ଜାତୀୟ

୯ ବର୍ଷର ପୁଅକୁ ପାଇଲଟ ହେବାର ଟିପ୍ସ ଦେଲେ ରାହୁଲ ଗାନ୍ଧୀ

ନୂଆ ଦିଲ୍ଲୀ, ୬।୪: ରାହୁଲ ଗାନ୍ଧୀ ବର୍ତ୍ତମାନ ପ୍ରଚାର କାର୍ଯ୍ୟରେ ବ୍ୟସ୍ତ ଅଛନ୍ତି। ନିଜର ବ୍ୟସ୍ତ ସମୟ ମଧ୍ୟରୁ ସେ କିଛି ସମୟ ବାହାର କରି ଯୁବକଙ୍କ ସହ ବିତାଇଥାନ୍ତି। ନିକଟରେ ଏମିତି କିଛି ଦେଖିବାକୁ ମିଳିଛି। ଜଣେ ୯...

ଗତ ୨୪ ଘଣ୍ଟାରେ ଦେଶରେ ରେକର୍ଡ ୪୩ ଲକ୍ଷରୁ ଅଧିକ ଲୋକେ ନେଇଛନ୍ତି କରୋନା ଟିକା

ନୂଆଦିଲ୍ଲୀ,୬।୪: ଗତ ୨୪ ଘଣ୍ଟା ମଧ୍ୟରେ ୪୩ ଲକ୍ଷରୁ ଅଧିକ ଲୋକଙ୍କୁ ଆଣ୍ଟି-କୋଭିଡ ଟିକା ଦିଆଯାଇଛି। ଏହି ଗୋଟିଏ ଏହା ସର୍ବାଧିକ ବୋଲି ଜଣାପଡିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ ଏପର୍ଯ୍ୟନ୍ତ ସମୁଦାୟ ୮,୩୧,୧୦,୯୨୬ ଡୋଜ ଟିକା ଦିଆଯାଇଛି।...

ସ୍ବାମୀଙ୍କ ଶହୀଦ ହେବା କଥା ଶୁଣି ଚେତାଶୂନ୍ୟ ଗର୍ଭବତୀ ସ୍ତ୍ରୀ

ଲକ୍ଷ୍ନୌ,୬।୪: ଛତିଶଗଡର ବିଜାପୁରରେ ନକ୍ସଲ ଆକ୍ରମଣରେ ଉତ୍ତର ପ୍ରଦେଶର ଚାନ୍ଦୁଲିର କୋବ୍ରା ବ୍ୟାଟାଲିଅନର କମାଣ୍ଡୋ ଧର୍ମଦେବ ଶହୀଦ ହୋଇଛନ୍ତି। ତାଙ୍କ ମୃତଦେହ ମଙ୍ଗଳବାର ସକାଳେ ଠେକାହାଁ ଗ୍ରାମରେ ପହଞ୍ଚିଛି। ଏହି ସମୟରେ ହଜାର ହଜାର ଲୋକ ଲୁହ ଭିଜା ଆଖିରେ...

ଗୁଗଲର ନିଆରା ଡୁଡଲ: ମାସ୍କ ଲଗାଇ ଦେଲା ସଚେତନତା ବାର୍ତ୍ତା

ନୂଆଦିଲ୍ଲୀ,୬।୪: ଦେଶରେ କରୋନାର ଦ୍ୱିତୀୟ ଲହର ଜାରି ରହିଛି। ଏହାର ନୂଆ ଷ୍ଟ୍ରେନ୍‌ ଏବେ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଭାରତରେ କରୋନା ଭାକ୍ସିନ୍‌ ଆସିଯାଇଥିଲେ ମଧ୍ୟ ଏହାକୁ କାବୁ କରିହେଉନାହିଁ। ଫଳରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା...

ମୁଁ ଆସିବା ପରେ ଭାଜପାର ଭାବମୂର୍ତ୍ତି ବଦଳିଛି: ମେଟ୍ରୋ ମ୍ୟାନ୍‌

ଥିରୁଭାନନ୍ତପୁରମ୍‌,୬।୪: କେରଳ ବିଧାନସଭା ନିର୍ବାଚନ ୨୦୨୧ ପାଇଁ ମଙ୍ଗଳବାର ମତଦାନ ଚାଲିଛି। କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ସକାଳ ୭ଟାରୁ ୧୪୦ଟି ଆସନ ପାଇଁ ମତଦାନ ଆରମ୍ଭ ହୋଇଛି। ଏହି ନିର୍ବାଚନରେ ସମସ୍ତଙ୍କ ଆଖି ଏଠାରେ ଥିବା ପଲକ୍କଡ ବିଧାନସଭା...

ରାଜଧାନୀରେ ନାଇଟ୍‌ କର୍ଫ୍ୟୁ

ନୂଆଦିଲ୍ଲୀ,୬।୪: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେରିଓ୍ବାଲ ରାଜଧାନୀରେ ନାଇଟ୍‌ କର୍ଫ୍ୟୁ ଜାରି ଲାଗି ନିର୍ଦ୍ଦେଶ ଦେଇଛନ୍ତି। ରାତ୍ର...

ରମନା ନୂଆ ପ୍ରଧାନ ବିଚାରପତି: ୨୪ ଏପ୍ରିଲ୍‌ରେ ନେବେ ଶପଥ

ନୂଆଦିଲ୍ଲୀ,୬।୪: ସୁପ୍ରିମ୍‌କୋର୍ଟର ନୂଆ ପ୍ରଧାନ ବିଚାରପତି ଭାବେ ବିଚାରପତି ଏନ୍‌.ଭି. ରମନାଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ନିଯୁକ୍ତ କରିଛନ୍ତି। ରମନା ଏପ୍ରିଲ୍‌ ୨୪ରେ ୪୮ ତମ ପ୍ରଧାନ ବିଚାରପତି ଭାବେ ଶପଥ ନେବେ। ବର୍ତ୍ତମାନର ପ୍ରଧାନ ବିଚାରପତି ଏସ୍‌.ଏ. ବୋବ୍‌ଡେ...

ବୟଫ୍ରେଣ୍ଡଙ୍କ ସହ ହୋଟେଲରେ ରହିବାକୁ ଯାଇଥିଲେ ମହିଳା, ହଠାତ୍‌ ଆସିଲେ ସ୍ବାମୀ: ଆଉ ତା’ପରେ

ଅମୃତସର,୬।୪: ପଞ୍ଜାବର ଅମୃତସରରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଏକ ହୋଟେଲରେ ଜଣେ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ହାଇଭୋଲଟେଜ୍‌ ଡ୍ରାମା ଦେଖିବାକୁ ମିଳିଛି। ବୟଫ୍ରେଣ୍ଡ୍‌ ସହ ହୋଟେଲ ଯାଇଥିବା ଜଣେ ମହିଳାଙ୍କୁ ଚାପୁଡା ମାରିଥିବାର ଦୃଶ୍ୟ ସିସିଟିଭିରେ...

ଦଳ ନୁହେଁ ଦେଶ ବଡ଼: ମୋଦି

ନୂଆଦିଲ୍ଲୀ,୬।୪: ଦଳ ନୁହେଁ ଭାଜପା ପାଇଁ ସବୁବେଳେ ଦେଶ ହିଁ ବଡ଼ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଜପାର ୪୧ ତମ ସ୍ଥାପନା ଦିବସ ଅବସରରେ ପ୍ରକାଶ କରିଛନ୍ତି। ଭାଜପାର କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ କହିଛନ୍ତି। ଦେଶବାସୀଙ୍କ ସେବା କରି...

ଆତ୍ମଘାତୀ ଆକ୍ରମଣ ଷଡ଼ଯନ୍ତ୍ର: ଆଲର୍ଟରେ ଗୋଇନ୍ଦା ବିଭାଗ

ନୂଆଦିଲ୍ଲୀ,୬।୪: ଦେଶରେ ଆତ୍ମଘାତୀ ଆକ୍ରମଣ କରିବା ଲାଗି ଆତଙ୍କବାଦୀ ସଂଗଠନଗୁଡ଼ିକ ପକ୍ଷରୁ ଷଡ଼ଯନ୍ତ୍ର କରାଯାଇଛି। ଏନେଇ ଏକ ମେଲ୍‌ ସିଆର୍‌ପିଏଫ୍‌ର ମୁମ୍ବାଇସ୍ଥିତ ମୁଖ୍ୟାଳୟକୁ ଆସିଛି। ଏହାକୁ ଥ୍ରେଟ୍‌ ମ୍ୟାନେଜମେଣ୍ଟ୍‌ ସିଷ୍ଟମ୍‌ ଦ୍ୱାରା ଯାଞ୍ଚ୍‌ କରାଯାଇ ଏନ୍‌ଆଇଏ ସମେତ ଅନ୍ୟ ଗୋଇନ୍ଦା...

ଗୌତମ ଘୋଷଙ୍କ ଘରୁ ଇଭିଏମ୍‌-ଭିଭିପାଟ୍‌ ଜବତ

କୋଲକାତା,୬।୪: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ମତଦାନ ମଙ୍ଗଳବାର ଜାରି ରହିଛି ରାଜ୍ୟର ୩୧ ଜିଲାରେ ମତଦାନ କରାଯାଉଛି। ଉଲୁବେରିଆ ଅଞ୍ଚଳରେ ତୃଣମୂଳ କଂଗ୍ରେସ ନେତା ଗୌତମ ଘୋଷଙ୍କ ଘରୁ ଇଭିଏମ୍‌ ମେସିନ୍‌ ଏବଂ ଭିଭିପାଟ୍‌ ଜବତ କରାଯାଇଛି।...

ଦ୍ରୁତ ବେଗରେ ବଢ଼ୁଛି ସଂକ୍ରମଣ

ନୂଆଦିଲ୍ଲୀ, ୬।୪(ପି.ଟି.): କରୋନା ସଂକ୍ରମଣର ଦ୍ୱିତୀୟ ଲହର ପୂର୍ବାପେକ୍ଷା ଅଧିକ ଦ୍ରୁତ ବେଗରେ ମାଡ଼ିଚାଲିଛି। ଦୈନିକ ସଂକ୍ରମଣ ୨୦ହଜାରରୁ ୧ ଲକ୍ଷରେ ପହଞ୍ଚତ୍ବାକୁ ମାତ୍ର ୨୫ ଦିନ ସମୟ ଲାଗିଛି। ଗତବର୍ଷ ସେପ୍ଟେମ୍ବର ୧୭ରେ ସର୍ବାଧିକ ଦୈନିକ ସଂକ୍ରମଣ ୯୭,୮୯୪ରେ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri