ଜାତୀୟ

ନିର୍ବାଚନ ପାଇଁ ୨ ସପ୍ତାହରେ ବଢ଼ିଛି ୩୦୦ ଗୁଣା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୧୨ା୪- ନିର୍ବାଚନର ସମ୍ମୁଖୀନ ହୋଇଥିବା ୪ ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ କୋଭିଡ୍‌-୧୯ ପଜିଟିଭଙ୍କ ସଂଖ୍ୟା ଦୁଇ ଗଣା ବଢ଼ିଯାଇଛି। ଆସାମ ଓ ପଶ୍ଚିମବଙ୍ଗରେ ନିର୍ବାଚନ ଆୟୋଗ (ଇସି) ତାରିଖ ଘୋଷଣା କରିବା ପୂର୍ବରୁ ଚାଲୁଥିଲା...

ଡୋମେଷ୍ଟିକ୍‌ ଫ୍ଲାଇଟ୍‌ରେ ମିଳିବ ନାହିଁ ଖାଦ୍ୟ

ନୂଆଦିଲ୍ଲୀ, ୧୨ା୪- ଦୁଇ ଘଣ୍ଟାରୁ କମ୍‌ ସମୟରେ ଲକ୍ଷ୍ୟସ୍ଥଳରେ ପହଞ୍ଚୁଥିବା ଡୋମେଷ୍ଟିକ୍‌ ଫ୍ଲାଇଟ୍‌ରେ ଆଉ ଖାଦ୍ୟ ପରିବେଷଣ କରାଯିବ ନାହିଁ। କୋଭିଡ୍‌ ସଂକ୍ରମଣ ହାରକୁ କମ୍‌ କରିବା ପାଇଁ ବେସାମରିକ ବିମାନ ଚଳାଚଳ ପକ୍ଷରୁ ଏଭଳି ଘୋଷଣା କରାଯାଇଛି। ଆସନ୍ତା...

ଅନ୍ତିମ ସଂସ୍କାର ପାଇଁ ଶ୍ମଶାନ ଘାଟରେ ସରୁନି ଅପେକ୍ଷା

ରାୟପୁର,୧୨।୪: ଦେଶରେ କରୋନାର ଦ୍ୱିତୀୟ ଲହର ଜାରି ରହିଥିବା ବେଳେ ଏହାର ନୂଆ ଷ୍ଟ୍ରେନ୍‌ ଦ୍ରୁତି ଗତିରେ ବ୍ୟାପିବାରେ ଲାଗିଛି। ମହାରାଷ୍ଟ୍ର, ଦିଲ୍ଲୀ, ପଞ୍ଜାବ ଓ ମଧ୍ୟପ୍ରଦେଶ ସମେତ ୧୦ଟି ରାଜ୍ୟରେ କରୋନା ସ୍ଥିତି ଭୟାବହ ହେବାରେ ଲାଗିଛି। ସମସ୍ତ...

ଜୀବିତ ବ୍ୟକ୍ତିଙ୍କ ଡେଥ୍‌ ସାର୍ଟିଫିକେଟ…

ପାଟନା,୧୨।୪: ଦେଶରେ କରୋନା ଆତଙ୍କ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଶ୍ମଶାନ ଘାଟରେ ମଧ୍ୟ ଏହାର ଲମ୍ବା ଲାଇନ୍‌ ଦେଖିବାକୁ ମିଳୁଛି। କରୋନାକୁ ନେଇ ଯେଉଁଠି ଲୋକମାନଙ୍କୁ ଅତ୍ୟଧିକ ସଜାଗ, ସଚେତନତା ରହିବା ଜରୁରୀ ହୋଇପଡ଼ିଛି ସେଠାରେ କେତେକ...

ଦିଦି ମଣିଷ ମାରିବାରେ ବିଶ୍ୱାସ କରନ୍ତି: ମୋଦି

ନୂଆଦିଲ୍ଲୀ,୧୨।୪: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନରେ ଚତୁର୍ଥ ପର୍ଯ୍ୟାୟ ଭୋଟଗ୍ରହଣ ସରିଛି। ପଞ୍ଚମ ପର୍ଯ୍ୟାୟ ପାଇଁ ଭୋଟ ଏପ୍ରିଲ ୧୭ରେ ହେବ। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ବର୍ଦ୍ଧମାନରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି। ଏଥିରେ ମୋଦି...

ତଳମୁହାଁ ଅର୍ଥନୀତି, ଘରମୁହାଁ ପ୍ରବାସୀ

ନୂଆଦିଲ୍ଲୀ/ମୁମ୍ବାଇ,୧୨ା୪: କରୋନା ଭୂତାଣୁର ଦ୍ୱିତୀୟ ଲହର ପ୍ରଥମଠାରୁ ଆହୁରି ଘାତକ ହେବ ବୋଲି ଆଶଙ୍କା କରାଯାଉଥିବାବେଳେ ଭାରତର ଟିକାକରଣ ହାର ଅନ୍ତର୍ଜାତୀୟ ସ୍ତରରେ ପଛରେ ପଡ଼ିଯାଇଛି। ଟିକା ଯୋଗାଣ ଅଭାବରୁ ବଣ୍ଟନରେ ଅସୁବିଧା ଏବଂ ଏହାକୁ ନେଇ ଚାଲିଥିବା ରାଜନୀତି...

ସ୍ଫୁଟନିକ୍‌-ଭି ଟିକାକୁ ମିଳିଲା ମଞ୍ଜୁରୀ

ନୂଆଦିଲ୍ଲୀ,୧୨।୪: ରୁଷିଆର କରୋନା ଟିକା ‘ସ୍ପୁଟନିକ ଭି’କୁ ଦେଶରେ ଜରୁରୀକାଳୀନ ବ୍ୟବହାର ପାଇଁ ବିଶେଷଜ୍ଞ କମିଟି ଅନୁମୋଦନ କରିଛି। ଏହା ସହ ଦେଶକୁ କରୋନା ସହ ମୁକାବିଲା କରିବା ପାଇଁ ତୃତୀୟ ଟିକା ମିଳିଯାଇଛି। ଦେଶରେ ପୂର୍ବରୁ କୋଭିଶିଲ୍ଡ ଏବଂ...

ଦଶମ, ଦ୍ୱାଦଶ ବୋର୍ଡ ପରୀକ୍ଷା ସ୍ଥଗିତ

ମୁମ୍ବାଇ,୧୨।୪: ବର୍ଦ୍ଧିତ କରୋନା ମାମଲାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ର ଶିକ୍ଷା ବିଭାଗ ପକ୍ଷରୁ ସୋମବାର ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ରାଜ୍ୟରେ ନିର୍ଦ୍ଧାରିତ ସମୟରେ ହେବାକୁ ଥିବା ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ମହାରାଷ୍ଟ୍ରରେ ବର୍ତ୍ତମାନର କରୋନା ସ୍ଥିତି ଅସମ୍ଭାଳ...

ସଡ଼କରେ ଅନ୍ତିମ ସଂସ୍କାର…

ରାଞ୍ଚି,୧୨।୪: କରୋନା ସଂକ୍ରମଣ ଦେଶରେ ଲଗାତାର ବଢ଼ି ଚାଲିଛି। ପ୍ରତି ଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଝାଡ଼ଖଣ୍ଡରେ କରୋନା ଆକ୍ରାନ୍ତ ମୃତକଙ୍କ ସଂଖ୍ୟା ଅଧିକ ହେଉଥ୍‌ତ୍ବାରୁ ଶ୍ମଶାନରେ ଲମ୍ବା ଧାଡ଼ି...

ଏଠାରେ ଲୋକେ ଜାରି କଲେ ୨ ଦିନିଆ ଲକ୍‌ଡାଉନ୍‌…

ଦାମୋହ,୧୨।୪: ମଧ୍ୟପ୍ରଦେଶରେ କରୋନା ସଂକ୍ରମଣ ବଢ଼ି ଚାଲିଛି। ପ୍ରତି ଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ ରାଜ୍ୟର କେତେକ ଅଞ୍ଚଳରେ ଓ୍ବିକ୍‌ଏଣ୍ଡ୍‌ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ତେବେ ଦାମୋହ ଜିଲାରେ ଉପନିର୍ବାଚନ ଥିବାରୁ...

ଆଖଡା ପରିଷଦର ଅଧ୍ୟକ୍ଷ କରୋନା ପଜିଟିଭ୍‌

ହରିଦ୍ୱାର,୧୨।୪: ସୋମବତୀ ଅମାବାସ୍ୟାରେ  ଉତ୍ତରାଖଣ୍ଡର ହରିଦ୍ୱାରରେ ମହାକୁମ୍ଭ ମେଳାର ସାହି ସ୍ନାନ ଆୟୋଜିତ ହୋଇଛି। ହେଲେ ଏହି କାର୍ଯ୍ୟକ୍ରମ ପୂର୍ବରୁ ସାଧୁସନ୍ଥଙ୍କ ସଂସ୍ଥା ଅଖିଳ ଭାରତୀୟ ଆଖଡା ପରିଷଦର ଅଧ୍ୟକ୍ଷ ମହନ୍ତ ନରେନ୍ଦ୍ର ଗିରିଙ୍କ ସହ ଅଧାରୁ ଅଧିକ ସନ୍ଥ...

ଭୋଟରଙ୍କ ଚୌକା-ଛକାରେ ଶତକ ପୂରଣ କଲା ଭାଜପା: ମୋଦି

କୋଲକାତା,୧୨।୪: ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ହେବାକୁ ଯାଉଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସରକାର ଚଳିତ ବିଧାନସଭା ନିର୍ବାଚନରେ ପରାଜିତ ହେବ। ରାଜ୍ୟର ଭୋଟରଙ୍କ ଚୌକା ଏବଂ ଛକାରେ ଭାଜପା ଶତକ ପୂରଣ କରିବାକୁ ସକ୍ଷମ ହୋଇ ପାରିଛି ବୋଲି...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri