ଜାତୀୟ

କରୋନା ସଙ୍କଟ ମଧ୍ୟରେ ଯୁବକଙ୍କ ନିଆରା ମାସ୍କ: ଭିଡିଓ ଭାଇରାଲ

ଲକ୍ଷ୍ନୌ,୨୪।୫: କରୋନା ସଙ୍କଟରୁ ବର୍ତ୍ତିବା ପାଇଁ ମାସ୍କ ପରିଧାନକୁ ଗବେଷକମାନେ ଅଧିକ ଗୁରୁତ୍ୱ ଦେବା ସହ ଏହାକୁ ରାମବାଣ ବୋଲି କହୁଛନ୍ତି। ଆଉ ଏହି ନିୟମକୁ ଅନେକ ଲୋକ ପାଳନ କରୁଥିବା ଆଉ କେତେକ ପାଳନ କରୁ ନ ଥିବା...

ତୃତୀୟ ଲହର ପାଇଁ ପ୍ରସ୍ତୁତି: ୧୨ ବର୍ଷ ପର୍ଯ୍ୟନ୍ତ ବୟସ୍କ ପିଲାଙ୍କ ମାତାପିତାଙ୍କୁ ପ୍ରଥମେ ଦିଆଯିବ ଭାକ୍ସିନ୍‌…

ଲକ୍ଷ୍ନୌ,୨୪।୫: କରୋନା ମହାମାରୀ ଭୂତାଣୁ ସଂକ୍ରମଣର ତୃତୀୟ ଲହର ଆଶଙ୍କାକୁ ଦୃଷ୍ଟିରେ ରଖି ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ରାଜ୍ୟରେ ୧୨ ବର୍ଷ ପର୍ଯ୍ୟନ୍ତ ବୟସ୍କ ପିଲାଙ୍କ ମାତାପିତାଙ୍କୁ ଭାକ୍ସିନ୍‌ ଦେବାରେ ଅଗ୍ରାଧିକାର ପ୍ରଦାନ...

ସ୍ତ୍ରୀଙ୍କୁ ବୁଝାଇବା ପାଇଁ ଶ୍ୱଶୁର ଘର ଆଗରେ ୩୧ ଘଣ୍ଟା ଧାରଣାରେ ବସିଲେ ସ୍ବାମୀ: ଆଉ ତା’ପରେ

ଆଗ୍ରା,୨୪।୫: ଉତ୍ତର ପ୍ରଦେଶର ଆଗ୍ରାରେ ସ୍ବାମୀ-ସ୍ତ୍ରୀ କଳିର ଅଜବ ଘଟଣା ଦେଖିବାକୁ ମିଳିଛି। ସ୍ତ୍ରୀଙ୍କୁ ବୁଝାଇବା ପାଇଁ ଶ୍ୱଶୁର ଘର ଆଗରେ ୩୧ ଘଣ୍ଟା ଧାରଣାରେ ବସିଥିଲେ ସ୍ବାମୀ। କିନ୍ତୁ ସ୍ତ୍ରୀ ଘର ବାହାରକୁ ଆସି ନ ଥିଲେ କି...

ତୃତୀୟ ଲହର ଆଶଙ୍କା ନେଇ ଆତଙ୍କ: ରାଜସ୍ଥାନରେ ୬୦୦ରୁ ଅଧିକ ଶିଶୁ ଆକ୍ରାନ୍ତ…

ଜୟପୁର,୨୪।୫: କରୋନାର ତୃତୀୟ ଲହର ଆଶଙ୍କା ନେଇ ଦେଶରେ ଆତଙ୍କ ସୃଷ୍ଟି ହୋଇଛି। ରାଜସ୍ଥାନର ଦୌସା ଏବଂ ଡୁଙ୍ଗରପୁର ଦୁଇ ଜିଲାରେ ୬୦୦ରୁ ଅଧିକ ଶିଶୁ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କଠାରେ କରୋନା ଲକ୍ଷଣ ପ୍ରକାଶ ପାଇଛି। ଏହାକୁ ନେଇ...

ଚାଷୀ ଆନ୍ଦୋଳନକୁ ୧୨ ବିରୋଧୀ ଦଳର ସମର୍ଥନ

ନୂଆଦିଲ୍ଲୀ, ୨୪।୫: କେନ୍ଦ୍ର ସରକାରଙ୍କ ବିବାଦୀୟ କୃଷି ଆଇନ ବିରୋଧରେ ବିଭିନ୍ନ କୃଷକ ସଂଗଠନ ପକ୍ଷରୁ ଦିଲ୍ଲୀ ସୀମାରେ ଚାଲିଥିବା ଆନ୍ଦୋଳନ ଆସନ୍ତା ୨୬ ତାରିଖରେ ୬ ମାସ ପୂରଣ କରିବାକୁ ଯାଉଛି। ସେହିଦିନ ଦେଶବ୍ୟାପୀ ବିକ୍ଷୋଭ ପ୍ରଦର୍ଶନ ଲାଗି...

ଟୁଲ୍‌କିଟ୍‌: ରମଣ ସିଂ, ସମ୍ବିତ୍‌ ପାତ୍ରଙ୍କ ନଁ।ରେ ଏତଲା

ନୂଆଦିଲ୍ଲୀ, ୨୪।୫: ଏଆଇସିସିର ଗବେଷଣା ବିଭାଗ ଲେଟରହେଡ୍‌କୁ ଜାଲିଆତି କରି ସେଥିରେ ମିଥ୍ୟା ଓ ଜାଲ୍‌ ତଥ୍ୟ ଛାପିବା ଅଭିଯୋଗରେ ଭାଜପା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ରମଣ ସିଂ ଏବଂ ମୁଖପାତ୍ର ସମ୍ବିତ୍‌ ପାତ୍ରଙ୍କ ନଁ।ରେ ଛତିଶଗଡ଼ରେ ଏତଲା ଦାଏର ହୋଇଛି।...

ରାଜ୍ୟକୁ ଟିକା ଯୋଗାଇବାକୁ ମନାକଲା ମଡର୍ନା

ଚଣ୍ଡିଗଡ଼, ୨୪।୫: ଦେଶରେ ସମସ୍ତଙ୍କୁ ଟିକା ଦେବା ଲାଗି କୋଭିଡ୍‌ ଭାକ୍ସିନର ଘୋର ଅଭାବ ଦେଖାଦେଇଛି। ଏପରିସ୍ଥଳେ ପଞ୍ଜାବ ସମେତ ବିଭିନ୍ନ ରାଜ୍ୟ ସରକାର ବିଦେଶରୁ ସିଧାସଳଖ ଟିକା କିଣିବା ପାଇଁ ଯୋଜନା କରିବା ସହ କେତେକ ରାଜ୍ୟ ବିଶ୍ୱସ୍ତରୀୟ...

ହେଳା କଲେ ଭେଳା ବୁଡ଼େ

ନୂଆଦିଲ୍ଲୀ,୨୪ା୫: ଭାରତ ସମେତ ୧୧ ଦେଶ କୋଭିଡ୍‌-୧୯ ଭୂତାଣୁକୁ ହେୟଜ୍ଞାନ କରି ଉଚିତ ଢଙ୍ଗରେ ଏହାର ମୁକାବିଲା କରି ନାହାନ୍ତି। ଫଳରେ ଏହି ରାଷ୍ଟ୍ରଗୁଡ଼ିକର ଲୋକପ୍ରିୟ ସରକାରଙ୍କୁ ମହାମାରୀ ମହଙ୍ଗା ପଡ଼ିଛି ବୋଲି ସ୍ବିଡେନ୍‌ର ଭେରାଇଟିଜ୍‌ ଅଫ୍‌ ଡେମୋକ୍ରାସି (ଭି-ଡେମ୍‌)...

ଆସ୍ଥା ହରାଇବା ପରେ ତତ୍ପରତା

ନୂଆଦିଲ୍ଲୀ,୨୪ା୫: ଦେଶବାସୀ କରୋନା ମହାମାରୀ ସହ ଯୁଝୁଥିବାବେଳେ ଭାଜପା ନେତାମାନଙ୍କ ଦେଖା ମିଳୁନାହିଁ। ଏଥିଯୋଗୁ କେନ୍ଦ୍ର ତଥା ଅନେକ ରାଜ୍ୟରେ କ୍ଷମତାସୀନ ଭାଜପା ପ୍ରତି ଲୋକଙ୍କ ଆସ୍ଥା ତୁଟିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଲୋକଙ୍କ କଷ୍ଟ ଯନ୍ତ୍ରଣା ସମୟରେ...

କମୁଛି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା: ବଢୁଛି ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୨୪।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ଲକ୍‌ଡାଉନ୍‌ ପ୍ରଭାବରୁ ଧୀରେଧୀରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ମୃତକଙ୍କ ସଂଖ୍ୟା କିନ୍ତୁ ବଢ଼ି ଚାଲିଛି। ଗତ...

ବିବାଦୀୟ ମନ୍ତବ୍ୟରୁ ଓହରିଲେ ରାମଦେବ

ନୂଆଦିଲ୍ଲୀ,୨୩।୫: ଯୋଗଗୁରୁ ବାବା ରାମଦେବ ଏଲୋପାଥି ଚିକିତ୍ସାକୁ ନେଇ ଶନିବାର ବିବାଦୀୟ ମନ୍ତବ୍ୟ ଦେଇଥିଲେ। ଏହାକୁ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡା. ହର୍ଷବର୍ଦ୍ଧନ ଦୁର୍ଭାଗ୍ୟ ଜନକ କହିବା ପରେ ରାମଦେବ ଟୁଇଟ୍‌ କରି ନିଜ ମନ୍ତବ୍ୟରୁ ସେ ଓହରିଛନ୍ତି ବୋଲି କହିଛନ୍ତି।...

କୋଭିଡ୍‌ ଟେଷ୍ଟ ଡରରେ ଷ୍ଟେଶନରୁ ଦୌଡ଼ିଲେ ଶହ ଶହ ଯାତ୍ରୀ

ଗୁଆହାଟି, ୨୩।୫ : ଲୋକେ ଏବେ ବି ସଜାଗ ନାହାନ୍ତି। କୋଭିଡ୍‌-୧୯ ଭାଇରସକୁ ନୁହେଁ ଲୋକେ ଟେଷ୍ଟକୁ ଡରୁଛନ୍ତି। ଆସାମର ଯୋଗୀ ରୋଡ଼ ଷ୍ଟେଶନରୁ ଆସିଥିବା ଭିଡିଓରୁ ଏହା ସ୍ପଷ୍ଟ ଜଣାପଡ଼ୁଛି। ମହିଳା ଓ ଛୁଆଙ୍କ ସମେତ ପ୍ରାୟ ୪୦୦...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri