ଜାତୀୟ

ଆସାମରେ ଭାଜପା-ପଶ୍ଚିମବଙ୍ଗରେ ତୃଣମୂଳ ମ୍ୟାଜିକ୍‌ ନମ୍ବର ମୁହାଁ…

କୋଲକାତା/ଗୁଆହାଟି, ୨।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଫଳାଫଳରେ ଶାସକ ତୃଣମୂଳ କଂଗ୍ରେସ ୧୯୪ ଆସନରେ ଆଗେଇଥିବାବେଳେ ଭାଜପା ୧୦୦ ଆସନରୁ ଖସି ୯୬ ଆସନରେ ଆଗୁଆ ରହିଛି। ସେହିପରି ଲେଫ୍ଟ ମେଣ୍ଟ ୧ଟି ଆସନରେ ଅଗୁଆ ରହିଛି। ଅନ୍ୟ ଦଳ...

ହସ୍ପିଟାଲରେ ଭର୍ତ୍ତି ହେଲେ ଏହି ପ୍ରସିଦ୍ଧ ଅଭିନେତା

ମୁମ୍ବାଇ: ଭେଟେରାନ ଅଭିନେତା ଦିଲ୍ଲୀପ କୁମାର ରବିବାର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ନିୟମିତ ଚେକଅପ୍‌ ପାଇଁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ସାଇରା ବାନୁ ଏହି ସୂଚନା ଦେଇଛନ୍ତି। ଦିଲ୍ଲୀପଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତ୍ତି ଆସିଥିବା...

୧୯୪ ଆସନରେ ତୃଣମୂଳ ଆଗୁଆ…

କୋଲକାତା,୨।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଫଳାଫଳରେ ଶାସକ ତୃଣମୂଳ କଂଗ୍ରେସ ୧୯୪ ଆସନରେ ଆଗେଇଥିବାବେଳେ ଭାଜପା ୯୩ ଆସନରେ ଆଗୁଆ ରହିଛି। ସେହିପରି ଲେଫ୍ଟ ମେଣ୍ଟ ୫ଟି ଆସନରେ ଅଗୁଆ ରହିଛି। ରାଜ୍ୟର ୨୯୨ ବିଧାନସଭା ଆସନ ମଧ୍ୟରୁ ସରକାର...

ଏନ୍‌ଡିଏ-ୟୁପିଏ ଟକ୍କର…

ପୁଡୁଚେରୀ,୨।୫: ପୁଡୁଚେରୀ ବିଧାନସଭା ନିର୍ବାଚନର ଭୋଟ ଗଣନା ରବିବାର ଆରମ୍ଭ ହୋଇଛି। ରାଜ୍ୟରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ମେଣ୍ଟ ୯ ଆସନରେ ଆଗୁଆ ରହିଛି। ସେହିପରି ଏଠାରେ କଂଗ୍ରେସ ନେତୃତ୍ୱାଧୀନ ୟୁପିଏ ୫ ଆସନରେ ଆଗୁଆ ରହିଛି। କେନ୍ଦ୍ରଶାସିତ ଅଞ୍ଚଳ...

ଡିଏମ୍‌କେ ଆଗରେ: ପଛରେ ପଡ଼ିଲା ଏଆଇଏଡିଏମ୍‌କେ…

ଚେନ୍ନାଇ,୨।୫: ତାମିଲନାଡୁ ବିଧାନସଭା ନିର୍ବାଚନର ଭୋଟ ଗଣନା ରବିବାର ଆରମ୍ଭ ହୋଇଛି। ରାଜ୍ୟରେ ଡିଏମ୍‌କେ ୧୩୨ ଆସନରେ ଆଗୁଆ ରହିଛି। ସେହିପରି ଏଠାରେ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଏଆଇଏଡିଏମ୍‌କେ ୯୨ ଆସନରେ ଆଗୁଆ ରହିଛି। ରାଜ୍ୟର ୨୩୪ ବିଧାନସଭା ଆସନ ମଧ୍ୟରୁ...

ଏଲ୍‌ଡିଏଫ୍‌ ଆଗରେ: ୟୁଡିଏଫ୍‌ ପଛୁଆ…

ଥିରୁଭାନ୍ତପୁରମ୍‌,୨।୫: କେରଳ ବିଧାନସଭା ନିର୍ବାଚନର ଭୋଟ ଗଣନା ରବିବାର ଆରମ୍ଭ ହୋଇଛି। ରାଜ୍ୟରେ ଏଲ୍‌ଡିଏଫ୍‌ ୮୮ ଆସନରେ ଆଗୁଆ ରହିଛି। ସେହିପରି ଏଠାରେ ୟୁଡିଏଫ୍‌ ୫୦ ଆସନରେ ଆଗୁଆ ରହିଛି। ଭାଜପା ରାଜ୍ୟରେ ୨ଟି ବିଧାନସଭା ଆସନରେ ଆଗରେ ରହିଛି।...

 ମୁଁ ଚେତାବନୀ ଦେଇଥିଲି, ମାତ୍ର ସେ ମଜା ଉଡ଼ାଇଥିଲେ: ରାହୁଲ

ନୂଆଦିଲ୍ଲୀ,୨।୫: ଦେଶରେ କରୋନା ସଂକ୍ରମଣ ବଢୁଥିବା ନେଇ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ ମୋଦି ସରକାରଙ୍କୁ ଚେତାବନୀ ଦେଇଥିଲେ। ମାତ୍ର ସେ ଏହାର ମଜା ଉଡ଼ାଇଥିଲେ ବୋଲି ଏକ ସାକ୍ଷାତକାରରେ ରାହୁଲ କହିଛନ୍ତି। ସେ କହିଛନ୍ତି, ମୋଦି ସରକାର ବୈଜ୍ଞାନିକମାନଙ୍କ...

ଆସାମରେ ଭାଜପା ମେଣ୍ଟ ଆଗରେ…

ଗୁଆହାଟି,୨।୫: ଆସାମ ବିଧାନସଭା ନିର୍ବାଚନର ଭୋଟ ଗଣନା ରବିବାର ଆରମ୍ଭ ହୋଇଛି। ରାଜ୍ୟରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ମେଣ୍ଟ ୬୬ ଆସନରେ ଆଗୁଆ ରହିଛି। ସେହିପରି ଏଠାରେ କଂଗ୍ରେସ ୨୯ ଆସନରେ ଆଗୁଆ ରହିଛି। ରାଜ୍ୟର ୧୨୬ ବିଧାନସଭା ଆସନ...

ତୃଣମୂଳ-ଭାଜପା ମଧ୍ୟରେ କଡ଼ା ମୁକାବିଲା: ନନ୍ଦିଗ୍ରାମରେ ଶୁଭେନ୍ଦୁ ଆଗରେ…

କୋଲକାତା,୨।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଫଳାଫଳ ଏବେ ରୋଚକ ମୋଡ଼ରେ ପହଞ୍ଚିଛି। ରାଜ୍ୟରେ ଶାସକ ତୃଣମୂଳ କଂଗ୍ରେସ ଏବଂ ଭାଜପା ମଧ୍ୟରେ କଡ଼ା ମୁକାବିଲା ଜାରି ରହିଛି। ତୃଣମୂଳ ୧୬୧ ଆସନରେ ଆଗେଇଥିବାବେଳେ ଭାଜପା ୧୧୫ ଆସନରେ ଆଗୁଆ ରହିଛି।...

କରୋନା ସ୍ଥିତି ଅସମ୍ଭାଳ: ଭଗବାନ ଭରସା…

ନୂଆଦିଲ୍ଲୀ,୨।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ଅଣାୟତ୍ତ ସ୍ଥିତି ସୃଷ୍ଟି ହୋଇଛି। ସ୍ଥିତି ବେକାବୁ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। କରୋନା ସଂକ୍ରମଣ ପୂର୍ବର ସମସ୍ତ...

ଭାରତରେ ଲକ୍‌ଡାଉନ୍‌ ଜାରି ହେବା ଜରୁରୀ: ଟାସ୍କ୍‌ଫୋର୍ସ

ନୂଆଦିଲ୍ଲୀ,୨।୫: ଭାରତରେ କରୋନା ମହାମାରୀ ଯୋଗୁ ପ୍ରତିଦିନ ମୃତ୍ୟୁ ସଂଖ୍ୟା ସହିତ ସମତାଳରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଫଳରେ ଦେଶର ବିଭିନ୍ନ ଶ୍ମଶାନରେ ଚିତା ଲିଭିବାର ନାଁ ଧରୁନି। ଏପରିସ୍ଥଳେ କରୋନା ପାଇଁ ଗଠିତ ହୋଇଥିବା ଜାତୀୟ...

ପଶ୍ଚିମବଙ୍ଗରେ ଦିଦି-କେରଳରେ ଲେଫ୍ଟ ଆଗରେ…

କୋଲକାତା/ଥିରଭାନନ୍ତପୁରମ୍‌,୨।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଭୋଟ ଗଣତି ରବିବାର ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟ ଭୋଟଗଣନାରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କର ତୃଣମୂଳ, କଂଗ୍ରେସ ଆଗୁଆ ରହିଛି। ତୃଣମୂଳ ୧୨୩ଟି ଆସନରେ ଏବଂ ଭାଜପା ୧୧୬ ଆସନରେ ଆଗୁଆ ରହିଛନ୍ତି। ପଶ୍ଚିମବଙ୍ଗରେ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri