ଜାତୀୟ

ରାଜଧାନୀରେ କରୋନାର ଭୟାବହତା: କେବଳ ଏପ୍ରିଲରେ ୯,୪୦୦ ଲୋକଙ୍କ ସରିଲାଣି ଅନ୍ତିମ ସଂସ୍କାର

ନୂଆଦିଲ୍ଲୀ,୧୧।୫: ରାଜଧାନୀ ଦିଲ୍ଲୀରେ କରୋନାର ଦ୍ୱିତୀୟ ଲହରର ଆତଙ୍କ ଦେଖିବାକୁ ମିଳିଛି। କେବଳ ଏପ୍ରିଲ ମାସରେ ରାଜଧାନୀ ମ୍ୟୁନିସିପାଲିଟି କର୍ପୋରେଶନ ଦ୍ୱାରା ପରିଚାଳିତ ୨୮ କୋଭିଡ୍‌ ନାମିତ ଶବଦାହ କେନ୍ଦ୍ରରେ ୯,୪୦୦ରୁ ଅଧିକ ଲୋକଙ୍କ କରୋନା ପ୍ରୋଟୋକଲ୍‌ ଅଧୀନରେ ଶତ୍କାର...

୨୦୦ ମାଓବାଦୀ କରୋନାରେ ଆକ୍ରାନ୍ତ: ୧୦ ଜଣଙ୍କର ଘଟିଲାଣି ମୃତ୍ୟୁ…

ବସ୍ତର,୧୧।୫: ଜଙ୍ଗଲରେ ବିନା ସ୍ବାସ୍ଥ୍ୟ ସୁରକ୍ଷାରେ ଥିବା ମାଓବାଦୀଙ୍କ ମଧ୍ୟରୁ ପ୍ରାୟ ୨୦୦ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ବସ୍ତର ଜିଲାର ଏସ୍‌ପି ଅଭିଷେକ ପଲ୍ଲବ ସୂଚନା ଦେଇଛନ୍ତି। ସେମାନଙ୍କ ମଧ୍ୟରୁ ଇତି ମଧ୍ୟରେ ୧୦ ଜଣଙ୍କ ମୃତ୍ୟୁ ଘଟି...

ଗାଁ ପାଲଟୁଛି କରୋନା ହଟ୍‌ସ୍ପଟ୍‌: ସଚେତନତା ଅଭାବରୁ ବଢୁଛି ସଂକ୍ରମଣ…

ନୂଆଦିଲ୍ଲୀ,୧୧।୫: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ସଙ୍କଟ ସୃଷ୍ଟି କରିଛି। ବିଭିନ୍ନ ସହରାଞ୍ଚଳରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହୋଇଥିବାବେଳେ ଧୀରେଧୀରେ ଏଭଳି ସ୍ଥିତି ଗ୍ରାମାଞ୍ଚଳରେ ଦେଖିବାକୁ ମିଳୁଛି। ସହରରେ କରୋନା ମାର୍ଗଦର୍ଶିକା ପାଳନ ପାଇଁ...

କରୋନା ମହାମାରୀ ସମୟରେ କଂଗ୍ରେସର ଆଚରଣକୁ ମନେ ରଖିବେ ଜନତା: ଜେପି ନଡ୍ଡା

ନୂଆଦିଲ୍ଲୀ,୧୧।୫: ଦେଶରେ କରୋନା ବିପର୍ଯ୍ୟୟ ଜାରି ରଖିଛି। କିନ୍ତୁ କରୋନା ଉପରେ ରାଜନୀତି ଥମିବାର ନାଁ ନେଉନାହିଁ। ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଚିଠି ଲେଖି ରାଜନୀତି ନ କରିବାକୁ...

ଟିକା ନେବା ପରେ ୭ ଜଣରେ ଜଣେ ହସ୍ପିଟାଲ କର୍ମଚାରୀ ହେଉଛନ୍ତି କରୋନାରେ ଆକ୍ରାନ୍ତ…

ନୂଆଦିଲ୍ଲୀ,୧୧।୫: ଦେଶରେ କରୋନା ମହାମାରୀ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ସାଧାରଣ ଲୋକଙ୍କ ସହିତ ହସ୍ପିଟାଲ କର୍ମଚାରୀମାନେ ମଧ୍ୟ କରୋନାରେ ଆକ୍ରାନ୍ତ ହେବାରେ ଲାଗିଛନ୍ତି। ତେବେ ଟିକା ନେବା ପରେ ପ୍ରତି ୭ ଜଣରେ ଜଣେ ହସ୍ପିଟାଲ କର୍ମଚାରୀ କରୋନାରେ...

ଆରମ୍ଭ ହେଲା ଅକ୍ସିଜେନ୍‌ ବ୍ୟାଙ୍କ: ୨୫୦୦ ପୈଠ କରି ନିଅନ୍ତୁ ସିଲିଣ୍ଡର…

ନୋଏଡା,୧୧।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସଙ୍କଟ ଦେଖାଦେଇଛି। ଏପରିସ୍ଥଳେ ବିଭିନ୍ନ ହସ୍ପିଟାଲରେ ସୃଷ୍ଟି ହୋଇଥିବା ଅକ୍ସିଜେନ୍‌ ଅଭାବ ସ୍ଥିତିକୁ ଅଧିକ ଜଟିଳ କରିଛି। ନୋଏଡାରେ ଏନେଇ ଅକ୍ସିଜେନ୍‌ ବ୍ୟାଙ୍କର ଶୁଭାରମ୍ଭ କରାଯାଇଛି। ଏଥିପାଇଁ ସିକ୍ୟୁରିଟି ମନି ଭାବେ ୨୫୦୦...

ଦ୍ୱିତୀୟ ଡୋଜ୍‌ ନେବେ କେବେ, ଜାଣନ୍ତୁ…

ନୂଆଦିଲ୍ଲୀ,୧୧।୫: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଦେଶରେ ସାର୍ବଜନୀକ ଟିକାଦାନ ଜାରି ରହିଛି। ଏପରିସ୍ଥଳେ ଟିକାର ପ୍ରଥମ ଡୋଜ୍‌ ନେଇଥିବା ଲୋକଙ୍କ ମଧ୍ୟରେ ଦ୍ୱିତୀୟ ଡୋଜ୍‌ କେବେ ନେବେ ସେନେଇ ବିଭିନ୍ନ ପ୍ରଶ୍ନ ଉଙ୍କି ମାରୁଛି। ତେବେ ଜାତୀୟ...

ଟଳିପଡିଲେ ୩ ଆତଙ୍କବାଦୀ

ଶ୍ରୀନଗର,୧୧।୫: ଜମ୍ମୁ-କଶ୍ମୀରର ଅନନ୍ତନାଗରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏକ ଏନକାଉଣ୍ଟର ଚାଲିଛି। ଏଥିରେ ୩ଜଣ ଲଶ୍କର-ଏ-ତୋଇବାର ଆତଙ୍କବାଦୀଙ୍କୁ ନିହତ ହୋଇଛନ୍ତି। ଜିଲାର କୋକର୍ନାଗ ଅଞ୍ଚଳରେ ଆତଙ୍କବାଦୀ କାର୍ଯ୍ୟକଳାପ ବିଷୟରେ ସୂଚନା ମିଳିଥିଲା। ଏହାକୁ ଭିତ୍ତି କରି ସୁରକ୍ଷା...

ପପୁ ଯାଦବ ଗିରଫ

ପାଟନା,୧୧।୫: ଜନ ଅଧିକାର ପାର୍ଟିର ରାଷ୍ଟ୍ରୀୟ ସଭାପତି ତଥା ପୂର୍ବତନ ଏମ୍‌ପି ପପୁ ଯାଦବଙ୍କୁ ପାଟଣାର ଗାନ୍ଧୀ ମଇଦାନରୁ ଗିରଫ କରାଯାଇଛି। ପପୁ ଯାଦବ ଟୁଇଟ୍‌ କରି ଏ ବିଷୟରେ ସୂଚନା ଦେଇଛନ୍ତି। ସେ ଲେଖିଛନ୍ତି ଯେ, ପୋଲିସ ମୋତେ...

୨ ଗାଁରେ କରୋନା ତାଣ୍ଡବ: ୨୦ ଦିନରେ ୬୪ ଜଣଙ୍କ ମୃତ୍ୟୁ…

ଆଗ୍ରା,୧୧।୫: ଉତ୍ତରପ୍ରଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଆଗ୍ରାର ୨ଟି ଗାଁରେ କରୋନା ତାଣ୍ଡବ ରଚିଛି। ଗତ ୨୦ ଦିନ ମଧ୍ୟରେ ଏତ୍ମାଦ୍‌ପୁର ଏବଂ କୁରଗଓ୍ବାଁ ଗାଁରେ ୬୪ ଜଣଙ୍କ ମୃତ୍ୟୁ କରୋନା ଯୋଗୁ ଘଟିଛିି।...

ଜୁଲାଇ ସୁଦ୍ଧା ୩୦ କୋଟିଙ୍କୁ ଟିକାଦାନ କଷ୍ଟକର…

ନୂଆଦିଲ୍ଲୀ,୧୧।୫: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ସ୍ଥିତି ସଙ୍କଟ ଜନକ ହୋଇଛି। କରୋନା ଲଢ଼େଇ ବିରୋଧରେ ଟିକା ଏକମାତ୍ର ଅସ୍ତ୍ର ବୋଲି ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ କୁହାଯାଇଛି। ତେବେ ଭାରତରେ ସାର୍ବଜନୀକ ଟିକାଦାନ ଯୋଗୁ ଇତିମଧ୍ୟରେ ୧୭ କୋଟି...

ଲକ୍‌ଡ଼ାଉନ୍‌ ପ୍ରଭାବ: ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା କମୁଛି…

ନୂଆଦିଲ୍ଲୀ,୧୧।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏହାଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ତେବେ ଲକ୍‌ଡାଉନ୍‌ ଯୋଗୁ ଆକ୍ରାନ୍ତଙ୍କ ସମେତ ମୃତକଙ୍କ ସଂଖ୍ୟା...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri