ଜାତୀୟ

ୟୁନିଭରସିଟିରେ କୋଭିଡ୍‌ ଓ୍ବାର୍ଡ…

ଲକ୍ଷ୍ନୌ,୧୭।୪: କରୋନା ସଂକ୍ରମଣ ନେଇ ଉତ୍ତରପ୍ରଦେଶରେ ଆତଙ୍କ ସୃଷ୍ଟି ହୋଇଛି। ଏଠାରେ ହସ୍ପିଟାଲରେ ବେଡ୍‌ର ଅଭାବ ଦେଖାଦେଇଛି। ଏପରିସ୍ଥଳେ ରାଜ୍ୟ ସରକାର ଆହ୍ଲାବାଦ ୟୁନିଭରସିଟିକୁ କୋଭିଡ୍‌ ଓ୍ବାର୍ଡ ପରିଣତ କରିବାକୁ ଯାଉନ୍ତି। ଇତିମଧ୍ୟରେ ରାଜ୍ୟସରକାରଙ୍କ ନିଷ୍ପତ୍ତି କ୍ରମେ ବିଶ୍ୱବିଦ୍ୟାଳୟର ହଷ୍ଟେଲକୁ...

ଏଭଳି ହେଉଛି କି, ଶୀଘ୍ର ପିଲାଙ୍କୁ ନିଅନ୍ତୁ ହସ୍ପିଟାଲ…

ନୂଆଦିଲ୍ଲୀ,୧୭।୪: ଦେଶରେ କରୋନା ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ କୋକୁଆ ଭୟ ଦେଖାଦେଇଛି। ନୂଆ ଷ୍ଟ୍ରେନ୍‌ର ନୂଆ ଲକ୍ଷଣ ଏବଂ ୩ ଗୁଣା ଅଧିକ ବେଗରେ ସଂକ୍ରମଣ ହେଉଥିବା ନେଇ ବିଶେଷଜ୍ଞ ବେଶ୍‌ ଚିନ୍ତାରେ ପଡ଼ିଛନ୍ତି। ନୂଆ ଷ୍ଟ୍ରେନ୍‌ ଟାର୍ଗେଟରେ...

ପୁଣି ମାଡ଼ି ଆସିଲା ବିପଦ: ସାବଧାନ ନ ହେଲେ ଯିବ ଜୀବନ…

ନୂଆଦିଲ୍ଲୀ,୧୭।୪: ଦେଶରେ କରୋନାର ସଂକ୍ରମଣ ବେଲଗାମ୍‌ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ଅଣାୟତ୍ତ ହେବା ଯୋଗୁ ଲୋକଙ୍କ ମଧ୍ୟ କୋକୁଆ ଭୟ ସୃଷ୍ଟି ହୋଇଛି। ପୁଣି କରୋନା ବିପଦ ମାଡ଼ି ଆସୁଥିବାବେଳେ ସାବଧାନ ନ ହେଲେ ଜୀବନ ପ୍ରତି ସଙ୍କଟ...

ହୃଦ୍‌ଘାତରେ ସାଉଥ କମେଡିଆନ ବିବେକଙ୍କ ନିଧନ

ଚେନ୍ନାଇ,୧୭।୪: ତାମିଲ ଫିଲ୍ମର ବେଶ୍‌ ଲୋକପ୍ରିୟ ଅଭିନେତା ତଥା କମେଡିଆନ ବିବେକଙ୍କ ପରଲୋକ ଘଟିଛି। ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଶନିବାର ଭୋରରୁ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୫୯ବର୍ଷ ହୋଇଥିଲା। ତାଙ୍କ ମୃତ୍ୟୁକୁ...

ଟିକା ରପ୍ତାନିକାରୀରୁ ଆମଦାନିକାରୀ ହେଲା ଭାରତ

ନୂଆଦିଲ୍ଲୀ, ୧୭।୪: ଭାରତରେ କରୋନା ମହାମାରୀର ଦ୍ୱିତୀୟ ଲହର ଭୟଙ୍କର ଭାବେ ବଢ଼ିଚାଲିଛି। ଏପରିସ୍ଥଳେ ଦେଶରେ କୋଭିଡ୍‌ ଟିକାର ଅଭାବ ଦେଖାଦେଇଛି। ବିଭିନ୍ନ ଦେଶକୁ କୋଭିଡ୍‌ ଟିକାର ଲକ୍ଷ ଲକ୍ଷ ଡୋଜ୍‌ ଦାନ ତଥା ବିକ୍ରି କରିଥିବା ଭାରତକୁ ଏବେ...

ରେମ୍‌ଡେସିଭିର୍‌ କଳାବଜାର

ନୂଆଦିଲ୍ଲୀ, ୧୭।୪: କୋଭିଡ୍‌ ଚିକିତ୍ସା ପାଇଁ ବ୍ୟବହୃତ ହେଉଥିବା ଆଣ୍ଟିଭାଇରାଲ ଡ୍ରଗ୍‌ ରେମ୍‌ଡସିଭିର୍‌ର ଅଭାବ ବିଭିନ୍ନ ରାଜ୍ୟରେ ଦେଖାଦେଇଛି। ଏହି ଇଞ୍ଜେକ୍‌ଶନ ପାଇଁ ଲୋକେ ଘଣ୍ଟା ଘଣ୍ଟା ଧରି ଧାଡ଼ିରେ ଛିଡ଼ା ହେଉଥିବାବେଳେ ଅସାଧୁ ବ୍ୟବସାୟୀମାନେ ଏହାର କଳାବଜାର ଆରମ୍ଭ...

ଇଭିଏମ୍‌କୁ ଷ୍ଟାଲିନ୍‌ଙ୍କ ସନ୍ଦେହ

ଡିଏମ୍‌କେ ମୁଖ୍ୟ ଏମ୍‌.କେ. ଷ୍ଟାଲିନ୍‌ ଶୁକ୍ରବାର ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌)ର ସୁରକ୍ଷା ନେଇ ସନ୍ଦେହ ବ୍ୟକ୍ତ କରିଛନ୍ତି। ଏପ୍ରିଲ ୬ ବିଧାନସଭା ନିର୍ବାଚନ ପରେ ଇଭିଏମ୍‌ ରଖାଯାଇଥିବା ଷ୍ଟ୍ରଙ୍ଗ୍‌ରୁମ୍‌କୁ ଅନଧିକୃତ ଲୋକଙ୍କୁ ଛଡ଼ାଯାଉଛି ବୋଲି ସେ ଅଭିଯୋଗ ଆଣିଛନ୍ତି।...

ଭୋଟିଂର ୭୨ ଘଣ୍ଟା ପୂର୍ବରୁ ପ୍ରଚାର ବନ୍ଦ

କୋଲକାତା,୧୬।୪: ମତଦାନର ୨୪ ଘଣ୍ଟା ପୂର୍ବରୁ ନୁହେଁ ଏବେଠୁ ୭୨ ଘଣ୍ଟା ପୂର୍ବରୁ ବନ୍ଦ ହେବ ପ୍ରଚାର କାର୍ଯ୍ୟ। ରାଜନୈତିକ ଦଳ ସନ୍ଧ୍ୟା ୭ଟାରୁ ସକାଳ ୧୦ଟା ମଧ୍ୟରେ କୌଣସି ପ୍ରକାରର ବୈଠକ କିମ୍ବା ରାଲି କରିପାରିବେ ନାହିଁ। କରୋନା...

କୁମ୍ଭମେଳା: କରୋନାରେ ନିରଓ୍ବାଣି ଆଖଡ଼ା ମହାମଣ୍ଡଳେଶ୍ୱରଙ୍କ ପରଲୋକ

ହରିଦ୍ୱାରା,୧୬।୪: ହରିଦ୍ୱାରା କୁମ୍ଭମେଳାରେ ଯୋଗଦେଇଥିବା ମଧ୍ୟପ୍ରଦେଶ ନିରଓ୍ବାଣି ଆଖଡ଼ାର ମହାମଣ୍ଡଳେଶ୍ୱର କପିଳଦେବ ଦାସଙ୍କ କରୋନାରେ ମୃତ୍ୟୁ ଘଟିଛି। ତାଙ୍କୁ ୬୫ ବର୍ଷ ହୋଇଥିଲା। ଗୁରୁବାର ତାଙ୍କୁ ହରିଦ୍ୱାରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କପିଲଙ୍କ ସହ ୧୦ ହଜାରରୁ...

ୟେଦୁରପ୍ପାଙ୍କୁ ପୁଣିଥରେ କରୋନା

ବେଙ୍ଗାଲୁରୁ,୧୬।୪: କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପା ଦ୍ୱିତୀୟ ଥର ପାଇଁ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହେବା ପରେ ଶୁକ୍ରବାର ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ୭୮ ବର୍ଷୀୟ ଭାଜପା ନେତା ଗତବର୍ଷ ଅଗଷ୍ଟ ୨ରେ ପ୍ରଥମେ କରୋନା ସଂକ୍ରମିତ ହେବା...

ଦେଶରେ ଅକ୍ସିଜେନ ଅଭାବ ସ୍ବୀକାର କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୬।୪: କରୋନାର ଦ୍ୱିତୀୟ ଲହର ଦେଶବାସୀଙ୍କୁ ଚିନ୍ତାରେ ପକାଇଛି। ଦିନକୁ ଦିନ ଲକ୍ଷାଧିକ ସଂକ୍ରମିତ ହେଉଥିବା ବେଳେ ଦେଶର ବଡବଡ ଡାକ୍ତରଖାନାରେ ଅକ୍ସିଜେନ ଅଭାବ ଦେଖାଦେଇଛି। ଏନେଇ କରୋନା ସଂକ୍ରମିତଙ୍କ ମୃତ୍ୟୁ ହେଉଥିବା ପରିବାର ଲୋକେ ଅଭିଯୋଗ କରୁଛନ୍ତି। ଏଭଳିସ୍ଥତିରେ...

ଚାଷୀଙ୍କ ପାଇଁ ଖୁସି ଖବର: ଏବର୍ଷ ସ୍ବାଭାବିକ ହେବ ବର୍ଷା

ନୂଆଦିଲ୍ଲୀ,୧୬।୪: ଚାଷୀଙ୍କ ପାଇଁ ଖୁସି ଖବର। ଚଳିତ ବର୍ଷ ମୌସୁମୀ ବୃଷ୍ଟିପାତ ସ୍ବାଭାବିକ ହେବ। ଏନେଇ ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ପୂର୍ବାନୁମାନ କରାଯାଇଛି। ଜୁନରୁ ସେପ୍ଟେମ୍ବର ମାସ ମଧ୍ୟରେ ୪୦ ପ୍ରତିଶତ ବୃଷ୍ଟିପାତ ହେବାର ସମ୍ଭାବନା...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri