ନୂଆଦିଲ୍ଲୀ,୨୭ା୫: ଭାରତୀୟ ଭାରିଆଣ୍ଟ କୁହାଯାଉଥିବା କୋଭିଡ୍-୧୯ର ବି.୧.୬୧୭ ରୂପ ୫୩ ଦେଶକୁ ବ୍ୟାପିଥିବା ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲ୍ୟୁଏଚ୍ଓ) ପକ୍ଷରୁ କୁହାଯାଇଛି। ଏହାସହ ଅନ୍ୟ ୭ ଦେଶରେ ମଧ୍ୟ ଏହି ଭାରିଆଣ୍ଟ ଦେଖାଯାଇଥିବା ନେଇ ବେସରକାରୀ ଭାବେ ସୂଚନା ହସ୍ତଗତ ହୋଇଥିବା...
ନୂଆଦିଲ୍ଲୀ,୨୭ା୫: କୋଭିଡ୍-୧୯ର ଦ୍ୱିତୀୟ ଲହର ପ୍ରଥମଠାରୁ ଅଧିକ ଘାତକ ହୋଇଛି। ଏହି ଲହର ଆସିବା ପରେ ଦେଶର ବିଭିନ୍ନ ଭାଗରେ ୫୭୭ ଶିଶୁ ସେମାନଙ୍କ ମା’ବାପାଙ୍କୁ ହରାଇ ଅନାଥ ହୋଇଯାଇଛନ୍ତି। ଏହା ସରକାରୀ ତଥ୍ୟଠାରୁ ପ୍ରକୃତ ସଂଖ୍ୟା ଅଧିକ ହୋଇପାରେ...
ନୂଆଦିଲ୍ଲୀ,୨୭ା୫: ଭାରତରେ ମଙ୍ଗଳବାର ୨,୦୮,୯୨୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାସହ ଦେଶର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୭୧,୫୭,୭୯୫ରେ ପହଞ୍ଚତ୍ଛି। ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୪,୧୫୭ ଜଣଙ୍କ ଜୀବନ ଯିବା ପରେ ମୋଟ ମୃତ୍ୟୁସଂଖ୍ୟା ୩,୧୧,୩୮୮ ଡେଇଁଛି।...
Page 3,183 of 4,846« First«...102030...3,1813,1823,1833,1843,185...3,1903,2003,210...»Last »
Archives
Model This Week
ପିଲାଙ୍କ ଧରିତ୍ରୀ