ଜାତୀୟ

ଚତୁର୍ଥୀ ରାତିରେ ସ୍ବାମୀଙ୍କ ଉଡିଗଲା ହୋସ୍‌: ରାତି ୧୨ରେ ଶ୍ୱଶୁରଙ୍କୁ ଲଗାଇଲେ ଫୋନ୍‌

ଭୋପାଳ,୨।୪: ମଧ୍ୟପ୍ରଦେଶର ଶିବପୁରୀରେ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ଶ୍ୱଶୁର ଘର ନାଁରେ ବିବାହ ପ୍ରତାରଣା ଅଭିଯୋଗ ଆଣିଛନ୍ତି ଜଣେ ବ୍ୟକ୍ତି। ସେ ଅଭିଯୋଗରେ କହିଛନ୍ତି ଯେ ସେ ଦୁଇ ବର୍ଷ ପୂର୍ବେ ବିବାହ କରିଥିବା ଝିଅ ଜଣେ...

ପୁଣି ଡରାଇଲାଣି କରୋନା: ଦିନକରେ ୮୧ ହଜାରରୁ ଅଧିକ ସଂକ୍ରମିତ,୪୬୯ ମୃତ

ନୂଆଦିଲ୍ଲୀ,୨।୪: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ୫୦ ହଜାରରୁ ଅଧିକ ନୂତନ କରୋନା ମାମଲା ଆସୁଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ମହାରାଷ୍ଟ୍ର, ପଞ୍ଜାବ, କେରଳ, କର୍ନଟକ, ଛତିଶଗଡ...

ଇପିଏସ୍‌ ବନାମ ଷ୍ଟାଲିନ

ଚେନ୍ନାଇ/ନୂଆଦିଲ୍ଲୀ,୨ା୪:ତାମିଲନାଡୁରେ କ୍ଷମତା ଦଖଲ ପାଇଁ ଦୁଇ ପ୍ରତିଦ୍ୱନ୍ଦ୍ୱୀ ପ୍ରସ୍ତୁତ। ଜଣେ ଆକସ୍ମିକ ମୁଖ୍ୟମନ୍ତ୍ରୀ ଓ ଅନ୍ୟ ଜଣେ କ୍ରମଶଃ ରାଜନୀତିର ପାଠ ପଢ଼ିଛନ୍ତି। ଜଣେ ଚାଷୀ ପରିବାରରୁ ଆସିଥିବାବେଳେ ଆଉ ଜଣେ ରାଜ୍ୟର ସବୁଠୁ ବଡ଼ ନେତାଙ୍କ ପୁଅ। ଦ୍ରାବିଡ...

ଲିଙ୍ଗଗତ ଅସମାନତା: ୧୪୦ ତମ ସ୍ଥାନକୁ ଖସିଲା ଭାରତ

ନୂଆଦିଲ୍ଲୀ, ୨ା୪:ବିଶ୍ୱ ଅର୍ଥନୈତିକ ଫୋରମ୍‌(ଡବ୍ଲ୍ୟୁଇଏଫ୍‌)ର ବୈଶ୍ୱିକ ଲିଙ୍ଗଗତ ଅସମାନତା ରିପୋର୍ଟରେ ଭାରତ ଖରାପ ପ୍ରଦର୍ଶନ କରିଛି। ଏହି ସୂଚକାଙ୍କରେ ଭାରତ ୨୮ଟି ସ୍ଥାନ ତଳକୁ ଖସି ୧୪୦ ନମ୍ବରରେ ପହଞ୍ଚିଛି। ୧୫୬ଟି ଦେଶକୁ ନେଇ ଏହି ରିପୋର୍ଟ ପ୍ରସ୍ତୁତ ହୋଇଥିବାବେଳେ...

ଓଡ଼ିଶାରେ ଜିଏସ୍‌ଟି ସଂଗ୍ରହ ୨୫% ବୃଦ୍ଧି

ନୂଆଦିଲ୍ଲୀ,୨।୪: ଚଳିତ ବର୍ଷ ମାର୍ଚ୍ଚରେ ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) ସଂଗ୍ରହ ରେକର୍ଡ ସ୍ତରରେ ରହିଛି। ଏହି ମାସରେ ସାରା ଦେଶରେ ୧.୨୩ ଲକ୍ଷ କୋଟି ଟଙ୍କାର ଜିଏସ୍‌ଟି ଆଦାୟ ହୋଇଛି। ଜିଏସ୍‌ଟି ଲାଗୁ ହେବା ପରେ ମାର୍ଚ୍ଚ ୨୦୨୧ରେ...

‘ଶାହାଙ୍କ କଥାରେ ଇସି’

ନନ୍ଦିଗ୍ରାମ,୨ା୪:ପଶ୍ଚିମବଙ୍ଗରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ବେଳେ ମତଦାନ ବାଧାପ୍ରାପ୍ତ ହୋଇଛି। କେତେକ ସ୍ଥାନରେ ହିଂସା ମଧ୍ୟ ଘଟିଛି। ଭାଜପା ଗୁଣ୍ଡାମାନେ ଭୋଟ ଗ୍ରହଣ ବେଳେ ଅଚଳାବସ୍ଥା ସୃଷ୍ଟି କରିଛନ୍ତି। ଗୁରୁବାର ସକାଳ ୭ଟାରୁ ମତଦାନ ଆରମ୍ଭ ହେବା ପରଠାରୁ ତୃଣମୂଳ...

ଆଉ ୮ ମାସ ଚାଲିବ ଚାଷୀ ଆନ୍ଦୋଳନ

ନୂଆଦିଲ୍ଲୀ, ୧।୪: କେନ୍ଦ୍ର ସରକାରଙ୍କ କୃଷି ଆଇନ ବିରୋଧରେ ଚାଷୀ ଆନ୍ଦୋଳନ ଆଉ ୮ ମାସ ଚାଲିବ ବୋଲି ଭାରତୀୟ କିଷାନ ୟୁନିୟନ(ବିକେୟୁ) ମୁଖପାତ୍ର ରାକେଶ ଟିକାଏତ୍‌ ଗୁରୁବାର କହିଛନ୍ତି। ମେ’ ୧୦ ପର୍ଯ୍ୟନ୍ତ ଚାଷୀମାନେ ଗହମ ଅମଳରେ ବ୍ୟସ୍ତ...

ପଶ୍ଚିମବଙ୍ଗରେ ୮୦.୪୩, ଆସାମରେ ୭୩.୦୩ ପ୍ରତିଶତ ମତଦାନ

ନୂଆଦିଲ୍ଲୀ,୧।୪: ଆସାମ ଓ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶାନ୍ତିପୂର୍ଣ୍ଣ ଭାବେ ଅନୁଷ୍ଠିତ ହୋଇଯାଇଥିବା ନିର୍ବାଚନ ଆୟୋଗ (ଇସି) ପକ୍ଷରୁ କୁହାଯାଇଛି। ଦୁଇଟି ରାଜ୍ୟରେ ୬୯ଟି ଆସନ ପାଇଁ ୨୧,୧୧୨ ବୁଥ୍‌ରେ ଗୁରୁବାର ଚାଲିଛି ମତଦାନ। ସନ୍ଧ୍ୟା...

ଏଆଇଏମ୍‌ଆଇଏମ୍‌ ନେତା ଅସଦ ଖାନ୍‌ଙ୍କୁ ହତ୍ୟା

ହାଇଦ୍ରାବାଦ,୧।୪: ଦିନ ଦ୍ୱିପ୍ରହରରେ ବିଚ୍‌ ରାସ୍ତାରେ ଗୁରୁବାର ଦୁର୍ବୃତ୍ତମାନେ ଏଆଇଏମ୍‌ଆଇଏମ୍‌ ନେତା ଅସଦ ଖାନ୍‌ଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି। ପୂର୍ବ ଶତ୍ରୁତାକୁ ନେଇ ଏହି ହତ୍ୟା କାଣ୍ଡ ଘଟିଥିବା ପୋଲିସ ସନ୍ଦେହ କରୁଛି। ହେଲେ ହତ୍ୟାର କାରଣ...

ଟିକା ନେବା ପରେ ବି ୧୪ ଡାକ୍ତର କରୋନା ପଜିଟିଭ୍‌

ରୋହତକ,୧।୪: କରୋନାର ଦୋହରା ମାଡ଼ରେ ଦେଶରେ କୋକୁଆ ଭୟ ସୃଷ୍ଟି ହୋଇଛି। ଏପରିସ୍ଥଳେ ହରିୟାଣାରେ ଲୋକେ ଅଧିକ ଆତଙ୍କିତ ହୋଇପଡ଼ିଛନ୍ତି। ରୋହତକ ପିଜିଆଇଏମ୍‌ଏସ୍‌ ହସ୍ପିଟାଲରେ ୨୨ ଜଣ ଡାକ୍ତର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସ୍ତ୍ରୀରୋଗ ବିଭାଗର ଡାକ୍ତରମାନଙ୍କ ନୁମୁନା ପରୀକ୍ଷା...

ପ୍ରତିଦିନ କରୋନା ଟିକା

ନୂଆଦିଲ୍ଲୀ,୧।୪: ଗୁରୁବାରଠାରୁ ୪୫ ବର୍ଷ ଅବା ଏହାଠାରୁ ଅଧିକ ବୟସ୍କଙ୍କୁ କରୋନା ଟିକାଦାନ ଆରମ୍ଭ ହୋଇଛି। ଏପ୍ରିଲ୍‌ରେ ମାସ ସାରା ସବୁଦିନ ଟିକାକରଣ କରାଯିବ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ସରକାରୀ ଛୁଟି ଦିନ...

ଏପ୍ରିଲ୍‌ ୧୫ ପର୍ଯ୍ୟନ୍ତ ସ୍କୁଲ-କଲେଜ ବନ୍ଦ

ଶିମଲା,୧।୪: କରୋନା ସଂକ୍ରମଣ ଯୋଗୁ ଦେଶର ମହାରାଷ୍ଟ୍ର, ଛତିଶଗଡ଼, କର୍ନାଟକ, କେରଳ, ତାମିଲନାଡୁ, ଗୁଜରାଟ, ମଧ୍ୟପ୍ରଦେଶ, ପଞ୍ଜାବ ଆଦି ରାଜ୍ୟରେ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ହିମାଚଳ ପ୍ରଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର ସରକାରଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri