ଜାତୀୟ

କରୋନାକୁ ହରାଇଲେ ମୁଖ୍ୟମନ୍ତ୍ରୀ

ଲକ୍ଷ୍ନୌ,୩୦।୪: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କରୋନାକୁ ହରାଇଛନ୍ତି। ତାଙ୍କ କରୋନା ରିପୋର୍ଟ ନେଗେଟିଭ୍‌ ଆସିଛି। ମୁଖ୍ୟମନ୍ତ୍ରୀ ନିଜେ ଟୁଇଟ କରି ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ଶୁଭେଚ୍ଛା ପାଇଁ ସେ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ ଟୁଇଟ୍‌...

ଦୀର୍ଘ ୩ ବର୍ଷ ପରେ ଜେଲ୍‌ରୁ ବାହାରିଲେ ଲାଲୁ ଯାଦବ

ରାଞ୍ଚି,୩୦।୪: ଦୀର୍ଘ ଦିନର କୋର୍ଟ ଲଢେଇ ପରେ ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଜେଲରୁ ମୁକ୍ତ ହୋଇଛନ୍ତି। ହାଇକୋର୍ଟରୁ ଜାମିନ ପାଇବା ପରେ ଲାଲୁ ୧୨ ଦିନ ଜେଲରୁ ବାହାରିଛନ୍ତି। ସୂଚନାଯୋଗ୍ୟ, ଝାଡଖଣ୍ଡର ଡୁମ୍‌କା ଟ୍ରେଜେରୀରେ ମାମଲାରେ ମାର୍ଚ୍ଚ...

ନକଲି ରେମ୍‌ଡେସିଭିର୍‌ ପ୍ରସ୍ତୁତ କରୁଥିବା କମ୍ପାନୀ ଉପରେ ଚଢାଉ

ନୂଆଦିଲ୍ଲୀ,୩୦।୪: ନକଲି ରେମ୍‌ଡେସିଭିର୍‌ ଔଷଧ ପ୍ରସ୍ତୁତ କରୁଥିବା କମ୍ପାନୀ ଉପରେ ଦିଲ୍ଲୀ କ୍ରାଇମବ୍ରାଞ୍ଚ ପୋଲିସର ଏକ ଟିମ୍‌ ଚଢାଉ କରିଛି। ଏହି ମାମଲାରେ ୫ ଜଣଙ୍କୁ ଗିରଫ କରି କ୍ରାଇମବ୍ରାଞ୍ଚ। ଉତ୍ତରପ୍ରଦେଶର ହରିଦ୍ୱାର, ରୁଡକୀ ଏବଂ କୋଟୱାରରେ ବେଆଇନ କାରଖାନାଗୁଡ଼ିକରେ...

କରୋନା ସ୍ଥିତି ଗମ୍ଭୀର: ଦିନକରେ ୩.୮୬ ଲକ୍ଷ ସଂକ୍ରମିତ, ୩,୫୦୨ ମୃତ

ନୂଆଦିଲ୍ଲୀ,୩୦।୪: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ ପୁଣି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ତିନି ଲକ୍ଷରୁ ଅଧିକ ନୂତନ କରୋନା ମାମଲା ଆସୁଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ସ୍ବାସ୍ଥ୍ୟ...

ଘରେ ରେମ୍‌ଡେସିଭିର୍‌ ନ ନେବାକୁ ପରାମର୍ଶ

ନୂଆଦିଲ୍ଲୀ, ୩୦।୪(ପି.ଟି.):ସାମାନ୍ୟ ଏବଂ ମଧ୍ୟମ ଲକ୍ଷଣ ଥିବା କରୋନା ସଂକ୍ରମିତଙ୍କ ହୋମ୍‌ ଆଇସୋଲେଶନ ପାଇଁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଗୁରୁବାର ସଂଶୋଧିତ ଗାଇଡ୍‌ଲାଇନ ଜାରି କରିଛି। ଘରେ ରହୁଥିବା ରୋଗୀ ରେମ୍‌ଡେସିଭିର ଇଞ୍ଜେକ୍‌ଶନ ନ ନେବା ପାଇଁ ପରାମର୍ଶ ଦିଆଯାଇଛି। କେବଳ...

ଇତିହାସ ରଚିବେ ବିଜୟନ୍‌

ନୂଆଦିଲ୍ଲୀ,୩୦ା୪:ପୂର୍ବାପେକ୍ଷା ଏଥର ଆମେ ଅଧିକ ଆସନରେ ବିଜୟୀ ହେବୁ। ଗୁରୁବାର ରାତିରେ ଏକ୍‌ଜିଟ୍‌ ପୋଲ୍‌ ଫଳ ଆସିବା ପରେ କେରଳ ରାଜଧାନୀ ଥିରୁଭାନନ୍ତପୁରମ୍‌ରେ ଏହା ଥିଲା ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ୍‌ଙ୍କ ପ୍ରଥମ ମନ୍ତବ୍ୟ। ଏହି ଦକ୍ଷିଣ ଭାରତୀୟ ରାଜ୍ୟରେ କ୍ରମାଗତ...

ଚକିତ କରିପାରେ ନନ୍ଦିଗ୍ରାମ

କୋଲକାତା, ୩୦ା୪: ପଶ୍ଚିମବଙ୍ଗରେ ଗୁରୁବାର ୮ ପର୍ଯ୍ୟାୟ ବିଶିଷ୍ଟ ନିର୍ବାଚନ ସହ ‘ଖେଳ’ ଶେଷ ହୋଇଛି। ଚୂଡ଼ାନ୍ତ ଇନିଂସରେ ୭୬.୦୭% ମତଦାନ ହୋଇଛି। ତୃଣମୂଳ କଂଗ୍ରେସ (ଟିଏମ୍‌ସି) ସୁପ୍ରିମୋ ମମତା ବାନାର୍ଜୀ ପ୍ରତିଦ୍ୱନ୍ଦ୍ୱିତା କରିଥିବା ବହୁଚର୍ଚ୍ଚିତ ନନ୍ଦିଗ୍ରାମ ଆସନରେ ଏପ୍ରିଲ...

ଏକ୍‌ଜିଟ୍‌ ପୋଲ୍‌ରେ ମମତାଙ୍କ ହ୍ୟାଟ୍ରିକ୍‌

ନୂଆଦିଲ୍ଲୀ,୩୦ା୪:ପଶ୍ଚିମବଙ୍ଗରେ ଶାସକ ତୃଣମୂଳ କଂଗ୍ରେସ(ଟିଏମ୍‌ସି) ହ୍ୟାଟ୍ରିକ୍‌ ବିଜୟ ହାସଲ କରି ପୁଣି ଥରେ ଶାସନ କରିପାରେ। ଏହାସହ ଟିଏମ୍‌ସି ସୁପ୍ରିମୋ ମମତା ବାନାର୍ଜୀ ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ହୋଇପାରନ୍ତି। କେରଳରେ ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ୍‌ ଲଗାତର ଦ୍ୱିତୀୟ ଥର...

ଆଗେଇ ଆସିଲେ ତେନ୍ଦୁଲକର

ନୂଆଦିଲ୍ଲୀ,୨୯।୪ : କୋଭିଡ୍‌-୧୯ ଯୋଗୁ ଦେଶରେ ସୃଷ୍ଟି ହୋଇଛି ଅତି ଭୟଙ୍କର ସ୍ଥିତି। ଏଭଳି ସମୟରେ ସାହାଯ୍ୟର ହାତ ବଢ଼ାଇଛନ୍ତି କିମ୍ବଦନ୍ତୀ କ୍ରିକେଟର ସଚିନ ତେନ୍ଦୁଲକର। ଗୁରୁତର କୋଭିଡ୍‌-୧୯ ଆକ୍ରାନ୍ତଙ୍କ ପାଇଁ ଅକ୍ସିଜେନ କନସେନ୍‌ଟ୍ରେଟର୍ସ କିଣିବା ପାଇଁ ୧ କୋଟି...

ତୁରନ୍ତ ଭାରତ ଛାଡ଼

ନୂଆଦିଲ୍ଲୀ, ୨୯।୪: ଭାରତରେ କରୋନା ସଂକ୍ରମଣ ହୁ ହୁ ହୋଇ ବଢ଼ିଚାଲିଛି। ଏନେଇ ଆମେରିକା ସରକାରଙ୍କ ପକ୍ଷରୁ ତୁରନ୍ତ ଭାରତ ଛାଡି ଚାଲିଆସିବାକୁ ଆମେରିକୀୟ ନାଗରିକଙ୍କୁ କୁହାଯାଇଛି। ସେହିପରି ଆମେରିକାରୁ ଭାରତକୁ କେହି ନ ଯିବାକୁ ଆମେରିକା ପକ୍ଷରୁ ଆଡଭାଇଜରି...

ଫେରାଯିବ କୋଭିଡ୍‌ ଟିକା

ନୂଆଦିଲ୍ଲୀ,୨୯।୪ : ବେସରକାରୀ କୋଭିଡ୍‌-୧୯ ଟିକାକରଣ କେନ୍ଦ୍ରକୁ ଅବ୍ୟବହୃତ ଟିକା ଫେରାଇବାକୁ କୁହାଯାଇଛି। ଏଥିନେଇ ସେମାନଙ୍କୁ ଦିଆଯାଇଛି ଶୁକ୍ରବାର ପର୍ଯ୍ୟନ୍ତ ସମୟ। ବଳକା ଟିକାଗୁଡ଼ିକୁ ମେ’ ୧ ତାରିଖରୁ ଆରମ୍ଭ ହେବାକୁ ଥିବା ୩ୟ ପର୍ଯ୍ୟାୟ ଟିକାକରଣ ପ୍ରକ୍ରିୟାରେ ବ୍ୟବହାର...

ଚାର୍‌ ଧାମ ଯାତ୍ରା ବାତିଲ

ଡେରାଡୁନ୍‌,୨୯ା୪: କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ଉତ୍ତରାଖଣ୍ଡ ସରକାର ଗଙ୍ଗୋତ୍ରୀ, ଯମୁନୋତ୍ରୀ, କେଦାରନାଥ ଏବଂ ବଦ୍ରିନାଥକୁ ୪ ଧାମ୍‌ ଯାତ୍ରା ବାତିଲ କରିଛନ୍ତି। ଗୁରୁବାର ସରକାରଙ୍କ ପକ୍ଷରୁ ଏ ନେଇ ଘୋଷଣା କରାଯାଇଛି। ମେ ମାସରେ ଏହି ଯାତ୍ରା ଆରମ୍ଭ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri