ଜାତୀୟ

ଆଜମ୍‌ ଖାନ୍‌ ଗୁରୁତର

ଲକ୍ଷ୍ନୌ, ୩୦।୫ : ସମାଜବାଦୀ ପାର୍ଟି ନେତା ଆଜମ୍‌ ଖାନ୍‌ଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଛି। ସେ ଅକ୍ସିଜେନ୍‌ ସପୋର୍ଟରେ ରହିଥିବା ଲକ୍ଷ୍ନୌସ୍ଥିତ ମେଦାନ୍ତ ହସ୍ପିଟାଲ ପକ୍ଷରୁ କୁହାଯାଇଛି। କରୋନାରେ ଆକ୍ରାନ୍ତ ଥିବା ଆଜମ୍‌ଙ୍କୁ ସୀତାପୁର ଜେଲ୍‌ରୁ ଗତ ୯ ତାରିଖରେ...

କୋଭିଡ୍‌ ସଙ୍କଟ କେନ୍ଦ୍ରର ବଡ଼ ବିଫଳତା

ନୂଆଦିଲ୍ଲୀ, ୩୦।୫(ଆଇଏଏନ୍‌ଏସ୍‌): କୋଭିଡ୍‌ ସଙ୍କଟ ନରେନ୍ଦ୍ର ମୋଦଙ୍କ ଦ୍ୱିତୀୟ ପାଳି ସରକାରର ସବୁଠୁ ବଡ଼ ବିଫଳତା ବୋଲି ଏକ ସର୍ଭେରେ କୁହାଯାଇଛି। ମୋଦିଙ୍କ ୭ ବର୍ଷର ଶାସନରେ ପ୍ରଥମ ଥର ପାଇଁ ଅନୁମୋଦନ ରେଟିଂରେ ନାଲି ଗାର ଅତିକ୍ରମ କରିଛି।...

ସେନାରେ ପୁଲ୍‌ଓ୍ବାମା ଶହୀଦଙ୍କ ସ୍ତ୍ରୀ

୨୦୧୯ ଫେବୃୟାରୀ ୧୪ ପୁଲଓ୍ବାମା ଆକ୍ରମଣରେ ଶହୀଦ ହୋଇଥିବା ମେଜର ବିଭୂତି ଶଙ୍କର ଧୌଣ୍ଡିୟାଲଙ୍କ ସ୍ତ୍ରୀ ନିକିତା କୌଲ ଶନିବାର ଭାରତୀୟ ସେନାରେ ସାମିଲ ହୋଇଛନ୍ତି। ନିକିତା ୧୧ ମାସ ଧରି ଚେନ୍ନାଇରେ ଅଫିସର୍ସ ଟ୍ରେନିଂ ଏକାଡେମୀରେ ପ୍ରଶିକ୍ଷଣ ନେଇଥିଲେ।...

କୋଭିଡ୍‌ ମୃତକଙ୍କ ପରିବାରକୁ ପେନ୍‌ସନ

ନୂଆଦିଲ୍ଲୀ, ୩୦ା୫: କୋଭିଡ୍‌-୧୯ରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ସଦସ୍ୟଙ୍କୁ ଫାମିଲି ପେନ୍‌ସନ୍‌ ଦିଆଯିବ ବୋଲି ଶନିବାର କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ଏହା ବ୍ୟତୀତ କର୍ମଚାରୀଙ୍କ ଜମା ସଂଯୁକ୍ତ ବୀମା(ଇଡିଏଲ୍‌ଆଇ) ଯୋଜନାରେ ବୀମା ରାଶିକୁ ବୃଦ୍ଧି କରାଯାଇ ଏହାର...

ପ୍ରତିଶୋଧର ରାଜନୀତି କରୁଛି କେନ୍ଦ୍ର: ମମତା

କୋଲକାତା, ୨୯।୫: ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବ ଅଲପନ ବନ୍ଦୋପାଧ୍ୟାୟଙ୍କୁ ସାଧାରଣ ଅଭିଯୋଗ ଓ ପେନ୍‌ସନ ମନ୍ତ୍ରଣାଳୟରେ ଅବସ୍ଥାପିତ କରାଇବା ପାଇଁ କେନ୍ଦ୍ର ସରକାର ଶୁକ୍ରବାର ସନ୍ଧ୍ୟାରେ ନିର୍ଦ୍ଦେଶ ଜାରି କରିଥିଲେ। ଉକ୍ତ ନିର୍ଦ୍ଦେଶନାମାକୁ ପ୍ରତ୍ୟାହାର କରିନେବାକୁ ଶନିବାର ମୁଖ୍ୟମନ୍ତ୍ରୀ...

କରୋନାରେ ଅନାଥ ପିଲାଙ୍କୁ ମିଳିବ ମାଗଣା ଶିକ୍ଷା, ଆର୍ଥିକ ସହାୟତା

ନୂଆଦିଲ୍ଲୀ,୨୯।୫: କରୋନା ମହାମାରୀରେ ମା’ ବାପାଙ୍କୁ ହରାଇ ଅନାଥ ହୋଇଥିବା ପିଲାଙ୍କ ପାଇଁ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ବଡ ଘୋଷଣା କରିଛନ୍ତି। ଅନାଥ ପିଲାଙ୍କୁ ପିଏମ୍‌ କେୟାର୍ସ ଫର୍‌ ଚିଲ୍‌ଡ୍ରେନ୍‌ ସ୍କିମ୍‌ରେ ମାଗଣା ଶିକ୍ଷା ଏବଂ ଆର୍ଥିକ...

କମ୍ପାନୀଠାରୁ ରେମେଡେସିଭିର କିଣିବେ ରାଜ୍ୟ ସରକାର

ନୂଆଦିଲ୍ଲୀ,୨୯।୫: କେନ୍ଦ୍ର ସରକାର ଏଣିକି ରାଜ୍ୟ ସରକାରଙ୍କୁ ରେମେଡେସିଭିର ଇଞ୍ଜେକ୍ସନ ଯୋଗାଇଦେବେ ନାହିଁ। ରେମେଡେସିଭିର ଇଞ୍ଜେକ୍ସନ ପାଇଁ ରାଜ୍ୟ ସରକାର ସିଧାସଳଖ କମ୍ପାନୀ ସହ ଯୋଗାଯୋଗ କରି ପାରିବେ। ରେମଡେସିଭିର କମ୍‌ ଉତ୍ପାଦନ ହେତୁ କେନ୍ଦ୍ର ସରକାର ରାଜ୍ୟକୁ ଏହି...

ଗୋଆରେ ପୁଣି ବଢ଼ିଲା କର୍ଫ୍ୟୁ

ପାନାଜି,୨୯ା୫: ଦେଶରେ କରୋନାର ଦ୍ୱିତୀୟ ଲହର ଜାରି ରହିଛି। ସଂକ୍ରମଣ ବଢୁଥିବାରୁ ଅଧିକାଂଶ ରାଜ୍ୟରେ ଲଗାତର ଲକ୍‌ଡାଉନ୍‌ ଏବଂ ନାଇଟ୍‌ କର୍ଫ୍ୟୁ କ୍ରମାଗତ ଭାବେ ବଢ଼ାଯାଉଛି।କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଗୋଆରେ କର୍ଫ୍ୟୁକୁ ୭ ଜୁନ୍‌ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।...

ପଶ୍ଚିମବଙ୍ଗବାସୀଙ୍କ କଲ୍ୟାଣ ପାଇଁ ମୋଦିଙ୍କ ପାଦ ଛୁଇଁବାକୁ ପ୍ରସ୍ତୁତ: ମମତା

କୋଲକାତା,୨୯।୫: ବାତ୍ୟା ‘ୟାସ’ ପ୍ରଭାବରେ ଓଡ଼ିଶା ସହ ପଶ୍ଚିମବଙ୍ଗରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଭୟ ରାଜ୍ୟ ଗସ୍ତ କରି ବନ୍ୟା କ୍ଷୟକ୍ଷତିର ସମୀକ୍ଷା କରିଥିଲେ। ଏଥିନିମନ୍ତେ ସେ ଏକ ବୈଠକ ମଧ୍ୟ କରିଥିଲେ। ବୈଠକରେ...

ମାଓବାଦୀଙ୍କ ବୈଠକ ଯୋଗୁ ଗାଁରେ ବ୍ୟାପୁଛି କରୋନା ମହାମାରୀ ସଂକ୍ରମଣ…

ରାୟପୁର/ସୁକମା,୨୯।୫: ଛତିଶଗଡ଼ରେ ମାଓବାଦୀଙ୍କ ବୈଠକ ଯୋଗୁ ଜଙ୍ଗଲ ମଧ୍ୟରେ ଥିବା ଆଦିବାସୀ ଗାଁଗୁଡ଼ିକରେ କରୋନା ସଂକ୍ରମଣ ବ୍ୟାପିବାରେ ଲାଗିଛି। ସୁକମା ଅଞ୍ଚଳରେ ଥିବା ଆଦିବାସୀ ଗାଁ କର୍ମାଗୋଣ୍ଡିରେ ମାଓବାଦୀଙ୍କ ବୈଠକ ପରେପରେ ହୋଇଥିବା ନମୁନା ପରୀକ୍ଷାରେ ୯୧ ଜଣଙ୍କ ରିପୋର୍ଟ...

ସୋସିଆଲ ମିଡିଆରେ ୮ ବର୍ଷ ଝିଅର ବିବାହ ଖବର ଭାଇରାଲ, ନୋଟିସ ଜାରି କଲା ଏନ୍‌ସିପିସିଆର, ପରେ ଜଣା ପଡ଼ିଲା ସତ

ପାଟଣା,୨୯ା୫: ବିହାରର ନଓ୍ବାଡା ଜିଲାର ବାରିସଲିଙ୍ଗଜ ଥାନା ଅନ୍ତର୍ଗତ ମଞ୍ଜୋର ଗାଁରେ ଏକ ବିବାହର ଫଟୋ ଖୁବ୍‌ ତୀବ୍ର ବେଗରେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଟୁଇଟରରେ ଏହି ବିବାହ ଫଟୋ ଭାଇରାଲ ହେବା ପରେ ପୋଲିସର ସନ୍ଦେହ ହୋଇଥିଲା।...

ସାଲାଇନ୍‌ ଗର୍ଗଲ ଆର୍‌ଟି-ପିସିଆର୍‌ ଟେଷ୍ଟ୍‌କୁ ଆଇସିଏମ୍‌ଆର୍‌ ମଞ୍ଜୁରୀ…

ନୂଆଦିଲ୍ଲୀ,୨୯।୫: କରୋନା ମହାମାରୀ ସଂକ୍ରମଣ ନେଇ ଦେଶରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ କରୋନା ଟେଷ୍ଟ୍‌ ସଂଖ୍ୟା ବୃଦ୍ଧି କରିବା ଲାଗି ଆଇସିଏମ୍‌ଆର୍‌ ପକ୍ଷରୁ ବଡ଼ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଆଇସିଏମ୍‌ଆର୍‌ ପକ୍ଷରୁ ସାଲାଇନ୍‌ ଗର୍ଗଲ ଆର୍‌ଟି-ପିସିଆର୍‌ ଟେଷ୍ଟ୍‌କୁ ମଞ୍ଜୁରୀ ପ୍ରଦାନ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri