ଜାତୀୟ

ଦିଦିଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

କୋଲକାତା,୫।୫: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବରେ ଲଗାତର ତୃତୀୟ ଥର ତୃଣମୂଳ କଂଗ୍ରେସ (ଟିଏମସି) ସୁପ୍ରିମୋ ମମତା ବାନାର୍ଜୀ ବୁଧବାର ଶପଥ ନେଇଛନ୍ତି। ରାଜ ଭବନରେ ରାଜ୍ୟପାଳ ଜଗଦୀପ ଧନକଡ ତାଙ୍କୁ ଶପଥ ପାଠ କରାଇଥିଲେ। କରୋନାକୁ ଦୃଷ୍ଟିରେ ରଖି ଏହି...

ପଶ୍ଚିମବଙ୍ଗ ହିଂସା ପାଇଁ ନିର୍ବାଚନ ଆୟୋଗ ଦାୟୀ: ମମତା…

କୋଲକାତା,୫।୫: ପଶ୍ଚିମବଙ୍ଗରେ ଘଟିଥିବା ହିଂସା ପାଇଁ ନିର୍ବାଚନ ଆୟୋଗ ଦାୟୀ ବୋଲି ମୁଖ୍ୟମନ୍ତ୍ରୀ ମମତା ବନାର୍ଜୀ ରାଜ୍ୟପାଳ ଜଗଦୀପ୍‌ ଧାନଖାରଙ୍କୁ କହିଛନ୍ତି। ରାଜ୍ୟପାଳଙ୍କ ଏକ ପ୍ରଶ୍ନର ଉତ୍ତରରେ ମମତା ଏଭଳି ପ୍ରକାଶ କରିଛନ୍ତି। ରାଜ୍ୟର ସମସ୍ତ ପ୍ରଶାସନିକ ବ୍ୟବସ୍ଥା ଗତ...

ରିଜର୍ଭ ବ୍ୟାଙ୍କର ବଡ଼ ଘୋଷଣା: ସ୍ବାସ୍ଥ୍ୟ ସୁବିଧା ଲାଗି ୫୦ ହଜାର କୋଟିର ଋଣ…

ନୂଆଦିଲ୍ଲୀ,୫।୫: ଦେଶରେ ଜାରି ରହିଥିବା କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ଅର୍ଥବ୍ୟବସ୍ଥା ପ୍ରଭାବିତ ହୋଇଥିବା ରିଜର୍ଭ ବ୍ୟାଙ୍କ ଗଭର୍ନର ଶକ୍ତିକାନ୍ତ ଦାଶ ବୁଧବାର ଏକ ଗଣମାଧ୍ୟମ ସମ୍ମିଳିନୀରେ ସୂଚନା ଦେଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ୨୦୨୨ ମାର୍ଚ୍ଚ ପର୍ଯ୍ୟନ୍ତ...

ତୃତୀୟ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମମତା …

କୋଲକାତା,୫।୫: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବେ ତୃଣମୂଳ କଂଗ୍ରେସ ଅଧ୍ୟକ୍ଷା ମମତା ବାନାର୍ଜୀ ତୃତୀୟ ଥର ପାଇଁ ବୁଧବାର ୧୦ଟା ୪୫ରେ ଶପଥ ଗ୍ରହଣ କରିଛନ୍ତି। ରାଜଭବନରେ ରାଜ୍ୟପାଳ ଜଗଦୀପ୍‌ ଧାନଖାର ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।...

ପଞ୍ଚାୟତ ନିର୍ବାଚନ: ଏସ୍‌ପି ଆଗରେ, ଭାଜପା ପଛରେ…

ଲକ୍ଷ୍ନୌ,୫।୫: ଉତ୍ତରପ୍ରଦେଶ ପଞ୍ଚାୟତ ନିର୍ବାଚନରେ ଭାଜପାକୁ ସମାଜବାଦୀ ପାର୍ଟି (ଏସ୍‌ପି) ପଛରେ ପକାଇ ଆଗୁଆ ରହିଛି। ରାଜ୍ୟର ୭୫ ଜନପଦରେ ଥିବା ମୋଟ ୩୦୫୦ ଆସନ ମଧ୍ୟରୁ ଏସ୍‌ପି ଖାତାକୁ ୭୪୭ ଆସନ ଯାଇଛି। ସେହିପରି ଭାଜପା ୬୬୬ ଆସନରେ...

କରୋନା ତାଣ୍ଡବ: ଆକ୍ରାନ୍ତଙ୍କ ସହିତ ମୃତକଙ୍କ ସଂଖ୍ୟା ବଢ଼ିଚାଲିଛି…

ନୂଆଦିଲ୍ଲୀ,୫।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ଅଣାୟତ୍ତ ସ୍ଥିତି ସୃଷ୍ଟି ହୋଇଛି। ସ୍ଥିତି ବେକାବୁ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ପ୍ରତିଦିନ ଆକ୍ରାନ୍ତଙ୍କ ସହିତ ମୃତକଙ୍କ...

ଏନ୍‌୪୪୦କେ ଭାରିଆଣ୍ଟ ୧୫ଗୁଣ ଅଧିକ ପ୍ରାଣଘାତୀ

ହାଇଦ୍ରାବାଦ, ୫।୫: ବିଭିନ୍ନ ଦେଶରେ ସାର୍ସ-କୋଭ୍‌-୨ ଭୂତାଣୁର ବିଭିନ୍ନ ଭାରିଆଣ୍ଟ ଦେଖିବାକୁ ମିଳୁଛି। ଭୂତାଣୁର ନୂଆ ରୂପ ଅଧିକ ଭୟଙ୍କର ହେଉଛି। ଭାରତର ଦକ୍ଷିଣ ଭାଗରେ କେତେକ ସ୍ଥାନରେ ଏନ୍‌୪୪୦କେ ଭାରିଆଣ୍ଟ ଚିହ୍ନଟ ହୋଇଛି, ଯାହା ପୂର୍ବ ଭୂତାଣୁ ଅପେକ୍ଷା...

‘ଭାଜପାକୁ ରାଜନୈତିକ ଅମ୍ଳଜାନ ଆବଶ୍ୟକ’

କୋଲକାତା, ୫।୫: ପଶ୍ଚିମବଙ୍ଗ ଜନସାଧାରଣ ଭାଜପାକୁ ପ୍ରତ୍ୟାଖ୍ୟାନ କରିଥିବା ନିର୍ବାଚନ ଫଳାଫଳରୁ ସ୍ପଷ୍ଟ ହୋଇଛି। ଭାଜପାକୁ ଏବେ ରାଜନୈତିକ ଅମ୍ଳଜାନ ଆବଶ୍ୟକ ବୋଲି ତୃଣମୂଳ କଂଗ୍ରେସ ନେତ୍ରୀ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି। ଭାଜପା ହାରିପାରେ ନିର୍ବାଚନ ଫଳାଫଳ...

ଦେୟ କମାଇବାକୁ ସ୍କୁଲ୍‌ ବାଧ୍ୟ

ନୂଆଦିଲ୍ଲୀ, ୫।୫: ମହାମାରୀ ଯୋଗୁ ବର୍ଷେରୁ ଊର୍ଦ୍ଧ୍ୱ ସମୟ ହେଲା କେବଳ ଅନ୍‌ଲାଇନରେ ପାଠପଢ଼ା ଚାଲିଛି। ଏହାକୁ ନେଇ ସୁପ୍ରିମକୋର୍ଟ କେତେକ ଉଲ୍ଲେଖନୀୟ ମତାମତ ଦେଇଛନ୍ତି, ଯାହା ସ୍କୁଲ୍‌ କଲେଜ ଓ ଅନ୍ୟାନ୍ୟ ଶିକ୍ଷାନୁଷ୍ଠାନ ପାଇଁ ପ୍ରଯୁଜ୍ୟ। ଜଷ୍ଟିସ୍‌ ଏ.ଏମ୍‌....

ଭୂତାଣୁଠୁ ଅଧିକ ଲକ୍‌ଡାଉନ୍‌ ଭୟ

ନୂଆଦିଲ୍ଲୀ,୫ା୫: ଦେଶରେ ଥମୁନାହିଁ କରୋନା ଭାଇରସ୍‌ ତାଣ୍ଡବ। ପ୍ରତିଦିନ ଲକ୍ଷ ଲକ୍ଷ ନୂଆ ମାମଲା ସାମ୍ନାକୁ ଆସୁଥିବାବେଳେ ମୃତ୍ୟୁସଂଖ୍ୟାରେ ମଧ୍ୟ ରୋକ ଲଗାଯାଇ ପାରୁନାହିଁ। ଭୂତାଣୁ ସଂକ୍ରମଣ ରୋକିବା ଲାଗି କେତେକ ରାଜ୍ୟରେ ଆଂଶିକ, ସପ୍ତାହାନ୍ତ କିମ୍ବା ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌...

ଅଷ୍ଟ୍ରିଚ୍‌ ଭଳି ତୁମେ ମୁହଁ ପୋତିପାରିବ

ନୂଆଦିଲ୍ଲୀ,୫ା୫: ତୁମେ ଅଷ୍ଟ୍ରିଚ୍‌ (ଓଟପକ୍ଷୀ) ଭଳି ବାଲିରେ ମୁଣ୍ଡ ପୋତିପାରିବ। କିନ୍ତୁ ଆମେ ପାରିବୁ ନାହିଁ ବୋଲି ମଙ୍ଗଳବାର କେନ୍ଦ୍ର ସରକାରଙ୍କୁ ଭର୍ତ୍ସନା କରିଛନ୍ତି ଦିଲ୍ଲୀ ହାଇକୋର୍ଟ। ଦିଲ୍ଲୀରେ ମେଡିକାଲ ଅକ୍ସିଜେନ ଅଭାବରୁ ଚିକିତ୍ସାଧୀନ କରୋନା ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା...

‘ ଆଇଆଇଟି କିମ୍ବା ଆଇଆଇଏମ୍‌କୁ ଦିଅ ଅକ୍ସିଜେନ ଯୋଗାଣ ଦାୟିତ୍ୱ ‘

ନୂଆଦିଲ୍ଲୀ,୪।୫ : ଦିଲ୍ଲୀ ହାଇକୋର୍ଟ ଅକ୍ସିଜେନ ଯୋଗାଣ ବାବଦରେ କେନ୍ଦ୍ର ସରକାରଙ୍କୁ ଆଇଆଇଏମ୍‌ ଓ ଆଇଆଇଟି ବିଶେଷଜ୍ଞଙ୍କ ସହାୟତା ନେବାକୁ ପରାମର୍ଶ ଦେଇଛନ୍ତି। ଯଦି କେନ୍ଦ୍ର ସରକାର ଏହି ଦାୟିତ୍ୱ ଆଇଆଇଏମ୍‌ କିମ୍ବା ଆଇଆଇଟିକୁ ଦିଅନ୍ତି, ସେମାନେ ଭଲ ଭାବେ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri