ଜାତୀୟ

ସର୍ବଦଳୀୟ ବୈଠକରେ କୃଷି ଆଇନ, ମୂଲ୍ୟ ବୃଦ୍ଧିକୁ ନେଇ କେନ୍ଦ୍ର ସରକାରଙ୍କୁ ଘେରିଲେ ବିରୋଧି

ନୂଆଦିଲ୍ଲୀ,୧୮ ।୭: ସଂସଦର ମୌସୁମୀ ଅଧିବେଶନ ସୋମବାରଠାରୁ ଆରମ୍ଭ ହେବାକୁ ଯାଉଛି । ଏାର ଠିକ୍ ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍ ରବିବାର ସରକାରଙ୍କ ଦ୍ୱାରା ଡକାଯାଇଥିବା ସର୍ବଳୀୟ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇଥିଲେ । ଏହି...

ପୁଅ ମୋଦିଙ୍କ କ୍ୟାବିନେଟରେ ମନ୍ତ୍ରୀ, ମାତାପିତା କାମ କରନ୍ତି କ୍ଷେତରେ

ନୂଆଦିଲ୍ଲୀ,୧୮ ।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ସପ୍ତାହ ପୂର୍ବରୁ ତାଙ୍କ କ୍ୟାବିନେଟର ବିସ୍ତାର କରିଛନ୍ତି । ଏଥିରେ ୪୩ ମନ୍ତ୍ରୀ ଶପଥ ଗ୍ରହଣ କରିଥିଲେ । ଭାରତୀୟ ଜନତା ପାର୍ଟି(ଭାଜପା) ତାମିଲନାଡୁର ଅଧ୍ୟକ୍ଷ ଏଲ୍ ମୁରଗାନଙ୍କୁ ରାଜ୍ୟମନ୍ତ୍ରୀ ପଦ...

ନ୍ୟୁଜ୍‌ ଓ୍ବେବସାଇଟ୍‌ ବିରୋଧରେ ଷଡ଼ଯନ୍ତ୍ର ଅଭିଯୋଗ ଆଣିଲା ଭାଜପା, ବିଦେଶରୁ ୩୦ କୋଟି ପାଣ୍ଠି ସଂଗ୍ରହ…

ନୂଆଦିଲ୍ଲୀ,୧୮।୭: ଭାଜପା ପକ୍ଷରୁ ଏକ ନ୍ୟୁଜ୍‌ ଓ୍ବେବସାଇଟ୍‌ ବିରୋଧରେ ଷଡ଼ଯନ୍ତ୍ର ଅଭିଯୋଗ ଅଣାଯାଇଛି। ନ୍ୟୁଜ୍‌ ଓ୍ବେବସାଇଟ୍‌ ‘ନ୍ୟୁଜ୍‌ କ୍ଲିକ୍‌’ ଦେଶ ବିରୋଧୀ କାର୍ଯ୍ୟ କରିବା ସହିତ ବିଦେଶରୁ ୩୦ କୋଟି ଟଙ୍କାର ପାଣ୍ଠି ସଂଗ୍ରହ କରିଥିବା ଭାଜପାର ରାଷ୍ଟ୍ରୀୟ ପ୍ରବକ୍ତା...

ୟୁପି ସରକାରଙ୍କ ଜନସଂଖ୍ୟା ନୀତିକୁ ସମର୍ଥନ କଲେ ସଞ୍ଜୟ

ମୁମ୍ବାଇ,୧୮ ।୭: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କିଛିଦିନ ପୂର୍ବରୁ ଉତ୍ତର ପ୍ରଦେଶ ଜନତସଂଖ୍ୟା ନୀତି ୨୦୨୧-୨୦୩୦ ଜାରି କରିଥିଲେ । ଏହି ସମୟରେ ସେ କହିଥିଲେ ଜନସଂଖ୍ୟା ବୃଦ୍ଧି ସମାଜରେ ଅସମାନତା ଓ ଅନ୍ୟ ସମସ୍ୟାର ମୂଳ...

ମୁମ୍ବାଇ ମୃତକଙ୍କ ପାଇଁ ୨ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୮।୭: ମହାରାଷ୍ଟ୍ରର ମୁମ୍ବାଇରେ ପ୍ରବଳ ବର୍ଷା ଯୋଗୁ ଚେମ୍ବୁର ଏବଂ ଓ୍ବିକ୍ରୋଲି ଅଞ୍ଚଳରେ କେତେକ ଘରର କାନ୍ଥ ଭୁଶୁଡ଼ି ପଡ଼ିବାରୁ ୧୭ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକ ପ୍ରକାଶ କରିବା ସହିତ ମୃତକଙ୍କ...

ବିଗିଡିଲା କଲ୍ୟାଣ ସିଂଙ୍କ ସ୍ୱାସ୍ଥ୍ୟାବସ୍ଥା

ଲକ୍ଷ୍ନୌ,୧୮ ।୭: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂ ପୁଣିଥରେ ଅସୁସ୍ଥ ହୋଇ ପଡିଛନ୍ତି । ଶନିବାର ପର୍ଯ୍ୟନ୍ତ ତାଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ହେଉଥିବା ବେଳେ ରବିବାର ହଠାତ୍ ସେ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିଥିଲେ ।...

ଟେଲିଭିଜନ ସିରିଜ୍ ଦେଖି ଗୁଜରାଟରେ ଗଢି ଉଠିଲା ବାଳିକା ପଞ୍ଚାୟତ

ଭୁଜ,୧୮ ।୭: ଲୋକପ୍ରିୟ ଟେଲିଭିଜନ ଧାରାବାହିକ ‘ବାଳିକା ବଧୂ’ରୁ ପ୍ରେରଣା ପାଇ ଗୁଜରାଟ କଚ୍ଛର ଏକ ପ୍ରଗତିଶୀଳ ଗାଁ ବାଳିକା ପଞ୍ଚାୟତ ମାଧ୍ୟମରେ ମହିଳାଙ୍କୁ ସଶକ୍ତ କରିବାକୁ ପ୍ରୟାସ କରିଛି । ଏହାର ଉଦ୍ଦେଶ୍ୟ ରହିଛି ମହିଳାଙ୍କ ସମସ୍ୟାକୁ ଆଡ୍ରେସ...

ଟିବିକୁ କରୋନା ସହ ଯୋଡିବା ଠିକ ନୁହେଁ: ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୮ ।୭: ଦେଶରେ କରୋନା ସଂକ୍ରମଣର ଦ୍ୱିତୀୟ ଲହର କମି କମି ଆସୁଥିବା ବେଳେ ପ୍ରତିଦିନ କିନ୍ତୁ ହଜାର ହଜାର ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଉଛି । କୋଭିଡରୁ ସୁସ୍ଥ ହେଉଥିବା ରୋଗୀମାନେ ଟିବିରେ ସଂକ୍ରମିତ ହେଉଥିବା ଆଲୋଚନା ହେଲାଣି...

ଏବେ ସେଲ୍‌ଫି ବି ମହଙ୍ଗା, ମନ୍ତ୍ରୀଙ୍କ ସହ ଫଟୋ ଉଠାଇଲେ ଦେବାକୁ ପଡ଼ିବ ୧୦୦ ଟଙ୍କା…

ଭୋପାଳ,୧୮।୭: ଦେଶରେ ପେଟ୍ରୋଲ୍‌ ଏବଂ ଗ୍ୟାସ୍‌ ସହିତ ଅନ୍ୟାନ୍ୟ ସାମଗ୍ରୀର ଦାମ୍‌ ବଢ଼ି ଚାଲିଛି। ଏପରିସ୍ଥଳେ ମଧ୍ୟପ୍ରଦେଶରେ ଏବେ ସେଲ୍‌ଫି ବି ମହଙ୍ଗା ହୋଇଛି। ମନ୍ତ୍ରୀଙ୍କ ସହିତ ଫଟୋ ଉଠାଇଲେ ଲୋକଙ୍କୁ ୧୦୦ ଟଙ୍କା ଦେବାକୁ ପଡିବ ବୋଲି ଖୋଦ୍‌...

ବେଙ୍ଗବେଙ୍ଗୁଲୀ ବାହାଘର, ଖୁସିରେ ନାଚିଲେ ଗାଁ ଲୋକେ…

ଜୟପୁର,୧୮।୭: ବର୍ଷାର କାମନା କରି ରାଜସ୍ଥାନରେ ବେଙ୍ଗବେଙ୍ଗୁଲୀ ବାହାଘର ମହା ଆଡମ୍ବରରେ ଅନୁଷ୍ଠିତ ହୋଇଛି। ଇନ୍ଦ୍ର ଦେବତାଙ୍କୁ ସନ୍ତୁଷ୍ଟ କରିବା ଲାଗି ବାରାଂ ଜିଲାର ଅଟରୁ ଗାଁରେ ଏଭଳି ନିଆରା ବିବାହ ଉତ୍ସବ ପାଳିତ ହୋଇଛି। ବର୍ତ୍ତମାନ ସୁଦ୍ଧା ଜିଲାରେ...

୬୬ କୋଟି ଟିକା କିଣିବ କେନ୍ଦ୍ର

ନୂଆଦିଲ୍ଲୀ,୧୮।୭ : କୋଭିଡ ସଂକମଣରୁ ଦେଶବାସୀଙ୍କୁ ସୁରକ୍ଷା ପ୍ରଦାନ ଲାଗି କେନ୍ଦ୍ର ସରକାର ଟିକାକରଣକୁ ଗୁରୁତ୍ୱ ଦେଇଛନ୍ତି। ୨୦୨୨-୨୩ ଆର୍ଥିକ ବର୍ଷ ପୂର୍ବରୁ ଅଧିକାଂଶ ଲୋକଙ୍କୁ ଟିକା ପ୍ରଦାନ ପାଇଁ ଶନିବାର ଉଭୟ ସେରମ ଓ ଭାରତ ବାୟୋଟେକକୁ ଅର୍ଡର...

ଦୈନିକ ସଂକ୍ରମଣ ପୁଣି ଟପିଲା ୪୦ ହଜାର…

ନୂଆଦିଲ୍ଲୀ,୧୮।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲଗାତାର ୨ ଦିନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri