ଜାତୀୟ

କେନ୍ଦ୍ର ଟାର୍ଗେଟରେ ମହିଳା ଭୋଟର

ନୂଆଦିଲ୍ଲୀ,୨୪।୩ : ପାନୀୟ ଜଳ ସମସ୍ତଙ୍କ ପାଇଁ ଅତ୍ୟନ୍ତ ଜରୁରୀ। ଏହା ପ୍ରତ୍ୟେକ ନାଗରିକଙ୍କ ଏକ ମୌଳିକ ଆବଶ୍ୟକତା। ଭାରତ ବିଶ୍ୱ କ୍ଷେତ୍ରଫଳର ୧୮% ହୋଇଥିଲେ ସୁଦ୍ଧା ଦେଶର ମାତ୍ର ୪% ପାଣି ପିଇବା ଯୋଗ୍ୟ। ଭାରତର ଭୂତଳ ଜଳ...

ମାଲିକଙ୍କଠୁ ଛୁଟି ନେଇ ନିର୍ବାଚନ ଲଢ଼ିବେ ଏହି କାମବାଲି: ଭାଜପା କରିଛି ପ୍ରାର୍ଥୀ

ପଶ୍ଚିମବଙ୍ଗ, ୨୩।୩: ରାଜନୀତିରେ କିଛି ବି ସମ୍ଭବ ହୋଇପାରେ। ଏ ହେଉଛନ୍ତି ୩୨ ବର୍ଷିୟା କଲିତା ମାଝି। କଲିତା ଅନ୍ୟର ଘରେ ସହାୟିକା ଭାବେ କାମ କରନ୍ତି। ଝାଡୁ, ପୋଛା ଠାରୁ ଆରମ୍ଭ କରି ବାସନ ମାଜିବା, କପାଡ଼ା ସଫା...

ଢାବା ମାଲିକଙ୍କୁ ମିଛ ମାମଲାରେ ଜେଲ ପଠାଇଦେଲେ ପୋଲିସ ବାବୁ

ଲକ୍ଷ୍ନୌ,୨୩।୩: ବେଆଇନ ମଦ ଓ ଗଞ୍ଜେଇ ରଖିବା ମିଛ ମାମଲାରେ ଢାବା ମାଲିକଙ୍କ ସହ ୯ ଜଣଙ୍କୁ ଗିରଫ କରି ଜେଲ ପଠାଇଥିବା ପୋଲିସ ଇନସ୍ପେକ୍ଟର ଓ ୨ ଜଣ କନଷ୍ଟେବଳଙ୍କୁ ସସ୍‌ପେଣ୍ଡ କରାଯାଇଛି। ଖାଇବା ପରେ ୨ ପୋଲିସକର୍ମୀଙ୍କୁ...

ବ୍ୟବସାୟୀଙ୍କ ହତ୍ୟା ମାମଲରେ ସଚିନ ଓ୍ବାଜେ ମୁଖ୍ୟ ଅଭିଯୁକ୍ତ : ମହାରାଷ୍ଟ୍ର ଏଟିଏସ୍‌

ନୂଆଦିଲ୍ଲୀ,୨୩।୩: ବ୍ୟବସାୟୀ ମନସୁଖ ହିରନଙ୍କ ହତ୍ୟା ମାମଲାରେ ଆସିଷ୍ଟାଣ୍ଟ ପୋଲିସ ଇନ୍ସପେକ୍ଟର ସଚିନ ଓ୍ବାଜେ ମୁଖ୍ୟ ଅଭିଯୁକ୍ତ। ଏ ନେଇ ମହାରାଷ୍ଟ୍ର ଆଣ୍ଟି ଟେରରିଜମ ସ୍କ୍ବାଡ (ଏଟିଏସ୍‌) ପକ୍ଷରୁ ମଙ୍ଗଳବାର ସ୍ପଷ୍ଟ କରାଯାଇଛି। ଖବରଦାତା ସମ୍ମିଳନୀରେ ମହାରାଷ୍ଟ୍ର ଏଟିଏସ୍‌ ଡିଜି...

ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ: ୫ ଯବାନ ଶହୀଦ

ନୂଆଦିଲ୍ଲୀ,୨୩।୩ : ଛତିଶଗଡ଼ର ନାରାୟଣପୁର ଜିଲାରେ ମଙ୍ଗଳବାର ସୁରକ୍ଷା କର୍ମୀଙ୍କ ବସ ଉପରେ ଆକ୍ରମଣ କରିଛନ୍ତି ମାଓବାଦୀ। ଏହି ଘଟଣାରେ ଅତିକମ୍‌ରେ ୫ ସୁରକ୍ଷା କର୍ମୀଙ୍କ ମୃତ୍ୟୁ ହୋଇଥିବାବେଳେ ୧୦ ଜଣରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। କିଛି ଯବାନଙ୍କ ଅବସ୍ଥା...

ଏପ୍ରିଲ ମାସ ପାଇଁ କରୋନା ଗାଇଡ୍‌ଲାଇନ୍

ନୂଆଦିଲ୍ଲୀ,୨୩।୩: କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର କୋଭିଡ-୧୯ ସମ୍ବନ୍ଧରେ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। ଏହା ଏପ୍ରିଲ ୧ରୁ ୩୦ ପର୍ଯ୍ୟନ୍ତ ପ୍ରଯୁଜ୍ୟ ହେବ। ତଦନୁଯାୟୀ କରୋନା ସଂକ୍ରମଣକୁ ରୋକିବା ଲାଗି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକରେ ସ୍ଥିତିକୁ ଅନୁଧ୍ୟାନ...

ସର୍ବସାଧାରଣରେ ବାପାଙ୍କୁ ଜାଳି ଦେଲା ଝିଅ

କୋଲାକାତା,୨୩।୩ : ଜଣେ ୨୨ ବର୍ଷୀୟା ଝିଅ ସର୍ବସାଧାରଣରେ ବାପାଙ୍କୁ ନିଆଁ ଲଗାଇ ହତ୍ୟା କରିଥିବା ପୋଲିସ ପକ୍ଷରୁ କୁହାଯାଇଛି। ହତ୍ୟା ପୂର୍ବରୁ ରାତ୍ରି ଭୋଜନ ପାଇଁ ବାପାଙ୍କୁ ନେଇଯାଇଥିଲେ ରେଷ୍ଟୁରାଣ୍ଟ। ସେଠାରେ ବାପାଙ୍କୁ ଖୁବ୍‌ ମଦ ପିଆଇଥିଲେ ଝିଅ।...

ନିିର୍ବାଚନ ପ୍ରଚାରରେ ଯାଇଥିବା ବେଳେ ମହିଳାଙ୍କ ଲୁଗା ଧୋଇ ଚର୍ଚ୍ଚାରେ ଏହି ନେତା: କହିଲେ ଜିତିଲେ ‘ଓ୍ବାଶିଂ ମେଶିନ ଦେବି’

ଚେନ୍ନାଇ, ୨୩।୩: କଥାରେ ଅଛି ନିର୍ବାଚନ ବୈତରଣୀ ପାର ହେବାଲାଗି ରାଜନେତାମାନେ କିଛି ବି କରିପାରନ୍ତି। ସେଭଳି ଏକ ଘଟଣା ତାମିଲନାଡ଼ୁର ନଗାପଟ୍ଟିନମ୍‌ରେ ମଙ୍ଗଳବାର ଦେଖିବାକୁ ମିଳିଛି। ଏଠାରେ ନିର୍ବାଚନ ପ୍ରଚାରକୁ ଓହ୍ଲାଇଥିବା ଏଆଇଏଡିଏମ୍‌କେ ଦଳର ପ୍ରାର୍ଥୀ ଥଙ୍ଗା କାଠିରାଓ୍ବନ...

ଏପ୍ରିଲ ୧ରୁ ଆରମ୍ଭ ହେବ ୩ୟ ପର୍ଯ୍ୟାୟ ଟିକାକରଣ ପ୍ରକ୍ରିୟା

ନୂଆଦିଲ୍ଲୀ,୨୩।୩: ଆସନ୍ତା ଏପ୍ରିଲ ୧ ତାରିଖରୁ କରୋନା ଟିକାକରଣ ପ୍ରକ୍ରିୟାର ତୃତୀୟ ପର୍ଯ୍ୟାୟ ଆରମ୍ଭ ହେବାକୁ ଯାଉଛି। ଏହି ପର୍ଯ୍ୟାୟରେ ୪୫ ଓ ତା’ଠାରୁ ଊର୍ଦ୍ଧ୍ୱ ବୟସର ନାଗରିକଙ୍କୁ ଟିକା ଦିଆଯିବ। ଏ ନେଇ କେନ୍ଦ୍ର ସରକାର ମଙ୍ଗଳବାର ଘୋଷଣା...

୧ ଏପ୍ରିଲ୍‌ରୁ ୪୫ ବର୍ଷ ବୟସ୍କଙ୍କୁ କରୋନା ଟିକା

ନୂଆଦିଲ୍ଲୀ,୨୩।୩: ,ଏପ୍ରିଲ୍‌‌ ୧ରୁ ଦେଶର ୪୫ ବର୍ଷ ବୟସ୍କ ଅବା ଏହାଠାରୁ ଅଧିକ ବୟସ୍କ ଲୋକଙ୍କୁ କରୋନା ଟିକା ଦିଆଯିବ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ କ୍ୟାବିନେଟ୍‌ ପକ୍ଷରୁ ନିଷ୍ପତ୍ତିି ଗ୍ରହଣ କରାଯାଇଛି। ଏନେଇ କେନ୍ଦ୍ରୀୟ ମନ୍ତ୍ରୀ ପ୍ରକାଶ...

ତେଜସ୍ବୀ-ତେଜପ୍ରତାପ ଅଟକ

ପାଟନା,୨୩।୩: ବିହାରରେ ବୃଦ୍ଧି ପାଉଥିବା ବେରୋଜଗାର ସମସ୍ୟା, ଦରଦାମ ତଥା ଆଇନ ଶୃଙ୍ଖଳା ସ୍ଥିତିକୁ ନେଇ ଆରଜେଡି ପକ୍ଷରୁ ବିଧାନସଭା ଘେରାଉ ଉଦ୍ୟମ ହୋଇଛି। ଏଥିରେ ପୋଲିସ ପକ୍ଷରୁ ବାଧା ଦିଆଯିବା ସହିତ ଆରଜେଡି ସମର୍ଥକଙ୍କ ଉପରେ ପାଣି ବର୍ଷା...

ଛୋଟ ପୋଷାକ ପିନ୍ଧି ମନ୍ଦିରରେ ପ୍ରବେଶ କରିବା ମନା

ପାଲନପୁର,୨୩।୩: ଭାରତୀୟ ପରମ୍ପରା ଅନୁସାରେ ମନ୍ଦିରକୁ ଯିବା ସମୟରେ ଶାଢ଼ି, ଧୋତି, କୁର୍ତା ଆଦି ପିନ୍ଧାଯାଇଥାଏ। ତେବେ ସମୟ ବଦଳିବା ସହିତ ଲୋକଙ୍କ ରୁଚିରେ ପରିବର୍ତ୍ତନ ଆସିଛି। ଲୋକେ ନିଜ ପସନ୍ଦର ଛୋଟ ପୋଷାକ ପିନ୍ଧି ମନ୍ଦିରରେ ପ୍ରବେଶ କରୁଛନ୍ତି।...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri