ଜାତୀୟ

ଆକ୍ସନ୍‌ ମୋଡ୍‌ରେ ମାୟାବତୀ

ଲକ୍ଷ୍ନୌ,୩।୬: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ବହୁଜନ ସମାଜ ପାର୍ଟି(ବିଏସ୍‌ପି) ବିଦ୍ରୋହୀ ନେତାଙ୍କୁ ଦଳରୁ ବହିଷ୍କାର କରିଛି। ବିଏସ୍‌ପି ଅଧ୍ୟକ୍ଷ ମାୟାବତୀଙ୍କ ନିର୍ଦ୍ଦେଶରେ ଦଳୀ ନେତା ଲାଲଜୀ ବର୍ମା ଏବଂ ପୂର୍ବ ପ୍ରଦେଶ ଅଧ୍ୟକ୍ଷ ରାମ ଅଚଲ ରାଜଭରଙ୍କୁ ଦଳ...

ଆତଙ୍କବାଦୀଙ୍କ ୯ ଗୁଳି ବାଜିବା ପରେ ମୃତ୍ୟୁ ସହ ସଂଗ୍ରାମରେ ବିଜେତା ହୋଇଥିଲେ ଚେତନ ଚିତା; ଏବେ କୋଭିଡ୍‌ ସହ ଲଢ଼ୁଛନ୍ତି ଯୁଦ୍ଧ

ନୂଆଦିଲ୍ଲୀ,୩।୬: ସାହସିକତାର ଦ୍ୱିତୀୟ ସର୍ବୋଚ୍ଚ ସମ୍ମାନ କିର୍ତ୍ତୀ ଚକ୍ରରେ ପୁରସ୍କୃତ ହୋଇଥିବା କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ(ସିଆର୍‌ପିଏଫ୍‌) କମାଣ୍ଡାଣ୍ଟ ଚେତନ ଚିତାଙ୍କ ସ୍ବାସ୍ଥାବସ୍ଥା ଗୁରୁତର ରହିଛି। କୋଭିଡରେ ଆକ୍ରାନ୍ତ ହୋଇଥିବା ଯୋଗୁ ଏମ୍ସରେ ତାଙ୍କର ଚିକିତ୍ସା ଜାରି ରହିଛି। ତେବେ...

କରୋନାରେ ୯,୩୪୬ ପିଲା ହୋଇଛନ୍ତି ବେସାହାରା

ନୂଆଦିଲ୍ଲୀ,୩।୬: କରୋନାର ଦ୍ୱିତୀୟ ଲହର ସମଗ୍ର ଦେଶକୁ ପ୍ରଭାବିତ କରିଛି। ମହାମାରୀ ଦ୍ୱାରା ପିଲାମାନେ ଅଧିକ ପ୍ରଭାବିତ ହୋଇଛନ୍ତି। ଏକ ଆକଳନରୁ ଜଣାପଡିଛି ଯେ, ସମଗ୍ର ଦେଶରେ ଏପର୍ଯ୍ୟନ୍ତ ୯୩୪୬ ପିଲା ଅନାଥ କିମ୍ବା ବେସାହାରା ହୋଇଯାଇଛନ୍ତି। ସେମାନଙ୍କ ମଧ୍ୟରୁ...

ସାବଧାନ ! ମିଛ ହ୍ବାଟସ୍‌ଆପ୍‌ ମେସେଜ୍‌ରେ ମୋବାଇଲ୍‌ରେ ଭାଇରସ୍‌ ପ୍ରବେଶ ଆଶଙ୍କା…

ନୂଆଦିଲ୍ଲୀ,୩।୬: ସମ୍ପ୍ରତି ଏକ ମିଛ ହ୍ବାଟସ୍‌ଆପ୍‌ ମେସେଜ୍‌ ମୋବାଇଲ୍‌ ୟୁଜରଙ୍କ ପାଖକୁ ଅସୁଛି। ଭାରତ ସରକାର ୧୦ କୋଟି ମୋବାଇଲ ୟୁଜରଙ୍କୁ ୩ ମାସର ମାଗଣା ଇଣ୍ଟରନେଟ୍‌ ଫ୍ରି ଦେଉଥିବା ନେଇ ସେମେଜ୍‌ରେ ଉଲ୍ଲେଖ କରାଯାଉଛି। ଏହା ସହିତ ଏକ...

ପାଦୁକ ପାଣି ପିଇଲେ ଭଲ ହେଉଛି କରୋନା: ଭିଡ଼ିଓ ଭାଇରାଲ…

ରାଜଗଡ଼,୩।୬: କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ଦେଶରେ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ମଧ୍ୟପ୍ରଦେଶର ରାଜଗଡ଼ ଜିଲାରେ ପାଦୁକ ପାଣି ପିଇଲେ କରୋନା ଭଲ ହେଉଥିବା ପ୍ରଚାର ହେବାରେ ଲାଗିଛି। ଏହାର ୫୫ ସେକେଣ୍ଡର ଏକ ଭିଡ଼ିଓ ଟୁଇଟରରେ...

କରୋନା ମୁକାବିଲା ପାଇଁ ନିଆରା ଉପାୟ ଆପଣାଇଲେ ମହାରାଷ୍ଟ୍ର ସରକାର

ମୁମ୍ବାଇ,୩।୬: କରୋନା ଭାଇରସ୍‌ ପ୍ରଥମ ଲହରରେ ଗ୍ରାମାଞ୍ଚଳ ସୁରକ୍ଷିତ ରହିଥିଲା କିନ୍ତୁ ଦ୍ୱିତୀୟ ଲହରରେ କରୋନା କାବୁରେ ରହିଛି ଗ୍ରାମାଞ୍ଚଳ। ପୂର୍ବରୁ ସହରରେ ଆକ୍ରାନ୍ତଙ୍କ ସଂଖ୍ୟା ଅତ୍ୟଧିକ ରହିଥିବା ବେଳେ ବର୍ତ୍ତମାନ ଗାଁଗୁଡ଼ିକରେ ସଂକ୍ରମଣ ଅଧିକ ବ୍ୟାପିବାରେ ଲାଗିଛି। ଇତିମଧ୍ୟରେ...

ବ୍ଲାକ୍‌ ଫଙ୍ଗସ୍‌ ନେଲା ୮୯ ଜୀବନ: ଦିଲ୍ଲୀରେ ଏପର୍ଯ୍ୟନ୍ତ ହଜାରେରୁ ଊର୍ଦ୍ଧ୍ୱ ରୋଗୀ ଚିହ୍ନଟ

ନୂଆଦିଲ୍ଲୀ,୩।୬: ଗତ କିଛି ଦିନ ପରେ ରାଜଧାନୀ ଦିଲ୍ଲୀରେ କାରୋନାର ସଂକ୍ରମଣ ହ୍ରାସ ପାଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ପଜିଟିଭ୍‌ ହାର ୧ପ୍ରତିଶତରୁ କମ୍‌ ରହିଛି। ଗୋଟିଏ ପଟେ କରୋନା ଆଶ୍ୱସ୍ତିକର ଖବର ଆଣିିଥିବା ବେଳେ ଅନ୍ୟପଟେ ରାଜ୍ୟରେ...

ତୃତୀୟ ଲହର ଆତଙ୍କ: ରିପୋର୍ଟ ନେଗେଟିଭ୍‌ ଥିଲେ ବି ଫୁସ୍‌ଫୁସ୍‌ର ୯୦ ପ୍ରତିଶତ ସଂକ୍ରମିତ…

ପାଟନା,୩।୬: କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ଦେଶରେ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ବିହାରରେ ତୃତୀୟ ଲହର ନେଇ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ରାଜ୍ୟରେ ୬୦୦ରୁ ଅଧିକ ଶିଶୁ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତେବେ ରାଜଧାନୀ...

ସ୍ଫୁଟନିକ୍‌ ଭି ଭାକ୍ସିନ ତିଆରି ପାଇଁ ଡିସିଜିଆଇକୁ ଅନୁମତି ମାଗିଲା ସେରମ୍‌ ଇନ୍‌ଷ୍ଟିଚ୍ୟୁଟ

ନୂଆଦିଲ୍ଲୀ,୩।୬: ଆଗାମୀ ଦିନରେ ଭାରତରେ ରୁଷୀୟ ଭାକ୍ସିନ ସ୍ଫୁଟନିକ ଭିର ନିର୍ମାଣ କରିପାରେ ସେରମ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଇଣ୍ଡିଆ (ସିଆଇଆଇ)। ଏନେଇ ସେରମ ଇନ୍‌ଷ୍ଟିଚ୍ୟୁଟ ପକ୍ଷରୁ ଡ୍ରଗ କଣ୍ଟ୍ରୋଲର ଜେନେରାଲ ଅଫ୍‌ ଇଣ୍ଡିଆ(ଡିସିଜିଆଇ)କୁ ଭାକ୍ସିନ ସ୍ଫୁଟନିକ ଭି ତିଆରି କରିବା...

କରୋନା ସଙ୍କଟ ଯୋଗୁ ବର୍ଷେ ହେଲାଣି ଦରମା ନେଇନାହାନ୍ତି ମୁକେଶ

ନୂଆଦିଲ୍ଲୀ,୩।୬: ଦେଶରେ କରୋନା ପ୍ରକୋପ ଏବେ ବି ଜାରି ରହିଛି। କରୋନା ସଙ୍କଟର ଭୟାବହତାକୁ ଦେଖି ରିଲାଏନ୍ସ ଇଣ୍ଡଷ୍ଟ୍ରିର (ଆର୍‌ଆଇଏଲ୍‌)ର ଅଧ୍ୟକ୍ଷ ମୁକେଶ ଆମ୍ବାନୀ ଗତ ଆର୍ଥିକ ବର୍ଷ ୨୦୨୦-୨୧ସମୟରେ କୌଣସି ଦରମା ନେଇ ନ ଥିବା ଜଣାପଡ଼ିଛି। ବୁଧବାର...

ଭାକ୍ସିନ୍‌ ନେଇ ଜୀବନ ଗଲେ କ୍ଷତି ପୂରଣ ଦେବନି କମ୍ପାନୀ: ମର୍ଡନା-ଫାଇଜର ପରେ ଏବେ ଦାବି କଲା ସେରମ୍‌…

ନୂଆଦିଲ୍ଲୀ,୩।୬:ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନା ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଭାକ୍ସିନ୍‌ ଅଭାବ ଯୋଗୁ ଟିକାଦାନ ପ୍ରକ୍ରିୟାରେ ସାମୟିକ...

ଦ୍ୱିତୀୟ ଭଳି ଗମ୍ଭୀର ହୋଇପାରେ ତୃତୀୟ ଲହର

ନୂଆଦିଲ୍ଲୀ, ୩।୬: କରୋନାରେ ଦ୍ୱିତୀୟ ଲହର ଭଳି ଭାରତରେ ତୃତୀୟ ଲହର ମଧ୍ୟ ଅନୁରୂପ ଭୟାବହ ସ୍ଥିତି ସୃଷ୍ଟି କରିପାରେ। ଏହା ୯୮ ଦିନ ପର୍ଯ୍ୟନ୍ତ ରହିବ ବୋଲି ଏସ୍‌ବିଆଇ ଇକୋର଼୍ୟାପ୍‌ ରିପୋର୍ଟରେ କୁହାଯାଇଛି। ତୃତୀୟ ଲହର ଦ୍ୱିତୀୟଠାରୁ ଭିନ୍ନ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri