ଜାତୀୟ

ଗଣବଳାତ୍କାର ପରେ ଛାତ୍ରୀଙ୍କ ମୃତ୍ୟୁ: ଖସି ପଳାଉଥିବା ଅଭିଯୁକ୍ତଙ୍କୁ ପୋଲିସର ଗୁଳି

ମିରଟ, ୩।୪: ଉତ୍ତପ୍ରଦେଶର ମିରଟରେ ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର କରି ଜବରଦସ୍ତ ବିଷ ପିଆଇ ଦିଆଯିବାରୁ ତାଙ୍କର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ପୋଲିସ ଶନିବାର ୨ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟକୁ ନେଉଥିବା ବେଳେ ସେମାନେ...

ମମତାଙ୍କୁ ପୁଣି ସମାଲୋଚନା କଲେ ପ୍ରଧାନମନ୍ତ୍ରୀ

କୋଲକାତା,୩।୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଚାଲିଥିବା ବେଳେ ଭାଜପା ଏବଂ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ମଧ୍ୟରେ କଡା ଟକ୍କର ଦେଖିବାକୁ ମିଳିଛି। ୨ଟି ପର୍ଯ୍ୟାୟ ମତଦାନ ଶେଷ ହୋଇଥିବା ବେଳେ ଆଗାମୀ ପର୍ଯ୍ୟାୟ ପ୍ରଚାରକୁ ଜୋରଦାର କରାଯାଉଛି। ଶନିବାର ହୁଗୁଳିରେ...

ଛତିଶଗଡ଼ରେ ୫ ଯବାନ ସହିଦ

ରାୟପୁର,୩।୪: ଛତିଶଗଡ଼ରେ ଶନିବାର ଅପରାହ୍ନରେ ମାଓବାଦୀମାନଙ୍କ ସହ ହୋଇଥିବା ଏନ୍‌କାଉଣ୍ଟରରେ ୫ ଯବାନ ସହିଦ ହୋଇଥିବା ବେଳେ ପ୍ରାୟ ୧୫ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଜିଲା ମୁଖ୍ୟାଳୟଠାରୁ ପ୍ରାୟ ୭୫ କିଲୋମିଟର ଦୂରରେ ଥିବା ସିଲଗେର ଗ୍ରାମ...

କୋଲକାତାରେ ବିକ୍ରି ହେଉଛି ଦିଦି ସନ୍ଦେଶ, ମୋଦି ମିଠାଇ

କୋଲକାତା,୩।୪: ପଶ୍ଚିମବଙ୍ଗ ନିର୍ବାଚନରେ ରାଜନୈତିକ ଦଳଗୁଡ଼ିକ ମଧ୍ୟରେ ନାନା ବାଦବିବାଦ ଦେଖାଦେଇଛି। ଏହି ନିର୍ବାଚନରେ ଜିତିବା ପାଇଁ ଟିଏମ୍‌ସି ଏବଂ ଭାଜପା କଠିନ ପରିଶ୍ରମ କରୁଛନ୍ତି। ମମତା ବାନାର୍ଜୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପରସ୍ପର ପ୍ରତି ଆକ୍ଷେପ ପ୍ରତି...

ଶୋପିଆନ୍‌ରେ ସର୍ଚ୍ଚ ଅପରେଶନ୍‌

ଶ୍ରୀନଗର,୩।୪: ଜମ୍ମୁ-କଶ୍ମୀର ଶୋପିଆନ୍‌ର ହେରାପୋରା ଅଞ୍ଚଳର ଜଙ୍ଗଲ ମଧ୍ୟରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି। ଏଠାରେ ଥିବା ଏକ ଘରେ ୪-୫ ଜଣ ଆତଙ୍କବାଦୀ ଲୁଚିଥିବା ଖବର ମିଳିବା ପରେ ମିଳିତ ସୁରକ୍ଷାକର୍ମୀଙ୍କ...

ଫାରୁକ୍‌ ଅବଦୁଲ୍ଲା ହସ୍ପିଟାଲରେ ଭର୍ତ୍ତି

ଶ୍ରୀନଗର,୩।୪: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାଶନାଲ କନଫରେନ୍ସ୍‌ର ଅଧ୍ୟକ୍ଷ ଫାରୁକ୍‌ ଅବଦୁଲ୍ଲାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମାର୍ଚ୍ଚ ୩୦ରେ ତାଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଥିଲା। ଏହାପରେ ଫାରୁକ୍‌ ହୋମ୍‌ ହାଇସୋଲେଶନରେ ଥିଲେ। ତେବେ ସ୍ବାସ୍ଥ୍ୟାବସ୍ଥା...

ଫୋନ୍‌ରେ ଗପିବା ପଡ଼ିଲା ମହଙ୍ଗା: ଜଣଙ୍କୁ ୨ ଥର ଦେଲେ କରୋନା ଟିକା

କାନପୁର,୩।୪: ଭାରତରେ କରୋନାର ଦୋହରା ସଂକ୍ରମଣ ଆରମ୍ଭ ହୋଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ସାର୍ବଜନୀକ ଟିକାକରଣ ଅଭିଯାନ ମଧ୍ୟ ଜାରି ରହିଛି। ତେବେ ଉତ୍ତରପ୍ରଦେଶ ଲକ୍ଷ୍ନୌର ଦେହାତ ଅଞ୍ଚଳରେ ଜଣେ ଏଏନ୍‌ଏମ୍‌ ମୋବାଇଲ୍‌ରେ ଗପୁଥିବା ସମୟରେ ଭୁଲରେ ୨ ଥର...

ଧର୍ମନିରପେକ୍ଷ-ସାମ୍ପ୍ରଦାୟିକ ରାଜନୀତି ଦେଶ ପାଇଁ କ୍ଷତିକାରକ: ମୋଦି

ଗୁଆହାଟି,୩।୪: ଦେଶର ବିକାଶ ପଥରେ ଧର୍ମନିରପେକ୍ଷ ଏବଂ ସାମ୍ପ୍ରଦାୟିକ ରାଜନୀତି ବାଧା ସୃଷ୍ଟି କରୁଛି। ଏଭଳି ରାଜନୀତି ଖେଳ ଦେଶ ପାଇଁ କ୍ଷତିକାରକ। ଭାଜପା ସରକାର ସବ୍‌କା ସାଥ୍‌-ସବ୍‌କା ବିକାଶ-ସବ୍‌କା ବିଶ୍ୱାସ ମନ୍ତ୍ର ଆଧାରରେ ବିଭିନ୍ନ ଯୋଜନା ପ୍ରଣୟନ କରି...

ସୁଫରଫାଷ୍ଟ ଏକ୍ସପ୍ରେସ୍‌ର ବଗିରୁ ଇଞ୍ଜିନ୍‌ ହେଲା ଅଲଗା: ଯାତ୍ରୀ ଆତଙ୍କିତ

ଲକ୍ଷ୍ନୌ,୩।୪: ସପ୍ତକ୍ରାନ୍ତି ସୁଫରଫାଷ୍ଟ୍‌ ଏକ୍ସପ୍ରେସ୍‌ରେ ଏକ ଅଭାବନୀୟ ଘଟଣା ଘଟିଛି। ଉତ୍ତରପ୍ରଦେଶର ଆନନ୍ଦବିହାରରୁ ବିହାରର ମୁଜାଫରପୁର ଯାଉଥିବା ଏକ୍ସପ୍ରେସ୍‌ ଶୁକ୍ରବାର ୧୦ଟା ୪୫ରେ ଲକ୍ଷ୍ନୌ ଷ୍ଟେଶନରେ ପହଞ୍ଚିଥିଲା। ୧୦ ମିନିଟ ରହିବା ପରେ ଏହା ଗନ୍ତବ୍ୟସ୍ଥଳ ଅଭିମୁଖେ ଯାତ୍ରା କରିଥିଲା।...

କରୋନା ଆତଙ୍କ: ୬୦୦ ବିଲ୍ଡିଂ ସିଲ୍‌

ମୁମ୍ବାଇ,୩।୪: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ସ୍ଥିତି ବେକାବୁ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଯୋଗୁ ରାଜ୍ୟ ସରକାରଙ୍କ ପକ୍ଷରୁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ମୁମ୍ବାଇରେ ଇତିମଧ୍ୟରେ ୬୦୦ ବିଲ୍ଡିଂକୁ ସିଲ୍‌ କରାଯାଇଛି। ଯେଉଁସବୁ ବିଲ୍ଡିଂରେ କରୋନା ପଜିଟିଭ୍‌...

ଗରିବଙ୍କୁ ସହାୟତାରେ ଆଦିତ୍ୟନାଥଙ୍କ ରେକର୍ଡ

ଲକ୍ଷ୍ନୌ,୩।୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଗରିବଙ୍କୁ ଆର୍ଥିକ ସହାୟତା ପ୍ରଦାନ କ୍ଷେତ୍ରରେ ପୂର୍ବର ସମସ୍ତ ରେକର୍ଡ ଭାଙ୍ଗିଛନ୍ତି। ଅନ୍ୟ ମୁଖ୍ୟମନ୍ତ୍ରୀମାନଙ୍କ ତୁଳନାରେ ଆଦିତ୍ୟନାଥ ଅଧିକ ପରିମାଣର ସହାୟତା ଯୋଗାଇ ଦେଇଛନ୍ତି। ଗତ ୪ ବର୍ଷ ମଧ୍ୟରେ ସେ...

ସାଢ଼େ ୬ ମାସ ପରେ କରୋନା ସ୍ଥିତି ଅଣାୟତ୍ତ: ଦିନକରେ ୮୯ ହଜାର ଟପିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୩।୪: ଦେଶରେ କରୋନାର ସଂକ୍ରମଣର ଦ୍ୱିତୀୟ ଲହର ଜାରି ରହିଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ବଢ଼ିବାରେ ଲାଗିଛି। ଦେଶରେ ଲଗାତାର ଗତ ୨ ଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୮୦ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଦେଶରେ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri