ଜାତୀୟ

ଅଭିନେତ୍ରୀଙ୍କ କାରନାମା; ଭାଇକୁ ହତ୍ୟା ପରେ ଟିକଟିକ୍‌ କରି କାଟି ଦେଲେ

ହୁବାଲି,୨୮।୪ : ଲିଭ୍‌ଇନ ରିଲେଶନକୁ ବିରୋଧ କରିବାରୁ ଭାଇଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି କନ୍ନଡ ଅଭିନେତ୍ରୀ ଶାନାୟା କାଟ୍‌ଭେ। ଏହି ହତ୍ୟାରେ ତାଙ୍କୁ ସହଯୋଗ କରିଥିଲେ ବୟଫ୍ରେଣ୍ଡ। ହତ୍ୟା ପରେ ଭାଇର ମୃତଦେହ ଟିକଟିକ୍‌ କରି ଦେଇଥିଲେ।...

ପ୍ରଥମ ଦିନ କ୍ରାସ ହୋଇଗଲା କୋଓ୍ବିନ ଓ୍ବେବସାଇଟ୍‌

ନୂଆଦିଲ୍ଲୀ,୨୮।୪ : ଆସନ୍ତା ୧ ତାରିଖରୁ ଆରମ୍ଭ ହେବାକୁ ଥିବା ୩ୟ ପର୍ଯ୍ୟାୟ ଟିକାକରଣ ପାଇଁ ବୁଧବାରଠାରୁ ଆରମ୍ଭ ହୋଇଯାଇଛି ରେଜିଷ୍ଟ୍ରେଶନ ପ୍ରକ୍ରିୟା। କିନ୍ତୁ ପ୍ରଥମ ଦିନ ହିଁ କୋଓ୍ବିନ ଓ୍ବେବସାଇଟ୍‌ କାମ କରୁ ନ ଥିବା ଅଭିଯୋଗ ଆସିଛି।...

କମିଲା କରୋନା ଟିକାର ଦାମ୍‌

ନୂଆଦିଲ୍ଲୀ,୨୮।୪: ସିରମ୍‌ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଇଣ୍ଡିଆ ପକ୍ଷରୁ କୋଭିଶିଲ୍ଡ ଟିକାର ଦାମ୍‌କୁ ବୁଧବାର ହ୍ରାସ କରାଯାଇଛି। ଏନେଇ ଏକ ଟେଲିଭିଜନ ଚ୍ୟାନେଲକୁ ସାକ୍ଷାତକାର ଦେବା ଅବସରରେ କୋଭିଶିଲ୍ଟ ଟିକା କମ୍ପାନୀର ସିଇଓ ଅଦର ପୁନାୱାଲା ଏହି ସୂଚନା ଦେଇଛନ୍ତି। ରାଜ୍ୟ...

ଆଯୋଧ୍ୟାରେ ନିର୍ମାଣ ହେବ ମାତା ସୀତାଙ୍କ ଭବ୍ୟ ମନ୍ଦିର

ଅଯୋଧ୍ୟା,୨୮।୪: ପ୍ରଭୁ ଶ୍ରୀରାମଙ୍କ ନଗରୀ ଅଯୋଧ୍ୟାରେ ଖୁବଶୀଘ୍ର ମାତା ସୀତାଙ୍କର ଏକ ଭବ୍ୟ ମନ୍ଦିର ପ୍ରତିଷ୍ଠା ହେବାକୁ ଯାଉଛି। ତପସ୍ବୀ ଛାଭନୀର ମହନ୍ତ ଜଗତଗୁରୁ ପରମହଂସ ଆଚାର୍ଯ୍ୟଙ୍କ ନେତୃତ୍ୱରେ ଅଯୋଧ୍ୟାରେ ମାତା ସୀତାଙ୍କର ଏକ ବିଶାଳ ମନ୍ଦିର ପ୍ରତିଷ୍ଠା ହେବ।...

ବୟଫ୍ରେଣ୍ଡଙ୍କ ସହ ଗେଷ୍ଟହାଉସ୍‌ ଯାଇଥିଲେ ଗର୍ଲଫ୍ରେଣ୍ଡ୍‌: ପରେ ଘଟିଲା ଏମିତି

ଫରିଦାବାଦ,୨୮।୪: ହରିୟାଣାର ଫରିଦାବାଦରେ ସେକ୍ଟର-୯ ଏକ ଅଭାବାନୀୟ ଘଟଣା ଘଟଛି। ଏକ ଗେଷ୍ଟହାଉସ୍‌ରେ ପ୍ରେମିକାଙ୍କ ଗଳା ଚିପି ହତ୍ୟା କରିନ୍ତି ପ୍ରେମିକ। ଘଟଣାସ୍ଥଳନରୁ ଅଭିଯୁକ୍ତ ଫେରାର ଅଛନ୍ତି। ପୋଲିସ ଏନେଇ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।...

ଏପ୍ରିଲ୍‌ ୨୯ ସନ୍ଧ୍ୟାରୁ ଲକ୍‌ଡାଉନ୍‌…

ପଣଜୀ,୨୮।୪: ଦେଶରେ କରୋନା ସଂକ୍ରମଣ ବଢୁଥିବାରୁ କେତେକ ରାଜ୍ୟରେ ଲକ୍‌ଡାଉନ୍‌ ଏବଂ କର୍ଫ୍ୟୁ ଘୋଷଣା କରାଯାଇଛି। ଏପରିସ୍ଥଳେ ଗୋଆରେ ସଂକ୍ରମଣ ବୃଦ୍ଧି ପାଉଥିବାରୁ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତ ୬ ଦିନିଆ ଲକ୍‌ଡାଉନ୍‌ ଜାରି ସମ୍ପର୍କରେ ବୁଧବାର ଘୋଷଣା କରିଛନ୍ତି। ଏପ୍ରିଲ୍‌...

ପଞ୍ଚାୟତ ନିର୍ବାଚନ ଦାୟିତ୍ୱରେ ଥିବା ୧୩୫ ଶିକ୍ଷକଙ୍କ ମୃତ୍ୟୁ: ହାଇକୋର୍ଟଙ୍କ ପ୍ରଶ୍ନ ଏଥିପାଇଁ ଦାୟୀ କିଏ

ଲକ୍ଷ୍ନୌ,୨୮।୪: ଉତ୍ତର ପ୍ରଦେଶରରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଉଛି। କରୋନା ସଙ୍କଟ ମଧ୍ୟରେ ପଞ୍ଚାୟତ ନିର୍ବାଚନ ଦାୟିତ୍ୱରେ ଥିବା ୧୩୫ ଶିକ୍ଷକଙ୍କ ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ଶିକ୍ଷକଙ୍କ ମୃତ୍ୟୁକୁ ନେଇ ଇହ୍ଲାବାଦ୍‌ ହାଇକୋର୍ଟ ରାଜ୍ୟ ନିର୍ବାଚନ...

ସ୍ତ୍ରୀଙ୍କ ମୃତଦେହକୁ ସାଇକେଲରେ ବୋହି ନେଇ କଲେ ଅନ୍ତିମ ସଂସ୍କାର: ଗାଁ ଲୋକେ ଘରେ ଲୁଚିଲେ…

ଲକ୍ଷ୍ନୌ,୨୮।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ସ୍ଥିତି ଅସମ୍ଭାଳ ହୋଇଛି। ଏପରିସ୍ଥଳେ କରୋନା ସଂକ୍ରମଣ ଭୟରେ କେତେକ ଲୋକଙ୍କ ମଧ୍ୟରେ ମାନବିକତା ନ ଥିବା ଭଳି ମନେ ହେଉଛି। ଏଭଳି ଏକ ଘଟଣା ଉତ୍ତରପ୍ରଦେଶ ଜୋନ୍‌ପୁରରେ ଘଟିଛି। ସ୍ଥାନୀୟ...

ଏଭଳି ଲୋକଙ୍କ ସହିତ ୧ ମିନିଟ୍‌ ରହିଲେ ବି ହୋଇଯିବ କରୋନା…

ନୂଆଦିଲ୍ଲୀ,୨୮।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ଆତଙ୍କ ଦେଖାଦେଇଛି। କରୋନା ଭୂତାଣୁ ସଂକ୍ରମଣ ତୀବ୍ର ବେଗରେ ବ୍ୟାପୁଥିବାରୁ ଏହାକୁ ରୋକିବା ଅସମ୍ଭବ ହୋଇପଡ଼ିଛି। ଏପରିସ୍ଥଳେ ଦିଲ୍ଲୀ ଏମ୍ସ୍‌ର ନିର୍ଦ୍ଦେଶକ ଡ. ରଣଦୀପ୍‌ ଗୁଲେରିଆ କହିଛନ୍ତି ଯେ, ଆକ୍ରାନ୍ତଙ୍କ ସହିତ...

ସତର୍କ ରୁହନ୍ତୁ, ଆର୍‌ଟି-ପିସିଆର୍‌ ରିପୋର୍ଟ ନେଗେଟିଭ୍‌ ହେଲେ ବି ହେବ କରୋନା ସଂକ୍ରମଣ…

ନୂଆଦିଲ୍ଲୀ,୨୮।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହୋଇଛି। କରୋନା ଭୂତାଣୁ ସଂକ୍ରମଣ ରୋକିବା କଷ୍ଟକର ହୋଇପଡ଼ିଛି। ଏପରିସ୍ଥଳେ ଦିଲ୍ଲୀ ଏମ୍ସ୍‌ର ନିର୍ଦ୍ଦେଶକ ଡ. ରଣଦୀପ୍‌ ଗୁଲେରିଆ କହିଛନ୍ତି ଯେ, କରୋନାର ନୂଆ ଷ୍ଟ୍ରେନ୍‌...

ଥାନାରେ ବିବାହ କଲେ ମହିଳା କନଷ୍ଟେବଳ, ଘୋଡ଼ା ଚଢ଼ି ବିଦା ହେଲେ ଶାଶୁଘର

ଜୟପୁର,୨୮।୪: ପୋଲିସ ଯେତେ ସମସ୍ୟାରେ ଥିଲେ ବି ନିଜର ଡ୍ୟୁଟି ପାଳନ କରିବାକୁ ବାଧ୍ୟ ହୋଇଥାଏ। କର୍ତ୍ତବ୍ୟ ଆଗରେ ସବୁକିଛି ତୁଚ୍ଛ ହୋଇଥାଏ। ସେମିତି ଜଣେ ମହିଳା କନଷ୍ଟେବଳଙ୍କ କ୍ଷେତ୍ରରେ ଘଟିଛି। କରୋନା ମହାମାରୀ ଯୋଗୁ ଥାନାରୁ ତାଙ୍କୁ ଛୁଟି...

ଅନୁମତି ପତ୍ର ଚିରିଲେ, ପଣ୍ଡିତଙ୍କୁ ମାରିଲେ ଚାପୁଡ଼ା; ବନ୍ଦ ରହିଲା ବାହାଘର

ଅଗରତାଲା,୨୮।୪: କରୋନା ମହାମାରୀ ସମୟରେ ବିବାହକୁ ନେଇ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ମାତ୍ର କିଛି ଲୋକ ଏହାକୁ ଉଲ୍ଲଂଘନ କରୁଥିବାରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଉଛି। ଏପରି ଏକ ଘଟଣା ଦେଖିବାକୁ ମିଳିଛି ଅଗରତାଲାରେ। ଏଠାରେ କୋଭିଡ୍‌ ନିୟମ ଉଲ୍ଲଂଘନ କରି...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri