୍ଚାଇବା ଯୋଜନା ନେଇ ମୋଦି-କେଜରିଓ୍ବାଲ ମୁହାଁମୁହିଁ: କେନ୍ଦ୍ର କାହିଁକି କରୁଛି ଝଗଡ଼ା, ମୁଖ୍ୟମନ୍ତ୍ରୀ କଲେ ପ୍ରଶ୍ନ…

ନୂଆଦିଲ୍ଲୀ,୬।୬: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ଘରେ ଘରେ ରାଶନ ପହଞ୍ଚାଇବା ଯୋଜନାକୁ କେନ୍ଦ୍ରର ଅନୁମତି ମିଳି ନାହିଁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର କହିଛନ୍ତି ଯେ, ଦିଲ୍ଲୀ ସରକାର ଏନେଇ ପୂର୍ବରୁ କେନ୍ଦ୍ରର ଅନୁମତି ଲୋଡ଼ି ନାହାନ୍ତି। ତେବେ...

କେନାଲରୁ ପାଣି ଚୋରି ରୋକିବା ପାଇଁ ପହରା ଦେବେ ୬୦ ଯବାନ…

ଜୟପୁର,୬।୬: ପାଣି ଚୋରି ରୋକିବା ପାଇଁ ରାଜସ୍ଥାନର ହନୁମାନଗଡ଼ ଜିଲାରେ ପ୍ରଥମ ପୋଲିସ ଥାନା ପ୍ରତିଷ୍ଠା କରାଯିବ। ସ୍ଥାନୀୟ ଇନ୍ଦିରା ଗାନ୍ଧୀ କେନାଲରୁ ବାରମ୍ବାର ପାଣି ଚୋରି ଅଭିଯୋଗ ହେବା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ କଡ଼ା ପହରା ବ୍ୟବସ୍ଥା...

ଉହାନ୍‌ ଲ୍ୟାବ୍‌ରୁ ଜାଣିଶୁଣି ଲିକ୍‌ କରାଯାଇଛି କରୋନା ଭୂତାଣୁ: ଭାରତୀୟ ବୈଜ୍ଞାନିକ ଦମ୍ପତି…

ପୁଣେ,୬।୬: କରୋନା ମହାମାରୀ ଯୋଗୁ ପୃଥିବୀରେ ଆତଙ୍କ ଦେଖାଦେଇଛି। କରୋନା ଭୁତାଣୁର ଉତ୍ପତ୍ତି ଚାଇନାର ଉହାନ୍‌ ଲ୍ୟାବ୍‌ ଅବା ସମୁଦ୍ରଜାତ ଖାଦ୍ୟପଦାର୍ଥ ବଜାର ସେ ନେଇ ନାନା ତର୍କ ଜାରି ରହିଛି। ଏପରିସ୍ଥଳେ ଭାରତୀୟ ବୈଜ୍ଞାନିକ ଦମ୍ପତି କରୋନା ଭୂତାଣୁ...

ଦିଲ୍ଲୀପ କୁମାର ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି…

ମୁମ୍ବାଇ,୬।୬: ବଲିଉଡ୍‌ ଅଭିନେତା ଦିଲ୍ଲୀପ୍‌ କୁମାରଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ମୁମ୍ବାଇର ହିନ୍ଦୁଜା ହସ୍ପିଟାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ସେ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ରବିବାର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଡାକ୍ତର ଜଲିଲ୍‌ ପାରକର...

ପୁଣି ବିପଦ ମାଡ଼ି ଆସୁଛି: ଭାରତରେ ମାରାତ୍ମକ ନୂଆ ଭାରିଆଣ୍ଟ୍‌ ଚିହ୍ନଟ…

ନୂଆଦିଲ୍ଲୀ,୬।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଥିବାବେଳେ ବିପଦ ଉପରେ ପୁଣି ବିପଦ ମାଡ଼ି ଆସୁଛି। ଭାରତରେ ଆଲ୍ଫା, ବିଟା, ଗାମା ଏବଂ ଡେଲ୍ଟା ଭାରିଆଣ୍ଟ୍‌...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri