ଜାତୀୟ

ଏହି ରାଜ୍ୟରେ ବିକ୍ରି ହୋଇପାରିବ ନାହିଁ ପତଞ୍ଜଳିର କୋରୋନିଲ

ମୁମ୍ବାଇ,୨୩।୨: ପତଞ୍ଜଳିର କରୋନିଲ ଟ୍ୟାବଲେଟ ଆବଶ୍ୟକୀୟ ମାନ୍ୟତା ବିନା ମହାରାଷ୍ଟ୍ରରେ ବିକ୍ରି ହୋଇପାରିବ ନାହିଁ। ଏ ନେଇ ରାଜ୍ୟର ଗୃହମନ୍ତ୍ରୀ ଅନୀଲ ଦେଶମୁଖ କହିଛନ୍ତି। ଏହି ଟ୍ୟାବଲେଟ କରୋନା ଉପରେ ପ୍ରଭାବଶାଳୀ ଓ ଏହାକୁ ଡବ୍ଲ୍ୟୁଏଚ୍‌ଓ ମାନ୍ୟତା ମିଳିଥିବା ପତଞ୍ଜଳି...

ହ୍ବାଟ୍ସଆପ ଗ୍ରୁପ୍‌ କିମ୍ବା ଟୁଲକିଟ୍‌ର ଏଡିଟର ହେବା ଅପରାଧ ନୁହେଁ – କୋର୍ଟ

ନୂଆଦିଲ୍ଲୀ,୨୩।୨: ଟୁଲକିଟ୍‌ ମାମଲାରେ ବେଙ୍ଗାଲୁରୁର କ୍ଲାଇମେଟ୍‌ ଆକ୍ଟିଭିଷ୍ଟ ଦିଶା ରବିଙ୍କୁ ମଙ୍ଗଳବାର ଦିଲ୍ଲୀର ଏକ କୋର୍ଟ ଜାମିନ ପ୍ରଦାନ କରିଛନ୍ତି। ଏହି ମାମଲାର ବିଚାର କରି ଅତିରିକ୍ତ ସେସନ ଜଜ୍‌ ଧର୍ମେନ୍ଦ୍ର ରାଣା କହିଛନ୍ତି, ହ୍ବାଟ୍ସଆପ ଗ୍ରୁପ ତିଆରି କରିବା...

ବେଦ କୁମାରୀ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ନୂଆ କୁଳପତି ନିଯୁକ୍ତ

ନୂଆଦିଲ୍ଲୀ,୨୩।୨: ଓଡ଼ିଶାର ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ନୂଆ କୁଳପତି ଭାବେ ପ୍ରଫେସର ଡ. ବେଦ କୁମାରୀ ନିଯୁକ୍ତ ହୋଇଛନ୍ତି। ପ୍ରଫେସର ଏସ.କେ. ଭଟ୍ଟନଗର, ଡକ୍ଟର ଫୈଜାନ ମୁସ୍ତାଫା ଏବଂ ବିଚାରପତି ଏ.କେ. ପଟ୍ଟାନାୟକଙ୍କୁ ନେଇ ଗଠିତ ସର୍ଚ୍ଚ କମିଟି ପ୍ରଧାନ...

ଶିକ୍ଷାର୍ଥୀଙ୍କୁ ଆତ୍ମବିଶ୍ୱାସ-ଆତ୍ମସଚେତନତା-ନିସ୍ବାର୍ଥପର ସେବାର ମନ୍ତ୍ର ଦେଲେ ମୋଦି

ନୂଆଦିଲ୍ଲୀ,୨୩।୨: ଆତ୍ମବିଶ୍ୱାସ, ଆତ୍ମସଚେନତା ଏବଂ ନିସ୍ବାର୍ଥପର ସେବା ମନୋବୃତ୍ତି ନେଇ କାର୍ଯ୍ୟ କରିବା ଦ୍ୱାରା ଦେଶର ବିକାଶ ସମ୍ଭବ ହୋଇପାରିବ। ଖଡ଼ଗପୁର ଆଇଆଇଟିର ୬୬ତମ ଦୀକ୍ଷାନ୍ତ ଉତ୍ସବରେ ଭିଡ଼ିଓ କନଫରେନ୍ସିଂରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଶିକ୍ଷାର୍ଥୀଙ୍କ ଉଦ୍ଦେଶ୍ୟରେ...

୫ରାଜ୍ୟରୁ ଉତ୍ତରାଖଣ୍ଡକୁ ଆସୁଥିବା ଯାତ୍ରୀଙ୍କ ପାଇଁ କରୋନା ଟେଷ୍ଟ ବାଧ୍ୟତାମୂଳକ

ଡେରାଡୁନ,୨୩ ।୨: ମହାରାଷ୍ଟ୍ର, ଗୁଜରାଟ, କେରଳ, ମଧ୍ୟପ୍ରଦେଶ ଓ ଛତିଶଗଡ଼ରୁ ଉତ୍ତରାଖଣ୍ଡ ଆସୁଥିବା ଯାତ୍ରୀଙ୍କ ପାଇଁ କରୋନା ଟେଷ୍ଟ ବାଧ୍ୟତାମୂଳକ କରାଯାଇଛି । ଏନେଇ ଉତ୍ତରାଖଣ୍ଡ ସରକାର ଏକ ନିର୍ଦ୍ଦେଶ ଜାରି କରିଛନ୍ତି । ଏସବୁ ରାଜ୍ୟରେ ପୁଣିଥରେ କରୋନା...

ଗୁଜରାଟ ନଗର ନିଗମ ନିର୍ବାଚନ: ଭାଜପା ଆଗରେ

ଅହମଦାବାଦ,୨୩ ।୨: ଗୁଜରାଟରେ ହୋଇଥିବା ୬ ନଗର ନିଗମ ନିର୍ବାଚନର ଫଳାଫଳ ମଙ୍ଗଳବାର ଘୋଷଣା କରାଯିବ । ଏହାର ପ୍ରଥମ ପର୍ଯ୍ୟାୟ ଭୋଟ ଗଣତି ସରିଥିବା ବେଳେ ଅଧିକାଂଶ ସ୍ଥାନରେ ଭାରତୀୟ ଜନତା ପାର୍ଟି(ଭାଜପା) ଆଗରେ ରହିଥିବା ସୂଚନା ମିଳିଛି...

ସିବିଆଇ ପଚରା ଉଚରା ପୂର୍ବରୁ କାହିଁକି ଅଭିଶେକଙ୍କ ଘରେ ପହଞ୍ଚିଲେ ମମତା

କୋଲାକାତା,୨୩ ।୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ହଠାତ୍ ଭଣଜା ଅଭିଶେକ ବାନାର୍ଜୀଙ୍କ ଘରେ ପହଞ୍ଚିବା ଖବର ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ସେଠାରେ ସେ ମାତ୍ର ୧୦ ମିନିଟ୍ ରହିଥିବା କୁହାଯାଉଛି । ଏହାପରେ ହରିଶ...

ନିର୍ବାଚିତ ସରକାରଙ୍କୁ ଭାଙ୍ଗୁଛନ୍ତି ମୋଦି: ରାହୁଲ

ଥିରୁଭାନନ୍ତପୁରମ୍‌,୨୩।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ବିଭିନ୍ନ ରାଜ୍ୟରେ ଗଠନ ହୋଇଥିବା ନିର୍ବାଚିତ ସରକାରଙ୍କୁ ଭାଙ୍ଗୁଛନ୍ତି। ଏହା ଗଣତନ୍ତ୍ର ପାଇଁ ବିପଦ ବୋଲି କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି। ରାହୁଲ କେରଳରେ ଏକ ସଭାରେ ଯୋଗଦେଇ ଏଭଳି...

୨୦ ବର୍ଷ ଜେଲରେ ରହିବା ପରେ ନିର୍ଦ୍ଦୋଷ ସାବ୍ୟସ୍ତ ହେଲେ ବଳାତ୍କାର ଅଭିଯୁକ୍ତ

ଲଳିତପୁର,୨୩।୨: ବିନା ଦୋଷରେ ଜଣେ ଲୋକଙ୍କୁ ୨୦ ବର୍ଷ ଜେଲରେ ବିତାଇବାକୁ ପଡ଼ିଛି। ଏଭଳି ଏକ ଅଭାବନୀୟ ଘଟଣା ଉତ୍ତରପ୍ରଦେଶର ଲଳିତପୁରରେ ଘଟିଛି। ୧୬ ବର୍ଷ ବୟସରେ ୨୦୦୦ରେ ବିଷ୍ଣୁ ନାମକ ଅଭିଯୁକ୍ତଙ୍କୁ ଶେଶନ କୋର୍ଟ ଆଜୀବନ କାରାଦଣ୍ଡାଦେଶ ନିର୍ଦ୍ଦେଶ...

ନିଖୋଜଙ୍କୁ ମୃତ ଘୋଷଣା କରିବେ ସରକାର

ଡେରାଡୁନ୍‌,୨୩।୨: ଚାମୋଲିରେ ଘଟିଥିବା ହିମସ୍ଖଳନ ଘଟଣାରେ ବର୍ତ୍ତମାନ ସୁଦ୍ଧା ୧୩୬ ଜଣ ନିଖୋଜଙ୍କ ପତ୍ତା ମିଳିନି। ପରିବାର ସଦସ୍ୟଙ୍କ ଆଖିରୁ ଲୁହ ଶୁଖୁନି। ନିଖୋଜଙ୍କ ବାଟ ଚାହିଁ ବସିଛନ୍ତି ପ୍ରିୟପରିଜନ। ଏପରିସ୍ଥଳେ ରାଜ୍ୟ ସରକାର ନିଖୋଜଙ୍କୁ ମୃତ ଘୋଷଣା କରିବା...

ପୁଣି ଡରାଇଲାଣି କରୋନା: ୧୩ ରାଜ୍ୟରେ ୨୪ ଘଣ୍ଟାରେ ୧୦,୫୮୪ ନୂଆରୋଗୀ, ୭୮ ମୃତ

ନୂଆଦିଲ୍ଲୀ,୨୩ ।୨: ଦେଶରେ କରୋନା ଭାଇରସ ପୁଣିଥରେ କାୟା ବିସ୍ତାର କରିବା ଆରମ୍ଭ କରିଛି । ଗତ ୨୪ ଘଣ୍ଟା ମଧ୍ୟରେ ପାୟ ୧୩ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ସୁସ୍ଥ ହାର ଅପେକ୍ଷା ନୂଆ ରୋଗୀଙ୍କ ସଂଖ୍ୟାରେ...

କରୋନା ଅଗ୍ନିପରୀକ୍ଷାରେ ଦେଶ ସଫଳ ହୋଇଛି: ମୋଦି

ନୂଆଦିଲ୍ଲୀ,୨୩।୨: କରୋନା ମହାମାରୀ ବିରୋଧରେ ଲଢ଼େଇରେ ଦେଶକୁ ସଫଳତା ମିଳିଛି। ଏହା ଏକ ଅଗ୍ନି ପରୀକ୍ଷା ସଦୃଶ ଥିଲା। ତେବେ ଭାରତ ଯୋଜନାବଦ୍ଧ ଭାବେ ବିପଦରୁ ମୁକୁଳି ପାରିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର କହିଛନ୍ତି। ଆୟୋଜିତ ଏକ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri