ଜାତୀୟ

କୁଲଗାମ୍‌ରୁ ଲଶ୍କର ଆତଙ୍କବାଦୀ ଗିରଫ: ୩ ଭାଜପା ନେତାଙ୍କୁ ହତ୍ୟା କରିଥିବା ଅଭିଯୋଗ

ଶ୍ରୀନଗର,୧୩।୨: ଲଶ୍କର-ଇ-ତୋଏବା ଆତଙ୍କବାଦୀ ସଂଗଠନର ସଦସ୍ୟ ଜହୁର ଅହମ୍ମଦ ରାଥେରଙ୍କୁ ଜମ୍ମୁ-କଶ୍ମୀର ପୋଲିସ ଗିରଫ କରିଛି। ଜହୁରଙ୍କୁ ସାମ୍ବା ଜିଲାରୁ ଗିରଫ କରାଯାଇଛି। ଗତବର୍ଷ କୁଲଗାମ୍‌ରେ ୩ ଭାଜପା ନେତାଙ୍କୁ ହତ୍ୟା କରିଥିବା ଅଭିଯୋଗ ଜହୁରଙ୍କ ବିରୋଧରେ ରହିଛି। ସେ...

ଥରିଲା ଉତ୍ତର ଭାରତ: କମ୍ବଳ ନେଇ ଦୌଡିଲେ ଉମର ଅବଦୁଲ୍ଲା

ନୂଆଦିଲ୍ଲୀ,୧୩ ।୨: ଦିଲ୍ଲୀ-ଏନ୍‌ସିଆର୍ ସମେତ ସମ୍ପୂର୍ଣ୍ଣ ଉତ୍ତର ଭାରତ ଶୁକ୍ରବାର ରାତିରେ ଭୂକମ୍ପ ଝଟ୍‌କାରେ ଥରି ଉଠିଥିଲା । ଏହାର ତୀବ୍ରତା ରିକ୍ଟର ସ୍କେଲରେ ୬.୩ ଥିବା ଜଣାପଡିଥିଲା । ଏହାର କେନ୍ଦ୍ରସ୍ଥଳ ତାଜିକିସ୍ତାନର ଭୂମିଠାରୁ ପାଖାପାଖି ୯୦ କିଲୋମିଟର...

ଡୋଭାଲଙ୍କ କାର୍ଯ୍ୟାଳୟ ଉପରେ ଜୈଶ୍‌ର ନଜର: ଆଲର୍ଟରେ ସୁରକ୍ଷା ଏଜେନ୍ସି

ନୂଆଦିଲ୍ଲୀ,୧୩।୨: ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶ ଦାତା ଅଜିତ୍‌ ଡୋଭାଲଙ୍କ କାର୍ଯ୍ୟାଳୟ ଉପରେ ଜୈଶ୍‌-ଇ-ମହମ୍ମଦ ଆତଙ୍କବାଦୀ ସଂଗଠନନଜର ରଖିଥିବା ଘଟଣାର ପର୍ଦ୍ଦାଫାଶ୍‌ ହୋଇଛି। ଏହାକୁ ଦୃଷ୍ଟିରେ ରଖି ଦେଶରେ ସୁରକ୍ଷା ଏଜେନ୍ସିଙ୍କ ପାଇଁ ହାଇ ଆଲର୍ଟ ଜାରି କରାଯାଇଛି। କାର୍ଯ୍ୟାଳୟକୁ ରେକି...

ଟିକା ପରେ ୮ ମାସ ରହିବ କୋଭିଡ୍‌ ଆଣ୍ଟିବଡି

ନୂଆଦିଲ୍ଲୀ, ୧୩।୨: କୋଭିଡ୍‌ ଟିକା ନେବା ପରେ ଶରୀରରେ ଆଣ୍ଟିବଡି ୮ ମାସ କିମ୍ବା ଏହାଠାରୁ ଅଧିକ ସମୟ ସକ୍ରିୟ ରହିବ ବୋଲି ଏମ୍ସ ନିର୍ଦ୍ଦେଶକ ରଣଦୀପ୍‌ ଗୁଲେରିଆ ଶୁକ୍ରବାର କହିଛନ୍ତି। ବୈଜ୍ଞାନିକମାନେ ଭାକ୍ସିନ୍‌ର ଦୀର୍ଘମିଆଦୀ ସୁରକ୍ଷା ଉପରେ ଅନୁଧ୍ୟାନ...

ଉତ୍ତେଜନା କମାଇପାରିବ ଆନ୍ତଃଜାତି ବିବାହ

ନୂଆଦିଲ୍ଲୀ, ୧୩।୨(ଆଇଏଏନ୍‌ଏସ୍‌): ଭିନ୍ନ ଜାତିରେ ବିବାହ ସମାଜରୁ ଜାତିପ୍ରଥା ଜନିତ ପ୍ରତିବନ୍ଧକ ଦୂର କରିବାର ଏକ ଉପାୟ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଜୀବନସାଥୀ ଚୟନ କରୁଥିବା ପୁଅଝିଅ ଶ୍ରେଣୀ ସମ୍ମାନ (କ୍ଲାସ୍‌ ଅନର) କିମ୍ବା ଗୋଷ୍ଠୀ ବିଚାର (ଗ୍ରୁପ୍‌ ଥିଙ୍କିଙ୍ଗ)ର...

ଟିକାଏତ୍‌ଙ୍କୁ ମହାପଞ୍ଚାୟତ ଭରସା

ଗାଜିଆବାଦ, ୧୩।୨(ପି.ଟି.): ନୂଆ କୃଷି ଆଇନ ବିରୋଧରେ ଦିଲ୍ଲୀ ସୀମାରେ ଗତବର୍ଷ ନଭେମ୍ବରରୁ ହଜାର ହଜାର ଚାଷୀ ଆନ୍ଦୋଳନ ଚଳାଇଥିବାବେଳେ ବିଭିନ୍ନ ରାଜ୍ୟରେ ମହାପଞ୍ଚାୟତର ଆୟୋଜନ କରାଯାଉଛି। ଆସନ୍ତା ରବିବାରଠାରୁ ହରିୟାଣା, ମହାରାଷ୍ଟ୍ର ଏବଂ ରାଜସ୍ଥାନରେ ୭ଟି କୃଷକ ମହାପଞ୍ଚାୟତର...

ରାଜ୍ୟ ସଭାରୁ ଦିନେଶଙ୍କ ଇସ୍ତଫା

ନୂଆଦିଲ୍ଲୀ, ୧୩।୨: ତୃଣମୂଳ କଂଗ୍ରେସ (ଟିଏମ୍‌ସି) ଏମ୍‌ପି ଦିନେଶ ତ୍ରିବେଦୀ ଶୁକ୍ରବାର ରାଜ୍ୟ ସଭାରୁ ଇସ୍ତଫା ଦେଇଛନ୍ତି। ଫଳରେ ବିଧାନସଭା ନିର୍ବାଚନ ହେବାକୁ ଯାଉଥିବା ପଶ୍ଚିମବଙ୍ଗରେ ଶାସକ ଦଳକୁ ଆଉ ଏକ ଧକ୍କା ଲାଗିଛି। ତାଙ୍କୁ ପାର୍ଲାମେଣ୍ଟକୁ ପଠାଇଥିବା ଟିଏମ୍‌ସିକୁ...

ହିମସ୍ଖଳନରୁ ବିପଜ୍ଜନକ ହ୍ରଦ

ଡେରାଡୁନ୍‌, ୧୩।୨ : ଉତ୍ତରାଖଣ୍ଡର ଋଷିଗଙ୍ଗାରେ ଗ୍ଲେସିୟରର ଏକ ଅଂଶ ଭାଙ୍ଗିପଡ଼ି ଯେଉଁ ସ୍ଥାନରେ ମାଡ଼ ହୋଇଥିଲା ସେଠାରେ ଭୟଙ୍କର ହ୍ରଦ ସୃଷ୍ଟି ହୋଇଥିବା ସାଟେଲାଇଟ୍‌ ଚିତ୍ରରୁ ଦେଖିବାକୁ ମିଳିଛି। ଏହି ହ୍ରଦର ଆକାର ଫୁଟ୍‌ବଲ ଫିଲ୍ଡର ତିନିଗୁଣ ବୋଲି...

ବିବାଦରେ ଫେଣ୍ଟି ବ୍ୟୁଟି

ନୂଆଦିଲ୍ଲୀ,୧୩ା୨: ଦିଲ୍ଲୀରେ ଆନ୍ଦୋଳନରତ କୃଷକଙ୍କ ସମର୍ଥନରେ ଟୁଇଟ୍‌ କରିଥିବା ଅନ୍ତର୍ଜାତୀୟ ପପ୍‌ ଷ୍ଟାର ରିହାନା ଫେଣ୍ଟିଙ୍କ ପିଛା ଛାଡ଼ୁନାହିଁ ବିବାଦ। ରିହାନାଙ୍କ କସ୍‌ମେଟିକ୍‌ ବ୍ରାଣ୍ଡ୍‌ ‘ଫେଣ୍ଟି ବ୍ୟୁଟି’ ବିରୋଧରେ ଝାଡ଼ଖଣ୍ଡର କେତେଜଣ ବ୍ୟକ୍ତି ନୂଆଦିଲ୍ଲୀସ୍ଥିତ ଡିଏଲ୍‌ଏଫ୍‌ ପ୍ରୋମେନେଡ୍‌ ମଲ୍‌ ବାହାରେ...

୧୯କୁ ଘୁଞ୍ଚିଲା ଶୁଣାଣି

ନୂଆଦିଲ୍ଲୀ,୧୩ା୨(ପି.ଟି.): କୋଟିଆ ସୀମା ବିବାଦକୁ ନେଇ ଓଡ଼ିଶା ପକ୍ଷରୁ ଦାଏର ଅଦାଲତ ଅବମାନନା ଆବେଦନ ଉପରେ ସୁପ୍ରିମକୋର୍ଟ ଶୁକ୍ରବାର ଆନ୍ଧ୍ର ପ୍ରଦେଶକୁ ଜବାବ ତଲବ କରିଛନ୍ତି। ତେବେ ଶନିବାର ଆନ୍ଧ୍ର ପକ୍ଷରୁ ହେବାକୁ ଥିବା ପଞ୍ଚାୟତ ନିର୍ବାଚନ ଉପରେ ସର୍ବୋଚ୍ଚ...

ମାଲିକଙ୍କ ଅପେକ୍ଷାରେ ୪ ଦିନ ହେଲା ଟନେଲ ବାହାରେ ଛିଡ଼ା ହୋଇଛି କୁକୁର

ଚାମୋଲି, ୧୨।୨: କୁକୁରମାନେ ମଣିଷର ଭଲ ବନ୍ଧୁ। ଏଥିରେ କିଛି ସନ୍ଦେହ ନାହିଁ। ନିଜ ବନ୍ଧୁ ତଥା ମାଲିକଙ୍କ ପାଇଁ କୁକୁରମାନେ ଜୀବନ ଦେଇପାରନ୍ତି। ଏଭଳି ଘଟଣା ଉତ୍ତରାଖଣ୍ଡର ଚାମୋଲି ଜିଲାରୁ ସାମ୍ନାକୁ ଆସିଛି, ଯେଉଁଠାରେ ବନ୍ୟା ଯୋଗୁ ୩୫...

ଥରିଲା ଦିଲ୍ଲୀ ସମେତ ଉତ୍ତର ଭାରତ

ନୂଆଦିଲ୍ଲୀ,୧୨।୨: ଦିଲ୍ଲୀ ଏନ୍‌ସିଆର, ପଞ୍ଜାବ, ରାଜସ୍ଥାନ, ଜମ୍ମୁ-କଶ୍ମୀର ଓ ଉତ୍ତର ପ୍ରବେଶର ବିଭିନ୍ନ ସ୍ଥାନରେ ଶୁକ୍ରବାର ରାତିରେ ଭୂମିକମ୍ପ ଅନୁଭୂତ ହୋଇଛି। ଏହାର ତିବ୍ରତା ରିକ୍ଟର ସ୍କେଲରେ ୬.୩ ଥିଲା। ତାଜିକିସ୍ତାନ ଏହାର ଉତ୍ପତ୍ତିସ୍ଥଳ ବୋଲି ସେସ୍‌ମୋଲୋଜି ପକ୍ଷରୁ କୁହାଯାଇଛି।...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri