ଜାତୀୟ

୫୭୦୦ ଲକ୍ଷ ବର୍ଷ ପୁରାତନ ପ୍ରାଣୀ ଜୀବାଶ୍ମର ମିଳିଲା ସନ୍ଧାନ

ଭୋପାଳ,୧୦।୨: ମଧ୍ୟପ୍ରଦେଶର ଭୋପାଳ ଠାରୁ ୪୦ କିଲୋମିଟରର ଦୂରରେ ଥିବା ୟୁନେସ୍କୋ ଦ୍ୱାରା ସଂରକ୍ଷିତ ଅଞ୍ଚଳ ଭାବେ ଘୋଷଣା କରାଯାଇ ଥିବା ଭୀମ୍‌ବେଟ୍‌କାରେ ୫୭୦୦ ଲକ୍ଷ ବର୍ଷ ତଳେ ପୃଥିବୀରେ ବାସ କରୁଥିବା ପ୍ରାଣୀର ଜୀବାଶ୍ମର ସନ୍ଧାନ ମିଳିଛି। ଏହାର...

ଜବାବ ଦେଲା ଟୁଇଟର: ୫୦୦ ବିବାଦୀୟ ଆକାଉଣ୍ଟ୍‌ ବନ୍ଦ

ନୂଆଦିଲ୍ଲୀ,୧୦।୨: କେନ୍ଦ୍ର ସରକାର ୧୧୭୮ ଟୁଇଟର ଆକାଉଣ୍ଟ ବନ୍ଦ ପାଇଁ ନିର୍ଦ୍ଦେଶ ଜାରି କରିଥିଲେ। ତେବେ ଏହାର ଉତ୍ତରରେ ଟୁଇଟରର ପକ୍ଷରୁ କୁହାଯାଇଛି ଯେ, ପ୍ରତିବନ୍ଧକ ଲଗାଯିବା ପାଇଁ ସରକାରଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ଆକାଉଣ୍ଟ ମଧ୍ୟରୁ ୫୦୦କୁ ସ୍ଥାୟୀ...

ହୃଦୟ ଜିତିଲେ କୁନି ପ୍ରଚାରକ

ଚଣ୍ଡିଗଡ,୧୦।୨: ପଞ୍ଜାବର ମ୍ୟୁନିସିପାଲିଟି ନିର୍ବାଚନରେ ଆମ ଆଦମୀ ପାର୍ଟିର ଜଣେ କୁନି ପ୍ରଚାରକ ସୋସିଆଲ ମିଡିଆରେ ସମସ୍ତଙ୍କ ହୃଦୟ ଜିତିଛନ୍ତି। ଘର ଘର ବୁଲି ପ୍ରଚାର କରୁଥିବା ଏଏପି ପ୍ରାର୍ଥୀଙ୍କ ପୁଅ କହିଛନ୍ତି- ମୋ ବାପାଙ୍କୁ ଭୋଟ ଦିଅନ୍ତୁ। ଜଣେ...

ଦେଶରେ ସ୍ଥାପିତ ହେବ ୪୨୦ ଇ-ହସ୍ପିଟାଲ

ନୂଆଦିଲ୍ଲୀ,୧୦।୨: ଦେଶରେ ଡିଜିଟାଲ ଇଣ୍ଡିଆ ପ୍ରୟାସ ଅନ୍ତର୍ଗତ ୪୨୦ ଇ- ହସ୍ପିଟାଲ ସ୍ଥାପନ କରାଯିବ। କେନ୍ଦ୍ର ସରକାରଙ୍କ ଯୋଜନା ମାଧ୍ୟମରେ ଏହା ପରିଚାଳିତ ହେବ ବୋଲି ସୂଚନା ପ୍ରଯୁକ୍ତି ମନ୍ତ୍ରୀ ରବି ଶଙ୍କର ପ୍ରସାଦ ବୁଧବାର ପ୍ରକାଶ କରିଛନ୍ତି। ଏହା...

ମହାପଞ୍ଚାୟତ ପୂର୍ବରୁ ଶାହାରନପୁରରେ ୧୪୪ ଧାରା

ଶାହାରନପୁର,୧୦।୨: ଉତ୍ତରପ୍ରଦେଶ ଶାହାରନପୁରରେ ବୁଧବାର କୃଷକ ମହାପଞ୍ଚାୟତ ଆୟୋଜନ କରାଯିବାର କାର୍ଯ୍ୟକ୍ରମ ଥିଲା। ତେବେ ସୁରକ୍ଷା ଦୃଷ୍ଟିରୁ ଜିଲାରେ ୧୪୪ ଧାରା ଜାରି କରାଯାଇଛି। ମହାପଞ୍ଚାୟତରେ କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମଧ୍ୟ ଯୋଗଦେବାର କାର୍ଯ୍ୟକ୍ରମ ଥିଲା।...

ଅଯୋଧ୍ୟା ହେବ ବିଶ୍ୱସ୍ତରୀୟ ସହର

ଅଯୋଧ୍ୟା,୧୦।୨: ଉତ୍ତରପ୍ରଦେଶର ରାମନଗରୀ ଅଯୋଧ୍ୟାକୁ ବିଶ୍ୱସ୍ତରୀୟ ସହର କରାଯିବା ଲାଗି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତ ହୋଇଛି। ଏନେଇ କାନାଡ଼ାର ଏଲ୍‌ଇଏ ଆସୋସିଏଟ୍ସ୍‌କୁ କନସଲଟାନ୍ସି ଏଜେନ୍ସି ଦାୟିତ୍ୱ ପ୍ରଦାନ କରାଯାଇଛି। ସହରର ପୂର୍ଣ୍ଣ ବିକାଶ,...

୪ ବର୍ଷରେ ଭାରତର ନାଗରିକତ୍ୱ ହରାଇଛନ୍ତି ୬ ଲକ୍ଷରୁ ଅଧିକ

ନୂଆଦିଲ୍ଲୀ,୧୦।୨: ଗତ ୪ ବର୍ଷ ମଧ୍ୟରେ ୬ ଲକ୍ଷ ୭୬ ହଜାର ୭୪ ଜଣ ଭାରତୀୟ ନାଗରିକତ୍ୱ ହରାଇଛନ୍ତି। ସେମାନେ ଅନ୍ୟ ଦେଶର ନାଗରିକତ୍ୱ ଗ୍ରହଣ କରିଥିବା ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ଲୋକ ସଭାରେ ସୂଚନା ଦେଇଛନ୍ତି। କଂଗ୍ରେସ...

ବାକି ରହିଲା ୬୦ ମିଟର ମାଟି ଖୋଳା: ଆଶା ଆଶଙ୍କାରେ ପରିବାର ବର୍ଗ

ଡେରାଡୁନ,୧୦।୨: ଉତ୍ତରାଖଣ୍ଡ ଚାମୋଲିରେ ହିମସ୍ଖଳନ ପରେ ତପୋବନ ଟନେଲରେ କେତେକ ଲୋକ ଅଟକି ରହିଛନ୍ତି। ମୋନଙ୍କ ପାଖରେ ପହଞ୍ଚିବା ପାଇଁ ୧୮୦ ମିଟର ବାଟ ଅତିକ୍ରମ କରିବାକୁ ଉଦ୍ଧାରକାରୀ ଦଳଙ୍କ ପାଇଁ କଷ୍ଟକର ହୋଇ ପଡ଼ିଛି। ଇତିମଧ୍ୟରେ ୧୨୦ ମିଟର...

ଘୋଡ଼ା ଚଢ଼ି ସ୍କୁଲ ଗଲେ

ଭୋପାଳ, ୧୦ା୨: କରୋନା ଯୋଗୁ ସ୍କୁଲ ବସ୍‌ ବନ୍ଦ ହୋଇଯିବାରୁ ପାଠ ପଢ଼ିବାକୁ ଘୋଡ଼ାରେ ବସି ବିଦ୍ୟାଳୟରେ ପହଞ୍ଚିଲେ ଛାତ୍ର। ମଧ୍ୟପ୍ରଦେଶର ଖଣ୍ଡଓ୍ବା ଜିଲାର ଏକ ଗ୍ରାମରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ, କରୋନା ପରେ ବିଦ୍ୟାଳୟରେ...

ଟିଏମ୍‌ସିକୁ ଫେରିବେ ୨ ବିଧାୟକ

କୋଲକାତା, ୧୦।୨: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ଦଳଡିଆଁ ପର୍ବ ଜୋର୍‌ ଧରିଛି। ଶାସକ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର କେତେଜଣ ଅସନ୍ତୁଷ୍ଟ ନେତା ଓ କର୍ମୀ କିଛିଦିନ ମଧ୍ୟରେ ଭାଜପାରେ ସାମିଲ ହୋଇଛନ୍ତି। ୨୦୧୯ରେ ଭାଜପାରେ ଯୋଗଦେଇଥିବା ଟିଏମ୍‌ସିର ଦୁଇଜଣ...

ହାଜତରେ ଯୌନ ନିର୍ଯାତନା

ଚଣ୍ଡିଗଡ,୧୦ା୨: ପଞ୍ଜାବର ୨୩ ବର୍ଷୀୟା ଦଳିତ ଝିଅ ନୋଦୀପ କୌରଙ୍କ ମୁକ୍ତି ପାଇଁ ଆମେରିକା ଉପରାଷ୍ଟ୍ରପତି କମଲା ହାରିସ୍‌ଙ୍କ ଝିଆରୀ ତଥା ଆଇନଜୀବୀ ମୀନା ହାରିସ୍‌ ଶନିବାର ଟୁଇଟ୍‌ କରିଛନ୍ତି। ମଜଦୁର ଅଧିକାର ସଙ୍ଗଠନ ସହିତ ଜଡ଼ିତ ଶ୍ରମିକ ଅଧିକାର...

‘ହିନ୍ଦୁସ୍ଥାନୀ ମୁସଲମାନ ଭାବେ ଗର୍ବିତ’

ନୂଆଦିଲ୍ଲୀ, ୧୦।୨: ବରିଷ୍ଠ କଂଗ୍ରେସ ନେତା ତଥା ରାଜ୍ୟ ସଭାରେ ବିରୋଧୀ ଦଳ ନେତା ଗୁଲାମ ନବୀ ଆଜାଦ୍‌ ମଙ୍ଗଳବାର ଉଚ୍ଚ ସଦନରୁ ଅବସର ଗ୍ରହଣ କରିଛନ୍ତି। ହିନ୍ଦୁସ୍ଥାନୀ ମୁସଲମାନ ଭାବେ ଗର୍ବ ଅନୁଭବ କରନ୍ତି। ପାକିସ୍ତାନ ଚାଲିଯାଇ ନ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri