ଜାତୀୟ

କରୋନା ରୋଗୀଙ୍କ ଅନ୍ତିମ ସଂସ୍କାର ପାଇଁ ଘଣ୍ଟା ଘଣ୍ଟା କରିବାକୁ ପଡ଼ୁଛି ଅପେକ୍ଷା

ଲକ୍ଷ୍ନୌ, ୮।୪: ଉତ୍ତରପ୍ରଦେଶରେ ବଢୁଥିବା କରୋନା ମାମଲା ଚିନ୍ତାର କାରଣ ପାଲଟିଛି। ସଂକ୍ରମଣର ରୋକିବା ପାଇଁ ସରକାର ସମସ୍ତ ପ୍ରକାର ଉଦ୍ୟମ କରୁଛନ୍ତି। ଯେଉଁ ଜିଲା ଗୁଡିକରେ ୫୦୦ରୁ ଅଧିକ ରୋଗୀ ଅଛନ୍ତି ସେଠାରେ ନାଇଟ କର୍ଫ୍ୟୁ ଲାଗୁ କରିବାକୁ...

ଅନ୍‌ଲାଇନ୍‌ରେ ବୋର୍ଡ ପରୀକ୍ଷା: ୧ ଲକ୍ଷରୁ ଅଧିକ ଛାତ୍ରୀଛାତ୍ର କଲେ ହସ୍ତାକ୍ଷର

ନୂଆଦିଲ୍ଲୀ,୮।୪: ସିବିଏସ୍‌ଇର ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ଆଉ ୩ ସପ୍ତାହ ସମୟ ରହିଛି। ଏହା ମେ ୪ରେ ଆରମ୍ଭ ହେବ। ଏପରିସ୍ଥଳେ କରୋନା ସଂକ୍ରମଣକୁ ଭୟ କରି ୧ ଲକ୍ଷରୁ ଅଧିକ ଦଶମ ଏବଂ...

ଭାଜପା ଶାସିତ ରାଜ୍ୟକୁ ମିଳୁଛି ଅଧିକ ଡୋଜ୍‌ : ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଅଭିଯୋଗ

ମୁମ୍ବାଇ,୮।୪: କେନ୍ଦ୍ର ସରକାର କରୋନା ଟିକା ଯୋଗାଣରେ ଭେଦଭାବ କରୁଛନ୍ତି। ଭାଜପା ଶାସିତ ରାଜ୍ୟଗୁଡ଼ିକୁ ଅଧିକ ସଂଖ୍ୟକ ଡୋଜ୍‌ ଯୋଗାଇ ଦିଆଯାଉଥିବାବେଳେ ଅଣ-ଭାଜପା ଶାସିତ ରାଜ୍ୟ ପ୍ରତି ପାତର ଅନ୍ତର କରାଯାଉଥିବା ମହାରାଷ୍ଟ୍ର ସରକାରଙ୍କ ସ୍ବାସ୍ଥ୍ୟମନ୍ତ୍ରୀ ରାଜେଶ ଟୋପେ ଅଭିଯୋଗ...

ଛତିଶଗଡ଼ ପରେ ଏବେ ଏହି ରାଜ୍ୟରେ ଲକ୍‌ଡାଉନ ଘୋଷଣା

ଭୋପାଳ,୮।୪: ଦେଶରେ ଲଗାତର ଭାବେ କରୋନା ଭାଇରସ୍‌ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବିଭିନ୍ନ ରାଜ୍ୟରେ ବଢ଼ିଚାଲିଥିବା କରୋନା ସଂକ୍ରମଣ ଉପରେ ରୋକୋ ଲଗାଇବା ପାଇଁ ଏବେ ସବୁ ରାଜ୍ୟସରକାର କଡ଼ା ପଦକ୍ଷେପ ଗ୍ରହଣ କରୁଛନ୍ତି। ଛତିଶଗଡ଼ ପରେ ଏବେ...

ପାକିସ୍ତାନ ଯୁବକଙ୍କ ପ୍ରେମରେ ଓଡ଼ିଶାର ଏହି ମହିଳା, ଭେଟିବା ପାଇଁ ପହଞ୍ଚିଲେ ସୀମାରେ; ଆଉ ତା’ ପରେ…

ଇସଲାମାବାଦ,୮।୪: ସୋସିଆଲ ମିଡିଆ ଜରିଆରେ ଭାରତର ଜଣେ ମହିଳା ପାକିସ୍ତାନର ଯୁବକଙ୍କ ପ୍ରେମରେ ପଡ଼ିଛନ୍ତି। ଏଥିପାଇଁ ଘର ଛାଡ଼ି ପଞ୍ଜାବର ଡେରା ବାବା ନାନକସ୍ଥିତ କରତାପୁର ସୀମାରେ ପହଞ୍ଚିଛନ୍ତି। ଏହି ମହିଳା ଜଣକ ବିବାହିତ ହୋଇଥିବା ବେଳେ ତାଙ୍କର ୫...

ଶୁକ୍ରବାର ଭାରତ-ଚାଇନା ଆଲୋଚନା

ନୂଆଦିଲ୍ଲୀ,୮।୪: ଭାରତ ଚାଇନା ମଧ୍ୟରେ ୧୧ତମ ରାଉଣ୍ଡ କମାଣ୍ଡର ସ୍ତରୀୟ ଆଲୋଚନା ଶୁକ୍ରବାର ଅନୁଷ୍ଠିତ ହେବ। ଲଦାଖର ଗୋଗ୍ରା, ହଟ୍‌ ସ୍ପ୍ରିଙ୍ଗ୍‌ ଏବଂ ଦେପସାଙ୍ଗ୍‌ ସମତଳ ଅଞ୍ଚଳ ନେଇ ବିସ୍ତୃତ ଚର୍ଚ୍ଚା କରାଯିବ। ପୂର୍ବ ଲଦାଖର ଚୁଶୁଲଠାରେ ଶୁକ୍ରବାର ପୂର୍ବାହ୍ନ...

୫ ଦିବସୀୟ ବାଂଲାଦେଶ ଗସ୍ତରେ ସେନା ମୁଖ୍ୟ

ନୂଆଦିଲ୍ଲୀ, ୮।୪: ଭାରତୀୟ ସେନା ମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନରଭାନେ ୫ ଦିନିଆ ବାଂଲାଦେଶ ଗସ୍ତରେ ଯାଇଛନ୍ତି। ପ୍ରତିରକ୍ଷା ସହଯୋଗ ଏବଂ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ପ୍ରୋତ୍ସାହିତ କରିବା ହେଉଛି ଏହି ଗସ୍ତର...

ଦେଶର ସବୁଠୁ ଛୋଟ ଓକିଲ!

ଜଳନ୍ଧର,୮।୪: କଥାରେ ଅଛି ଯଦି ଦୃଢ ମନୋବଳ ଅଛି, ତେବେ ଦୁନିଆର କୌଣସି କାର୍ଯ୍ୟ ଅସମ୍ଭବ ନୁହେଁ। ଏହି କଥା ସଦ୍ୟ ଉଦାହରଣ ହେଉଛନ୍ତି ହରଓ୍ବିନ୍ଦର କୌର। କମ୍‌ ଉଚ୍ଚତା ଯୋଗୁ ତାଙ୍କୁ ଅନେକ ସମୟରେ ଲୋକଙ୍କର ଟାର୍ଗେଟରେ ରହିବାକୁ...

ପୁଣି କରୋନା ଆତଙ୍କ: ଘରମୁହାଁ ପ୍ରବାସୀ ଶ୍ରମିକ

ନୂଆଦିଲ୍ଲୀ,୮।୪: ଦେଶରେ କରୋନା ସଂକ୍ରମଣ ପୁଣି ସଙ୍କଟ ଜନକ ସ୍ଥିତିରେ ପହଞ୍ଚିଛି। ଗତବର୍ଷ ତୁଳନାରେ କରୋନା ସଂକ୍ରମଣ ଅଧିକ ବେଗରେ ବ୍ୟାପୁଥିବାରୁ ଦିଲ୍ଲୀ, ପୁଣେ, ସୁରଟ ଆଦି ସହରରେ କାମ କରୁଥିବା ପ୍ରବାସୀ ଶ୍ରମିକ ଏବେ ଲକ୍‌ଡାଉନ୍‌ ଭୟରେ ଘରମୁହାଁ...

ଲକ୍‌ଡାଉନରେ ଟିକେଟ୍‌ ବୁକିଂ ଟଙ୍କା ଖୁବ୍‌ଶୀଘ୍ର ହେବ ଫେରସ୍ତ

ନୂଆଦିଲ୍ଲୀ,୮।୪: ଗତ ବର୍ଷ ଲାଗୁ ହୋଇଥିବା ଦେଶବ୍ୟାପୀ ଲକ୍‌ଡାଉନ ସମୟରେ ବୁକ ହୋଇଥିବା ବିମାନ ଟିକେଟ ଫେରସ୍ତରେ ବିଳମ୍ବ ହୋଇଥିବାରୁ ନାଗରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଅସନ୍ତୋଷ ବ୍ୟକ୍ତ କରିଛି। ବିମାନ କମ୍ପାନୀଗୁଡିକ ମନୋଭାବକୁ ନେଇ ମନ୍ତ୍ରଣାଳୟ ଅସନ୍ତୋଷ ବ୍ୟକ୍ତ...

ଦ୍ୱିତୀୟ ଲହର ବେକାବୁ: ହସ୍ପିଟାଲରେ ବେଡ୍‌-ଭେଣ୍ଟିଲେଟର ଅଭାବ

ନୂଆଦିଲ୍ଲୀ,୮।୪: ଦେଶରେ କରୋନା ସଂକ୍ରମଣର ଦ୍ୱିତୀୟ ଲହର ବେକାବୁ ହେବାରେ ଲାଗିଛି। ଏହା ପୂର୍ବାପେକ୍ଷା ୩ଗୁଣା ଅଧିକ ବେଗରେ ବ୍ୟାପୁଥିବାରୁ ଏହାକୁ ଆୟତ୍ତ କରିବା କଷ୍ଟକର ହେଉଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ହସ୍ପିଟାଲରେ ବେଡ୍‌ ଏବଂ ଭେଣ୍ଟିଲେଟରର...

ଡୋଜ୍‌ ଅଭାବ ନେଇ ଲେଟର ଓ୍ବାର: କେନ୍ଦ୍ର ପକ୍ଷରୁ ପାଲଟା ଜବାବ

ନୂଆଦିଲ୍ଳୀ,୮।୪: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଅଣାୟତ୍ତ ହେବାରେ ଲାଗିଛି। କରୋନାରୁ ଦୂରେଇ ରହିବା ପାଇଁ ଜାରି ରହିଥିବା ସାର୍ବଜନୀକ ଟିକାକରଣ ଅଭିଯାନରେ ଏବେ ସଙ୍କଟ ସୃଷ୍ଟି ହୋଇଛି। ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟରେ ଟିକାକରଣ ଲାଗି...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri