ଜାତୀୟ

ଏହି ରାଜ୍ୟରେ ମେ’ ୩ ପର୍ଯ୍ୟନ୍ତ ଲକ୍‌ଡାଉନ୍‌…

ଜୟପୁର,୧୯।୪: କରୋନା ସଂକ୍ରମଣ ନେଇ ରାଜସ୍ଥାନରେ ସ୍ଥିତ ବେକାବୁ ହେବାରେ ଲାଗିଛି। ଏପରି ସ୍ଥଳେ ସୁରକ୍ଷା ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ଙ୍କ ସରକାର ପକ୍ଷରୁ ରାଜ୍ୟରେ ୧୫ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏପ୍ରିଲ୍‌ ୧୯ଠାରୁ ମେ’ ୩ ପର୍ଯ୍ୟନ୍ତ...

ଲକ୍‌ଡାଉନ୍‌ ଲାଗୁ କରିବା ଅଧିକାର ରାଜ୍ୟ ସରକାରଙ୍କର: ଶାହା

ନୂଆଦିଲ୍ଲୀ,୧୯।୪: କରୋନା ସଂକ୍ରମଣ ନେଇ ଭାରତରେ ଆତଙ୍କ ଦେଖାଦେଇଛି। କରୋନାର ଦ୍ୱିତୀୟ ଲହରରେ ଅଧିକ ସଂଖ୍ୟକ ଛୋଟ ପିଲା ଏବଂ ଯୁବବର୍ଗ ଆକ୍ରାନ୍ତ ହେବା ଯୋଗୁ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। କେତେକ ରାଜ୍ୟ ସରକାର କରୋନା ସଂକ୍ରମଣକୁ ରୋକିବା...

ଶିଳ୍ପକୁ ଅକ୍ସିଜେନ୍‌ ଯୋଗାଣ ମନା

ନୂଆଦିଲ୍ଲୀ, ୧୯।୪: କରୋନା ରୋଗୀଙ୍କ ପାଇଁ ହସ୍ପିଟାଲରେ ଅକ୍ସିଜେନ୍‌ ସଙ୍କଟ ଦେଖାଦେଇଥିବାରୁ ସରକାର ଶିଳ୍ପସଂସ୍ଥାଗୁଡ଼ିକର ବ୍ୟବହାର ନିମନ୍ତେ ଅକ୍ସିଜେନ୍‌ ଯୋଗାଣକୁ ବନ୍ଦ କରିଛନ୍ତି। ରବିବାର ସ୍ବରାଷ୍ଟ୍ର ସଚିବ ଅଜୟ ଭାଲ୍ଲା ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସି ଅଞ୍ଚଳର ମୁଖ୍ୟ ସଚିବମାନଙ୍କୁ...

କରୋନାରେ ଆଖିବୁଜିଲେ ବିଧାୟକ

ପାଟନା,୧୯।୪: ବିହାରରେ କରୋନା ମାମଲା କ୍ରମାଗତ ଭାବରେ ବଢିଚାଲିଛି। ସୋମବାର ବିହାରର ପୂର୍ବତନ ଶିକ୍ଷା ମନ୍ତ୍ରୀ ତଥା ଜେଡିୟୁ ବିଧାୟକ ମଓ୍ବୋଲାଲ ଚୌଧୁରୀଙ୍କ ପରଲୋକ ଘଟିଛି। ସେ ସକାଳ ୪ଟାରେ ପାଟଣାର ପାରାସ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।...

‘କାର୍‌ଗିଲଠାରୁ କୋଭିଡ୍‌ ମୃତ୍ୟୁ ଅଧିକ’

ଦେଶରେ ଦୈନିକ କୋଭିଡ୍‌ ସଂକ୍ରମିତଙ୍କ ମୃତ୍ୟୁକୁ ନେଇ ଚିନ୍ତା ବ୍ୟକ୍ତ କରିଛନ୍ତି ଭାରତର ପୂର୍ବତନ ସେନା ମୁଖ୍ୟ ବେଦ ପ୍ରକାଶ ମଲିକ। ୨ ମାସ ଧରି ଚାଲିଥିବା କାର୍‌ଗିଲ ଯୁଦ୍ଧ ଅପେକ୍ଷା କରୋନାରେ ଅଧିକ ଲୋକଙ୍କ ମୃତ୍ୟୁ ଘଟୁଛି ବୋଲି...

‘ମୃତ୍ୟୁ ପ୍ରମାଣପତ୍ରରେ ରହୁ ମୋଦିଙ୍କ ଫଟୋ’

ଚଣ୍ଡିଗଡ଼, ୧୯ା୪: ଟିକା ପ୍ରମାଣପତ୍ରରେ ଯଦି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରେୟ ନେବାକୁ ନିଜ ଫଟୋ ଛାପୁଛନ୍ତି ତେବେ କୋଭିଡ୍‌ରେ ପ୍ରାଣ ହରାଉଥିବା ଲୋକଙ୍କ ମୃତ୍ୟୁ ସାର୍ଟିଫିକେଟରେ ମଧ୍ୟ ମୋଦିଙ୍କ ଫଟୋ ରହୁ ବୋଲି କହିଛନ୍ତି ମହାରାଷ୍ଟ୍ର ମନ୍ତ୍ରୀ ତଥା...

କୋଭିଡ୍‌ ହସ୍ପିଟାଲରେ ନିଅଁ।: ୫ ମୃତ

ରାୟପୁର, ୧୯ା୪: ଛତିଶଗଡ଼ ରାଜଧାନୀ ରାୟପୁରର ଏକ ଘରୋଇ ହସ୍ପିଟାଲର କୋଭିଡ୍‌ ଓ୍ବାର୍ଡରେ ଶନିବାର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେଠାରେ ପ୍ରାୟ ୩୦ କରୋନା ସଂକ୍ରମିତଙ୍କ ଚିକିତ୍ସା ଚାଲିଥିଲା। ଘଟଣାର ତଦନ୍ତ ପାଇଁ...

ଅକ୍ସିଜେନ୍‌ ଅଭାବରୁ ୧୦ ରୋଗୀଙ୍କ ମୃତ୍ୟୁ

ଭୋପାଳ, ୧୯।୪: ମଧ୍ୟପ୍ରଦେଶର ଶାହଡୋଲ ଜିଲାରେ ଥିବା ସରକାରୀ ମେଡିକାଲ କଲେଜରେ ତରଳ ଅକ୍ସିଜେନ୍‌ ଟ୍ୟାଙ୍କରେ କମ୍‌ ଚାପ ଯୋଗୁ ୧୦ ଜଣ କରୋନା ରୋଗୀଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ତେବେ ଜିଲା ପ୍ରଶାସନ ଏବଂ ହସ୍ପିଟାଲ କର୍ତ୍ତୃପକ୍ଷ...

ଆଉ ରକ୍ଷା ନାହିଁ: ସ୍ଥିତି ହେଲା ଅସମ୍ଭାଳ…

ନୂଆଦିଲ୍ଲୀ,୧୯।୪: ଦେଶରେ କରୋନା ସଂକ୍ରମଣ ଅସମ୍ଭାଳ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ବେଲଗାମ ହେବା ଯୋଗୁ ଲୋକଙ୍କ ମଧ୍ୟ ଆତଙ୍କ ସୃଷ୍ଟି ହୋଇଛି। କରୋନା ସଂକ୍ରମଣ ପୂର୍ବର ସମସ୍ତ ରେକର୍ଡ ଭାଙ୍ଗିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ...

‘ପ୍ରଧାନମନ୍ତ୍ରୀ ନୁହନ୍ତି, ଭାଜପା ପ୍ରଚାରକ’

ନୂଆଦିଲ୍ଲୀ/କୋଲକାତା,୧୯ା୪: ମହାମାରୀ କରୋନା ଯୋଗୁ ଭାରତରେ ସ୍ବାସ୍ଥ୍ୟ ସଙ୍କଟ ସୃଷ୍ଟି ହୋଇଛି। ରବିବାର ୨,୬୧,୫୦୦ରୁ ଊର୍ଦ୍ଧ୍ୱ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୧,୫୦୧ ଜଣ ଭୂତାଣୁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ମହାରାଷ୍ଟ୍ର, ଉତ୍ତରପ୍ରଦେଶ, ଛତିଶଗଡ଼, ମଧ୍ୟପ୍ରଦେଶ, କର୍ନାଟକ, କେରଳ ସମେତ...

ଭାଜପା ପ୍ରାର୍ଥୀଙ୍କୁ ଗୁଳି

କୋଲକତା,୧୯।୪: ପଶ୍ଚିମବଙ୍ଗର ମାଲଦାଠାରେ ଭାଜପା ପ୍ରାର୍ଥୀଙ୍କୁ ଗୁଳି କରାଯାଇଛି। ମାଲଦା ବିଧାନସଭା ନିର୍ବାଚନମଣ୍ଡଳୀରୁ ଭାଜପା ପ୍ରାର୍ଥୀ ଗୋପାଳ ଚନ୍ଦ୍ର ସାହା ରବିବାର ରାତି ୯ଟାରେ ପ୍ରଚାରରୁ ଫେରୁଥିଲେ। ଏହି ସମୟରେ କିଛି ଅଜ୍ଞାତ ବ୍ୟକ୍ତି ତାଙ୍କ ଉପରକୁ ଗୁଳି ଚଳାଇବା...

କର୍ଫ୍ୟୁ ଚେକିଂବେଳେ ପୋଲିସ କର୍ମୀଙ୍କ ସହ ଅଭଦ୍ରାମି କଲେ ଦମ୍ପତି

ନୂଆଦିଲ୍ଲୀ,୧୮।୪: ଦିଲ୍ଲୀରେ ସପ୍ତାହନ୍ତା ଲକ୍‌ଡାଉନ କୋଭିଡ୍‌ ନିୟମ ନ ମାନିବା ପାଇଁ ଏକ ଦମ୍ପତି ବିରୋଧରେ ମାମଲା ରୁଜୁ କରାଯାଇଛି। ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଭିଡିଓରେ ଦେଖିବାକୁ ମିଳୁଛି, କାର ଭିତରେ ମାସ୍କ ପିନ୍ଧି ନ ଥିବାରୁ ଦମ୍ପତିଙ୍କୁ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri