ଜାତୀୟ

ବ୍ଲାକ୍‌ ଫଙ୍ଗସ୍‌ ଆତଙ୍କ: ଜୀବନ ବଞ୍ଚାଇବା ଲାଗି କଢ଼ାଗଲା ଆଖି…

ଯୋଧପୁୁର,୧୬।୫: କରୋନାରେ ମହାମାରୀ ସଂକ୍ରମଣ ସହିତ ଦେଶରେ ବ୍ଲାକ୍‌ ଫଙ୍ଗସ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଧୀରେଧୀରେ ବ୍ଲାକ୍‌ ଫଙ୍ଗସ୍‌ କାୟା ବିସ୍ତାର କରିବାରେ ଲାଗିଛି। ଜଣେ ମହିଳାଙ୍କ ଜୀବନ ବଞ୍ଚାଇବା ଲାଗି ବ୍ଲାକ୍‌ ଫଙ୍ଗସ୍‌ରେ ସଂକ୍ରମିତ ହୋଇଥିବା ଆଖିକୁ...

ହସ୍ପିଟାଲରେ ମିଳୁନି ବେଡ୍‌: ଘରେ ମରୁଛନ୍ତି ଲୋକେ…

ବେଙ୍ଗାଲୁରୁ,୧୬।୫: କରୋନାରେ ମହାମାରୀ ସଂକ୍ରମଣ ଯୋଗୁ କର୍ନାଟକରେ ସ୍ଥିତି ଅସମ୍ଭାଳ ହୋଇଛି। ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ବଢୁଥିବାରୁ ହସ୍ପିଟାଲରେ ବେଡ୍‌ ମିଳୁନି। ଏପରିସ୍ଥଳେ ଲୋକେ ଘରେ ରହି ଚିକିତ୍ସିତ ହୋଇ ଶେଷରେ ମରୁଛନ୍ତି। ଗତବର୍ଷ ବ୍ରିଟେନ୍‌ରେ ଦେଖାଦେଇଥିବା ସ୍ଥିତି କର୍ନାଟକରେ...

କରୋନାରେ ଆକ୍ରାନ୍ତ ହୋଇ କଂଗ୍ରେସ ଏମ୍‌ପିଙ୍କ ପରଲୋକ…

ନୂଆଦିଲ୍ଲୀ,୧୬।୫: କରୋନାରେ ଆକ୍ରାନ୍ତ ହୋଇ କଂଗ୍ରେସର ରାଜ୍ୟସଭା ଏମ୍‌ପି ରାଜୀବ ସାତଭ୍‌ଙ୍କର ରବିବାର ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୪୬ ବର୍ଷ ହୋଇଥିଲା। ଏସମ୍ପର୍କରେ କଂଗ୍ରେସ ପ୍ରବକ୍ତା ରଣଦୀପ୍‌ ସୁର୍ଜଓ୍ବୋଲା ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଏପ୍ରିଲ୍‌ ୨୨ରେ ରାଜୀବଙ୍କ...

ବିଗ୍‌ ବି ନେଲେ ଦ୍ୱିତୀୟ ଡୋଜ୍‌…

ମୁମ୍ବାଇ,୧୬।୫: ବିଗ୍‌ ବି ଅମିତାଭ ବଚ୍ଚନ ରବିବାର ଦ୍ୱିତୀୟ ଡୋଜ୍‌ କରୋନା ଟିକା ନେଇଛନ୍ତି। ଏସମ୍ପର୍କରେ ସେ ନିଜ ଇନଷ୍ଟାଗ୍ରାମ୍‌ ହ୍ୟାଣ୍ଡେଲରେ ଫଟୋ ଅପ୍‌ଲୋଡ୍‌ କରିଛନ୍ତି। ଗତମାସରେ ସେ କରୋନା ଟିକାର ପ୍ରଥମ ଡୋଜ୍‌ ନେଇଥିଲେ। ସେ କହିଛନ୍ତି ‘...

କରୋନା ଦ୍ୱିତୀୟ ଲହର: ଆକ୍ରାନ୍ତଙ୍କ ସଂଖ୍ୟା କମୁଛି, ମୃତକଙ୍କ ସଂଖ୍ୟା ବଢୁଛି…

ନୂଆଦିଲ୍ଲୀ,୧୬।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ତେବେ ଲକ୍‌ଡାଉନ୍‌ ପ୍ରଭାବରୁ ଧୀରେଧୀରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ମୃତକଙ୍କ ସଂଖ୍ୟା ବଢୁଛି। ଗତ ୨୪...

ସରକାରଙ୍କ ଟିକା ନୀତି ତୃତୀୟ ଲହରକୁ ଡାକିଆଣିବ

ନୂଆଦିଲ୍ଲୀ, ୧୬।୫(ପି.ଟି.): ଏକ ଉପଯୁକ୍ତ ଜାତୀୟ ଟିକା ରଣନୀତି ପ୍ରସ୍ତୁତି ଲାଗି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶନିବାର ଆହ୍ବାନ ଦେଇଛନ୍ତି। ସରକାରଙ୍କ ବିନାଶକାରୀ ଟିକା ନୀତି ଦେଶରେ କରୋନାର ବିଧ୍ୱଂସକାରୀ ତୃତୀୟ ଲହରକୁ ଡାକିଆଣିବ ବୋଲି ସେ କହିଛନ୍ତି।...

ମୋଦି ବିରୋଧୀ ପୋଷ୍ଟର: ୧୫ ଗିରଫ

କରୋନା ମହାମାରୀ ନିୟନ୍ତ୍ରଣ ଓ ଟିକା ପରିଚାଳନାର ବିଫଳତାକୁ ନେଇ କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ସମାଲୋଚିତ ହୋଇଛନ୍ତି। କଂଗ୍ରେସ ସମେତ ବିଭିନ୍ନ ରାଜନୈତିକ ଦଳ ସରକାରଙ୍କ ଭୁଲ ନୀତିକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ତେବେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଟିକା...

୧୦ ରାଜ୍ୟରେ ୮୫% ସଂକ୍ରମଣ

ନୂଆଦିଲ୍ଲୀ, ୧୬।୫(ପି.ଟି.): ମୋଟ କରୋନା ସଂକ୍ରମଣର ୮୫ ପ୍ରତିଶତ ୧୦ଟି ରାଜ୍ୟରେ ଦେଖିବାକୁ ମିଳିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ତଥ୍ୟ ଅନୁଯାୟୀ ୧୧ ରାଜ୍ୟରେ ସକ୍ରିୟ ମାମଲା ୧ ଲକ୍ଷରୁ ଅଧିକ ରହିଥିବାବେଳେ ୮ ରାଜ୍ୟରେ ୫୦,୦୦୦ରୁ ୧ ଲକ୍ଷ...

‘ରୋଗୀଙ୍କୁ ଅତ୍ୟଧିକ ଷ୍ଟିରଏଡ୍‌ ଦେବା ବ୍ଲାକ୍‌ ଫଙ୍ଗସ୍‌ର ମୁଖ୍ୟ କାରଣ’

ନୂଆଦିଲ୍ଲୀ/ଚଣ୍ଡିଗଡ଼, ୧୫।୫: ବ୍ଲାକ୍‌ ଫଙ୍ଗସ୍‌ ରୋଗ ହଠାତ୍‌ ବଢ଼ିବା ସହ ଏହା ମୃତ୍ୟୁହାରକୁ ମଧ୍ୟ ବଢ଼ାଇ ଦେଇଛି। ଏହାକୁ ନେଇ ଚିନ୍ତା ବଢ଼ୁଥିବା ବେଳେ କରୋନା ରୋଗୀଙ୍କୁ ଅତ୍ୟଧିକ ଷ୍ଟିରଏଡ୍‌ ଦେବା ବ୍ଲାକ୍‌ ଫଙ୍ଗସ୍‌ର ଅନ୍ୟତମ ମୁଖ୍ୟ କାରଣ ବୋଲି...

କେନ୍ଦ୍ର ଯୋଗାଇଥିବା ଭେଣ୍ଟିଲେଟରର ହେବ ତଦନ୍ତ

ନୂଆଦିଲ୍ଲୀ, ୧୫।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦେଶର କୋଭିଡ୍‌ ସ୍ଥିତିର ସମୀକ୍ଷା କରିଛନ୍ତି। ଗ୍ରାମାଞ୍ଚଳରେ ସ୍ବାସ୍ଥ୍ୟସେବା ସମ୍ବଳ ବୃଦ୍ଧି ଉପରେ ସେ ଗୁରୁତ୍ୱ ଦେବା ସହ ଘରକୁ ଘର ଯାଇ ପରୀକ୍ଷା କରାଇବାକୁ ପରାମର୍ଶ ଦେଇଛନ୍ତି। ସ୍ଥାନୀୟ ସ୍ତରରେ...

ବାଲିରେ ପୋତିଥିଲେ ୨ ହଜାର ଶବ

ଲକ୍ଷ୍ନୌ/ନୂଆଦିଲ୍ଲୀ,୧୫ା୫: ଭାଜପା ଶାସିତ ଉତ୍ତରପ୍ରଦେଶରେ ପ୍ରବାହିତ ଗଙ୍ଗାନଦୀ କୂଳର ୧୧୪୦ କି.ମି. ଅଞ୍ଚଳରେ ୨ ହଜାରରୁ ଊର୍ଦ୍ଧ୍ୱ କୋଭିଡ୍‌ ରୋଗୀଙ୍କ ମୃତଦେହ ଠାବ କରାଯାଇଛି। ପ୍ରଥମେ ଉଭୟ କେନ୍ଦ୍ର ଓ ୟୁପି ସରକାର ମୃତକଙ୍କ ସଂଖ୍ୟା ଲୁଚାଉଥିଲେ। ମୃତଦେହଗୁଡ଼ିକ ଭାସି...

‘ଯିଏ କହୁଥିଲା, ଗଙ୍ଗା ଡାକିଛନ୍ତି, ସେ ମା’ ଗଙ୍ଗାଙ୍କୁ କନ୍ଦାଇଛନ୍ତି’

ନୂଆଦିଲ୍ଲୀ,୧୫।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗଙ୍ଗା ନଦୀରେ ମୃତଦେହ ଭାସିବା ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କୁ କଡା ସମାଲୋଚନା କରିଛନ୍ତି। ରାହୁଲ ଟୁଇଟରେ ‘ଯିଏ କହୁଥିଲା, ଗଙ୍ଗା ଡାକିଛନ୍ତି, ସେ ମା’ ଗଙ୍ଗାଙ୍କୁ କନ୍ଦାଇଛନ୍ତି’ ଉଲ୍ଳେଖ କରିଛନ୍ତି। ରାହୁଲ ମୋଦିଙ୍କ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri