ଜାତୀୟ

କରୋନା ସଙ୍କଟରେ ଚାଇନା ପୁଣି କରିପାରେ ଦୁଃସାହସ…

ନୂଆଦିଲ୍ଲୀ,୧୦।୫: ଭାରତରେ କରୋନା ମହାମାରୀ ଯୋଗୁ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହୋଇଛି। ଏହାର ସୁଯୋଗ ନେଇ ଚାଇନା ପୁଣି ପୂର୍ବ ଲଦାଖରେ ଦୁଃସାହସ କରିବାର ଆଶଙ୍କା ରହିଛି। ଚିଫ୍‌ ଅଫ୍‌ ଡିଫେନ୍ସ୍‌ ଷ୍ଟାଫ୍‌ ବିପିନ ରାଓ୍ବତ ପ୍ରକାଶ କରିଛନ୍ତି।...

ଦେଶବାସୀଙ୍କୁ ମୃତ୍ୟୁମୁଖକୁ ଠେଲି ଦେଇଛନ୍ତି ମୋଦି: ସୋନିଆ…

ନୂଆଦିଲ୍ଲୀ,୧୦।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ବିରୋଧୀ ଘେରିବାରେ ଲାଗିଛନ୍ତିି। ପୂର୍ବରୁ ଜାରି ହୋଇଥିତ୍ବା ସତର୍କ ସୂଚନାକୁ ଅଣଦେଖା କରି ମୋଦି ଜାଣିଶୁଣି ଦେଶବାସୀଙ୍କୁ ମୃତ୍ୟୁମୁଖକୁୂ ଠେଲି ଦେଇଥିବା କଂଗ୍ରେସ ଅଧ୍ୟକ୍ଷା ସୋନିଆ...

ନୂଆ ମୁହଁ ଉପରେ ମମତାଙ୍କ ଭରସା: ବ୍ରିଗେଡ୍‌ରେ ୧୮ ନୂଆ, ୨୫ ପୁରୁଣା ସଦସ୍ୟ…

କୋଲକାତା,୧୦।୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବ୍ରିଗେଡ୍‌ ତୃତୀୟ ଥର ପାଇଁ ଶାସନ ଡୋର ଧରିଛନ୍ତି। ଚଳିତ ଥର ମମତା ଦିଦିଙ୍କ ବ୍ରିଗେଡ୍‌ରେ ୪୩ ମନ୍ତ୍ରୀ ସାମିଲ ହୋଇଛନ୍ତି। ସୋମବାର ୧୦ଟା ୪୫ରେ ରାଜଭବନର ଥ୍ରୋନ୍‌ ହଲ୍‌ରେ ୪୦ ନବ...

ମୃତଦେହ ସତ୍କାର ପାଇଁ ୭ ଶ୍ମଶାନ କମ୍‌ ପଡ଼ିଲା, ଶେଷରେ ଖଣିରେ ହେଉଛି ଦାହ

ବେଙ୍ଗାଲୁରୁ,୧୦।୫: ସମଗ୍ର ଦେଶରେ ଏବେ କରୋନା ମହାମାରୀ ତା’ର କାୟା ବିସ୍ତାର କରିଛି। ଏପରିକି ଦେଶର କିଛି ରାଜ୍ୟରେ ମୃତଦେହ ସତ୍କାର କରିବାରୁ ଶ୍ମଶାନରେ ଜାଗା ମିଳୁନି। ବେଙ୍ଗାଲୁରୁର ୭ଟି ଶ୍ମଶାନରେ ମୃତଦେହ ପୋଡ଼ିବା ପାଇଁ ଜାଗା ନିଅଣ୍ଟ ହେଉଛି।...

ଆସାମର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ ବିଶ୍ୱ ଶର୍ମା

ଗୁଆହାଟୀ,୧୦।୫: ଆସାମର ନୂତନ ମୁଖ୍ୟମନ୍ତ୍ରୀ ଭାବରେ ହିମନ୍ତ ବିଶ୍ବ ଶର୍ମାଙ୍କ ଶପଥ ନେଇଛନ୍ତିି। ଶ୍ରୀମନ୍ତ ଶଙ୍କରଦେବ କଳାକ୍ଷେତ୍ରରେ ସୋମବାର ଦିନ ୧୨ଟାରେ ରାଜ୍ୟପାଳ ଜଗଦୀଶ ମୁଖୀ ତାଙ୍କୁ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ତାଙ୍କ ସହ ମନ୍ତ୍ରୀମାନେ ମଧ୍ୟ ଶପଥ...

ଖୁସି ଖବର: ଲକ୍‌ଡାଉନ୍‌ ଯୋଗୁ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା…

ନୂଆଦିଲ୍ଲୀ,୧୦।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି ଏପରିସ୍ଥଳେ କେତେକ ରାଜ୍ୟରେ ଲକ୍‌ଡାଉନ୍‌ ଜାରି ରହିଛି। ତେବେ ଲକ୍‌ଡାଉନ୍‌ ଯୋଗୁ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା କେନ୍ଦ୍ରୀୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ରିପୋର୍ଟରୁ ଜଣାପଡୁଛି।...

ଦିଦିଙ୍କ ସରକାରରେ ୪୩ ମନ୍ତ୍ରୀ ନେଲେ ଶପଥ

କୋଲକାତା,୧୦।୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସରକାରରେ ୪୩ ମନ୍ତ୍ରୀ ସୋମବାର ଶପଥ ନେଇଛନ୍ତି। କୋଲକାତାର ରାଜ ଭବନରେ ଏହି ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଥିଲା। କିଛି ବିଧାୟକ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ...

ଏବେ ଆକ୍ରାନ୍ତଙ୍କ ଘରେ ପହଞ୍ଚିବ ଅକ୍ସିଜେନ୍‌…

ନୂଆଦିଲ୍ଲୀ,୧୦।୫: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ଅସମ୍ଭାଳ ସ୍ଥିତି ସୃଷ୍ଟି ହୋଇଛି। ବିଭିନ୍ନ ହସ୍ପିଟାଲରେ ଦେଖାଦେଇଥିବା ଅକ୍ସିଜେନ୍‌ ସଙ୍କଟ ପରିସ୍ଥିତିକୁ ଅଧିକ ଗୁରୁତର କରୁଛି। ଘରେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିଥିବା କରୋନା ଆକ୍ରାନ୍ତଙ୍କ ସୁବିଧା ପାଇଁ ଆମାଜନ ଏବଂ...

ଶପଥ ନେବାର ୪୮ ଘଣ୍ଟା ପରେ କରୋନା ଆକ୍ରାନ୍ତ ହେଲେ ମୁଖ୍ୟମନ୍ତ୍ରୀ

ପୁଡୁଚେରୀ,୧୦।୫: ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଏନ ରଙ୍ଗାସାମି କରୋନା ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ମୁଖପାତ୍ର ଏନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ରଙ୍ଗାସାମୀଙ୍କ ଅବସ୍ଥା ସ୍ଥିର ରହିଛି। ଡାକ୍ତରଙ୍କ ପରାମର୍ଶରେ ତାଙ୍କୁ ଚେନ୍ନାଇର ଏକ ଘରୋଇ ଡାକ୍ତରଖାନାରେ...

ବୟଫ୍ରେଣ୍ଡଙ୍କ ଆକୁଳ ନିବେଦନ: ମୁଖ୍ୟମନ୍ତ୍ରୀ ମହାଶୟ ବିବାହ ବନ୍ଦ କରିଦିଅନ୍ତୁ, ମୋ ଗର୍ଲଫ୍ରେଣ୍ଡ…

ଜୟପୁର,୯।୫: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ କରୋନା ମହାମାରୀ ଯୋଗୁ ବିବାହ ନ କରିବାକୁ ରାଜ୍ୟବାସୀଙ୍କୁ ନିବେଦନ କରିଥିଲେ। ଏବେ ଜଣେ ଯୁବକ ମୁଖ୍ୟମନ୍ତ୍ରୀଙ୍କୁ ବିବାହ ବନ୍ଦ କରିବାକୁ ଆକୁଳ ନିବେଦନ କରିଛନ୍ତି। ଆସନ୍ତାକାଲି ମୋ ଗର୍ଲଫ୍ରେଣ୍ଡର ବିବାହ। ମୁଖ୍ୟମନ୍ତ୍ରୀ...

୪ ଦିନ ପରେ ନୂଆ ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା କମିଲା…

ନୂଆଦିଲ୍ଲୀ,୧୦।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏହାଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ତେବେ ୪ ଦିନ ପରେ ନୂଆ ଆକ୍ରାନ୍ତଙ୍କ ସମେତ...

ସରୋଜ ହସ୍ପିଟାଲରେ ୮୦ ଡାକ୍ତର କରୋନା ପଜିଟିଭ୍‌ …

ନୂଆଦିଲ୍ଲୀ,୧୦।୫: କରୋନା ଆକ୍ରାନ୍ତଙ୍କ ଚିକିତ୍ସା କରୁଥିବା ୮୦ ଜଣ ଡାକ୍ତରଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଦିଲ୍ଲୀର ସରୋଜ ହସ୍ପିଟାଲରେ କାର୍ଯ୍ୟ କରୁଥିବା ଏହି ଡାକ୍ତରଙ୍କ ମଧ୍ୟରୁ ୧୨ ଜଣ ହସ୍ପିଟାଲରେ ଭର୍ତ୍ତି ହୋଇଥିବାବେଳେ ୬୮ ଜଣଙ୍କୁ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri